< 马太福音 8 >
୧ଜିସୁ ଡଙ୍ଗ୍ରେ ଅନି ଉତ୍ରି ଆଇଲା ଦାପ୍ରେ, ବେସି ଲକ୍ମନ୍ ତାର୍ ପଚେ ପଚେ ଇଣ୍ଡ୍ଲାଇ ।
2 有一个长大麻风的来拜他,说:“主若肯,必能叫我洁净了。”
୨ସେବେଲେ ଗଟେକ୍ ବଡ୍ ରଗି ଜିସୁର୍ ମୁଆଟେ ଆସି ମାଣ୍ଡିକୁଟା ଦେଇ କଇଲା, “ଏ ମାପ୍ରୁ, ତମେ ଜଦି ମନ୍ କଲାସ୍ନି ବଇଲେ ମକେ ସୁକଲ୍ କରି ପାରାସ୍ ।”
3 耶稣伸手摸他,说:“我肯,你洁净了吧!”他的大麻风立刻就洁净了。
୩ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
4 耶稣对他说:“你切不可告诉人,只要去把身体给祭司察看,献上摩西所吩咐的礼物,对众人作证据。”
୪ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
୫ଜିସୁ କପର୍ନାଉମ୍ ସଅରେ କେଟ୍ଲା । ସେଦାପ୍ରେ ଗଟେକ୍ ରମିୟ ସନିଅମନର୍ ମୁକିଅ ତାକେ ବେଟ୍ ଅଇକରି ବାବୁଜିଆ କରି କଇଲା ।
6 “主啊,我的仆人害瘫痪病,躺在家里,甚是疼苦。”
୬“ଏ ମାପ୍ରୁ, ମର୍ ଗଟେକ୍ ଗତିଦାଙ୍ଗ୍ଡା ଅଚ୍ନାଇ ଡୁଲିକରି ବେସି କସ୍ଟ ପାଇଲାନି ଉଟେ ନାଇ, ବସେ ନାଇ ।”
୭ଜିସୁ ତାକେ କଇଲା, “ମୁଇ ଆସି ତାକେ ନିକ କର୍ବି ।”
8 百夫长回答说:“主啊,你到我舍下,我不敢当;只要你说一句话,我的仆人就必好了。
୮ମାତର୍ ମୁକିଅ କଇଲା, “ନାଇ ମାପ୍ରୁ ତମେ ଜେ ମର୍ଗରେ ପାଦ୍ ପାକାଇସା, ଏଟାର୍ପାଇ ମର୍ ଅଦିକାର୍ ନଇ । ତମେ ପଦେକ୍ କଇଦିଆ, ମର୍ ଗତିଦାଙ୍ଗ୍ଡା ନିକ ଅଇଜାଇସି ।
9 因为我在人的权下,也有兵在我以下;对这个说‘去!’他就去;对那个说‘来!’他就来;对我的仆人说:‘你做这事!’他就去做。”
୯କାଇକେବଇଲେ ମୁଇ ମର୍ ଉପ୍ରର୍ ଅଦିକାରିର୍ ତଲେ କାମ୍ କଲିନି, ଅଇଲେ ମିସା ମର୍ ତଲେ କେତେ କେତେ ସନିଅମନ୍ ଆଚତ୍ । ସେମନର୍ ବିତ୍ରେଅନି ଜଦି ମୁଇ ଗଟେକ୍ ଲକ୍କେ ଜାଆ ବଲି ଆଦେସ୍ ଦେଲେ, ସେ ଜାଇସି । ବିନ୍ଟାକେ ଆଉ ବଲି କଇଲେ ସେ ଆଇସି । ସେନ୍ତିସେ ମର୍ ଗତି ଦାଙ୍ଗ୍ଡାକେ ଏଟା କର୍ ବଲି କଇଲା ଦାପ୍ରେ ସେ ସେଟା କର୍ସି ।”
10 耶稣听见就希奇,对跟从的人说:“我实在告诉你们,这么大的信心,就是在以色列中,我也没有遇见过。
