< Ефесяни 6 >
1 Деца, покорявайте се на родителите си в Господа;
୧ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା ।
2 "Почитай баща си и майка си", (което е първата заповед с обещание),
୨ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା ।
3 "за да ти бъде добре и да живееш много години на земята".
୩ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ ।
4 И вие, бащи, не дразнете децата си, но възпитавайте ги в учение и наставление Господне.
୪ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।
5 Слуги, покорявайте се на господарите си по плът със страх и трепет в простотата на сърцето си, като към Христа.
୫ଏ ଗତିଦାଙ୍ଗ୍ଡାମନ୍, ଏ ଜଗତେ ରଇବା ସାଉକାର୍ମନର୍ କାତା ମାନିକରି ରୁଆ । ସେମନ୍କେ ସନ୍ମାନ୍ ଦେଇ, ପୁରାପୁରୁନ୍ ମନ୍ ସଙ୍ଗ୍ ନାମିକରି ରୁଆ । ଜେନ୍ତାରି କି ତମେ କିରିସ୍ଟକେ ନାମିକରି ରଇସା ।
6 Не работете само пред очи като човекоугодници, но като Христови слуги изпълнявайте от душа Божията воля;
୬ଅବ୍କା ସେମନର୍ ମୁଆଟେ ବଲ୍ ବଲାଇ ଅଇବାକେ ନାଇ, କି ସେମନ୍ ଦେକ୍ଲାବେଲେସେ ନାଇ । ମାତର୍ କିରିସ୍ଟର୍ ଗତିଦାଙ୍ଗ୍ଡା ପାରା, ପର୍ମେସର୍ ମନ୍କଲାଟା ପୁରାପୁରୁନ୍ ମନ୍ ଦିଆନ୍ ଦେଇ କରା ।
7 и слугувайте с добра воля като на Господа, а не на човеци;
୭ତମ୍କେ ଦାଇତ୍ ଦେଇରଇବା ସବୁ କାମ୍ ସାର୍ଦା ସଙ୍ଗ୍ କରା । ଜେନ୍ତାରିକି ତମେ ଅବ୍କା ଲକ୍ମନର୍ ପାଇ କାମ୍ ନ କରି ମାପ୍ରୁର୍ ସେବା କଲା ପାରା କରା ।
8 понеже знаете, че всеки слуга или свободен, ще получи от Господа същото добро каквото върши.
୮କାଇକେବଇଲେ ତମେ ନିକ କାମ୍ କଲେ, ମାପ୍ରୁ ତମ୍କେ ପୁରୁସ୍କାର୍ ଦେଇସି । ତମେ ଗତିଦାଙ୍ଗ୍ଡା ଅଇରୁଆ କି ମୁକଲ୍ଲା ଲକ୍ ଅଇରୁଆ ।
9 И вие, господари, струвайте същото на тях, като се въздържате от заплашването; понеже знаете, че и на тях и на вас има Господар на небесата, у когото няма лицеприятие.
୯ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି ।
10 Най-после, заяквайте в Господа и в силата на Неговото могъщество.
୧୦ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ ।
11 Облечете се в Божието всеоръжие, за да можете да устоите срещу хитростите на дявола.
୧୧ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ ।
12 Защото нашата борба не е срещу кръв и плът, но срещу началствата, срещу властите, срещу духовните сили на нечестието в небесните места. (aiōn )
୧୨କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି । (aiōn )
13 Затова вземете Божието всеоръжие, за да можете да противостоите в злия ден, и, като надвиете на всичко, да устоите.
୧୩ତେବର୍ପାଇ ପର୍ମେସର୍ ଦେଇରଇବା ସବୁରକାମ୍ ଜୁଜ୍ବା ଆତ୍ ଆତିଆର୍ ଗଟେକ୍ ସନିଅ ପିନ୍ଦ୍ଲାପାରା ପନ୍ଦିକରି ସାଜାଡା । ସେନ୍ତାର୍ ରଇଲେ ସଇତାନ୍ ଆରି ତାର୍ କାରାପ୍ ଆତ୍ମାମନ୍ ତମ୍କେ ଜୁଜ୍ଲାବେଲେ ସେମନ୍କେ ତମେ ବିରଦ୍ କରି ପାରାସ୍ । ଜୁଇଦର୍ପାଇ ସବୁ ରକାମ୍ଟା ସାଜାଡି ରଇଲେ ତମେ ପଚେ ନ ଗୁଚିକରି ଟିଆଅଇ ପାର୍ସା ।
14 Стойте, прочее, препасани с истина през кръста си и облечени в правдата за бронен нагръдник,
୧୪ତେବେ ଜୁଇଦର୍ପାଇ ତମେ ଏନ୍ତାରି ଜାଗ୍ରତ୍ ଉଆ । ଜେନ୍ତାରି କି, ପର୍ମେସରର୍ ସତ୍ ଆଁଟାବେଡା, ଆଁଟାଇ ବାନ୍ଦିଅଇ, ତାର୍ ଦରମର୍ ସାଞ୍ଜୁ ଜଗାଡି ଅଇ,
15 и с нозете си обути с готовност чрез благовестието на мира.
