< Aroma 2 >
1 Choncho, iwe amene umaweruza munthu wina, ulibe pokanira pakuti nthawi iliyonse pamene uweruza wina ukudzitsutsa wekha chifukwa iwe amene umaweruzawe umachitanso zinthu zomwezo.
୧ତେବେ ଏ ମର୍ ମଇତର୍ମନ୍, ତମେ କାଇ ବିନ୍ ଲକର୍ ବିଚାର୍ କଲାସ୍ନି କି? ତମେ ଜେ ଅଇରଇଲେ ମିସା, ଏନ୍ତି କର୍ବାଟା ଟିକ୍ ନଏଁ । ବିନ୍ ଲକର୍ ଦସ୍ଦାରି ତମେ ଜଦି ନିଜେ ସେ ଦସ୍ କର୍ତେ ରଇସା ବଇଲେ, ତମେ ନିଜେ, ନିଜ୍କେ ଦସି ବଲାଇ ଅଇଲାସ୍ନି ।
2 Tsopano ife tikudziwa kuti chiweruzo cha Mulungu, chotsutsa amene amachita zinthu zotere, nʼchokhazikika pa choonadi.
୨ଆମେ ଜାନୁ, ପରମେସର୍ ଏନ୍ତି କର୍ତେ ରଇବା ଲକ୍ମନ୍କେ ଟିକ୍ ସଙ୍ଗ୍ ବିଚାର୍ କର୍ସି ।
3 Kodi ukuganiza kuti udzathawa chiweruzo cha Mulungu iwe munthu wamba, pamene uweruza ena, iwe ndi kumachitanso zomwezo?
୩ଜନ୍ କାରାପ୍ କାମର୍ ଲାଗି ତମେ ବିନ୍ ଲକ୍ମନର୍ ଦସ୍ ଦାର୍ଲାସ୍ନି, ସେଟା ତମେ ନିଜେ କର୍ତେ ରଇସା, ସେଟାର୍ ପାଇ ତମେ ପରମେସରର୍ ବିଚାର୍ ଜାଗାଇ ଟିଆ ନଉଁ ବଲି ବାବ୍ଲାସ୍ନି କି?
4 Kodi kapena ukupeputsa kukoma mtima kwa Mulungu, kuleza mtima kwake ndi kupirira kwake? Kodi sukuzindikira kuti kukoma mtima kwakeko, nʼkofuna kuti iweyo ulape machimo ako?
୪ସେନ୍ତି ବଇଲେ ତା, ତମେ ପରମେସରର୍ ବେସି ଜିବନ୍ ଦୁକାଇଲାଟା, ଉଦାର୍ କର୍ବାଟା ଆରି ମୁରଚ୍ବାଟାକେ ନାମାସ୍ ନାଇ । ତମେ ସତଇସେ ଜାନିଆଚାସ୍ ଜେ, ତମର୍ ମନେ କାରାପ୍ କାମ୍ ଅଇଲାଟା ମାନିଅଇବାକେ ପରମେସର୍ ଏଡେକ୍ ଦୟା କଲାଆଚେ ।
5 Koma pakuti ndiwe wosamvera ndi wa mtima wosafuna kulapa, ukudzisungira chilango pa tsiku la mkwiyo wa Mulungu, pamene chiweruzo cholungama cha Mulungu chidzaonetsedwa.
୫ମାତର୍ ତମେ ବଡ୍ପନିଆ ଆରି ମନ୍ ଜିଦିଆ । ସେଟାର୍ ପାଇ ସାରାସାରି ବିଚାର୍ନା ଦିନେ ପରମେସର୍ ଟିକ୍ ସଙ୍ଗ୍ ତାର୍ ବିଚାର୍ନା ଦେକାଇସି । ସେ ରିସାର୍ ଦିନେ ନିଜର୍ ପାଇ ରିସା ଟୁଲିଆଇଲାସ୍ନି ।
6 Mulungu adzabwezera aliyense molingana ndi ntchito zake.
୬କାଇକେବଇଲେ ପରମେସର୍ ସେ ଦିନେ ତାର୍ କରମ୍ ଇସାବେ ସବୁକେ ପୁରୁସ୍କାର୍ ଦେଇସି ।
7 Iye adzapereka moyo wosatha kwa amene amafunafuna ulemerero, ulemu ndi moyo pochita ntchito zabwino mopirira. (aiōnios )
୭ଜନ୍ ଲକ୍ମନ୍ ଡାକ୍ପୁଟା, ସନ୍ମାନ୍ ଆରି ଅମର୍ ଅଇବା ଆସାଇ ମୁର୍ଚିକରି ସତ୍କାମ୍ କରିଜିବାଇ, ସେମନ୍କେ ପରମେସର୍ ନ ସାର୍ବା ଜିବନ୍ ଦେଇସି । (aiōnios )
8 Koma Mulungu adzakhuthulira mkwiyo ndi ukali wake pa amene amachita zofuna zawo ndi kukana choonadi nʼkumatsatira zoyipa.