୧୦ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
11 我又告诉你们,从东从西,将有许多人来,在天国里与亚伯拉罕、以撒、雅各一同坐席;
୧୧ଏ କାତା ତମର୍ ମନେ ର, ପୁରୁବ୍ ଆରି ପସ୍ଚିମ୍ ବାଟର୍ ଦେସେଅନି କେତେ କେତେ ଲକ୍ ସରଗ୍ ରାଇଜେ ଆସି ଅବ୍ରାଆମ୍ ଇସାକ୍ ଆରି ଜାକୁବର୍ ସଙ୍ଗ୍ ବଜିତେଇ ଗଟେକ୍ଟାନେ କାଇବାକେ ବସ୍ବାଇ ।
12 惟有本国的子民竟被赶到外边黑暗里去,在那里必要哀哭切齿了。”
୧୨ମାତର୍ ଜନ୍ ଲକ୍ମନ୍ ସରଗ୍ ରାଇଜେ ପୁର୍ବାର୍ ରଇଲାଇ, ସେମନ୍କେ ବାଇରର୍ ଆନ୍ଦାରେ ପିଙ୍ଗା ଅଇସି । ତେଇ ସେମନ୍ ଦାଁତ୍ ମୁଣ୍ଡ୍ କାତ୍ରି ମାରିଚପିଅଇ କାନ୍ଦ୍ବାଇ ।”
13 耶稣对百夫长说:“你回去吧!照你的信心,给你成全了。”那时,他的仆人就好了。
୧୩ଜିସୁ ସନିଅମନର୍ ମୁକିଅକେ କଇଲା, “ତୁଇ ଏବେ ଗରେ ଜା । ତୁଇ ଜେନ୍ତି ବିସ୍ବାସ୍ କଲୁସ୍ନି ସେନ୍ତାରିସେ ଅଇସି ।” ସମାନ୍ ସେ ବେଲାଇସେ ତାର୍ ଗତିଦାଙ୍ଗ୍ଡା ପୁରାପୁରୁନ୍ ନିକ ଅଇଗାଲା ।
୧୪ଜିସୁ ପିତରର୍ ଗରେ ଜାଇ ତାର୍ ସାତ୍ରି ଜର୍ଅଇକରି ଅଚ୍ନାଇ ଡୁଲି ରଇବାଟା ଦେକ୍ଲା ।
15 耶稣把她的手一摸,热就退了;她就起来服事耶稣。
୧୫ସେ ପିତରର୍ ସାତ୍ରିର୍ ଆତେ ଚିଇଲା ଦାପ୍ରେ ତାର୍ ଜର୍ ଚାଡିଗାଲା । ଆରି ସେ ଉଟିକରି ଜିସୁର୍ ସେବା କର୍ବାର୍ ଦାର୍ଲା ।
16 到了晚上,有人带着许多被鬼附的来到耶稣跟前,他只用一句话就把鬼都赶出去,并且治好了一切有病的人。
୧୬ସଞ୍ଜ୍ ଅଇଲାକେ ଲକ୍ମନ୍, କେତେକ୍ କେତେକ୍ ଡୁମା ଦାରିରଇଲା ଲକ୍ମନ୍କେ ଜିସୁର୍ ଲଗେ ଆନ୍ଲାଇ । ତାର୍ ପଦେକ୍ କାତା କଇଲା ଦାପ୍ରେସେ ଡୁମା ଆତ୍ମାମନ୍କେ ବାର୍କରାଇଦେଲା ଆରି ରଗି ଲକ୍ମନ୍କେ ନିକ କଲା ।
17 这是要应验先知以赛亚的话,说: 他代替我们的软弱, 担当我们的疾病。
୧୭ଏଟା କଲାର୍ ଲାଗି ଜିସୁ ଜିସାଇୟ ବବିସତ୍ବକ୍ତା ଜାନାଇ ରଇଲାଟା ପୁରାପୁରୁନ୍ ସିଦ୍କଲା । ବବିସତ୍ବକ୍ତା କଇରଇଲା “ଆମର୍ ଦୁକାସୁକା ସବୁ ନିଜେ ନେଲା ଆରି ଆମର୍ ଜର୍ଦୁକା ବଇଲା ।”
