< Markos 15 >
1 Nin shantu kiti nin kui dinding, adidya kutin nlira, nan nalcu kuna, nan nanan niyert a-a vat an lisosin tere tinu, itere Yisa inya ninghe idi nakpa Bilatus ku.
୧ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ ।
2 Bilatus tinighe, “Fere ugo na Yahudawe?” a kawaghe, “U belle nane re.”
୨ପିଲାତ୍ ଜିସୁକେ ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା?” ଜିସୁ ତାକେ କଇଲା, “ତୁଇ ଜନ୍ଟା ପାଚାର୍ଲୁସ୍ନି, ସେଟା ସତ୍ସେ ।”
3 A didya kutin nlire dunjo tinu gbardang kitenne Yisa.
୩ମୁକିଅ ପୁଜାରିମନ୍ ଜିସୁକେ ଦସ୍ ଦେଇ କଇବାର୍ ଦାର୍ଲାଇ ।
4 Bilatus kuru atiringhe, “Na ukawa ba? Lanza tipinpin tongo na idin bellu litife?
୪ସେବେଲା ପିଲାତ୍ ତାକେ ଆରିତରେକ୍ ପାଚାର୍ଲା, “ତୁଇ କାଇକେ ଚିମ୍ରା ଅଇଦେଲୁସ୍? କାଇଟା ମିସା କଉସ୍ ନାଇ । ଦେକା ସେମନ୍ ତର୍ ବିରଦେ କେତେକ୍ ନିନ୍ଦା କାତା କଇଲାଇନି ।”
5 Na Yisa nkuru akawa Bilatus ku Ulliru ba, imone na Bilatus ku umamaki.
୫ମାତର୍ ଜିସୁ କାତା ଅଏ ନାଇ । ସେଟା ଦେକିକରି ପିଲାତ୍ ବେସି କାବା ଅଇଗାଲା ।
6 Kubi idi Bilatus asa bunku nani kucin kurum, urika na inin tiringhe.
୬ରକିଆ ପାଇବାର୍ ପରବ୍ କଲାବେଲେ ସବୁ ବରସର୍ ରିତିନିତି ଇସାବେ ପିଲାତ୍, ଜନ୍ ଆଲେ ବନ୍ଦି ଲକ୍କେ, ଲକ୍ମନ୍ ବାର୍କରାଇ ଦେବାକେ ମନ୍ କରତେରଇଲାଇ, ତାକେ ବାର୍କରାଇ ଦେଇତେରଇଲା ।
7 Nan nya nanan licinne among waduku anan firu nnun, nan nya nanan nfiru nune lisa nmong wa di Barabas.
୭ସେବେଲେ ସର୍କାରର୍ ବିରୁଦେ ଦାବିକରି ବାର୍ବା ନାଉଁର୍ ଗଟେକ୍ ଲକ୍ ବନ୍ଦି ଅଇରଇଲା । ଏ ଲକ୍ ଆରି କେତେଟା ଲକ୍ମନର୍ ସଙ୍ଗ୍, ଲକ୍ମନ୍କେ ମରାଇ ବନ୍ଦି ଅଇରଇଲା ।
8 Ligozin nanite da kitin Bilatus i woroghe a sü nani imonghe na amene nsue.
୮ଲକ୍ମନ୍ ପିଲାତର୍ଟାନେ ଆସି, କଇଲାଇ, “ସବୁ ବରସର୍ ରିତିନିତି ଇସାବେ ଏ ତରେକ୍ ମିସା ଗଟେକ୍ ବନ୍ଦି ଲକ୍କେ ମୁକ୍ଲାଇ କରି ବାର୍କରାଇଦେସ୍ ।”
9 Bilatus kawa nanin a woro, “I dinin nsu nsun minu ugoh na Yahudawa?”
୯ପିଲାତ୍ ଲକ୍ମନ୍କେ ପାଚାର୍ଲା, “ତମେ କାକେ ମନ୍ କଲାସ୍ନି? ମୁଇ ତମର୍ ଲାଗି ଜିଉଦିମନର୍ ରାଜାକେ ଚାଡିଦେବି କି?”
