< 何西阿書 2 >
1 你們稱呼你們的弟兄為「我的人民」吧! 稱呼你們的姊妹為「蒙受愛憐者」吧!
ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
2 你們譴責你們的母親! 因為她不是我的妻子,我也不是她的丈夫;望她從自己的臉上除去自己的色相,從a勺胸間去掉淫亂,
“ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
3 免得我剝去她的衣服,使她裸露,像她出生之日;使她相似曠野,使她有如旱地,叫她渴死。
ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4 至於她的子女,我也不愛憐,因為是由淫亂生的子女。
ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5 實在,他們的母親放蕩賣淫,那懷妊他們的,荒淫無恥,因為她曾說:我要追隨那些給我餅、水、羊毛、麻布、油和飲料的情人。
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
6 因此,看,我要以荊棘杜塞她的去路,築一道牆壁,使她尋不著她的途徑;
ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
7 她要追隨她的情人,也追不上;要尋找他們,也尋不著。那時她要說:我願回去,回到我的前夫那裏去,因為那時為我比現在好得多。
ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
8 她不肯承認是我賜給了她五穀、美酒和油;反之她把我廣施給她的金銀,都獻給了巴耳;
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
9 因此等時期一到,我必要奪回我的五穀;時機一來,我必要奪回我的美酒,受回我用以遮蔽她的毛衣和麻布;
ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
10 我要這樣在她情人們眼前揭露她的羞恥,誰也不能由我手中救出她來。
ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
11 我要使她的歡樂停止,她再沒有節日、安息日和一切的盛會。
ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
12 我要摧殘她的葡萄園和無花果園,因她曾說:「這就是我的情人給我的身價。」我必要使它們成為山林,叫野獸來吃盡。
ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
13 我要為了她敬拜巴耳的日子,懲罰她,就是她向他們燒香,以鼻環和項鍊修飾自己去追隨她的情人,而忘卻了我的的那些日子──上主的斷語。
ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
15 從此我仍要將葡萄園賜給她,仍將阿苛爾山谷作為她的希望之門;她要上到那裏,就如她幼年時,就如她從埃及地上來的那一天一樣。
ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
16 到那一天──上主的斷語──她要稱呼我為「依士」(我的丈夫),不再稱呼我為「巴里」(我主)。
ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
17 我必要從她的口中把巴耳的名號除掉,使他們再也不提起他們的姓名。
କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
18 到那一天,為了他們,我要同田間的野獸,天空的飛鳥和地上的爬蟲訂立盟約,並且我要從地上將弓弩、刀劍和戰爭毀滅,使他們安居樂業。
ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
19 我要永遠聘娶妳,以公義、公平、慈愛、憐憫聘娶妳;
ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
21 到那一天,我必要應允──上主的斷語──我要應允高天,高天要應允大地,
ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
22 大地要應允五榖、酒、油,五榖、酒、油也要應允依次勒耳。
ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
23 我要為我把她種在這地上,我要愛憐羅魯阿瑪(不蒙愛憐者),我要對羅阿米(非我人民)說:「妳是我的人民。」而她要說:「你是我的天主。」
ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”