< 1 Petrova 1 >
1 Petar, apostol Isusa Krista: putnicima Raseljeništva u Pontu, Galaciji, Kapadociji, Aziji i Bitiniji,
୧ମୁଇ ପିତର୍, ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ସିସ୍ । ପନ୍ତ୍, ଗାଲାତିଅ, କାପାଦକିଆ, ଆସିଆ ଆରି ବିତୁନିଆ ରାଇଜ୍ମନ୍କେ, ବିନ୍ଦେସର୍ ଲକ୍ମନର୍ପାରା ଚିନ୍ବିନ୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ମୁଇ ଏ ଚିଟି ଲେକ୍ଲିନି ।
2 po predznanju Boga Oca, posvećenjem Duha izabranima da budu poslušni te poškropljeni krvlju Isusa Krista. Punina vam milosti i mira!
୨ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ ।
3 Blagoslovljen Bog i Otac Gospodina našega Isusa Krista koji nas po velikom milosrđu svojemu uskrsnućem Isusa Krista od mrtvih nanovo rodi za životnu nadu,
୩ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
4 za baštinu neraspadljivu, neokaljanu i neuvelu, pohranjenu na nebesima za vas,
୪ସେଟାର୍ପାଇ ପର୍ମେସର୍ ତାର୍ ଲକ୍ମନର୍ପାଇ ଜେତ୍କି ସବୁ ଆସିର୍ବାଦ୍ ସର୍ଗେ ଜତନ୍ କରି ସଙ୍ଗଇଆଚେ, ସେଟା ସବୁ ଆମର୍ ଅଇସି ବଲି ଆସାକଲୁନି । ତେଇ ସେଟା ନ ନସେ କି ଚିଲମ୍ ନ ଦାରେ କି ଉନା ମିସା ନ ଅଏ ।
5 vas koje snaga Božja po vjeri čuva za spasenje, spremno da se objavi u posljednje vrijeme.
୫ଏ ସବୁ ଆସିର୍ବାଦ୍ ଆମର୍ପାଇ । ତମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ, ତାର୍ ବପୁ ତମ୍କେ କାଇଟା ନ ଅଇତେ ସଙ୍ଗଇଲା ଆଚେ । ସାରାସାରିଦିନେ ତାର୍ ମୁକ୍ତି ସବୁଲକ୍ ଜାନ୍ବା ଜାକ, ତମର୍ ଉପ୍ରେ ଜାଗ୍ତେରଇସି ।
6 Zbog toga se radujte, makar se sada možda trebalo malo i žalostiti zbog različitih kušnja:
୬ଚନେକର୍ପାଇ ତମର୍ ଜିବନେ ବିନ୍ ବିନ୍ ଦୁକ୍କସ୍ଟ ଆଇଲାକେ ମୁର୍ଚିକରି ରଇବାକେ ପଡ୍ଲେ ମିସା, ସେଟାର୍ପାଇ ତମେ ସାର୍ଦା ଅଇକରି ରୁଆ ।
7 da prokušanost vaše vjere - dragocjenija od propadljivog zlata, koje se ipak u vatri kuša - stekne hvalu, slavu i čast o Objavljenju Isusa Krista.
୭ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
8 Njega vi ljubite iako ga ne vidjeste; u njega, iako ga još ne gledate, vjerujete te klikćete od radosti neizrecive i proslavljene
୮ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇ ତମର୍ ସାର୍ଦା ବେସି ବଡ୍ ।
9 što postigoste svrhu svoje vjere: spasenje duša.
୯ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
10 To su spasenje istraživali i pronicali proroci koji prorokovahu o milosti vama namijenjenoj.
୧୦ପର୍ମେସର୍ ମୁନୁସ୍ମନ୍କେ ତାକର୍ ପାପେଅନି କେନ୍ତି ମୁକ୍ଲାଇସି ବଲି ପୁର୍ବର୍ ବବିସତ୍ବକ୍ତାମନ୍ ମନ୍ଦିଆନ୍ କରି ପଡ୍ଲାଇ । ପର୍ମେସର୍ ତମ୍କେ ଦେବା ଏ ଦାନ୍ ବିସଇ, ସେମନ୍ ଆଗ୍କେ ଗଟ୍ବା କାତା କଇଲାଇ ।
11 Pronicali su na koje ili kakvo je vrijeme smjerao Duh Kristov u njima koji je unaprijed svjedočio o Kristovim patnjama te slavama što su nakon njih imale doći:
୧୧କିରିସ୍ଟ କେନ୍ତି ଦୁକ୍କସ୍ଟ ମୁରଚ୍ଲା, ଆରି ସବୁ ନିନ୍ଦା ସାର୍ଲା ପଚେ ସେ କେନ୍ତି ଡାକ୍ପୁଟା ପାଇଲା, ସେ ବିସଇ ପର୍ମେସରର୍ ଆତ୍ମା ସେମନ୍କେ ଜାନାଇଲା । ଏଟା ସବୁ କେବେ ଅଇସି ଆରି କେନ୍ତାରି ଅଇସି, ସେଟା ଜାନ୍ବାକେ ସେମନ୍ ବେସି ମନ୍ କଲାଇ । ସେଟାର୍ପାଇ ସେମନ୍ ସେ ବିସଇ ମନ୍ଦିଆନ୍ କରି ପଡ୍ଲାଇ ।
12 bi im objavljeno da ne sebi nego vama poslužuju ono što vam sada u Duhu Svetom s neba poslanom navijestiše vaši blagovjesnici, a nada što se i anđeli žude nadviti.
