< أعمال 24 >
وَبَعْدَ خَمْسَةِ أَيَّامٍ حَضَرَ إِلَى قَيْصَرِيَّةَ وَفْدٌ يَضُمُّ حَنَانِيَّا، رَئِيسَ الْكَهَنَةِ، وَبَعْضَ الشُّيُوخِ، وَمُحَامِياً اسْمُهُ تَرْتُلُّسُ، لِيُقَدِّمُوا الدَّعْوَى لِلْحَاكِمِ ضِدَّ بُولُسَ. | ١ 1 |
୧ପାଁଚ୍ଦିନ୍ ପଚେ ବଡ୍ ପୁଜାରି ଅନନିୟ କେତେଟା ପାର୍ଚିନ୍ ଆରି ତର୍ତୁଲସ୍ ନାଉଁର୍ ଗଟେକ୍ ଅକିଲ୍ ସଙ୍ଗ୍ ସିସେରିଆଇ ଗାଲାଇ । ସେମନ୍ ପେଲିକ୍ସର୍ ମୁଆଟେ ଟିଆଅଇ ପାଉଲର୍ ବିରଦେ ସେମନର୍ ଦାବା ଜାନାଇଲାଇ ।
فَاسْتَدْعَى الْحَاكِمُ بُولُسَ، وَبَدَأَ تَرْتُلُّسُ يُوَجِّهُ إِلَيْهِ الاتِّهَامَ، فَقَالَ: «إِنَّ مَا تَمَّ لَنَا بِفَضْلِكَ مِنْ سَلامٍ وَافِرٍ وَإِصْلاحَاتٍ انْتَفَعَ بِها شَعْبُنَا بِعِنَايَتِكَ | ٢ 2 |
୨ତାର୍ପଚେ ପାଉଲ୍କେ ତେଇଆନି ଟିଆ କରାଇଲାଇ ଆରି ତର୍ତୁଲସ୍ ଏନ୍ତି ତାକର୍ ଦାବାମନ୍ ସବୁ ଜାନାଇଲା । “ଆଗିଆଁ, ତମେ ଗଟେକ୍ ଡାକ୍ପୁଟା ଲକ୍, ତମର୍ ନିମାନ୍ ସାସନ୍ଅନି ଆମେ ବେସି ଦିନ୍ ଦାରି ସାର୍ଦା ଅଇ ସାନ୍ତି ସଙ୍ଗ୍ ଜିଇଲୁନି, ଆମର୍ ଦେସର ମଙ୍ଗଲ୍ ପାଇ ବେସି ଦର୍କାର୍ ରଇଲା କାମ୍ମନ୍ କରାଇଆଚାସ୍ ।
يَا سُمُوَّ الْحَاكِمِ فِيلِكْسَ نُرَحِّبُ بِهِ، بِجُمْلَتِهِ وَفِي كُلِّ مَكَانٍ، بِالشُّكْرِ الْجَزِيلِ. | ٣ 3 |
୩ସବୁଜାଗାଇ ଆରି ସବୁ ବେଲାଇ ଆମେ ଏଟାକେ ନାମ୍ଲୁନି, ଏଟାର୍ପାଇ ଆମେ ତମ୍କେ ମାନି ଆଇଲୁନି ।
وَلأَنِّي لَا أُرِيدُ أَنْ أُطِيلَ الْكَلامَ عَلَيْكَ، أَرْجُو أَنْ تَتَلَطَّفَ فَتَسْمَعَ عَرْضاً مُوجَزاً لِدَعْوَانَا: | ٤ 4 |
୪ସେଟା ଜାଇଟା ଅ, ମୁଇ ତମର୍ ଅଦିକ୍ ବେଲା ନେବାକେ ମନ୍ କରିନାଇ । ସେଟାର୍ ପାଇ ଆମର୍ ଗଟେକ୍ ଚଟ୍ ଅର୍ସାସଙ୍ଗର୍ କାତା ସୁନ୍ବାକେ ବାବୁଜିଆ କଲିନି ।
