< 1 Mbiri 14 >

1 Hiramu mfumu ya ku Turo inatumiza amithenga kwa Davide pamodzi ndi mitengo ya mkungudza ndiponso amisiri a miyala ndi amisiri a matabwa kuti adzamumangire nyumba yaufumu.
ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା।
2 Choncho Davide anazindikira kuti Yehova wamukhazikitsa kukhala mfumu ya Israeli ndipo wakuza kwambiri ufumu wake chifukwa cha anthu ake, Aisraeli.
ତହିଁରେ ସଦାପ୍ରଭୁ ଯେ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ, ଏହା ସେ ବୁଝିଲେ, କାରଣ ତାହାଙ୍କ ଲୋକ ଇସ୍ରାଏଲ ସକାଶୁ ତାଙ୍କର ରାଜ୍ୟ ଉନ୍ନତିପ୍ରାପ୍ତ ହୋଇଥିଲା।
3 Davide anakwatira akazi ena ambiri ku Yerusalemu ndipo anabereka ana aamuna ndi aakazi ambiri.
ପୁଣି, ଦାଉଦ ଯିରୂଶାଲମରେ ଆହୁରି ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
4 Mayina a ana amene anaberekera ku Yerusalemu anali awa: Samua, Sobabu, Natani, Solomoni,
ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,
5 Ibihari, Elisua, Elipeleti,
ୟିଭର, ଇଲୀଶୂୟ, ଇଲ୍ପେଲଟ୍‍,
6 Noga, Nefegi, Yafiya,
ନୋଗହ, ନେଫଗ୍‍, ଯାଫୀୟ,
7 Elisama, Beeliada ndi Elifeleti.
ଇଲୀଶାମା, ବୀଲୀୟାଦା ଓ ଇଲୀଫେଲଟ୍‍।
8 Afilisti atamva kuti Davide wadzozedwa kukhala mfumu ya dziko lonse la Israeli, iwo anapita mwamphamvu kukamusakasaka. Koma Davide atamva zimenezi anapita kukakumana nawo.
ଏଉତ୍ତାରେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜାଭିଷିକ୍ତ ହୋଇଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣନ୍ତେ, ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଗଲେ; ତହୁଁ ଦାଉଦ ତାହା ଶୁଣି ସେମାନଙ୍କ ବିରୁଦ୍ଧରେ ବାହାରିଲେ।
9 Ndipo Afilisti anabwera ndi kulanda zinthu mʼChigwa cha Refaimu.
ଏହି ସମୟରେ ପଲେଷ୍ଟୀୟମାନେ ରଫାୟୀମ ତଳଭୂମିରେ ଚଢ଼ାଉ କରିଥିଲେ।
10 Davide anafunsa Mulungu kuti, “Kodi ndipite kukathira nkhondo Afilisti? Kodi mukawapereka mʼmanja mwanga?” Yehova anamuyankha kuti, “Pita, Ine ndidzawapereka mʼmanja mwako.”
ଏଥିରେ ଦାଉଦ ପରମେଶ୍ୱରଙ୍କୁ ପଚାରି କହିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କʼଣ ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
11 Choncho Davide ndi anthu ake anapita ku Baala-Perazimu ndi kugonjetsa Afilistiwo. Iye anati, “Monga amasefukira madzi, Mulungu waphwanya adani anga ine ndikuona.” Motero anawatcha malowa Baala Perazimu.
ତହୁଁ ସେମାନେ ବାଲ୍‍-ପରାସୀମ୍‍କୁ ଆସନ୍ତେ, ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ତହିଁରେ ଦାଉଦ କହିଲେ, “ପରମେଶ୍ୱର ମୋʼ ହସ୍ତରେ ମୋହର ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେମାନେ ସେହି ସ୍ଥାନର ନାମ “ବାଲ୍‍-ପରାସୀମ୍‍” ରଖିଲେ।
12 Afilisti anasiya milungu yawo kumeneko ndipo Davide analamulira kuti itenthedwe ndi moto.
ଆଉ ସେଠାରେ ସେମାନେ ଆପଣାମାନଙ୍କ ଦେବତାମାନଙ୍କୁ ଛାଡ଼ି ଯାଇଥିଲେ; ପୁଣି, ଦାଉଦ ଆଜ୍ଞା କରନ୍ତେ, ସେହି ସବୁ ଅଗ୍ନିରେ ଦଗ୍ଧ କରାଗଲା।
13 Nthawi inanso Afilisti anadzalanda katundu mu Chigwamo.
ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ତଳିଭୂମିରେ ଚଢ଼ାଉ କଲେ।
14 Choncho Davide anafunsa Mulungu ndipo Mulunguyo anayankha kuti, “Usapite molunjika, koma uzungulire kumbuyo kwawo. Ukawathire nkhondo patsogolo pa mitengo ya mkandankhuku.
ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
15 Mukakangomva phokoso pa msonga za mitengo ya mkandankhuku, mukapite kukamenyana nawo, chifukwa izi zikasonyeza kuti Mulungu ali patsogolo panu kukantha ankhondo a Afilisti.”
ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
16 Kotero Davide anachita zimene Mulungu anamulamulira ndipo anakantha ankhondo a Afilisti njira yonse kuchokera ku Gibiyoni mpaka ku Gezeri.
ତହିଁରେ ପରମେଶ୍ୱର ଯେପରି ଆଜ୍ଞା କଲେ, ଦାଉଦ ସେହିପରି କଲେ; ପୁଣି, ସେମାନେ ଗିବୀୟୋନ୍‍ଠାରୁ ଗେଷର ପର୍ଯ୍ୟନ୍ତ ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କଲେ।
17 Choncho mbiri ya Davide inafalikira dziko lonse, ndipo Yehova anachititsa kuti mayiko ena azimuopa.
ତହିଁରେ ଦାଉଦଙ୍କର ସୁଖ୍ୟାତି ସର୍ବଦେଶରେ ବ୍ୟାପିଗଲା; ପୁଣି, ସଦାପ୍ରଭୁ ସବୁ ଗୋଷ୍ଠୀ ମଧ୍ୟରେ ତାଙ୍କ ବିଷୟରେ ଭୟ ଜନ୍ମାଇଲେ।

< 1 Mbiri 14 >