10 Awa yinin bara ivirari nta adidya kutin nlira da nin Yisa kitime.
୧୦ପିଲାତ୍ ରାଜା କାଇକେ ଏନ୍ତି କଇଲା ବଇଲେ, ମୁକିଅ ପୁଜାରିମନ୍ କୁଟ୍ ପାଁଚି ଜିସୁକେ ତାର୍ ଆତେ ସର୍ପିଦେଇ ଆଚତ୍ ବଲିକରି ସେ ଜାନିରଇଲା ।
11 Adidya kutin nlira tula ligozin nanite Ighantin tiwui ibellinghe idinin su ibunku nanin Barabasari ku.
୧୧ମାତର୍ ମୁକିଅ ପୁଜାରିମନ୍ ଲକ୍ମନ୍କେ ଉସ୍କାଇ କରି, “ଜିସୁର୍ ବାଦୁଲେ ବାର୍ବାକେ ଆମର୍ପାଇ ବନ୍ଦି ଗରେଅନି ମୁକ୍ଲାଇବାକେ କୁଆ ।” ବଲି କଇଲାଇ ।
12 Bilatus kawa nanin tutung aworo, “Nene yaghari nba ti nin goh na Yahudawe?”
୧୨ମାତର୍ ପିଲାତ୍ ଆରିତରେକ୍ ପାଚାର୍ଲା, “ସେନ୍ତିଆଲେ ତମେ ଜନ୍ ଲକ୍କେ ଜିଉଦିମନର୍ ରାଜା ବଲି କଇଲାସ୍ନି, ତାକେ ମୁଇ କାଇଟା କର୍ବି ବଲି ତମେ ମନ୍ କଲାସ୍ନି?”
13 Ikuru ighantina tiwui, “Kotinghe kitene kucha!”
୧୩ଲକ୍ମନ୍ ବେସି ରାଟୁକରି କଇଲାଇ, “ତାକେ କୁର୍ସେ ମରାଆ ।”
14 Bilatus woro nani, “Iyapin imon inanzanghari atah?” Ikuru ighantina tiwuiye, “Kotinghe.”
୧୪ତେଇଅନି ପିଲାତ୍ ଆରିତରେକ୍ ଲକ୍ମନ୍କେ ପାଚାର୍ଲା, “କାଇକେ, ସେ କାଇ ଦସ୍ କଲାଆଚେ ଜେ?” ମାତର୍ ଲକ୍ମନ୍ ଅଦିକ୍ ଅଦିକ୍ ରାଟୁଅଇକରି କଇଲାଇ, “ତାକେ କୁରୁସ୍ କାଟେ ମରାଆ ।”
15 Bilatus wa yita nin su a nonko anite nibineyi, a bunku nani Barabas ku. Na a kpizo Yisa ku anin nakpa nanin ame idi kotinghe.
୧୫ସେଟାର୍ପାଇ ପିଲାତ୍ ଲକ୍ମନ୍କେ ସାର୍ଦା କରାଇବାକେ ମନ୍କରି ବାର୍ବାକେ ବନ୍ଦି ଗରେଅନି ମୁକ୍ଲାଇଦେଇ ଜିସୁକେ କର୍ଡା ସଙ୍ଗ୍ ମାରି, କୁରୁସ୍କାଟେ କୁଟିମାରି ମରାଇଦେବାକେ ସନିଅମନ୍କେ ସର୍ପିଦେଲା ।
16 Anan techu natino pira ninghe nanya kutii lipitin, inin yicilla lipitin nan techu natino.
୧୬ସନିଅମନ୍ ଜିସୁକେ ରମିୟ ସର୍କାରର୍ ସାସନ୍କାରିଆ ପିଲାତର୍, ମୁକିଅ ଗରର୍ ଡାଣ୍ଡେ ଦାରିଗାଲାଇ ଆରି ସେମନ୍ ବିନ୍ ସନିଅମନ୍କେ ଗଟେକ୍ ଟାନେ ଡାକି ରୁଣ୍ଡାଇଲାଇ ।