୮ମାତର୍ ଜନ୍ ଲକ୍ମନ୍ ନିଜର୍ ଲାବ୍ ଆରି ସତ୍ ରଇବା ବିସଇ ନ ମାନି, ମିଚ୍କାତା ମାନ୍ବାଇ, ସେମନର୍ ଉପ୍ରେ ବଡ୍ ରିସା ଆଇସି ।
9 Masautso ndi zowawa zidzagwera munthu aliyense amene amachita zonyansa, kuyambira Myuda kenaka anthu a mitundu ina.
୯ଜନ୍ ଲକ୍ମନ୍ କାରାପ୍ କାମେ ବୁଡି ଆଚତ୍, ସେମନର୍ ପାଇ କସ୍ଟ ଆରି ଦୁକର୍ ଦିନ୍ ଆଇଲାନି । ସବୁକେ ଆଗ୍ତୁ ଜିଉଦିକେ ଆରି ତାର୍ ପଚେ ଜିଉଦି ନଇଲା ଲକ୍ମନର୍ ପାଇ ।
10 Koma ulemerero, ulemu ndi mtendere zidzakhala kwa aliyense amene amachita zabwino, kuyambira Myuda kenaka anthu a mitundu ina.
୧୦ମାତର୍ ଜନ୍ ଲକ୍ମନ୍ ସତ୍ ଇସାବେ କାମ୍ କଲାଇନି, ସେମନ୍ ଜିଉଦି ଅଅତ୍ କି ଜିଉଦି ନଇଲା ଲକ୍ ଅଅତ୍, ସେମନ୍କେ ପରମେସର୍ ଡାକ୍ପୁଟାକରି ସନ୍ମାନ୍ ଆରି ସାନ୍ତି ଦେଇସି ।
11 Pajatu Mulungu alibe tsankho.
୧୧କାଇକେ ବଇଲେ ପରମେସର୍ ଗଟେକ୍ ତୁଲାଇସେ ସବୁର୍ ବିଚାର୍ କର୍ସି ।
12 Onse amene amachimwa osadziwa Malamulo, adzawonongeka ngakhale kuti sadziwa Malamulowo. Ndipo onse amene amachimwa akudziwa Malamulo adzaweruzidwa potsata Malamulowo.
୧୨ଜିଉଦି ନଇଲା ଲକ୍ମନ୍, ମସା ଲେକ୍ଲା ନିୟମ୍ ପାଅତ୍ ନାଇ । ନିୟମ୍ ନ ପାଇ ପାପ୍ କଲାଇ, ସେମନ୍ ନିୟମ୍ ନ ଅଇତେ କୁରୁପ୍ନାସ୍ ଅଇବାଇ । ଆରି ଗଟେକ୍ବାଟେ ଜିଉଦିମନ୍ ନିୟମ୍ ଜାନିକରି ମିସା, ପାପ୍ କଲାଇ, ସେମନ୍ ସେ ନିୟମ୍ ଇସାବେ ଡଣ୍ଡ୍ ପାଇବାଇ ।
13 Pakuti si amene amangomva Malamulo amene amakhala wolungama pamaso pa Mulungu, koma ndi okhawo amene amachita zili mʼMalamulomo amene adzatchedwa olungama.
୧୩କାଇକେବଇଲେ ଲକ୍ମନ୍ ଉଜେ ନିୟମ୍ ସୁନ୍ଲେସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ନାପାରତ୍, ମାତର୍ ନିୟମ୍ ନାମ୍ଲେସେ ଅଇପାରତ୍ ।
14 Ndithu, pamene a mitundu ina, amene alibe Malamulo, koma mwachikhalidwe chawo amachita zimene zili mʼMalamulo, iwowo ndi Malamulo pa iwo okha, ngakhale kuti alibe Malamulowo.
୧୪ଜିଉଦିନଇଲା ଲକ୍ମନର୍ ନିୟମ୍ ନାଇ, ମାତର୍ ସେମନ୍ ଅବିଆସ୍ କରି ନିୟମର୍ ବିଦିମନ୍ ନାମ୍ବାଇ, ସେଟାସେ ସେମନର୍ ନିୟମ୍ ପାରା ।
15 Ntchito zawo zimaonetsa kuti Malamulowo alembedwa mʼmitima mwawo. Chikumbumtima chawonso chimawachitira umboni pakuti maganizo awo amawatsutsa kapena kuwavomereza.