୧୫ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ ।
16 А освен всичко това, вземете вярата за щит, с който ще можете да угасите всичките огнени стрели на нечестивия;
୧୬ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା ।
17 вземете тоже за шлем спасението и меча на Духа, който е Божието слово;
୧୭ଆରି ମାପ୍ରୁ ଦେଇରଇବା ମୁକ୍ତି, ଗଟେକ୍ ଟପିପାରା ମୁଣ୍ଡ୍ ରକିଆ କର୍ବାକେ ପିନ୍ଦିରୁଆ । ସୁକଲ୍ଆତ୍ମା ଦେଇରଇବା କାଣ୍ଡା ଦାରିରୁଆ । ସେ କାଣ୍ଡା ଅଇଲାନି ପର୍ମେସରର୍ ବାକିଅ ।
18 молещи се в Духа на всяко време с всякаква молитва и молба, бидейки бодри в това с неуморно постоянство и моление за всичките светии,
୧୮ସୁକଲ୍ଆତ୍ମା ଚେତ୍ନା ଦେଲା ଇସାବେ ପାର୍ତନା କରା । ସବୁ ରକାମର୍ ପାର୍ତନା ଆରି ଗୁଆରିସଙ୍ଗ୍ ପାର୍ତନା କରା । ଏଟାର୍ଲାଗି ଜାଗ୍ରତ୍ ଅଇରୁଆ । ପର୍ମେସରର୍ ଲକ୍ମନର୍ପାଇ ପାର୍ତନା କରିଲାଗିରୁଆ ।
19 и за мене, да ми се даде израз да отворя устата си, за да оповестя дръзновенно тайната на благовестието,
୧୯ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି ।
20 за което съм посланник в окови, да говоря за него с дръзновение, както прилича да говоря.
୨୦ଏବେ ମୁଇ ବନ୍ଦି ଅଇ ରଇଲେ ମିସା କିରିସ୍ଟର୍ ସୁବ୍କବର୍ ଜାନାଇବାପାଇ ଗଟେକ୍ ରାଜାର୍ ଦୁତ୍ ପାରା ଅଇଲିଆଚି । ସୁବ୍କବର୍ ଟିକ୍ ସଙ୍ଗ୍, ନ ଡରିକରି ଜାନାଇବାକେ ପର୍ମେସର୍ ମକେ ବପୁ ଦେଅ ବଲି ପାର୍ତନା କରା ।
21 Но, за да знайте и вие за моите работи, и как съм, всичко ще ви каже Тихик, любезният брат и верен в Господа служител;
୨୧ତକିକସ୍ ଜେ କି ଆମର୍ ଆଲାଦର୍ ବାଇ, । ସେ ମାପ୍ରୁକେ ବିସ୍ବାସ୍ ସଙ୍ଗ୍ ସେବା କଲାନି । ମୁଇ କେନ୍ତି ଆଚି ଆରି କାଇଟା କଲିନି, ସେ ସବୁ ବିସଇ ତମ୍କେ କଇଦେଇସି ।
22 когото пратих до вас нарочно за това, да узнаете нашето състояние, и той да утеши сърцата ви.
୨୨ଆମ୍କେ ଗଟ୍ବା ବିସଇ ସବୁ ତମେ ଜାନିରୁଆ ବଲିକରି ମୁଇ ତାକେ ତମର୍ଟାନେ ପାଟାଇଲିନି । ଆରି ସେ ତମ୍କେ ସାର୍ଦା କରାଇସି ।
23 Мир на братята, и любов с вяра, от Бога Отца и Господа Исуса Христа.
୨୩ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ସବୁ ବିସ୍ବାସି ବାଇମନ୍କେ ସାନ୍ତି ଦେଅ । କିରିସ୍ଟକେ ବିସ୍ବାସ୍ କରି ତମର୍ ବିତ୍ରେ ଆଲାଦ୍ କରାକରି ଅଇବାକେ ସେମନ୍ ତମ୍କେ ସାଇଜ କରତ୍ ।
24 Благодат да бъде с всички, които исрено любят нашия Господ Исус Христос. [Амин]
୨୪ଆମର୍ ମାପ୍ରୁ ଜିସୁ କିରିସ୍ଟକେ ଜେତ୍କି ଲକ୍ ଆଲାଦ୍ କଲାଇନି, ସେମନ୍କେ ପର୍ମେସର୍ ତାର୍ ଜିବନ୍ ଦୁକାଇଲାଟା ଆରି ନ ସାର୍ବା ଆଲାଦ୍ ଦେଅ ।