< Tâconae 38 >
1 Hahoi anri thing hoi hmaisawi thuengnae khoungroe hah a sak. Ayung dong panga touh, adangka dong panga touh, takin pali touh ao. Arasang dong thum touh.
ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।
2 Takin pali touh som vah kinaw hah a sak. Hote kinaw teh khoungroe hoi koung a kâkuet teh, rahum tui hoi hluk e lah ao.
ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
3 Khoungroe hanelah hno e hnopainaw pueng, hlaam, ampaikei, kawlung, cingco, hmaisaan lanae hah a sak. Hote hnonaw pueng teh rahum hoi sak e seng doeh.
ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
4 Hahoi khoungroe hanelah rahum cuekkarue hah a sak teh khoungroe keng koe rahim vah a ta.
ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।
5 Kâkayawtnae acung hrawtnae cuekkarue takin pali touh koe bang hanelah rahum laikaw pali touh a hlun.
ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।
6 Kâkayawtnae acung hah anri thing hoi a sak teh, rahum tui hoi a hluk.
ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।
7 Kâkayawt nahane khoungroe rai e laikaw dawkvah, acung hah a hrawt. Khoungroe teh a lûlahei pou a aw thai nahanlah thingphek hoi a sak.
ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
8 Hahoi rahum kawlung hoi pâhungnae a khok hah kamkhuengnae lukkareiim takhang koe thaw ka tawk awh e napuinaw e hlalang hoi a sak.
ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
9 Hahoi lukkareiim thongma hah a sak teh, akalae yaphni teh loukloukkaang e hoi dong 100 touh hoi a sak.
ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।
10 Hote yaphni hanelah khom 20 touh, rahum khomkhok pacawp 20 touh a sak teh, khom hetnae, pangkheknaw teh ngun hoi a sak.
ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
11 Atunglae yaphni teh dong 100 touh a pha. Khom 20 touh, rahum khomkhok pacawp 20 touh a sak teh, khom hetnae, pangkheknaw teh ngun hoi a sak.
ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
12 Kanîloumlae yaphni teh dong 50 touh a pha. Khom hra touh, pacawpnae hra touh. Khom hetnae, pangkheknaw teh ngun hoi a sak.
ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
13 Kanîtholae yaphni teh dong 50 touh.
ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।
14 Longkha avoivang lae yaphni teh dong hlaipanga touh a pha.
ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
15 Khom kathum touh, pacawpnae kathum touh.
ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
16 Kalupnae yaphni pueng teh loukloukkaang e hoi sak e seng doeh.
ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।
17 Hahoi khom pacawpnae, hetnae, pangkheknaw teh rahum hoi sak e doeh.
ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
18 Hahoi kalupnae longkha koe e yaphni teh, kamthim, âthi, paling, loukloukkaang e hoi carouk e ayung dong 20, rasang dong panga touh a pha. Kalupnae yaphni hoi rei a kâvan.
ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
19 Kalupnae takhang khom teh pali touh, rahum khok pacawpnae pali touh, hetnae ngun, pangkhek ngun, ngun hoi sak e khom ramuknae naw ao.
ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
20 Hahoi Lukkareiim petkâkalup lah hetnae pueng teh rahum hoi sak e lah ao.
ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
21 Hetheh lukkareiim hnopai, lawkpanuesaknae lukkareiim hanelah hno e, Mosi ni kâpoe e patetlah Aron capa Ithamar hoi Levih miphunnaw ni a touk awh e doeh.
ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
22 Judah miphun thung e Hur capa Uri, ahnie capa Bezalel ni BAWIPA ni Mosi koevah sak hanelah kâ a poe e naw pueng teh, koung a sak.
ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
23 Ahni koe Dan miphun Ahisamak capa Oholiab ca thut kathoum, kutsak kathoum, kamthim, âthi, paling, loukloukkaang meikahawicalah ka carouk thai e ni hai a tawk.
ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।
24 Hmuen kathoung a pankinae pueng koe hno hane suinaw pueng, a poe awh e teh hmuen kathoung thung khingnae patetlah pong 2, 195 touh a pha.
ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।
25 Touk tangcoung e tamimaya koe kabawknaw ni a poe awh e ngun hmuen kathoung koe khingnae patetlah pong 7, 550 touh a pha.
ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।
26 Kum 20 lathueng touk tangcoung e tamimaya koe kacetnaw teh 603, 550 touh a pha teh, hmuen kathoung koe khingnae patetlah a poe awh e teh khing tangawn lengkaleng a pha.
ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
27 Hahoi ngun thung hoi pong 7, 500 touh teh hmuen kathoung khomnaw pacawp hane hoi ung nahanelah a hno awh. Pacawpnae hah 100 touh a pha teh, pacawpnae buet touh ramuk nahanelah hno e teh pong 75 touh a pha.
ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
28 Ka cawi e ngun pong 50 touh hoi khom dawk bangnae hah a sak teh, khom ramuknae teh ngun tui hoi hluk e lah ao. Hahoi yapnae pangkhek hah a sak.
ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।
29 A poe awh e rahum talen 70 touh hoi shekel 2,400 touh a pha.
ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।
30 Hot teh kamkhuengnae takhang khom pâhungnae khom pacawp hoi rahum khoungroe hoi rahum cuekkarue hoi,
ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
31 lukkareiim kamkhuengnae thongma petkâkalup lah khom pâhungnae khom pacawp hoi lukkareiim hetnae pueng lah koung a hno awh.
ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।