وَجَدْنَا هَذَا الْمُتَّهَمَ مُخَرِّباً، يُثِيرُ الْفِتْنَةَ بَيْنَ جَمِيعِ الْيَهُودِ فِي الْبِلادِ كُلِّهَا، وَهُوَ يَتَزَعَّمُ مَذْهَبَ النَّصَارَى. | ٥ 5 |
୫ଏ ଲକ୍ ଗଟେକ୍ ବେସି ବଡ୍ ଗଣ୍ଡ୍ଗଲ୍ କରାଉ ବଲି ଆମେ ଜାନୁ, ସେ ଦେସ୍ବିଦେସେ ସବୁ ବାଟେ ବୁଲିବୁଲି ଜିଉଦିମନ୍କେ କିରମାର କରାଇବାକେ ଉସ୍କାଇଲାନି, ସେ ନାଜରିତ୍ ଦଲର୍ ଗଟେକ୍ ନେତା ।
فَلَمَّا حَاوَلَ تَدْنِيسَ هَيْكَلِنَا أَيْضاً، قَبَضْنَا عَلَيْهِ وَأَرَدْنَا أَنْ نُحَاكِمَهُ بِحَسَبِ شَرِيعَتِنَا. | ٦ 6 |
୬ସେ ଆମର୍ ମନ୍ଦିର୍ ଅସୁକଲ୍ କର୍ବାକେ ଚେସ୍ଟା କଲାବେଲେ ଆମେ ତାକେ ବନ୍ଦି କଲୁ ।
وَلَكِنَّ الْقَائِدَ لِيسِياسَ جَاءَ وَأَخَذَهُ بِالْقُوَّةِ مِنْ أَيْدِينَا، | ٧ 7 |
୭ଆମର୍ ନିୟମ୍ ଇସାବେ ଏ ଲକ୍କେ ବିଚାର୍ କର୍ବାକେ ଆମେ ମନ୍ କର୍ତେରଇଲୁ ।
ثُمَّ أَمَرَ الْمُدَّعِينَ عَلَيْهِ بِالتَّرَافُعِ أَمَامَكَ. وَتَسْتَطِيعُ الآنَ أَنْ تَتَيَقَّنَ مِنْ صِحَّةِ دَعْوَانَا إِذَا قُمْتَ بِاسْتِجْوَابِهِ فِي هَذَا الأَمْرِ!» | ٨ 8 |
୮ଆର୍ ବିରଦେ ଜନ୍ ସବୁ ଦାବା କଲୁଆଚୁ, ସେଟା ତମେ ଏ ଲକ୍କେ ପାଚାରିକରି ଜାନିପାରାସ୍ ।”
وَأَيَّدَ الْيَهُودُ أَعْضَاءُ الْوَفْدِ ادِّعَاءَ الْمُحَامِي زَاعِمِينَ أَنَّهُ صَحِيحٌ. | ٩ 9 |
୯ତେଇରଇଲା ଜିଉଦିମନ୍ ଏଟା ସତ୍ବଲି ଡାଟ୍ ସଙ୍ଗ୍ ସେ କାତାଇ ରାଜି ଅଇଲାଇ ।
وَأَشَارَ الْحَاكِمُ إِلَى بُولُسَ أَنْ يُقَدِّمَ دِفَاعَهُ، فَقَالَ: «أَنَا أَعْلَمُ أَنَّكَ تَحْكُمُ فِي قَضَايَا أُمَّتِنَا مُنْذُ سَنَوَاتٍ عَدِيدَةٍ، وَلِذَلِكَ يَسُرُّنِي تَقْدِيمُ دِفَاعِي عَنْ نَفْسِي بِكُلِّ ارْتِيَاحٍ. | ١٠ 10 |
