< 哥林多前书 7 >
୧ଏବେ ତମେ ଲେକ୍ଲାଟାନେ ଜନ୍ ସବୁ ବିସଇ ଆଚେ, ସେ ସବୁର୍ ଉତର୍ ମୁଇ ଦେବି । ତମେ ପାଚାରିରଇଲାସ୍ ବିସ୍ବାସିମନ୍ ବିବା ନ ଅଇବାଟା ନିକ କି?
2 但为了避免淫乱的诱惑,男人应当有自己的妻子,女人应当有自己的丈夫。
୨ଉଁ ସେଟା ସତ୍, ମାତର୍ ବେସି ଲକ୍ ବେବିଚାର୍ କାମେ ଚଲାଚଲ୍ତି କଲାଇନି । ମୁଇ କଇଲିନି ଗଟେକ୍ ଗଟେକ୍ ମୁନୁସ୍କେ ତାର୍ ନିଜର୍ ମାଇଜି ଆରି ଗଟେକ୍ ଗଟେକ୍ ମାଇଜିକେ ତାର୍ ନିଜର୍ ମୁନୁସ୍ ରଇବାର୍ ଆଚେ ।
3 丈夫应该满足妻子的性需求,而妻子应该满足丈夫的性需求。
୩ଗଟେକ୍ ମନସ୍ ବିବା ଅଇଲାର୍ ଲାଗି, ତାର୍ ମାଇଜିକେ କରିରଇବା ସବୁ ଦାଇତ୍ କର୍ବାର୍ ଆଚେ । ସେନ୍ତାରିସେ ମାଇଜି ମିସା ତାର୍ ମୁନୁସ୍କେ କର୍ବାର୍ ଆଚେ ।
4 妻子的身体不只属于她,还属于她的丈夫。同样,丈夫的身体不只属于他,还属于他的妻子。
୪ମାଇଜିକେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମୁନୁସର୍ ଆଚେ । ସେନ୍ତାରିସେ ମୁନୁସ୍କେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମାଇଜିର୍ ଆଚେ ।
5 夫妻不可剥夺拥有彼此身体的权力,除非暂时达成共识,比如需要花时间祈祷。此后仍然要住在一起,否则撒旦会趁着你们缺乏自控的时候,诱惑你们。
୫ଦୁଇ ମାଇଜି ମୁନୁସ୍ ବେଗ୍ଲିକରି ନ ରଅତ୍ । ମାତର୍ ବେଗ୍ଲିକରି ରଇବାର୍ ଆଲେ, ଦୁଇ ଲକ୍ ରାଜି ଉଆ । ଜେନ୍ତାରି କି ସେ ବେଗ୍ଲି ରଇବା ବେଲାଇ, ପାର୍ତନା କରିଅଇସି । ମାତର୍ ତାର୍ପଚେ ଆରିତରେକ୍ ଆସି ମିସାଆ । ଏନ୍ତାରିକଲେ ସଇତାନର୍ ପରିକାତେଇ ଅନି ତମେ ରକିଆ ପାଇସା । କାଇକେବଇଲେ ତମ୍କେ ମୁର୍ଚିକରି ରଇବା ବପୁ ଉନା ଆଚେ ।
୬ଏ ବିସଇ ମୁଇ ତମ୍କେ ଜେତ୍କି କଇଲି ଆଚି, ସେଟା ଆଦେସ୍ ଦେଲା ପାରା କଇନାଇ, ମାତର୍ ତମର୍ ଦୁର୍ବଲ୍ ଜାନିକରି ଉପଦେସ୍ ଦେଲା ପାରା କଇଲିନି ।
7 我希望人人都像我一样。但各人都有自己从上帝那里获得的恩赐,这恩赐也各有不同。
୭ତମେ ସବୁଲକ୍ ମର୍ପାରା ବିବା ନ ଉଆ ବଲି ମୁଇ ମନ୍ କଲିନି । ମାତର୍ ଗଟେକ୍ ଗଟେକ୍ ଲକ୍କେ ପର୍ମେସରର୍ ଟାନେଅନି ମୁଲିଅ ରଇବା ଦାନ୍ ମିଲିଆଚେ । ଗଟେକ୍ ଲକ୍କେ ଗଟେକ୍ ରକାମ୍ଟା ଆରି ବିନ୍ ଲକ୍କେ ବିନ୍ ରକାମ୍ ଦାନ୍ ଦେଲାଆଚେ ।