17 Ishono Yisa ku kultuk kudya, i peu imart itaghe liti.
୧୭ସେମନ୍ ଜିସୁକେ କିଜାଇବାକେ ଜାମ୍କଲି ରଙ୍ଗର୍ ବସ୍ତର୍ ପିନ୍ଦାଇଲାଇ ଆରି ଗଟେକ୍ କାଟାର୍ ମୁକୁଟ୍ ତିଆର୍କରି ତାର୍ ମୁଣ୍ଡେ ପିନ୍ଦାଇଦେଲାଇ ।
18 Ichizina ulisuzughe, “i lisofi ugo na Yahudawa!”
୧୮ସେମନ୍ ଜିସୁକେ କିଜାଇ କରି କଇଲାଇ, “ଏ ଜିଉଦିମନର୍ ରାଜା ତକେ ଜୁଆର୍, ତୁଇ ବେସି ଦିନ୍ ବଁଚ୍ ।”
19 I kpeghe liti nin likpu, i titizinghe ataf. Izazinghe, itumuzunghe.
୧୯ସେମନ୍ ତର୍କେତର୍ ବେତ୍ ଡାଙ୍ଗ୍ ସଙ୍ଗ୍ ତାର୍ ମୁଣ୍ଡେ ମାର୍ତେରଇଲାଇ ଆରି ତାର୍ ଉପ୍ରେ ତୁକି କିଜାଇକରି ମାଣ୍ଡିକୁଟା ଦେଇ ଜୁଆର୍ କଲାଇ ।
20 Na iwa malu usughe liyong, ikalaghe kultuk kudyawẹ, ikpilla i shonghe kunme. I gya ninghe uchin din kotinghe.
୨୦ସେମନ୍ ଜିସୁକେ କିଜାଇ ସାରାଇଲାପଚେ, ଜାମ୍କଲି ରଙ୍ଗର୍ ବସ୍ତର୍ ତାର୍ ଗାଗ୍ଡେଅନି ବେଟିକରି, ନିଜର୍ ବସ୍ତର୍ ପିନ୍ଦାଇଦେଲାଇ । ତାର୍ପଚେ ସେମନ୍ ତାକେ କୁର୍ସକାଟେ ମରାଇବାକେ ଗଡ୍ ବାଇରେ ଦାରିଗାଲାଇ ।
21 Ita umong unan katu ayauna kucha nkotunẹ gbas, ulenge na awa nuzu kagin gbiri, lisame Simion kunan Kirawani (uchiffin Alexander nin Rufus).
୨୧ସେବେଲା ଆଲେକ୍ଜାଣ୍ଡାର୍ ଆରି କୁର୍ନିୟ ଜାଗାର୍ ରୁପ୍ଅର୍ ବାବା ସିମନ୍ ନାଉଁର୍ ଗଟେକ୍ ଲକ୍, ପଲିଗାରାମ୍ ଅନି ଆସିକରି ସେ ବାଟେ ଜାଇତେରଇଲା । ସେ ସନିଅମନ୍ ତାକେ ଜିସୁର୍ କୁର୍ସ ବଇବାକେ ବାଦିଅ କଲାଇ ।
22 Anan techu natino da nin Yisa nkankiti na idin sumun u Golgotha (kikanga na idin yicu skull).
୨୨ତାର୍ପଚେ ସେମନ୍ ଜିସୁକେ ଗଲ୍ଗତା ନାଉଁର୍ ଗଟେକ୍ ଜାଗାଇ ଦାରିଗାଲାଇ । ଗଲ୍ଗତାର୍ ଅରତ୍ ଅଇଲାନି, କାପାଲ୍ ଜାଗା ।
23 Iketilne nmyen inabi nin myrrd inaghe anari usonẹ.
୨୩ସେମନ୍ ଜିସୁକେ ଅସ ମିସାଇଲା ଅଙ୍ଗୁର୍ ରସ୍ କାଅ ବଲିକରି ଦେଲାଇ, ମାତର୍ ସେ ନିଚ୍ଲା ।
24 Ikotinghe kucha inin koso imon me isu maferu feru natimine kitene nimon me iyinin kome kusareri kogha mase.
୨୪ତାର୍ପଚେ ଜିସୁକେ କୁର୍ସେ ଚଗାଇଲାଇ ଆରି ତାର୍ ବସ୍ତର୍ କାର୍ବାଗେ କାଇଟା ମିଲ୍ସି ବଲି ବାଟାକରି ନେବାକେ, କେଡ୍ ପୁଟାଇକରି ନିଜର୍ ନିଜର୍ ବିତ୍ରେ ବାଟାକରି ନେଲାଇ ।