୧୦ତାର୍ପଚେ ସାସନ୍କାରିଆ ପାଉଲ୍କେ କାତା ଅଇବାକେ ସାଗିଆ କଲାକେ ପାଉଲ୍ କଇଲା । “ମୁଇ ଜାନି ଜେ ବେସି ବରସ୍ ଦାରି ତମେ ଏ ଜାତିର୍ ବିଚାର୍କରୁ ଅଇ ଆଚୁସ୍, ସେଟାର୍ ପାଇ ତମର୍ ମୁଆଟେ କଇବାଟା କେଡେ କରମର୍ କାତା ।
وَيُمْكِنُكَ أَنْ تَتَأَكَّدَ أَنَّهُ لَمْ يَمْضِ عَلَى وُصُولِي إِلَى أُورُشَلِيمَ، لِلْعِبَادَةِ، أَكْثَرُ مِنِ اثْنَيْ عَشَرَ يَوْماً. | ١١ 11 |
୧୧ଆଗିଆ, ତମେ ନିଜେ କଜିକରି ଜାନିପାର୍ସା ଜେ, ପାକାପାକି ବାରଦିନ୍ ତଲେ, ମୁଇ ଜିରୁସାଲାମେ ପାର୍ତନା କର୍ବାକେ ଜାଇରଇଲି ।
وَلَمْ يَرَنِي أَحَدٌ مِنَ الْيَهُودِ مَرَّةً وَاحِدَةً فِي الْهَيْكَلِ أَوِ الْمَجَامِعِ أُجَادِلُ أَحَداً أَوْ أُحَرِّضُ الشَّعْبَ عَلَى الْفَوْضَى. | ١٢ 12 |
୧୨ମନ୍ଦିରେ କାର୍ ସଙ୍ଗ୍, ମୁଇ ଦଦାପେଲା କର୍ବାଟା ଜିଉଦିମନ୍ ଦେକି ନ ରଇଲାଇ କି ପାର୍ତନା ଗର୍ମନ୍କେ କି ଗଡର୍ କନ୍ ବିନ୍ ଜାଗାଇ ଲକ୍ମନ୍କେ ଉସ୍କାଇବାଟା ଦେକି ନ ରଇଲାଇ ।
وَهُمْ لَا يَقْدِرُونَ أَنْ يُثْبِتُوا اتِّهَامَهُمْ لِي أَمَامَكَ الآنَ. | ١٣ 13 |
୧୩ସେଟାର୍ ପାଇ ମର୍ ବିରଦେ ଏବେ ଆନିରଇବା ଦାବାର୍ ପାଇ, ସେମନ୍ କାଇମିସା ସାକି ଦେଇ ନାପାରତ୍ ।
وَلَكِنِّي أَعْتَرِفُ أَمَامَكَ بِأَنِّي أَعْبُدُ إِلهَ آبَائِي بِحَسَبِ الْمَذْهَبِ الَّذِي يَصِفُونَهُ بِأَنَّهُ بِدْعَةٌ، وَأُومِنُ بِكُلِّ مَا كُتِبَ فِي الشَّرِيعَةِ وَكُتُبِ الأَنْبِيَاءِ، | ١٤ 14 |
୧୪ଏଲେ ମିସା ମୁଇ ତମର୍ ଲଗେ ରାଜି ଅଇଲିନି ଜେ, ଜନ୍ ବାଟ୍ ସେମନ୍ ମିଚ୍ ବଲି କଇଲାଇନି, ସେ ବାଟେ ଜାଇ, ଆମର୍ ଆନିଦାଦିମନର୍ ପରମେସର୍କେ ପାର୍ତନା କଲିନି । ମାତର୍ ମୁଇ ମିସା ମସାର୍ ରିତିନିତି ଆରି ବବିସତ୍ବକ୍ତାମନର୍ ସାସ୍ତରେ ଲେକାଅଇଲା ସବୁ ବିସଇ ବିସ୍ବାସ୍ କଲିନି ।
وَلِي بِاللهِ مَالَهُمْ مِنْ رَجَاءٍ يَنْتَظِرُونَ تَحْقِيقَهُ: وَهُوَ أَنَّ الْقِيَامَةَ سَتَحْدُثُ لِلأَمْوَاتِ، الأَبْرَارِ مِنْهُمْ وَالأَشْرَارِ. | ١٥ 15 |