୧୨ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
13 Zato opašite bokove pameti svoje, trijezni budite i savršeno se pouzdajte u milost koju vam donosi Objavljenje Isusa Krista.
୧୩ସେଟାର୍ପାଇ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ ।
14 Kao poslušna djeca ne supriličujte se prijašnjim požudama iz doba neznanja.
୧୪ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।
15 Naprotiv, kao što je svet Onaj koji vas pozva, i vi budite sveti u svemu življenju.
୧୫ମାତର୍ ତମ୍କେ ଡାକ୍ଲା ମାପ୍ରୁ ଜେନ୍ତାର୍ ସୁକଲ୍ ଆଚେ, ସେନ୍ତାରିସେ ତମେମନ୍ ମିସା ତମର୍ ସବୁ ବିସଇଟାନେ ସୁକଲ୍ ଉଆ ।
16 Ta pisano je: Budite sveti jer sam ja svet.
୧୬ତେବେ ସାସ୍ତରେ ଲେକା ଆଚେ, ପର୍ମେସର୍ କଇଲାଆଚେ, ମୁଇ ଜେନ୍ତାରି ସୁକଲ୍, ତମେ ମିସା ସେନ୍ତାରି ସୁକଲ୍ ଉଆ ।
17 Ako dakle Ocem nazivate njega koji nepristrano svakoga po djelu sudi, vrijeme svoga proputovanja proživite u bogobojaznosti.
୧୭ପର୍ମେସର୍ ଜେଡେବେଲେ ମୁନୁସ୍ମନ୍କେ ବିଚାର୍ କର୍ସି, ସେ କାର୍ବିତ୍ରେ ସାନ୍ ବଡ୍ ନ ଦେକେ । ଗଟେକ୍ ଗଟେକ୍ ଲକ୍କେ ତାକର୍ କଲା କାମ୍ ଇସାବେ ସେ ବିଚାର୍ କର୍ସି । ତେବେ ତମେ ପାର୍ତନା କର୍ବାବେଲେ ପର୍ମେସର୍କେ ବାବା ବଲି ଡାକ୍ଲାସ୍ନି । ତମେ ଜେତ୍କି ଦିନ୍ ଏ ଜଗତେ ବଁଚିଆଚାସ୍, ତାକେ ମାନିକରି ରଇବାର୍ଆଚେ ।
18 Ta znate da od svog ispraznog načina života, što vam ga oci namriješe, niste otkupljeni nečim raspadljivim, srebrom ili zlatom,
୧୮ତମର୍ ଆନିଦାଦିମନର୍ ଟାନେଅନି ଲଡାକେ ନ ଆଇବା ରିତିନିତିଅନି ସେ କାଇ ମୁଲିଅ ଦେଇକରି ତମ୍କେ ମୁକ୍ଲାଇଆଚେ, ସେଟା ତମେ ଜାନିଆଚାସ୍ । ତମ୍କେ ମୁକ୍ଲାଇବାକେ ସେ ନସି ଜିବା ସୁନା କି ରୁପାର୍ ମୁଲିଅ ଦେଏ ନାଇ ।
19 nego dragocjenom krvlju Krista, Jaganjca nevina i bez mane.
୧୯ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା ।
20 On bijaše doduše predviđen prije postanka svijeta, ali se očitova na kraju vremena radi vas
୨୦ଏ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ପର୍ମେସର୍ କିରିସ୍ଟକେ ବାଚିରଇଲା । ମାତର୍ ଏବେ ଏ ସାରାସାରି ଦିନେ ସେ ତାକେ ଦେକାଇଲା ଆଚେ । ଜେନ୍ତାରି କି ସେ ଆମ୍କେ ସାଇଜକରିପାର୍ସି ।
21 koji po njemu vjerujete u Boga koji ga uskrisi od mrtvih te mu dade slavu da vjera vaša i nada bude u Bogu.
୨୧ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।
22 Pošto ste posluhom istini očistili duše svoje za nehinjeno bratoljublje, od srca žarko ljubite jedni druge.
୨୨ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
23 Ta nanovo ste rođeni, ne iz sjemena raspadljiva nego neraspadljiva: riječju Boga koji živi i ostaje. (aiōn )
୨୩ତମେ ଆରିତରେକ୍ ଜନମ୍ ଅଇଲାସ୍କେ ଏନ୍ତାରି କଲାସ୍ନି । କେବେ ନ ମର୍ବା ବାବାମାଆର୍ ପିଲାମନର୍ ଇସାବେ । ତାର୍ ବାକିଅ ତମ୍କେ ନୁଆ ଜିବନ୍ ଦେଲାଆଚେ । ତାର୍ ବାକିଅ ସବୁଦିନର୍ପାଇ ରଇସି । (aiōn )
24 Doista, svako je tijelo kao trava, sva mu slava ko cvijet poljski: sahne trava, vene cvijet,
୨୪ସାସ୍ତରେ ଲେକାଅଇଲାପାରା, ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା । ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା । ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
25 ali Riječ Gospodnja ostaje dovijeka. Ta pak riječ jest evanđelje koje vam je naviješteno. (aiōn )
୨୫ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି । ଏ ବାକିଅ ଅଇଲାନି ତମ୍କେ ଜାନାଇରଇବା ସୁବ୍କବର୍ । (aiōn )