୧୮ଜିସୁ ତାର୍ ଚାରିବେଟ୍ତି ରଇଲା ବେସି ଲକ୍ମନ୍କେ ଦେକିକରି ତାର୍ ସିସ୍ମନ୍କେ ଗାଡ୍ ସେପାଟ୍ ଜିବାକେ କଇଲା ।
19 有一个文士来,对他说:“夫子,你无论往哪里去,我要跟从你。”
୧୯ତେଇ ଗଟେକ୍ ଜିଉଦିମନର୍ ସାସ୍ତର୍ ସିକାଉ ତାର୍ ଲଗେ ଆସି କଇଲା, “ଏ ଗୁରୁ ତମେ ଜନ୍ ଜାଗାଇ ଗାଲେ ମିସା ମୁଇ ତମର୍ ସଙ୍ଗ୍ ଆଇବି ।”
20 耶稣说:“狐狸有洞,天空的飞鸟有窝,人子却没有枕头的地方。”
୨୦ମାତର୍ ଜିସୁ ତାକେ କଇଲା, “କଲିଆ ରଇବାକେ ପାଆର୍ ଆଚେ, ଆରି ଉଡିବୁଲ୍ବା ଚଡଇମନ୍ ରଇବାକେ ଗୁଡା ଆଚେ, ମାତର୍ ନର୍ପିଲା ମୁଇ, ମକେ ରଇବାକେ ଜାଗା ନାଇ ।”
21 又有一个门徒对耶稣说:“主啊,容我先回去埋葬我的父亲。”
୨୧ଆରି ସିସ୍ମନର୍ ବିତ୍ରେଅନି ଗଟେକ୍ ସିସ୍ କଇଲା, “ଏ ମାପ୍ରୁ, ମକେ ପର୍ତୁମ୍ ମର୍ ବାବାକେ ଜାଇ ତପି ଆଇବାକେ ମେଲାନି ଦିଆ ।”
22 耶稣说:“任凭死人埋葬他们的死人;你跟从我吧!”
୨୨ମାତର୍ ଜିସୁ ତାକେ କଇଲା, “ମରିଗାଲା ଲକ୍ମନ୍ ମଲା ଲକ୍ମନ୍କେ ତପତ୍, ତୁଇ ମର୍ ପଚେ ପଚେ ଆଉ ।”
୨୩ତାର୍ ପଚେ ଜିସୁ ଗଟେକ୍ ଡଙ୍ଗାଇ ଚଗ୍ଲାକେ ତାର୍ ସିସ୍ମନ୍ ମିସା ତାର୍ ସଙ୍ଗ୍ ଗାଲାଇ ।
24 海里忽然起了暴风,甚至船被波浪掩盖;耶稣却睡着了。
୨୪ସେ ବେଲା ଅଟାତ୍ ସମ୍ଦୁରେ ଏନ୍ତି ବାଉପବନ୍ ଆଇଲା ଆରି ଉଲ୍କାର୍ ଲାଗି ଡଙ୍ଗା ପାନିତେଇ ବୁଡିଜିବା ପାରା ଅଇଲା । ମାତର୍ ଜିସୁ ଡଙ୍ଗାଇ ସଇଦେଇ ରଇଲା ।
25 门徒来叫醒了他,说:“主啊,救我们,我们丧命啦!”
୨୫ଆରି ସିସ୍ମନ୍ ଜିସୁର୍ ଲଗେ ଜାଇକରି ତାକେ ଉଟାଇ କଇଲାଇ, “ଏ ମାପ୍ରୁ ଆମ୍କେ ରକିଆ କର୍ । ନଇଲେ ଆମେ ବୁଡି ମରିଜିବୁବେ ।”
26 耶稣说:“你们这小信的人哪,为什么胆怯呢?”于是起来,斥责风和海,风和海就大大地平静了。
୨୬ଜିସୁ ସେମନ୍କେ କଇଲା, “ଏ ବିସ୍ବାସେ ଡାଟ୍ ନ ରଇଲା ଲକ୍ମନ୍, ତମେ କାଇକେ ଏତେକ୍ ଡରିଗାଲାସ୍ନି?” ଜିସୁ ବାଉପବନ୍କେ ଆରି ଲଅଡିକେ ଦମ୍କାଇଲା । ତେବର୍ପାଇ ବାଉପବନ୍ ଆରି ଲଅଡି ତବିର୍ ଅଇଗାଲା ।
27 众人希奇,说:“这是怎样的人?连风和海也听从他了!”
