< Яков 3 >
1 Братя мои, не ставайте мнозина учители, като знаете, че ще приемем по-тежко осъждане.
୧ଏ ମର୍ ବାଇବଇନିମନ୍, ତମର୍ ବିତ୍ରେ ବାକିଅ ସିକିଆ ଦେବା ଗୁରୁ ଅଦିକ୍ ଉଆ ନାଇ । ଜନ୍ଲକ୍ ବିନ୍ ଲକ୍ମନ୍କେ ସିକାଇବାଇ ସେମନ୍ ଅଦିକ୍ ଡଣ୍ଡ୍ ପାଇବାଇ, ଏଟା ଜାନିରୁଆ ।
2 Защото всички ние в много неща грешим; а който не греши в говорене, той е съвършен мъж, способен да обуздае и цялото тяло.
୨ଆମେ ସବୁ ତର୍କେତର୍ ବୁଲ୍ କଲୁନି । ମାତର୍ ଜେ ମିସା ତାର୍ କାତାବାର୍ତା କଇଲାବେଲେ ବୁଲ୍ ନ କରେ, ତେବେ ସେ ସିଦ୍ ଲକ୍ । ଆରି ସେ ତାର୍ ସବୁଜାକ ମିସା ଜାଗ୍ରତ୍କରି ସଙ୍ଗଇ ଆଚେ ।
3 Ето, ние туряме юздите в устата на конете, за да ни се покоряват, и обръщаме цялото им тяло.
୩ଗଟେକ୍ ଗଡାର୍ ବିସଇ ବାବିଦେକୁ । ଜଦି ଗଡା ଆମର୍ କାତା ମାନ୍ବାର୍ ଆଚେ ବଇଲେ, ତାର୍ ଟଣ୍ଡେ ଲାଗନ୍ ଚାବାଇଲୁନି । ଜେନ୍ତାରିକି ଗଡାର୍ ଗୁଲାଇ ଗାଗଡ୍ ମିସା ବୁଲାଇକରି, ଆମେ ଜନ୍ବାଟେ ମନ୍ କର୍ବୁ, ସେବାଟେ ନେଲୁନି ।
4 Ето, и корабите, ако да са толкова големи, и се тласкат от силни ветрове, пак с твърде малко кормило се обръщат на където желае кормчията.
୪ସେନ୍ତାରିସେ ଗଟେକ୍ ବଡ୍ ପାନିଜାଜର୍ ବିସଇ ଚିନ୍ତା କରିଦେକା । ସେଟା ବେସି ବଡ୍ ରଇଲେ ମିସା ଜବର୍ ପବନ୍ ଆଇତେରଇଲେସେ ସେଟା ଚାଲାଇଅଇସି । ମାତର୍ ଗଟେକ୍ ଜାଜ୍ଚାଲାଉ ସାନ୍ଟା ବୁଲାଇବା ଚକା ମାରିକରି ସେ ଜନ୍ତି ମନ୍ କର୍ସି, ଜାଜ୍ ସେ ବାଟେ ଚାଲାଇ ନେଇସି ।
5 Така и езикът е малка част от тялото, но много се хвали. Ето, съвсем малко огън, колко много вещество запалва!