8 我想对未婚者和寡妇说,他们最好能始终像我这样。
୮ଏବେ ମୁଇ ବିବା ନ ଅଇରଇବା, ଆରି ରାଣ୍ଡି ମାଇଜିମନ୍କେ କଇଲିନି, ତମେ ମର୍ ପାରା ଏକ୍ଲା ରଇଲେ ତମର୍ପାଇ ନିକ ଅଇସି ।
9 但如果你缺乏自控力,就应当结婚,因为结婚总比被欲望吞噬好。
୯ମାତର୍ ତମେ ଜଦି ମନର୍ ଲାଲ୍ସା ମୁର୍ଚିକରି ରଇ ନାପାର୍ଲାସ୍ନି ବଇଲେ, ବିବା ଅଇବାଟା ନିକ । କାଇକେବଇଲେ ଲାଲ୍ସାଇ ପଡିଜିବା ବାଦୁଲେ ବିବା ଅଇବାଟା ନିକ ।
10 我还要劝诫已婚之人(此言并非出自我,而是主的吩咐):妻子不可离开丈夫。
୧୦ମାତର୍ ବିବା ଅଇବା ବିସ୍ବାସିମନ୍କେ ମୁଇ ଆଦେସ୍ ଦେଲିନି, ମୁଇ ଦେଇ ନାଇ ମାତର୍ ମାପ୍ରୁ ଦେଲାନି । ଜଦି ତମେ ଗଟେକ୍ ବିବାଇ ମାଇଜି, ସେନ୍ତାର୍ ଆଲେ ମୁନୁସ୍କେ ଚାଡି ବିନେ ନ ରୁଆ ।
11 (离开就不可再嫁,或只能与丈夫复合。)丈夫也不可离弃妻子。
୧୧ଜଦି ତାକେ ଚାଡ୍ଲେ, ବିବା ନ ଅଇତେ ରୁଆ । ନଇଲେ ଆରି ଗଟେକ୍ ତର୍ ନିଜର୍ ମୁନୁସ୍ ସଙ୍ଗ୍ ମିସା । ଜଦି ତମେ ବିବାଇ ମୁନୁସ୍, ନିଜର୍ ମାଇଜିକେ ନ ଚାଡା ।
12 我还要对其他人说(此言是我的看法,并非来自主),倘若一名基督徒男人的妻子不信基督,但她愿意和他生活一起,他就不要离弃她。
୧୨ଏବେ ମୁଇ ବିସ୍ବାସିମନ୍ ଜେ କି ବିସ୍ବାସ୍ ନ କଲାଟାମନ୍କେ ବିବା ଅଇଆଚତ୍, ସେମନ୍କେ କଇଲିନି, ମୁଇ କଇନାଇ ମାପ୍ରୁ କଇଲାନି, । ଜଦି ଗଟେକ୍ ବିସ୍ବାସି, ବିସ୍ବାସ୍ ନଇଲା ମାଇଜିକେ ବିବା ଅଇଲାଆଚେ, ଆରି ସେ ମାଇଜି ତାର୍ ସଙ୍ଗ୍ ମିସି ରଇବାକେ ମନ୍ କର୍ସି ବଇଲେ, ସେ ବାଇ ତାକେ ନ ଚାଡ ।
13 如果一位基督徒女子的丈夫不信基督,但他愿意和她生活在一起,她也不要离弃丈夫。
୧୩ଆରି ଜନ୍ ବିସ୍ବାସି ମାଇଜି ବିସ୍ବାସ୍ ନ କଲା ମୁନୁସ୍କେ ବିବାଅଇରଇସି, ଆରି ସେ ତାର୍ସଙ୍ଗ୍ ମିସି ରଇବାକେ ମନ୍ କର୍ସି, ତେବେ ସେ ନିଜର୍ ମୁନୁସ୍କେ ନ ଚାଡ ।
14 因为不信基督的丈夫会因妻子而圣洁,不信的妻子会因丈夫而圣洁了。否则,你们的后代便不洁净,但现在他们都变得圣洁。