25 Kubi nikoro itat nin kulelenghari iwa kotinghe.
୨୫ସେମନ୍ ସାକ୍ଲିଆ ନ ଗଁଟା ବେଲାଇ ଜିସୁକେ କୁର୍ସେ ଚଗାଇଲାଇ ।
26 I yertine kulap I tafaghe kuchẹ un bellu kulapi me, “UGOH NA YAHUDAWA.”
୨୬ଆରି “ଏଟା ଜିଉଦିମନର୍ ରାଜା ।” ବଲି ନିନ୍ଦା କାତା ଲେକି କୁରୁସ୍ ଉପ୍ରେ ଡସାଇଲାଇ ।
27 Iwa kotinghe ligo nin nakiri a waba, uwarum nchara ulime, uwwarum nchara ugule.
୨୭କୁର୍ସେ ଜିସୁର୍ ସଙ୍ଗ୍ ଆରି ଦୁଇଟା ଚର୍ମନ୍କେ, ତାର୍ ଉଜାବାଟେ ଗଟେକ୍କେ, ଡେବ୍ରି ବାଟେ ଆରିଗଟେକ୍କେ ଚଗାଇରଇଲାଇ ।
28 Ulire na iwa su nanya niyertẹ kullo ulenge na iwa bellinng (Imunughe ligowe na nan kulapi).
୨୮ସେ ବୁଲ୍ କଲା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ବଲି, ଇସାବ୍ ଅଇଲା ବଲିକରି ପର୍ମେସରର୍ ସାସ୍ତରେ ଲେକାଅଇରଇବା ବିସଇ ସିଦ୍ ଅଇଲା ।
29 Alle na iwa din katizu libauwe zoguzoghe, izullu atimine mine idin du “Aha” fe ulle na uba turnu Kutin nlira ukuru ukẹ kunin nanya nayiri attat,
୨୯ସେ ବାଟ୍ ଦେଇ ଜିବା ଲକ୍ମନ୍ ନିଜେ ନିଜେ ମୁଣ୍ଡ୍ ଜୁଲାଇ ଜିସୁକେ ନିନ୍ଦାକରି କଇଲାଇ, “ପାର୍ତନା ଗର୍ ବାଙ୍ଗାଇ କରି ତିନ୍ଦିନ୍ ବିତ୍ରେ ତିଆର୍ କର୍ବାଲକ୍ ଏ ସେ କି?” ବଲି କିଜାଇଲାଇ ।
30 bollo litife utolu kitene kuche!”
୩୦“ତୁଇ ଏବେ କୁର୍ସେ ଅନି ଉତ୍ରି ନିଜ୍କେ ରକିଆ କର୍ ।”
31 Nanere wang adidya kutin lira wa dighe liyong ligowe nan nanan niyerte iworo, “Ana tuchu among amini ndari utuchu litime.
୩୧ମୁକିଅ ପୁଜାରିମନ୍ ଆରି ନିୟମ୍ ସିକାଇବା ଲକ୍ମନ୍ ମିସା ନିଜର୍ ନିଜର୍ ବିତ୍ରେ କାତାଅଇକରି କିଜାଇଲାଇ । ସେମନ୍ କଇତେରଇଲାଇ, “ବିନ୍ ଲକ୍ମନ୍କେ ରକିଆ କର୍ତେରଇଲା, ମାତର୍ ସେ ନିଜେ ରକିଆ ଅଇ ନାପାର୍ଲା ।”
32 Na Kristi, ugoh Isaraila tollu kitene kuchan kotine, tinan yene tiyinna.” Allenge na iwa kotin nani ligowe billighe uliru unanzang.