୫ସେ ରକାମ୍ ଆକା ଆମର୍ ଟଣ୍ଡେ ରଇବା ଜିବ୍ ମିସା ଆମର୍ ଗାଗଡର୍ ଗଟେକ୍ ସାନ୍ ଜିନିସ୍, ମାତର୍ ଏଟା ବେସି ବଡ୍ବଡ୍ କାତା କଇସି । ଗଟେକ୍ ଡଙ୍ଗରର୍ ବିସଇ ବାବିଦେକା, ସେଟା ବଡେଟା ରଇଲେ ମିସା କଣ୍ଡେକ୍ ଜଇ ଇଙ୍ଗ୍ରା ଲାଗିକରି ସବୁ ପଡାଇଦେଇସି ।
6 И езикът, тоя цял свят от нечестие, е огън. Между нашите телесни части езикът е, който заразява цялото тяло и запалва колелото на живота, ни, а сам той се запалва от пъкъла. (Geenna )
୬ସେନ୍ତାରି ଜିବ୍ ମିସା ଜଇପାରା, ଜିବ୍ ବିତ୍ରେ ମିଚ୍ଟାମନ୍ ବର୍ତିଅଇ ଆଚେ । ସେଟା ଆମର୍ ଗାଗଡ୍ ବିତ୍ରେ ବାସାଅଇ ଆଚେ । ଆମର୍ ଗୁଲାଇ ଗାଗଡ୍କେ କାରାପ୍ ଡାବିଦେଇସି । ଆମର୍ ଜିବନ୍ ଜଇଟାନେ ପଡାଇଲାପାରା ପଡାଇ ଦେଇସି । ଆରି ସେ ଜଇ ନର୍କେଅନି ଆଇସି । (Geenna )
7 Защото всякакъв вид зверове, птици, гадини, и морски животни се укротяват и укротени са били от човечеството;
୭କାଇକେବଇଲେ ସବୁ ରକାମର୍ ଡଙ୍ଗରର୍ ଜଁତ୍, ଉଡିବୁଲ୍ବାଟାମନ୍, ରାଙ୍ଗିବୁଲ୍ବାଟାମନ୍ ଆରି ପାନିତେଇ ରଇବାଟାମନ୍, ପୁର୍ବେଅନି ଲକ୍ମନ୍ ସେଟାମନ୍କେ ମାନାଇକରି ଆଚତ୍ ।
8 но езикът никой човек не може да укроти; буйно зло е, пълен е със смъртоносна отрова.
୮ମାତର୍ ଏବେଜାକ ଜିବ୍କେ କେ ମିସା ମାନାଅତ୍ ନାଇ । ତେଇ କାରାପ୍ ବିସଇ ପୁରୁନ୍ ଅଇଆଚେ । ସେ ତାର୍ ନିଜର୍ ମନ୍ କର୍ବା ଇସାବେ ଜାଇସି । ଆରି ମରନ୍ ଡାକିଆନ୍ବା ବିସ୍ ବର୍ତି ଅଇଆଚେ ।
9 С него благославяме Господа и Отца, и с него кълнем човеците създадени по Божие подобие!
୯ଆମେ ଜିବ୍ ସଙ୍ଗ୍ ମାପ୍ରୁକେ ଆରି ବାବା ପରମେସର୍କେ ଦନିଅବାଦ୍ ଦେଲୁନି ଆରି ଏ ଜିବ୍ସଙ୍ଗ୍ ପର୍ମେସର୍ ତାର୍ପାରା ତିଆର୍ କରିରଇବା ମୁନୁସ୍କେ ସାଇପ୍ ଦେଲୁନି ।
10 От същите уста излизат благословения и проклятия! Братя мои, не трябва това така да бъде.
୧୦ଗଟେକ୍ ଟଣ୍ଡେଅନିସେ ଦନିଅବାଦ୍ ଦେବାଟା ଆରି ସାଇପ୍ ଦେବାଟା ବାରଇସି । ମର୍ ବାଇବଇନିମନ୍, ଏନ୍ତାରି ଅଇବାଟା ଟିକ୍ ନଏଁ ।
11 Изворът пуща ли от същото отверстие сладка и горчива вода?
୧୧ଗଟେକ୍ ଚୁଆବିଲେଅନି, ଗଲାପାନି ଆରି ନିର୍ମଲ୍ପାନି ବାରଇସି କି? ନାଇ, ନ ବାରଏ ।
12 Възможно ли е, братя мои смоковницата да роди маслини, или лозата смокини? Така също не може солената вода да дава сладка.
୧୨ଏ ମର୍ ବାଇବଇନିମନ୍, ଡୁମ୍ରିଗଚେ ଜିତ୍ପଲ୍ ନ ପଲେ କି କାଇ ଅଙ୍ଗୁର୍ ମାଲେ ଡୁମ୍ରି ନ ପଲେ । ସେନ୍ତାରିସେ ଗଟେକ୍ ଗଲାପାନି ବାରଇବା ଚୁଆଇ ଅନି ନିର୍ମଲ୍ ପାନି ନ ବାରଏ ।
13 Кой от вас е мъдър и разумен? Нека показва своите дела чрез добрият си живот, с кротостта на мъдростта.