୧୫ଏମନର୍ ପାରା, ମାପ୍ରୁର୍ ଲଗେ ମର୍ ଗଟେକ୍ ଆସା ଆଚେ ଜେ, ନିକ ଲକ୍ ଅଅତ୍ କି କାରାପ ଲକ୍ ଅଅତ୍, ସବୁ ମଲାଟାନେଅନି ଉଟ୍ବାଇ ।
لِذَلِكَ أَنَا أَيْضاً أُدَرِّبُ نَفْسِي لِكَيْ أَحْيَا دَائِماً بِضَمِيرٍ نَقِيٍّ أَمَامَ اللهِ وَالنَّاسِ. | ١٦ 16 |
୧୬ସେଟାର୍ ପାଇ ପରମେସରର୍ ଆରି ମୁନୁସର୍ ମୁଆଟେ ନିର୍ମଲ୍ ବିବେକ୍ ଇସାବେ ଚଲାଚଲ୍ତି କର୍ବାକେ ସବୁବେଲେ ଚେସ୍ଟା କଲିନି ।
وَبَعْدَ غِيَابِ عِدَّةِ سَنَوَاتٍ عَنْ أُورُشَلِيمَ، رَجَعْتُ إِلَيْهَا أَحْمِلُ بَعْضَ التَّبَرُّعَاتِ إِلَى شَعْبِي، وَأُقَرِّبُ تَقْدِمَاتٍ. | ١٧ 17 |
୧୭“ବେସି ବରସ୍ ଦାରି ଦୁରିକେ ରଇଲା ପଚେ, ଜିରୁସାଲେମର୍ ଲକ୍ମନର୍ ପାଇ କିଚି ଡାବୁ ନେବାକେ ଆରି ବଲିଦେବାକେ ମୁଇ ତେଇ ଜାଇରଇଲି ।
وَبَيْنَمَا كُنْتُ أَقُومُ بِذَلِكَ، رَآنِي فِي الْهَيْكَلِ بَعْضُ يَهُودِ مُقَاطَعَةِ آسِيَّا، وَكُنْتُ قَدْ تَطَهَّرْتُ. لَمْ أَكُنْ وَقْتَئِذٍ وَسْطَ أَيِّ تَجَمُّعٍ، وَلا كُنْتُ أُثِيرُ الْفَوْضَى. | ١٨ 18 |
୧୮ମୁଇ ନିର୍ମଲ୍ ଅଇବା ବିଦି ସାରାଇଲା ବେଲେ, ସେମନ୍ ମକେ ମନ୍ଦିରେ ଦେକ୍ଲାଇ । ସେଡ୍କିବେଲେ ମର୍ ଲଗେ ବେସି ଲକ୍ ନ ରଇଲାଇ କି କାଇମିସା ଗଣ୍ଡ୍ଗଲ୍ ଅଇ ନ ରଇଲା ।
وَلَوْ كَانَ عِنْدَهُمْ دَلِيلٌ ضِدِّي، لَكَانُوا حَضَرُوا أَمَامَكَ وَشَكَوْنِي حَسَبَ الأُصُولِ. | ١٩ 19 |
୧୯ମାତର୍ ତେଇ ଆସିଆ ଦେସର୍ କେତେଟା ଜିଉଦି ରଇଲାଇ, ଜଦି ସେମନ୍କେ ମର୍ ବିରଦେ କାଇଟା କଇବାର୍ ରଇଲା, ଆଗ୍ତୁ ସେମନ୍ ନିଜେ ତମର୍ ମୁଆଟେ ଆସି ଦାବା କର୍ବାର୍ ରଇଲା ।
وَالآنَ، لِيَذْكُرِ الْحَاضِرُونَ هُنَا الذَّنْبَ الَّذِي وَجَدُوهُ عَلَيَّ عِنْدَمَا حَاكَمُونِي أَمَامَ مَجْلِسِهِمْ، | ٢٠ 20 |
