< 1 Коринтяни 13 >
1 Ако говоря с човешки и ангелски езици, а любов нямам, аз съм станал мед що звънти, или кимвал що дрънка.
୧ଜଦି ମୁଇ ଲକ୍ମନର୍ ବାସାଇ କି ସରଗର୍ ଦୁତ୍ମନର୍ ବାସାଇ କାତା ଅଇବି । ମର୍ ବାଇମନ୍କେ ମୁଇ ଆଲାଦ୍ ନ କରି ବଇଲେ, ମର୍ କାତା ଚୁଚାଇସେ, ଜେନ୍ତିକି ଗଟେକ୍ ସବଦ୍ ଅଇକରି ବାଜ୍ବା ଗଁଟା ପାରା ।
2 И ако имам пророческа дарба, и зная всички тайни и всяко знание, и ако имам пълна вяра, тъй щото планини да премествам, а любов нямам, нищо не съм.
୨ସେନ୍ତାରି ମକେ ମାପ୍ରୁର୍ ବାକିଅ ବୁଜାଇବା ବପୁ ରଇଲେ ମିସା, କି ମୁଇ ସବୁ ବିସଇ ଜାନିରଇଲେ ମିସା, ଟିକି ନିକି ବିସଇ ବୁଜିରଇଲେ ମିସା ଆରି ମର୍ ବିସ୍ବାସ୍ ଏଡେକ୍ ଡାଟ୍ ଆଚେ ଜେ, ଡଙ୍ଗର୍ ଉଟ୍କାଇବା ପାରା ମର୍ ଡାଁଟର୍ ବିସ୍ବାସ୍ ରଇଲେ ମିସା ବାଇମନର୍ ପାଇ ଆଲାଦ୍ ନାଇ ବଇଲେ ମୁଇ ଚୁଚାଇସେ ।
3 И ако раздам всичкия си имот за прехрана на сиромасите, и ако предам тялото си на изгаряне, а любов нямам, никак не ме ползува.
୩ଜଦି ମୁଇ ମର୍ ସବୁ ଦନ୍ ସଁପତି ଅର୍କିତ୍ ଲକ୍ମନ୍କେ ଦେଇରଇଲେ ମିସା, ଆରି କିରିସ୍ଟର୍ପାଇ ମର୍ ଗାଗଡ୍ ପଡାଇବାକେ ସର୍ପି ଦେଲେ ମିସା ମର୍ ଆଲାଦ୍ ନାଇ ବଇଲେ, ମର୍ପାଇ କାଇ ଲାବ୍ ନାଇ ।
4 Любовта дъблго търпи и е милостива; любовта не завижда; любовта не се превъзнася, не се гордее,
୪ଆମେ ବାଇମନ୍କେ ଆଲାଦ୍ କଲେ ଦାପେ ରିସା ନ ଅଇ ଦୟା ଦେକାଇବୁ । ଆଁକାର୍ ନ ଅଇ, ବଡ୍ପନ୍ ନ ଅଇ ଲକ୍ମନ୍କେ ନିଜର୍ ତଲିଆ ନ ଦେକୁ ।
5 не безобразничи, не търси своето, не се раздразнява, не държи сметка за зло,
୫ଆମେ କାରାପ୍ ବେବାର୍ ନ କରୁ, ନିଜେ ପାଇବାକେ ମନ୍ ନ କରୁ । ଦାପେ ବିର୍ବିରା ନ ଅଉଁ ଆରି ଆଗେ କଲା ବୁଲ୍ କାମ୍ମନର୍ ଇସାବ୍ ନ କରୁ ।
6 не се радва на неправдата, а се радва заедно с истината,
୬ଆମେ ଦରମ୍ ନଇଲାଟାକେ ଦେକି ସାର୍ଦା ନ ଅଉଁ, ମାତର୍ ସତ୍ ଟାନେ ସାର୍ଦା ଅଇବୁ ।
7 всичко премълчава, на всичко хваща вяра, на всичко се надява, всичко търпи.
୭ସବୁ ବିସ୍ବାସ୍ କର୍ବୁ, ସବୁଟା ଆସାକର୍ବୁ, ସବୁବିସଇ ମୁରଚ୍ବାଟା ନ ଚାଡୁ ।
8 Любовта никога не отпада; другите дарби, обаче, пророчества ли са, ще се прекратят; езици ли са, ще престанат; знание ли е, ще се прекрати.