୧୩ତମର୍ ବିତ୍ରେ ଗିଆନି ଆରି ବୁଲ୍ଟିକ୍ ବଲି କଇବା ଲକ୍ ଆଚତ୍ କି? ତାର୍ ନିକକରି ଜିଇବାକାଇବାଟାନେଅନି ସେଟା ଦେକାଅ । ତାର୍ ଜିବନେ, ଗଟେକ୍ ଗିଆନ୍ ରଇବା ଲକର୍ ଇସାବେ, ସବୁବିସଇ ସୁଆଲେ କଲାଆଚେ ବଲି ଦେକାଅ ।
14 Но ако в сърцето си имате горчива завист и крамолничество, не се хвалете и не лъжете против истината.
୧୪ଜଦି ତମର୍ ମନ୍ବିତ୍ରେ ଇଁସାତଲା, କପ୍ଦାର୍ବାଟା ଆରି ସବୁବେଲେ ନିଜର୍ ବିସଇ ଚିନ୍ତା କର୍ବାଟା ରଇସି, ସେନ୍ତାର୍ଆଲେ ସେ ବିସଇଟାନେ ବଡ୍ପନ୍ ଉଆନାଇ । ଆରି ସତ୍ ବିସଇ ବୁଲ୍ ଆଚେବଲି କୁଆ ନାଇ ।
15 Това не е мъдрост, която слиза отгоре, но е земна, животинска, бесовска;
୧୫ଏନ୍ତାରି ଗିଆନ୍ ପର୍ମେସରର୍ ଟାନେଅନି ନ ଆସେ । ସେଟା ଜଗତେଅନି ଆଇସି । ପର୍ମେସରର୍ ଆତ୍ମା ନ ରଇବାଟାନେ ଅନି ଆଇସି । ଆରି ସେଟା ସଇତାନର୍ ଗିଆନେ ଅନି ଆଇସି ।
16 защото, гдето има завист и крамолничество, там има бъркотия и всякакво лошо нещо.
୧୬ଜନ୍ ଜାଗାଇ ଲକ୍ମନର୍ ବିତ୍ରେ ଇଁସା, ଆରି ନିଜର ବିସଇସେ ଚିନ୍ତା କର୍ବାଟା ରଇଲେ, ସେ ଜାଗାଇ ଲାଗାଲାଗି ଆରି ସବୁ ରକାମର୍ କାରାପ୍ କାମ୍ ରଇସି ।
17 Но мъдростта, която е отгоре, е преди всичко чиста, после миролюбива, кротко умолима, пълна с милост и добри плодове, примирителна, нелицемерна.
୧୭ମାତର୍ ପର୍ମେସର୍ ସିକାଇବା ଗିଆନ୍ ଜନ୍ଲକ୍ମନ୍କେ ଆଚେ, ତାକର୍ ଗୁନ୍ଚଲନେ ସେମନ୍ ସୁକଲ୍ ଅଇରଇବାଇ, ସାନ୍ତିସଙ୍ଗ୍ ରଇବାଇ, ସୁଆଲେ ରଇବାଇ, ଦୟା ଦେକାଇବାଇ, ଜିବନ୍ଦୁକାଇବାଇ ଆରି ତାକର୍ ସବୁ କାମ୍ ନିକ ରଇସି । ସେମନ୍ ଲକ୍ମନ୍କେ ବଡ୍ ସାନ୍ ଇସାବେ ନ ଦେକତ୍ ଆରି ଚଲାନିକାତା ନ କଅତ୍ ।
18 А плодът на правдата се сее с мир от миротворците.
୧୮ଜନ୍ ଲକ୍ମନ୍ ସାନ୍ତିର୍ପାଇ କାମ୍ କର୍ବାଇ, ସାନ୍ତି ସଙ୍ଗ୍ ରଇକରି ଦରମର୍ ବିଅନ୍ ବୁନ୍ବାଇ, ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ, ନିକ କାମର୍ ଦାନ୍ କାଟ୍ବାଇ ।