୩୨“ତମେ ସତଇସେ ଇସ୍ରାଏଲର୍ ରାଜା କିରିସ୍ଟ ଅଇରଇଲେ, କୁର୍ସେ ଅନି ଉତ୍ରି ଆଉ । ସେନ୍ତି ଅଇଲେ ଆମେ ଦେକିକରି ବିସ୍ବାସ୍ କର୍ବୁ ।” ବଲି କଇଲାଇ । ଜନ୍ ଲକ୍ମନ୍କେ ଜିସୁର୍ ସଙ୍ଗ୍ କୁର୍ସେ ଚଗାଇରଇଲାଇ, ସେମନ୍ ମିସା ଜିସୁକେ ନିନ୍ଦା କଲାଇ ।
33 Kubi kun tochin, kiti tinna kisirou vat udu ikoro in tir.
୩୩ମୁଇଦାନିଆ ବାର୍ଟା ବେଲାଇଅନି ତିନ୍ଟା ଜାକ ଗୁଲାଇ ଦେସ୍ ଆନ୍ଦାର୍ ଅଇଗାଲା ।
34 Nin fikoro fin tire Yisa tina ghatina liwui, “Eloi, Eloi, Lama Sabatani?” Ulle na ukpliwe nworo, “Kutellẹ nin, Kutellẹ nin, inyagharin ta usuni?”
୩୪ଦିନ୍ ତିନ୍ଟା ବେଲେ ଜିସୁ ଆଉଲିଅଇ କଇଲା, “ଏଲଇ ଏଲଇ ଲାମା ସବକ୍ତାନି ।” ଆର୍ ଅରତ୍ ଅଇଲାନି, “ଏ ମର୍ ପର୍ମେସର୍ ଏ ମର୍ ପର୍ମେସର୍, ତମେ ମକେ କାଇକେ ଚାଡିଦେଲାସ୍?”
35 Among na iwa yisin kupowe lanza inin woro, “Lanzang adi yichu Iliya ku.”
୩୫ଏ କାତା ସୁନି ସେଲଗେ ଟିଆ ଅଇରଇବା କେତେ ଲକ୍ କଇଲାଇ, “ସେ ଏଲିୟକେ ଡାକ୍ଲାନି ।”
36 Umong tah uchum adi shintin usoso nmyen mi gbalala, ata likpu, anakpaghe asono. Unite woro, “Nati yene sa Iliya ba da toltinghe.”
୩୬ତେଇଅନି ଗଟେକ୍ ଲକ୍ ପାଲାଇ ଜାଇ ଅଙ୍ଗୁର୍ ରସେ, ତୁଲା ବୁଡାଇ ଡାଙ୍ଗେ ବାନ୍ଦି ଉପ୍ରେ ଲାମାଇଦେଲା । ସେ ଲକ୍ କଇଲା, “ଏବେ ଏଲିୟ ଆସିକରି ଆକେ କୁର୍ସେ ଅନି ଉତ୍ରାଇଦେଇସି କି ନାଇ ଦେକୁ ।”
37 Yisa ghatina liwui ata kuchulu atinna aku.
୩୭ମାତର୍ ଜିସୁ ଆଉଲିଅଇଲା ଦାପ୍ରେ ତାର୍ ଜିବନ୍ ଚାଡିଗାଲା ।
38 Kuzeni kongo na kuwa kese kiti kilau kutï nlire tinna kujarta tiba unuzu kitene unuzu kitene uda dak kadas.
୩୮ସେବେଲା ମନ୍ଦିରର୍ ସୁକଲ୍ ଜାଗା ବିନେ କର୍ବା ପାର୍ଦା ଉପ୍ରେଅନି ତଲେ ଜାକ ଦୁଇ ତାଡ୍ ଅଇ ଚିରିଅଇଗାଲା ।
39 Na unan chawe na awa yising in yenju Yisakun yene aku nani, aworo, “Kidegen unit ulele gono Kutellẹri.”
୩୯ତେଇ ଜିସୁର୍ କୁର୍ସ ମୁଆଟେ ଟିଆଅଇରଇଲା ସଏଟା ସନିଅମନର୍ ମୁକିଅ, ଜିସୁ ସାରାସାରି ଆଉଲି ଅଇଲାଟା ଆରି ସେ କେନ୍ତି ଅଇକରି ମଲା, ଦେକିକରି କଇଲା, “ସତଇସେ ଏ ପର୍ମେସରର୍ ପିଲା ରଇଲା ।”
40 Among awani wang wa yisin npït idin yenjẹ. Nanya mine Maremu Magadaline, Maremu (unan Yakubu ubene nin Yoses), a Solomi.