୧୪କାଇକେବଇଲେ ଜଦି ତମେ ଗଟେକ୍ ବିସ୍ବାସି ମାଇଜି, ବିସ୍ବାସ୍ ନ କର୍ବା ମୁନୁସ୍କେ ବିବା ଅଇଆଚାସ୍, ତର୍ ମୁନୁସ୍ ତର୍ ସଙ୍ଗ୍ ମିସ୍ଲାର୍ପାଇ ତାକେ ପର୍ମେସର୍ ତାର୍ ନିଜର୍ ସୁକଲ୍ ଲକ୍ କଲାଆଚେ । ସେନ୍ତାରିସେ ବିସ୍ବାସ୍ ନ କରିରଇବା ମାଇଜିକେ, ପର୍ମେସର୍ ଡାକ୍ଲା ଆଚେ । କାଇକେବଇଲେ ସେ ବିସ୍ବାସ୍ କର୍ବା ମନସ୍ ସଙ୍ଗ୍ ମିସ୍ଲା ଆଚେ । ଏନ୍ତାରି ନ ରଇଲେ ତମର୍ ପିଲାମନ୍ ବିସ୍ବାସ୍ ନ କର୍ବା ଲକର୍ ପିଲାମନର୍ପାରା ଅଇତାଇ । ମାତର୍ ଏବେ ସେମନ୍କେ ମିସା ପର୍ମେସର୍ ତାର୍ ନିଜର୍ ଲକ୍ କଲାଆଚେ ।
15 但如果不信基督的一方要离去,就由其去吧。在这种情形之下,基督徒男女不要勉强,因为上帝让我们生于平和。
୧୫ସେ ଜାଇଟା ମିସା ଅ, ଜଦି ଗଟେକ୍ ବିସ୍ବାସ୍ ନ କଲା ଲକ୍ ତାର୍ ବିସ୍ବାସି ମାଇଜି କି ମୁନୁସର୍ ଟାନେଅନି ବିନେ ଅଇବାକେ ମନ୍ କଲାନି ବଇଲେ, ସେ ବିନେ ଅ । ଏନ୍ତାରି ଅଇଲେ କିରିସ୍ଟକେ ବିସ୍ବାସ୍ କର୍ବା ମାଇଜି କି ମୁନୁସ୍ ବିବା ବନ୍ଦ୍ନେ ଅନି ମୁକ୍ଲି ଆଚେ । ପର୍ମେସର୍ ତମ୍କେ ସାନ୍ତିସଙ୍ଗ୍ ମିସି ବିଡି ଜିଇବାକାଇବାକେ ଡାକ୍ଲା ଆଚେ ।
16 做妻子的,你知道吗?你应该拯救你的丈夫!你做丈夫的,你知道吗?你应该拯救你的妻子!
୧୬ଅଇପାରେ, ତୁଇ ଗଟେକ୍ ବିସ୍ବାସି ବିବାଅଇଲା ମାଇଜି, ତର୍ ବିସ୍ବାସ୍ ନ କଲା ମୁନୁସ୍କେ କିରିସ୍ଟର୍ ଟାନେ ବିସ୍ବାସ୍ କରାଇପାରୁସ୍ । ସେନ୍ତାରିସେ ତୁଇ ଗଟେକ୍ ବିସ୍ବାସି ବିବାଅଇଲା ମୁନୁସ୍, ତର୍ ବିସ୍ବାସ୍ ନ କଲା ମାଇଜିକେ କିରିସ୍ଟର୍ ଟାନେ ବିସ୍ବାସ୍ କରାଇ ପାରୁସ୍ ।
17 除了这样的例子,主怎样安排你,就保持下去。上帝怎样召唤你,就继续这样的生活。我也这样教导其他教会。
୧୭ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
18 如果转变信仰时已经受了割礼?那就成为已受割礼的信徒。如果你转变信仰时未受割礼,那就做未受割礼的信徒。
୧୮ଜଦି ତମେ ଗଟେକ୍ ସୁନତ୍ ଅଇଲା ଜିଉଦି ଲକ୍ ଆରି ପର୍ମେସର୍ ତମ୍କେ ଡାକ୍ଲାଆଚେ, ସେନ୍ତାର୍ ଆଲେ ତମେ ତମର୍ ଗାଗ୍ଡେଅନି ସୁନତ୍ ଚିନ୍ ଲିବାଇବାକେ ଚେସ୍ଟା କରା ନାଇ । ସେନ୍ତାରିସେ ତମେ ଜଦି ଜିଉଦି ନ ଅଇଲା ଲକ୍ ଜାକେ କି ପର୍ମେସର୍ ଡାକ୍ଲା ଆଚେ, ତମେ ସୁନତ୍ ଅଇବାକେ ଚେସ୍ଟା କରାନାଇ ।