୧୫ସେମନର୍ କାମ୍ଦାମ୍ଟାନେଅନି ଟିକ୍ ସଙ୍ଗ୍ ଜାନାପଡ୍ଲାନି ଜେ, ନିୟମର୍ ବିଦିବିଦାନ୍ ସେମନର୍ ମନେ ଲେକାଅଇଲା ଆଚେ । ଏ କାତା ସତ୍, ସେମନର୍ ବିବେକ୍ ଟିକ୍ ବଲି କଇବା ଚଲାଚଲ୍ତିଅନି ଜାନାପଡ୍ଲା । ଜେନ୍ତାରିକି ସତ୍ କାମ୍ କଲାବେଲେ ତାକର୍ ବିବେକ୍, ଉଁ ବଲି କଇସି, ଆରି କାରାପ୍ କାମ୍ କଲାବେଲେ ବିବେକ୍ ସେମନ୍କେ ଦସି କରାଇସି ।
16 Izi zidzachitika pa tsiku limene Mulungu adzaweruza zinsinsi za anthu kudzera mwa Yesu Khristu, monga momwe Uthenga wanga Wabwino unenera.
୧୬ଜନ୍ ଦିନେ ପରମେସର୍ ଜିସୁକିରିସ୍ଟର୍ ଟାନେଅନି ମୁନୁସର୍ ବିତ୍ରେ ଲୁଚ୍ଲା ବିସଇମନ୍ ବିଚାର୍ କର୍ସି, ସେ ଦିନେ ମୁଇ ଜାନାଇ ରଇଲା ସୁବ୍କବର୍ ଇସାବେ ଏ ସବୁ ଗଟ୍ସି ।
17 Koma iweyo, amene umadzitcha kuti ndiwe Myuda, umadalira Malamulo, ndipo umanyadira ubale wako ndi Mulungu,
୧୭ତମେମନ୍ ତେବେ? ନିଜ୍କେ ଜିଉଦି ବଲାଇଅଇଲାସ୍ନି, ନିୟମ୍କେ ଆସାକରି ଆରି ପରମେସର୍ ସଙ୍ଗ୍ ମିସାବିଡା କର୍ବାଟା ନେଇ ବଡ୍ପନ୍ ଅଇଲାସ୍ନି,
18 ngati umadziwa chifuniro chake, ndi kudziwa zoyenera kuchita chifukwa unaphunzitsidwa ndi Malamulo;
୧୮ପରମେସର୍ ତମର୍ଟାନେଅନି କାଇଟା ମନ୍ କଲାନି ସେଟା ତମେ ଜାନିଆଚାସ୍ । ଆରି ନିୟମେଅନି ସତ୍ ଆରି ସତ୍ ନ ଅଇବା ଗିଆନ୍ ପାଇଆଚାସ୍,
19 ngati umadziwadi kuti ndiwe mtsogoleri wa osaona, nyale yowunikira amene ali mu mdima,
୧୯ସତଇସେ ଜାନିଆଚାସ୍ ଜେ, ତମେ କାଣାକେ ବାଟ୍ଦେକାଇବା ଲକ୍, ଆନ୍ଦାରେ ରଇବା ଲକ୍ମନର୍ ପାଇ ଉଜଲ୍ ପାରା ।
20 mlangizi wa anthu opusa, mphunzitsi wa makanda, chifukwa umadziwa kuti mʼMalamulo uli nayo nzeru yonse ndi choonadi,
୨୦ବକୁଆମନ୍କେ ନିମାନ୍ କାତା କଇବା ଲକ୍, ଗିଆନ୍ ନ ରଇବା ଲକ୍ମନର୍ ଗୁରୁ । ତମେ ବିସ୍ବାସ୍ କଲାସ୍ନି ଜେ, ନିୟମ୍ ଜାନିକରି ପୁରାପୁରୁନ୍ ସତ୍ ଆରି ଗିଆନ୍ ପାଇଆଚାସ୍ ବଲି ।
21 tsono, iwe amene umaphunzitsa ena, sudziphunzitsa wekha kodi? Kodi iwe amene umalalikira kuti anthu asabe, umabanso?
୨୧ତମେ ବିନ୍ଲକ୍ମନ୍କେ ସିକାଇଲାସ୍ନି, ମାତର୍ କାଇକେ ନିଜେ ସିକାସ୍ ନାଇ? ଚରାଇବାର୍ ନାଇ ବଲି ସିକିଆ ଦେଇ ନିଜେ ଚରାଇଲାସ୍ନି କି?
22 Kodi iwe amene umanena kuti anthu asachite chigololo, umachitanso chigololo? Kodi iwe amene umanyasidwa ndi mafano, umalandanso za mʼnyumba zopembedzera mafanowo?