୪୦ତେଇ କେତେଟା ମାଇଜିମନ୍ ମିସା କୁର୍ସେ ଅନି ଦୁରିକେ ଟିଆଅଇ ଦେକ୍ତେରଇଲାଇ । ସେମନ୍ ଅଇଲାଇନି, ମଗ୍ଦଲିନି ମରିୟମ୍, ସାନ୍ଟା ଜାକୁବ୍ ଆରି ଜସିର୍ ମା ମରିୟମ୍ ଆରି ସଲମି ।
41 Kube na awadi in Galili iwa dofinghe isuzughe katah. Among awani gbardang wa da ninghe Urushalima.
୪୧ଜିସୁ ଗାଲିଲିତେଇ ରଇଲାବେଲେ ଏ ମାଇଜିମନ୍ ଜିସୁର୍ ସଙ୍ଗ୍ ଜାଇତେରଇଲାଇ । ଆରି ତାକେ ଦର୍କାର୍ ରଇଲା ବିସଇ ସାଇଜ କର୍ତେରଇଲାଇ । ଜିସୁର୍ ସଙ୍ଗ୍ ଜିରୁସାଲାମେ ଆସିରଇଲା ବିନ୍ ମାଇଜିମନ୍ ମିସା ତେଇ ରଇଲାଇ ।
42 Na kuleleng nta, bara lire wadi lirin kye kitiari, wati liri kafin lin na Sabat,
୪୨ସେ ଦିନ୍ ବିସ୍ରାମ୍ ଦିନ୍ ପାଇ ତିଆର୍ ଅଇବା ଦିନ୍ ଅଇରଇଲା । ସେଦିନେ ସଞ୍ଜ୍ବେଲା,
43 Yusufu kunan Armatiya da kite, awa di umong udyawa nanya nanan kutï nlira, ulle na awadin cha ntollu kilari tigoh Kutelle. A tah ayi akone ado adi tiring kidowo Yisa kitin Bilatus.
୪୩ଆରାମାତିଆ ଗାଉଁର୍ ବିଚାର୍କର୍ବା ମୁକିଅ ଲକ୍ ବିତ୍ରେ ରଇଲା ଜସେପ୍ ନାଉଁର୍ ଗଟେକ୍ ଲକ୍, ପର୍ମେସର୍ ସାସନ୍ କର୍ବା ରାଇଜର୍ ବେଲା ଆସ ବଲି ଜାଗିରଇବା ଗଟେକ୍ ଲକ୍ । ବେସି ସାଆସ୍ଅଇ ପିଲାତର୍ ଲଗେ ଜାଇକରି ଜିସୁର୍ ମଲାମଡ୍ ମାଙ୍ଗ୍ଲା ।
44 Bilatus lanza umamaki nworu Yisa mal ku; ayichila unan chawe atiringhe sa Yisa mal ku.
୪୪ଜିସୁ ଏତେକ୍ ଦାପ୍ରେ ମରିଗାଲା ବଲି ସୁନି ପିଲାତ୍ କାବା ଅଇଗାଲା । ତାର୍ ସନିଅମନର୍ ନେତାକେ ଡାକି “ଜିସୁ ମଲାବେ କି?” ବଲି ପାଚାର୍ଲା ।
45 Na awa lanza kitin na chawa Yisa nmal bku, a na Yusufu ku kidowe.
୪୫ସେ ସନିଅମନର୍ ନେତା, ଜିସୁ ମରିଗାଲା ବିସଇ ପିଲାତ୍କେ କଇଲା । ତାର୍ପଚେ ଜସେପ୍କେ ପିଲାତ୍ କଇଲା, “ତୁଇ ମଡ୍ ନେଇ ପାରୁସ୍ ।”
46 Yusufe wadi amal seru kumalti. A toltighe kitene kuchẹ a techeghe nya kumaltẹ, adi nonkoghe nanya na tala. Ma anin yillino kutala a tursu kibullung kiseke mun.
୪୬ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
47 Maremu Magdaline nin Maremu unan Yoses yene ki kanga na ikasa Yisa kuku.
୪୭ଜିସୁକେ ଜନ୍ ଜାଗାଇ ନେଇ ସଙ୍ଗଇ ରଇଲାଇ, ସେ ଜାଗା ମଗ୍ଦଲିନି ମରିୟମ୍ ଆରି ଜସିର୍ ମା ମରିୟମ୍ ଦେକିରଇଲା ।