19 割礼不代表什么,未受割礼也不代表什么,最重要的是遵守上帝的命令。
୧୯ଲକ୍ମନ୍ ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ନାଇ, ପର୍ମେସରର୍ ଆଦେସ୍ ମାନ୍ବାଟାସେ ମୁକିଅ ।
20 每个人受到上帝召唤时,都应当保持原来的状态。
୨୦ମାପ୍ରୁ ତମ୍କେ ଜନ୍ ଇସାବେ ଡାକିଆଚେ, ତମେ ସେ ଇସାବେ ରୁଆ ।
21 你被召唤时是奴仆?不要烦恼。但如果你获得自由的机会,就好好把握。
୨୧ପର୍ମେସର୍ ତମ୍କେ ଡାକ୍ଲାବେଲେ ତମେ କାଇ ଗତିଦାଙ୍ଗ୍ଡା ରଇଲାସ୍ କି? ସେ ବିସଇନେଇ ମନ୍ଦୁକ୍ କରାନାଇ । ଜଦି ତର୍ ସାଉକାର୍ ତକେ ମୁକ୍ଲାଇଲାନି, ତେବେ ଉଟିଜା ।
22 因为奴仆接受主的召唤后,就是属于主的自由人,你就为基督服务。
୨୨ମାପ୍ରୁ ଡାକ୍ଲାବେଲେ ଜେ ଗତିଦାଙ୍ଗ୍ଡା ରଇଲା ସେ ଏବେ ମୁକ୍ଲି ରଇଲା ଲକ୍ । କାଇକେବଇଲେ ମାପ୍ରୁ ତାକେ ମୁକ୍ଲାଇ ଆଚେ । ସେନ୍ତାରିସେ ଏବେ ଜେ ମୁକ୍ଲିକରି ଆଚେ, ସେ କିରିସ୍ଟର୍ ଗତିଦାଙ୍ଗ୍ଡା ।
୨୩ତମ୍କେ ଅଦିକ୍ ଦାମ୍ ଦେଇ ଗେନାଅଇଆଚେ । ଲକ୍ମନର୍ ଗତିଦାଙ୍ଗ୍ଡା ଉଆ ନାଇ ।
24 兄弟姐妹们,你们听到上帝的召唤时,就保持原来的状态,与上帝同在即可。
୨୪ଏ ବାଇବଇନିମନ୍, ତମ୍କେ ପର୍ମେସର୍ ଡାକ୍ଲାବେଲେ ଜନ୍ ଇସାବେ ରଇଲାସ୍, ସେ ଇସାବେ ପର୍ମେସର୍ ସଙ୍ଗ୍ ମିସିକରି ରଇବାର୍ ଆଚେ ।
25 关于“未婚之人”,我并未从主那里获得这方面的指引。但我既然获得了主的怜悯,是他信赖之人,我就需要表明我的意见。
୨୫ଏବେ ମୁଇ ବିବା ନ ଅଇଲା ଦାଙ୍ଗ୍ଡାଦାଙ୍ଗ୍ଡି ବିସଇନେଇ ଲେକ୍ବି । ସେ ବିସଇନେଇ ମାପ୍ରୁର୍ ଲଗେଅନି କାଇ ଆଦେସ୍ ପାଇନାଇ । ମାତର୍ ପର୍ମେସର୍ ମକେ ଦୟା କରି ଗଟେକ୍ ସତ୍ଦରମ୍ ଲକ୍ ଇସାବେ ନିଜର୍ ମନର୍ କାତା କଇଲିନି ।
26 鉴于目前的困难情况,我认为人最好就是保持现状。
୨୬ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
27 已经结婚?就不要尝试离婚。还没有结婚?不要想办法结婚。
୨୭ତମେ କାଇ ମାଇଜି ସଙ୍ଗ୍ ବାନ୍ଦିଅଇ ଆଚାସ୍ କି? ସେନ୍ତାର୍ଆଲେ ମୁକଲ୍ବାକେ ଚେସ୍ଟା କରାନାଇ । ତମେ କାଇ ବିବା ଉଆସ୍ ନାଇ କି? ସେନ୍ତାର୍ଆଲେ ମାଇଜି କଜ୍ବାକେ ଚେସ୍ଟା କରାନାଇ ।
