< Masalimo 49 >

1 Kwa mtsogoleri wa mayimbidwe. Salimo la ana a Kora. Imvani izi anthu a mitundu yonse; mvetserani, nonse amene mumakhala pa dziko lonse,
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2 anthu wamba pamodzi ndi anthu odziwika, olemera pamodzinso ndi osauka:
ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
3 Pakamwa panga padzayankhula mawu anzeru; mawu ochokera mu mtima mwanga adzapereka nzeru.
ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
4 Ndidzatchera khutu langa ku mwambo, ndi pangwe ndidzafotokoza momveka mwambi wanga.
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
5 Ine ndichitirenji mantha pamene masiku oyipa afika, pamene achinyengo oyipa andizungulira.
ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି?
6 Iwo amene adalira kulemera kwawo ndi kutamandira kuchuluka kwa chuma chawo?
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7 Palibe munthu amene angawombole moyo wa mnzake kapena kuperekera mnzake dipo kwa Mulungu.
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
8 Dipo la moyo ndi la mtengowapatali, palibe malipiro amene angakwanire,
କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9 kuti iye akhale ndi moyo mpaka muyaya ndi kusapita ku manda.
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
10 Pakuti onse amaona kuti anthu anzeru amamwalira; opusa ndi opanda nzeru chimodzimodzinso amawonongeka ndipo amasiyira chuma chawo anthu ena.
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।
11 Manda awo adzakhala nyumba zawo mpaka muyaya, malo awo okhalako kwa nthawi yonse ya mibado yawo, ngakhale anatchula malo mayina awo.
ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
12 Ngakhale munthu akhale wachuma chotani, adzafa ngati nyama.
ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
13 Izi ndi zimene zimachitikira iwo amene amadzidalira okha, ndi owatsatira awo amene amavomereza zimene amayankhula. (Sela)
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। (ସେଲା)
14 Monga nkhosa iwo ayenera kupita ku manda, ndipo imfa idzawadya. Olungama adzawalamulira mmawa; matupi awo adzavunda mʼmanda, kutali ndi nyumba zawo zaufumu. (Sheol h7585)
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। (Sheol h7585)
15 Koma Mulungu adzawombola moyo wanga kuchoka ku manda; ndithu Iye adzanditengera kwa Iye mwini. (Sheol h7585)
ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। (ସେଲା) (Sheol h7585)
16 Usavutike mu mtima pamene munthu akulemera, pamene ulemerero wa nyumba yake ukuchulukirachulukira;
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17 Pakuti sadzatenga kanthu pamodzi naye pamene wamwalira, ulemerero wake sudzapita pamodzi naye.
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।
18 Ngakhale pamene munthuyo ali moyo amadziyesa wodala, ndipo ngakhale atamandidwe pamene zinthu zikumuyendera bwino,
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19 iyeyo adzakakhala pamodzi ndi mʼbado wa makolo ake, amene sadzaonanso kuwala.
ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାପି ଦୀପ୍ତି ଦେଖିବେ ନାହିଁ।
20 Munthu amene ali ndi chuma koma wopanda nzeru adzafa ngati nyama yakuthengo.
ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।

< Masalimo 49 >