୮ଆଲାଦ୍ କରାକରି ଅଇବାଟାର୍ ସେସ୍ ନାଇ । ପର୍ମେସରର୍ ବାକିଅ କଇବା ବପୁ, ଆରି ନାଜାନ୍ବା ବାସା କଇବା ବପୁ, ସବୁ ସାରିଜାଇସି । ସେନ୍ତାରିସେ ଆମ୍କେ ଗିଆନ୍ ରଇଲେ ମିସା ସେଟା ଆଜିଜାଇସି ।
9 Защото отчасти знаем и отчасти проракуваме;
୯ମାତର୍ ଆମର୍ ଗିଆନ୍ ଏବେ ଜାକ ପୁରାପୁରୁନ୍ ଅଏ ନାଇତା । ଆରି ପର୍ମେସରର୍ ବାକିଅ କଇବାଟା ମିସା ଏବେ ଜାକ ପୁରାପୁରୁନ୍ ଅଏ ନାଇତା ।
10 но когато дойде съвършеното, това, което е частично, ще се прекрати.
୧୦ମାତର୍ ଜେଡେବେଲେ ଗଟେକ୍ ଦିନ୍ ଆଇସି, ଆମେ ସବୁ ନିକକରି ଜାନ୍ବୁ । ସେ ଦିନ୍ମନ୍କେ ଲକ୍ମନ୍ ସଙ୍ଗର୍ ବିସ୍ବାସିମନ୍କେ ସିକାଇବାକେ ଦର୍କାର୍ ନ ପଡେ ।
11 Когато бях дете, като дете говорех, като дете чувствувах, като дете разсъждавах; откак станах мъж, напуснал съм детинското.
୧୧ମୁଇ ଜେଡେବେଲେ ପିଲା ରଇଲି, ପିଲାମନ୍ କଇଲାପାରା କାତା ଅଇଲି ଆରି ପିଲାମନ୍ ଚିନ୍ତା କଲାପାରା ଚିନ୍ତା କର୍ତେରଇଲି ଆରି ସେମନ୍ ବାବ୍ଲା ପାରା ବାବ୍ତେରଇଲି । ମାତର୍ ମୁଇ ଏବେ ବୟସେ ବଡ୍ ଅଇଗାଲିଜେ ପିଲାମନର୍ ପାରା ଚଲାଚଲ୍ତି କର୍ବାଟା ଚାଡିଦେଲି ।
12 Защото сега виждаме нещата неясно, като в огледало, а тогава ще ги видим лице с лице; сега познавам отчасти, а тогава ще познавам напълно, както и съм бил напълно познат.
୧୨ମାତର୍ ଜନ୍ଟା ଆମେ ଏବେ ଦେକ୍ଲୁନି, ସେଟା ଦର୍ପନେ ଦେକ୍ଲାପାରା ସେତେକ୍ ନିକ ଡିସେ ନାଇ । ମାତର୍ ଗଟେକ୍ ଦିନ୍ ଆଇସି, ଜେବେ କିରିସ୍ଟକେ ଆମର୍ ମୁଆଟେ ଦେକ୍ବୁ । ସେ ବେଲେ ଆମେ ନିକସଙ୍ଗ୍ ଜାନ୍ବୁ । ଏବେ ଆମେ ଉନା ବିସଇ ଜାନ୍ଲୁନି, ମାତର୍ ସେ ଦିନ୍ମନ୍କେ ଆମେ ପୁରାପୁରୁନ୍ ବାବେ ଜାନ୍ବୁ । ଜେନ୍ତାର୍ କି ପର୍ମେସର୍ ଆମ୍କେ ପୁରାପୁରୁନ୍ ବାବେ ଜାନେ ।
13 И тъй, остават тия трите: вяра, надежда и любов; но най-голяма от тях е любовта.
୧୩ସାରାସାରି ତିନ୍ଟା ବିସଇ ଆଚେ, ପର୍ମେସର୍ ଟାନେ ବିସ୍ବାସ୍ କର୍ବାଟା, ସେ କାତା କଇଲାଟା ଆସା କର୍ବାଟା, ଆରି ବାଇମନର୍ ପାଇ ରଇବା ଆମର୍ ଆଲାଦ୍ । ଏ ତିନ୍ଟା ବିତ୍ରେଅନି ବାଇମନ୍କେ ଆଲାଦ୍ କର୍ବାଟା ସବୁର୍ଟାନେଅନି ମୁକିଅ ବିସଇ ।