28 如果你已经结婚,这不是罪。如果处女出嫁,也不是罪。但在当今世界中,你可能会遇到很多困难,我不希望你们受这样的苦难。
୨୮ଜଦି ତମେ ବିବାଅଇ ଆଚାସ୍, ବଇଲେ ତମେ ପାପ୍ କରାସ୍ ନାଇ । ଜଦି ଗଟେକ୍ ଦାଙ୍ଗ୍ଡି ବିବାଅଇସି, ସେ ମିସା ପାପ୍ କରେନାଇ । ମାତର୍ ବିବାଅଇଲା ଲକ୍ମନ୍ ଦୁକ୍ କସ୍ଟ ମୁର୍ଚିକରି ରଇବାକେ ପଡ୍ସି । ଏନ୍ତାରି ଦୁକ୍ କସ୍ଟର୍ ବେଲାଇ ସିତିଅନି ରକିଆ ପାଆ, ବଲିକରି ମୁଇ ମନ୍ କଲିନି ।
29 兄弟姐妹们,告诉你们吧,剩下的时间不多了。从今以后,结婚之人可能也像没有结婚,
୨୯ମାତର୍ ଏ ବାଇମନ୍ ମୁଇ ତମ୍କେ କଇଲିନି, ଏବେ ଆମ୍କେ ଅଲପ୍ ଦିନ୍ ଆଚେ । ଏଟାର୍ ପାଇ ଏବେଅନି ଜେ ବିବା ଅଇଆଚେ ସେ ବିବା ନ ଅଇଲା ଲକର୍ ପାରା ରଅ ।
30 哀哭之人不像在哀哭,快乐之人不像在快乐,买下东西的人仿佛从未拥有,
୩୦ସେନ୍ତାରିସେ ଜନ୍ ଲକ୍ମନ୍ କାନ୍ଦାବୁବା ଅଇରଇଲାସ୍ନି, ସେମନ୍ କାନ୍ଦାବୁବା ନ ଅଇ ରଇଲା ଲକର୍ ପାରା ରୁଆ । ଆରି ଜନ୍ ଲକ୍ମନ୍ ସାର୍ଦା ଅଇରଇଲାଇନି, ସେମନ୍ ସାର୍ଦା ନ ଅଇଲା ଲକର୍ ପାରା ଅଇ ରଅତ୍ । ଜନ୍ ଲକ୍ମନ୍ ଗେନ୍ବାଇ, ସେଟା ନିଜର୍ଟା ନଏଁ ବଇଲାପାରା ରଅତ୍ ।
31 享用世界之人仿佛从未享用,因为这世界的秩序将会消失。
୩୧ଜନ୍ ଲକ୍ମନ୍ ଜଗତର୍ ଜିନିସ୍ ନେଇ ବେବାର୍ପାନି କଲାଇନି, ସେମନ୍ ସବୁବେଲେ ସେ ବିସଇ ଚିନ୍ତା ନ କଲା ଲକର୍ ପାରା ରଅତ୍ । କାଇକେବଇଲେ ଜନ୍ ଜଗତେ ଆମେ ଆଚୁ, ସେ ଜଗତର୍ ସବୁ ଜିନିସ୍ ବୁଡିଜାଇସି ।
32 我愿你们不会产生这样的忧愁。未结婚之人,应专注主最看重之事,要想着如何取悦主。
୩୨ମାତର୍ ତମେ ଏ ବିସଇନେଇ ତେରେପେତେ ଉଆନାଇ । ବିବା ନ ଅଇଲା ଲକ୍ମନ୍ ସବୁବେଲେ ମାପ୍ରୁର୍ ସେବା କାମ୍ କର୍ବାକେ ମନ୍ କର । କାଇକେବଇଲେ ମାପ୍ରୁକେ ସାର୍ଦା କରାଇବାଟା ତାର୍ ମୁକିଅ କାମ୍ ।
33 但娶妻之人会关注人世间重要之事,想着如何取悦妻子,
୩୩ମାତର୍ ଜେ ବିବାଅଇଆଚେ, ସେ ଏ ଜଗତର୍ ସବୁ ବିସଇନେଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ମାଇଜିକେ ସାର୍ଦାସଙ୍ଗ୍ ରକ୍ବାକେ ମନ୍ କର୍ସି ।