୨୭ଏଟା ଦେକି ସିସ୍ମନ୍ ବେସି କାବାଅଇଜାଇ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଏ କେନ୍ତାର୍ ଲକ୍ ଜେ ବାଉପବନ୍ ଆରି ଲଅଡି ମିସା ଆର୍ କାତା ମାନ୍ଲାଇନି ।”
28 耶稣既渡到那边去,来到加大拉人的地方,就有两个被鬼附的人从坟茔里出来迎着他,极其凶猛,甚至没有人能从那条路上经过。
୨୮ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ ସେପାଟର୍ ଗଦ୍ରିୟ ନାଉଁର୍ ଜାଗାଇ କେଟ୍ଲା ଦାପ୍ରେ, ଦୁଇଟା ଡୁମା ଡସ୍ଲା ଲକ୍ ତାକେ ବେଟ୍ ଅଇଲାଇ । ସେମନ୍ ମସନ୍ ବିତ୍ରେ ରଇତେରଇଲାଇ । ଆରି ସେମନ୍ ଏନ୍ତି ରଇଲାଇ ଜେ, ସେ ବାଟେ କେ ମିସା ଆସ୍ ଜା ନ ଅଇତେ ରଇଲାଇ ।
29 他们喊着说:“神的儿子,我们与你有什么相干?时候还没有到,你就上这里来叫我们受苦吗?”
୨୯ସେ ଲକ୍ମନ୍ ବେସି କିର୍କିରି କରି କଇଲାଇ, “ଏ ପର୍ମେସରର୍ ପିଲା ଆମର୍ ଟାନେ ତର୍ କାଇ କାମ୍ ଆଚେ? ବେଲ୍ କାଲ୍ ନ କେଟ୍ତେ ତୁଇ କାଇ ଡଣ୍ଡ୍ ଦେବାକେ ଇତି ଆଇଲୁସ୍ କି?”
୩୦ସେବେଲାଇ ସେ ଜାଗାଇଅନି କଣ୍ଡେକ୍ ଦୁରିକେ ଗଟେକ୍ ବଡ୍ ଗୁସ୍ରି ମାନ୍ଦା ଚାରାଇତେରଇଲାଇ ।
31 鬼就央求耶稣,说:“若把我们赶出去,就打发我们进入猪群吧!”
୩୧କାରାପ୍ ଆତ୍ମାମନ୍ ଜିସୁକେ ଗୁଆରି କରି କଇଲାଇ, “ତୁଇ ଜଦି ଆମ୍କେ ଏ ଲକ୍ମନର୍ତେଇ ଅନି ବାର୍କରାଇ ଦେଇସୁ ବଇଲେ ସେ ଗୁସ୍ରି ମାନ୍ଦା ବିତ୍ରେ ଜିବାକେ, ଆଦେସ୍ ଦେ ।”
32 耶稣说:“去吧!”鬼就出来,进入猪群。全群忽然闯下山崖,投在海里淹死了。
୩୨ଜିସୁ ସେମନ୍କେ ଜା! ବଲି କଇଲାକେ କାରାପ୍ ଆତ୍ମାମନ୍ ସେ ଲକ୍ମନର୍ତେଇଅନି ବାରଇକରି ଗୁସ୍ରିମନର୍ ବିତ୍ରେ ପୁର୍ଲାଇ । ତେବର୍ ପାଇ, ଗୁସ୍ରିମନ୍ ଟିପେଅନି ଗସ୍ରି ସମ୍ଦୁରେ ବୁଡି ମଲାଇ ।
33 放猪的就逃跑进城,将这一切事和被鬼附的人所遭遇的都告诉人。
୩୩ଆରି ତେଇ ଗୁସ୍ରି ଚାରାଇତେ ରଇବା ଲକ୍ମନ୍ ପାଲାଇ କରି ଡୁମା ଡସି ରଇଲା ଲକ୍ମନ୍କେ କାଇକାଇଟା ଅଇଲା ସେଟା ସବୁ କଇଦେଲାଇ ।
34 合城的人都出来迎见耶稣,既见了就央求他离开他们的境界。
୩୪ଆରି ସେ ଗଡର୍ ସବୁ ଲକ୍ମନ୍ ଜିସୁକେ ଦେକ୍ବାକେ ଆଇଲାଇ । ସେମନ୍ ତାକେ ଦେକିକରି ସେ ଜାଗା ଚାଡି ଜା ବଲି ଗୁଆରି କଇଲାଇ ।