୨୦ଆରି ତରେକ୍ ମୁଇ ଜେଡେବେଲା ବଡ୍ ସବାର୍ ମୁଆଟେ ଟିଆଅଇରଇଲି, କନ୍ ଅପ୍ରାଦେ ଦସି ଅଇଲି, ସେଟା ଇତି ରଇଲା ଲକ୍ମନ୍ କଅତ୍ ।
غَيْرَ مَا أَعْلَنْتُهُ أَمَامَهُمْ حِينَ قُلْتُ: أَنْتُمْ تُحَاكِمُونَنِي الْيَوْمَ بِسَبَبِ إِيمَانِي بِقِيَامَةِ الأَمْوَاتِ». | ٢١ 21 |
୨୧ଏଲେମିସା ମୁଇ ଗଟେକ୍ କାତା କଇରଇଲି । ସେମନର୍ ମୁଆଟେ ଟିଆ ଅଇରଇଲା ବେଲେ ମଲାଲକ୍ମନ୍ ଆରିତରେକ୍ ଉଟ୍ବାଇ ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ତେ ରଇଲାର୍ ପାଇ ଆଜି ତମର୍ଟାନେ ବିଚାର୍ନା ପାଇଲିନି । ଏଟାକେ ଚାଡି ଆରି ସେମନର୍ ମୁଆଟେ କିଚି କଇନାଇ ।”
وَكَانَ فِيلِكْسُ يَعْرِفُ عَنْ كَثَبٍ أُمُورَ الطَّرِيقِ، فَلَمَّا سَمِعَ دِفَاعَ بُولُسَ أَرْجَأَ إِصْدَارَ الْحُكْمِ، وَقَالَ لِلْوَفْدِ الْمُدَّعِي: «سَأَحْكُمُ فِي دَعْوَاكُمْ عِنْدَمَا يَحْضُرُ الْقَائِدُ لِيسِيَاسُ». | ٢٢ 22 |
୨୨ପେଲିକ୍ସ୍ ସେ ବାଟ୍ ବିସଇର୍ ଟିକିନିକି ଜାନି ରଇଲାର୍ ପାଇ ସୁନାଇବାଟା ବନ୍ଦ୍ କରି କଇଲା, “ସନିଅମନର୍ ମୁକିଅ ଲିସିଅସ୍ କେଟ୍ଲା ପଚେ, ମୁଇ ତମର୍ ବିଚାର୍ନା ସୁନାଇବି ।”
ثُمَّ أَمَرَ قَائِدَ الْمِئَةِ بِوَضْعِ بُولُسَ تَحْتَ الْحِرَاسَةِ، عَلَى أَنْ تَكُونَ لَهُ بَعْضُ الْحُرِّيَّةِ، وَأَنْ يُسْمَحَ لأَصْدِقَائِهِ بِزِيَارَتِهِ وَالْقِيَامِ بِخِدْمَتِهِ. | ٢٣ 23 |
୨୩ତାର୍ପଚେ ସେ ଅଦିକାରେ ରଇବା ମୁକିଆକେ କଇଲା, “ପାଉଲ୍କେ ବନ୍ଦି ଇସାବେ ଜାଗିରଇବାର୍ ଆଚେ, ମାତର୍ ତାକେ ଦର୍କାର୍ ଅଇବା ଜିନିସ୍ ତାର୍ ଲକ୍ମନ୍ ଆନିଦେଲେ, ସେଟା ତେବାଇବାର୍ ନାଇ ।”
وَبَعْدَ بِضْعَةِ أَيَّامٍ جَاءَ فِيلِكْسُ وَمَعَهُ زَوْجَتُهُ دُرُوسِلا، وَكَانَتْ يَهُودِيَّةً، فَاسْتَدْعَى بُولُسَ وَاسْتَمَعَ إِلَى حَدِيثِهِ عَنِ الإِيمَانِ بِالْمَسِيحِ يَسُوعَ. | ٢٤ 24 |