34 这会让他的忠诚分心。同样,未婚妇女或少女要关注主最看重之事,好让身体和心灵都变得圣洁。但结婚的妇女就要为世上的事烦恼,想着如何取悦丈夫。
୩୪ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।
35 我说这些都是为了你们好,我并非想要对你们指手画脚,而是告诉你们如何行事才恰如其分,以便你可以一心一意地对主忠诚。
୩୫ଏ କାତା ମୁଇ ତମ୍କେ ନିଜର୍ ମଙ୍ଗଲର୍ ପାଇ କଇଲିନି । ତମ୍କେ ଆଦେସ୍ ମାନ୍ବାକେ ଦେଇ ନାଇ ମାତର୍ ତମେ ଜେନ୍ତିକି ସତ୍ ବାବେ ଚଲାଚଲ୍ତି କରି ଏନେତେନେ ଚିନ୍ତା ନ ଅଇକରି ପୁରାପୁରୁନ୍ ବାବେ ମାପ୍ରୁକେ ସର୍ପି ଅଇବାକେ କଇଲିନି ।
36 如果一个男人认为和订婚的女友做出越轨之事,如果他认为自己会被强烈的性欲望所控制,如果他认为自己应该结婚,这样的结婚并非罪过。
୩୬କନିଆ ମାଙ୍ଗ୍ନି ଅଇଲାପଚେ ଜଦି ଜନ୍ ମନସ୍ ତାର୍ ମାଙ୍ଗ୍ଲା ମାଇଜି ସଙ୍ଗ୍ ଟିକ୍ସଙ୍ଗ୍ ଚଲାଚଲ୍ତି କରି ନାପାର୍ଲାନି ଆରି ତାର୍ ଲାଲ୍ସା ସେ କନିଆ ଉପ୍ରେ ବଡିଗାଲାନି, । ତାର୍ ଇସାବେ ବିବା ଅଇବାର୍ ଆଚେ ଆକା ବଇଲେ, ସେ ବିବା ଅଇ ପାରେ । ଏଟାର୍ପାଇ କାଇ ପାପ୍ ନାଇ ।
37 但如果他心意坚决,没有一定结婚的义务,可以控制自己的感受,在女友面前始终守身如玉,他不结婚也是对的。
୩୭ମାତର୍ ସେ ଜଦି କାର୍ ବାଦିଅ ନ ଅଇ ତାର୍ ମନ୍ ଡାଟ୍ କରି ଟିକ୍କଲେ, ଆରି ତାର୍ ମନ୍ କଲାଟା ପୁରାପୁରୁନ୍ ଦାରି ରକିପାର୍ଲେ, ସେ ଡିଣ୍ଡା ଟକିକେ ବିବା ନ କଲେ ନିକ ।
୩୮ତେବେ ଜାକେ ଡିଣ୍ଡା ଟକିର୍ ମାଙ୍ଗ୍ନି ଅଇଲା ଆଚେ, ସେ ଟିକ୍ କାମ୍ କଲାନି, ମାତର୍ ଜେ ବିବା ନ ଅଏ, ସେ ତାର୍ ତେଇଅନି ଅଦିକ୍ ନିମାନ୍ କାମ୍ କଲାନି ।
39 丈夫活着的时候,妻子需要受丈夫的约束。丈夫若死了,她就可以自由嫁人,嫁给信主之人。
୩୯ମୁନୁସ୍ ଜିବନ୍ ରଇବା ଜାକ, ମାଇଜି ବାନ୍ଦି ଅଇରଇସି । ଜଦି ମୁନୁସ୍ ମରିଜାଇସି, ତେବେ ମାଇଜି ମାପ୍ରୁକେ ବିସ୍ବାସ୍ କର୍ବା ଲକ୍କେ, କାକେ ମିସା ବିବା ଅଇପାର୍ସି ।
40 但我认为,她不改嫁就会更有福报。我想这话也是来自上帝之灵的传达。
୪୦ମୁଇ ବାବ୍ଲିନି ସେ ବିବା ନ ଅଇ ସେନ୍ତିସେ ରଇଲେ ଅଦିକ୍ ସୁକ୍ ମିଲ୍ସି । ଆରି ଏଟା ପରମେସରର୍ ସୁକଲ୍ ଆତ୍ମାର୍ ମନ୍ କଲାଟା ବଲି ମୁଇ ବାବ୍ଲିନି ।