< Yobu 23 >

1 Pamenepo Yobu anayankha kuti,
ଏଥିରେ ଆୟୁବ ଉତ୍ତର କରି କହିଲା, “ଆଜି ମଧ୍ୟ ମୋହର ବିଳାପ ବିଦ୍ରୋହଭାବ-ବିଶିଷ୍ଟ;
2 “Leronso kudandaula kwanga nʼkwakukulu kwambiri; Iye akundilanga kwambiri ngakhale ndi kubuwula.
ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।
3 Ndikanangodziwa kumene ndikanamupeza Mulungu; ndikanangopita kumene amakhalako!
ଆହା, ମୁଁ କେଉଁଠାରେ ତାହାଙ୍କର ଉଦ୍ଦେଶ୍ୟ ପାଇବି, ଯେବେ ଏହା ଜାଣନ୍ତି, ତେବେ ତାହାଙ୍କ ଆସନ ନିକଟରେ ଉପସ୍ଥିତ ହୋଇ ପାରନ୍ତି!
4 Ndikanafotokoza mlandu wanga pamaso pake ndipo ndikanayankhula mawu odziteteza.
ତେବେ ମୁଁ ତାହାଙ୍କ ଛାମୁରେ ଆପଣା ଗୁହାରି ନିବେଦନ କରନ୍ତି ଓ ଯୁକ୍ତିରେ ଆପଣା ମୁଖ ପୂର୍ଣ୍ଣ କରନ୍ତି।
5 Ndikanadziwa mawu amene Iye akanandiyankha, ndi kulingalira bwino zimene akananena!
ସେ ମୋତେ ଯେଉଁ କଥା ଉତ୍ତର ଦିଅନ୍ତେ, ତାହା ଜାଣନ୍ତି ଓ ସେ ଯାହା ମୋତେ କହନ୍ତେ, ତାହା ବୁଝନ୍ତି।
6 Kodi Iye akanalimbana nane mwa mphamvu zake zazikulu? Ayi, Iye sakanayankhula zinthu zotsutsana nane.
ସେ କʼଣ ଆପଣା ମହାପରାକ୍ରମରେ ମୋʼ ସଙ୍ଗେ ବିରୋଧ କରିବେ? ନା; ମାତ୍ର ସେ ମୋʼ ପ୍ରତି ମନୋଯୋଗ କରିବେ।
7 Kumeneko munthu wolungama akanafotokoza mlandu wake pamaso pake, ndipo woweruzayo akanandipeza wosalakwa nthawi zonse.
ସେଠାରେ ସରଳ ଲୋକ ତାହାଙ୍କ ସଙ୍ଗେ ଯୁକ୍ତି କରି ପାରିବ, ତହିଁରେ ମୁଁ ଆପଣା ବିଚାରକର୍ତ୍ତାଠାରୁ ଚିରକାଳ ଉଦ୍ଧାର ପାଇବି।
8 “Taonani, ndikapita kummawa, Iye kulibe kumeneko, ndikapita kumadzulo sinditha kumupeza kumeneko.
ଦେଖ, ମୁଁ ପୂର୍ବ ଆଡ଼କୁ ଯାଏ, ମାତ୍ର ସେ ସେଠାରେ ନାହାନ୍ତି ଓ ପଶ୍ଚିମ ଆଡ଼କୁ ଯାଏ, ମାତ୍ର ତାହାଙ୍କୁ ଦେଖି ପାରେ ନାହିଁ;
9 Akamagwira ntchito kumpoto, sindimuona kumeneko akapita kummwera, sindimuona.
ସେ କାର୍ଯ୍ୟ କଲା ବେଳେ ଉତ୍ତର ଦିଗକୁ ଯାଏ, ମାତ୍ର ତାହାଙ୍କର ଦର୍ଶନ ପାଇ ନ ପାରେ; ସେ ଦକ୍ଷିଣ ଦିଗରେ ଆପଣାକୁ ଗୋପନ କରନ୍ତି, ତେଣୁ ତାହାଙ୍କୁ ଦେଖି ନ ପାରେ।
10 Koma Iye amadziwa mmene ndimayendera; Iyeyo akandiyesa adzandipeza kuti ndili ngati golide.
ମାତ୍ର ମୁଁ ଯେଉଁ ପଥ ଅବଲମ୍ବନ କରେ, ସେ ତାହା ଜାଣନ୍ତି; ସେ ମୋହର ପରୀକ୍ଷା କଲା ଉତ୍ତାରେ ମୁଁ ସୁବର୍ଣ୍ଣ ପରି ଉତ୍ତୀର୍ଣ୍ଣ ହେବି।
11 Mapazi anga akhala akuponda mʼmapazi ake; ndasunga njira yake ndipo sindinayitaye.
ମୋହର ପାଦ ତାହାଙ୍କର ପଦଚିହ୍ନ ଦୃଢ଼ ରୂପେ ଧରିଅଛି; ମୁଁ ତାହାଙ୍କ ପଥ ରକ୍ଷା କରିଅଛି ଓ ବିପଥଗାମୀ ହୋଇ ନାହିଁ।
12 Sindinapatuke kusiya malamulo ochokera pakamwa pake; ndasunga mawu a pakamwa pake kupambana chakudya changa cha tsiku ndi tsiku.
ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।
13 “Koma Iyeyo ndi wosasinthika, ndipo ndani angatsutsane naye? Iye amachita chilichonse chimene wafuna.
ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।
14 Iye amachita chimene watsimikiza kuti chindichitikire, ndipo malingaliro oterowa ali nawobe.
କାରଣ ମୋʼ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।
15 Nʼchifukwa chake ndikuchita mantha kwambiri pamaso pake; ndikamaganiza zonsezi ndimamuopa.
ଏନିମନ୍ତେ ମୁଁ ତାହାଙ୍କ ସାକ୍ଷାତରେ ବ୍ୟାକୁଳ ହେଉଅଛି; ମୁଁ ବିବେଚନା କଲେ, ତାହାଙ୍କ ସକାଶେ ଭୀତ ହେଉଅଛି।
16 Mulungu walefula mtima wanga; Wamphamvuzonse wandiopseza kwambiri.
କାରଣ ପରମେଶ୍ୱର ମୋʼ ହୃଦୟକୁ କ୍ଷୀଣ କରିଅଛନ୍ତି ଓ ସର୍ବଶକ୍ତିମାନ ମୋତେ ବ୍ୟାକୁଳ କରିଅଛନ୍ତି;
17 Komatu sindinachititsidwe mantha ndi mdima, ndi mdima wandiweyani umene waphimba nkhope yanga.
ଯେଣୁ ମୁଁ ଅନ୍ଧକାର ପୂର୍ବରୁ ଉଚ୍ଛିନ୍ନ ନୋହିଲି, କିଅବା ସେ ମୋʼ ମୁଖରୁ ନିବିଡ଼ ଅନ୍ଧକାର ଆଚ୍ଛନ୍ନ କଲେ ନାହିଁ।

< Yobu 23 >