୨୪କେତେଦିନ୍ ପଚେ ପେଲିକ୍ସ୍ ତାର୍ ଜିଉଦି ମାଇଜି ଦୁର୍ସିଲା ସଙ୍ଗ୍ ତେଇ ଆଇଲା । ସେ ପାଉଲ୍କେ ଡାକାଇ ଜିସୁକିରିସ୍ଟକେ ବିସ୍ବାସ୍ କର୍ବା ବିସଇ, ତାର୍ କାତା ନିକକରି ସୁନ୍ଲା ।
وَلَمَّا تَحَدَّثَ بُولُسُ عَنِ الْبِرِّ وَضَبْطِ النَّفْسِ وَالدَّيْنُونَةِ الآتِيَةِ ارْتَعَبَ فِيلِكْسُ، وَقَالَ لِبُولُسَ: «اذْهَبِ الآنَ، وَمَتَى تَوَفَّرَ لِيَ الْوَقْتُ أَسْتَدْعِيكَ ثَانِيَةً». | ٢٥ 25 |
୨୫ମାତର୍ ଜେଡେବେଲେ ପାଉଲ୍ ଦରମ୍ ଚଲାଚଲ୍ତି ଆରି ଲକ୍ମନ୍ ନିଜର୍ ପାପର୍ ଗୁନ୍ଚଲନ୍ ଇସାବେ ନ ଜାଇକରି ନିଜେ ଦାରିଅଇରଇବା ବିସଇ, ଆରି ଆଇବା ଦିନର୍ ବିଚାର୍ନା ବିସଇ କଇବାକେ ଦାର୍ଲା, ପେଲିକସ୍ ଡରିଜାଇକରି “ତମେ ଏବେ ଜାଇପାରାସ୍ ।” ବଲି କଇଲା, “ବେଲା ପାଇଲେ ଆରି ତରେକ୍ ମୁଇ ତମ୍କେ ଡାକାଇବି ।”
وَكَانَ فِيلِكْسُ يَأْمُلُ أَنْ يَدْفَعَ لَهُ بُولُسُ بَعْضَ الْمَالِ لِيُطْلِقَهُ، فَأَخَذَ يُكْثِرُ مِنِ اسْتِدْعَائِهِ وَالْحَدِيثِ مَعَهُ. | ٢٦ 26 |
୨୬ସେ ବେଲା ପାଉଲ୍ ତାକେ କେତେକ୍ ଡାବୁ ଲାଚ୍ଁ ଦେଇସି ବଲି ସେ ଆସା କରି ରଇଲା, ସେଟାର୍ ପାଇ ସେ ତର୍କେ ତର୍ ତାକେ ଡାକାଇ ତାର୍ ସଙ୍ଗ୍ କାତାବାର୍ତା ଅଇବାର୍ ଦାର୍ଲା ।
وَمَرَّتْ سَنَتَانِ وَبُولُسُ عَلَى هَذِهِ الْحَالِ. وَأَخِيراً تَعَيَّنَ بُورْكِيُوسُ فَسْتُوسُ حَاكِماً خَلَفاً لِفِيلِكْسَ. وَإِذْ أَرَادَ فِيلِكْسُ أَنْ يَكْسِبَ رِضَى الْيَهُودِ تَرَكَ بُولُسَ فِي السِّجْنِ. | ٢٧ 27 |
୨୭ଏନ୍ତି ଦୁଇ ବରସ୍ ଗାଲାପଚେ ପର୍କିୟସ୍ ପେସ୍ଟସ୍ ପେଲିକର୍ ଜାଗାଇ ସାସନ୍କାରିଆ ଅଇ ଆଇଲା । ପେଲିକ୍ସ୍ ଜିଉଦିମନ୍କେ ବଲ୍ବଲାଇ ଅଇବାକେ ମନ୍ କରି ପାଉଲ୍କେ ନ ମୁକ୍ଲାଇ ବନ୍ଦି ଗରେ ଚାଡି ଉଟିଗାଲା ।