< 3 Йоаново 1 >
1 От Презвитера до любезния Гай, когото любя:
୧ଏ ମଣ୍ଡଲିର୍ ପାର୍ଚିନ୍ ଇସାବେ ମୁଇ ଜଅନ୍, ଏ ଚିଟି ଆଲାଦର୍ ଗାଇସ୍, ତକେ ଲେକ୍ଲିନି । ମୁଇ ତକେ ସତଇସେ ଆଲାଦ୍ କଲିନି ।
2 Възлюбений, молитствувам да благоуспееш и да си здрав във всичко, както благоуспява душата ти.
୨ଏ ମର୍ ଆଲାଦର୍ ମଇତର୍, ତମେ ଗାଗଡ୍ ଇସାବେ ବପୁ ଉଆ ଆରି ତମର୍ ସବୁ କାମ୍ ନିକ ଅ ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ମୁଇ ଜାନି, ତମେ ଆତ୍ମାଇ ମିସା ନିକସେ ଆଚାସ୍ ।
3 Защото много се зарадвах, когато дойдоха някои братя и засвидетелствуваха за твоята вярност, според както ти ходиш в истината.
୩ପର୍ମେସରର୍ ସତ୍ ବାଟ୍ ଇସାବେ ତମେ ଚଲାଚଲ୍ତି କଲାସ୍ନି ବଲି କେତେଟା ସଙ୍ଗର୍ ବିସ୍ବାସି ବାଇମନ୍ ଇତି ଆସିକରି ଆମ୍କେ କଇଲାଇ । ଆରି ତମେ ସେନ୍ତାରିସେ ଚଲାଚଲ୍ତି କଲାସ୍ନି ବଲି ମୁଇ ଜାନି ।
4 По-голяма радост няма за мене от това, да слушам, че моите чада ходят в истината.
୪ମର୍ ପିଲାମନ୍ ସତ୍ ଇସାବେ ଚଲାଚଲ୍ତି କଲାଇନି ବଲି ସୁନ୍ଲାତେଇଅନି ଆରି କାଇ ବିସଇ ମକେ ସାର୍ଦା ନ କରାଏ ।
5 Възлюбений, ти вършиш вярна работа в каквото правиш за братята, и то за чужденци;
୫ମର୍ ଆଲାଦର୍ ମଇତର୍, ତମର୍ ସଙ୍ଗ୍ ରଇବା ବିନ୍ ଦେସର୍ ବିସ୍ବାସି ବାଇମନର୍ପାଇ ତମେ କର୍ବା କାମ୍ କେବେ କେବେ ନାଜାନିରଇଲେ ମିସା ସତ୍ସଙ୍ଗ୍ କଲାସ୍ନି ।
6 които свидетелствуваха пред църквата за твоята любов. Добре ще сториш да ги изпратиш както подобава пред Бога;
୬ତାକର୍ ବିତ୍ରେଅନି କେତେକ୍ ଲକ୍ ଇତିର୍ ମଣ୍ଡଲିର୍ ଲକ୍ମନ୍କେ ତମର୍ ଆଲାଦର୍ ବିସଇ କାତା ଅଇଲାଇଆଚତ୍ । ସେନ୍ତାରି ଲକ୍ମନ୍କେ, ଜେଡେବେଲେ ତମ୍କେ ଚାଡି ଅଲ୍ଗା ଜାଗାମନ୍କେ ଜିବାବେଲେ, ଆଗ୍କେ ପଚ୍କେ କାଇଟା ନ ବାବିକରି ସାଇଜ କରିଲାଗିରୁଆ ।
7 защото за Христовото име излязоха, без да вземат нищо от езичниците.
୭ଏ ଲକ୍ମନ୍ ଜିସୁକିରିସ୍ଟର୍ ସେବା କାମର୍ଲାଗି ଗୁଲାଇବାଟେ ବୁଲ୍ଲାଇନି । ଆରି କିରିସ୍ଟକେ ବିସ୍ବାସ୍ ନ କର୍ବା ଲକ୍ମନର୍ତେଇଅନି ସେମନ୍ କାଇ ସାଇଜ ନ ମାଙ୍ଗତ୍ ।
8 Ние, прочее, сме длъжни да посрещаме такива радостно, за да бъдем съработници с истината.
୮ତେବର୍ପାଇ ଆମେ ତାକର୍ ସଙ୍ଗର୍ ବିସ୍ବାସିମନ୍, ସେମନ୍କେ ଜାଇଟା ଲଡାଆଚେ ସେଟା ଦେଇତେରଉଁ । ଏନ୍ତାରି ଲକ୍ମନ୍କେ ସତ୍ ଜାନାଇବା କାମ୍ଟାନେ ଆମେ ମିସିକରି କରୁ ।
9 Писах няколко думи до църквата; но Диотреф, който обича да първенствува между тях, не ни приема.