୨୨ପାଦ୍ରା କାମ୍ କରାନାଇ ବଲି କଇ, ନିଜେ ପାଦ୍ରା କାମ୍ କଲାସ୍ନି କି? ପୁତ୍ଲା ପୁଜାକେ ଗିନ୍ କରି ଦେଉଲର୍ ଦିନ୍ସୁ ଚର୍ଲାସ୍ନି କି?
23 Kodi iwe amene umadzitama ndi Malamulo, umamuchititsa manyazi Mulungu posamvera Malamulowo?
୨୩ପରମେସରର୍ ନିୟମ୍ ମିଲାଇଆଚୁ ବଲି ବଡ୍ପନ୍ ଦେକାଇଲାସ୍ନି, ମାତର୍ ସେଟାକେ ଏଡିଦେଇକରି ତାକେ ଲାଜ୍ କରାଇଲାସ୍ନି କି?
24 Monga kwalembedwa, “Dzina la Mulungu likuchitidwa chipongwe pakati pa a mitundu ina chifukwa cha inu.”
୨୪ସାସ୍ତରେ ଲେକାଅଇଲା ଆଚେ, “ତମର୍ଲାଗି ଜିଉଦି ନଇଲା ଲକ୍ମନର୍ ବିତ୍ରେ ପରମେସର୍ ନିନ୍ଦା ପାଇଲାନି ।”
25 Mdulidwe umakhala ndi phindu ngati usunga Malamulo, koma ngati sumvera Malamulo, iweyo umakhala ngati kuti sunachite mdulidwe.
୨୫ଜଦି ତମେ ନିୟମ୍ ମାନ୍ଲେ, ତମର୍ ସୁନତ୍ ଅଇବାଟା ଟିକ୍ ଆଚେ । ଜଦି ନିୟମ୍ ନ ମାନ୍ଲେ ସୁନତ୍ ନ ଅଇଲା ଲକ୍ମନର୍ ସଙ୍ଗ୍ ସମାନ୍ ।
26 Ngati amene sanachite mdulidwe achita zomwe zili mʼMalamulo, kodi sadzatengedwa ngati ochita mdulidwe?
୨୬ଜଦି ସୁନତ୍ ନ ଅଇଲା ଗଟେକ୍ ଜିଉଦି ନଇଲା ଲକ୍ ନିୟମର୍ ବିଦିବିଦାନ୍ ସବୁ ନାମ୍ତେ ରଇସି, ପରମେସର୍ ତାକେ ସୁନତ୍ ଲକ୍ ଇସାବେ ନ ଡାକେ କି?
27 Munthu amene sanachite mdulidwe mʼthupi koma amamvera Malamulo adzakutsutsa iwe wosamvera Malamulowe, ngakhale kuti uli nawo Malamulo olembedwawo.
୨୭ସେଟାର୍ ପାଇ ଗାଗ୍ଡେ ସୁନତ୍ ନ ଅଇରଇଲା ଜିଉଦି ନ ଅଇଲା ଲକ୍ମନ୍, ନିୟମ୍ ମାନିକରି ତମର୍ ବିଚାର୍ କର୍ବାଇ, କାଇକେ ବଇଲେ ତମେ ଗାଗ୍ଡେ ସୁନତ୍ ଅଇ ନିୟମ୍ ପାଇରଇଲେ ମିସା, ସେଟା ନାମାସ୍ ନାଇ ।
28 Myuda weniweni si amene angooneka ngati Myuda pamaso pa anthu, ndipo mdulidwe weniweni si umene umangochitika mʼthupi pamaso pa anthu.
୨୮ଉଜେ ଗାଗ୍ଡେ ସୁନତ୍ ଅଇ ଉପ୍ରେ ଉପ୍ରେ ଜିଉଦି ବଲି ଚିନାଇଅଇବା ଲକ୍ ସତଇସେ ଜିଉଦି ନଅତ୍ ।
29 Ayi, Myuda weniweni ndi amene ali Myuda mu mtima mwake, ndipo mdulidwe weniweni ndi wa mtima, wochitika ndi Mzimu, osati ndi malamulo olembedwa. Woyamikira munthu wotere ndi Mulungu, osati anthu ayi.
୨୯ଜେ ମନ୍ ବିତ୍ରେଅନି ଜିଉଦି, ସେ ଅଇଲାନି ସତଇସେ ଜିଉଦି । ସତଇସେ ସୁନତ୍ ମନ୍ ବିତ୍ରର୍ ବିସଇ । ସେଟା ସୁକଲ୍ ଆତ୍ମାର୍ କାମ୍ । ଲେକ୍ଲା ନିୟମ୍ ସେଟା କରିନାପାରେ । ଏନ୍ତାରି ଲକ୍ ଲକ୍ମନର୍ଟାନେଅନି ଡାକ୍ପୁଟା ନ ପାଏ, ମାତର୍ ପରମେସର୍ଅନି ପାଇସି ।