୯ତମର୍ ନଅରେ ରଇବା ମଣ୍ଡଲିର୍ ଲକ୍ମନ୍କେ ମୁଇ ଆଗ୍ତୁ ଗଟେକ୍ ଚିଟି ଲେକିରଇଲି । ମାତର୍ ଡାୟଟେପିସ୍ ମର୍ କାତା ଦାରେନାଇ । କାଇକେବଇଲେ ସେ ନିଜେ ମଣ୍ଡଲିର୍ ନେତା ଅଇବି ବଲି ମନ୍କଲାନି ।
10 Затова, ако дойда, ще му напомня за делата, които върши, като бръщолеви против нас лоши думи. И като не се задоволява с това, той не просто че сам не приема братята, но възпира и тия, които искат да ги приемат, и ги пъди от църквата.
୧୦ତେବର୍ପାଇ ମୁଇ ଜେଡେବେଲେ ତମର୍ ନଅରେ ଆଇବାବେଲେ ଡାୟଟେପିସ୍ ଜାଇଟା କଲାନି, ସେଟାସବୁ ମଣ୍ଡଲିର୍ ଲକ୍ମନ୍କେ, କଇଦେବି ବଲି ମନ୍ କଲି । ସେ ମର୍ ବିରୁଦେ, ନ କର୍ଲାଟାମନ୍ କଇବୁଲ୍ଲାନି । ଆରି ତାର୍ତେଇଅନି ଅଦିକ୍ କାରାପ୍ଟା ମିସା ସେ କଲାନି । ଆମର୍ ସଙ୍ଗର୍ ବିସ୍ବାସିମନ୍, ଜେକି ସୁବ୍କବର୍ ଜାନାଇଲାଇନି, ସେ ସେମନ୍କେ ଡାକିନେବାକେ ନିଚ୍ଲାନି । ଜନ୍ ଲକ୍ମନ୍ ସେମନ୍କେ ଡାକିନେବାକେ ମନ୍ କଲାଇନି, ସେମନ୍କେ ତେବାଇଲାନି । ସେନ୍ତାରି ଲକ୍ମନ୍କେ ମଣ୍ଡଲିର୍ ସବାତେଇ ଆଇବାକେ ମନାକଲାନି ।
11 Възлюбений, не подражавай злото, но доброто. Който върши добро, от Бога е; който върши зло, не е видял Бога.
୧୧ଆଲାଦର୍ ମଇତର୍, କାରାପ୍ କାମ୍ କରି ଚଲାଚଲ୍ତି କର୍ବା ଲକ୍ମନର୍ ପାରା ଉଆନାଇ । ତାର୍ ବାଦୁଲେ ନିକ କାମ୍ କର୍ବା ଲକ୍ମନର୍ପାରା ଉଆ । ଜଦି କେ କାରାପ୍ କାମ୍ କଲେ, ତାର୍ କାମେଅନି ସେ ପର୍ମେସର୍କେ ନାଜାନେ ବଲି ଡିସ୍ଲାନି ।
12 За Димитрия се свидетелствува добро от всички, и от самата истина; а още и ние свидетелствуваме и ти знаеш, че нашето свидетелство е истинско.
୧୨ଡିମିତିର୍ ଗଟେକ୍ ନିକ ଲକ୍ ବଲି ମଣ୍ଡଲିର୍ ସବୁଲକ୍ କଇଲାଇନି । ସେ ସତ୍ ବିସଇ ଇସାବେ ଚଲାଚଲ୍ତି କଲାନି । ତେବର୍ପାଇ ସେ ଗଟେକ୍ ନିକ ଲକ୍ ବଲି ଆମେ ଜାନିଆଚୁ । ସେ ଗଟେକ୍ ନିକ ଲକ୍ ବଲି ମୁଇ ମିସା ସାକିଦେଲିନି । ଆରି ତମେ ଜାନାସ୍ ଆମେ ଗଟେକ୍ ଲକର୍ କାଇଆଲେ ବିସଇ କଇଲେ, ସେଟା ସତ୍ ।
13 Имах много да ти пиша, но не ми се ще да ти пиша с мастило и перо;
୧୩ତମ୍କେ ମୁଇ ବେସି ବିସଇ କଇବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ ।
14 а надявам се скоро да те видя, и ще разговорим уста с уста. Мир на тебе. Поздравяват те приятелите. Поздрави приятелите по име.
୧୪ମୁଇ ଦାପ୍ରେ ତମର୍ଟାନେ ଆସିକରି ତମର୍ ମୁଆଟେ ସବୁ କାତା କଇବି । ପର୍ମେସର୍ ତମ୍କେ ସାନ୍ତି ଦେଅ । ମଣ୍ଡଲିତେଇ ରଇବା ତମର୍ ସବୁ ମଇତର୍ମନ୍ ଜୁଆର୍ ଜାନାଇଲାଇନି । ତମର୍ ନଅରର୍ ମଣ୍ଡଲିତେଇ ରଇବା ମର୍ ସବୁ ମଇତର୍ମନ୍କେ ଗଟେକ୍ ଗଟେକ୍ ଲକ୍କେ, ଜୁଆର୍ ଜାନାଆ ।