< Jevrejima 9 >
1 I onaj prvi je, svakako, imao bogoštovne uredbe i Svetinju, ali ovosvjetsku.
୧ପର୍ମେସରର୍ ପର୍ତୁମ୍ ରାଜିନାମାତେଇ, ତାକେ କେନ୍ତାରି ଉପାସନା କର୍ବାର୍ ଆଚେ ବଲି ନିୟମ୍ ରଇଲା । ତାକେ ଏ ଜଗତେ ଉପାସନା କର୍ବାକେ ଗଟେକ୍ ତୁମ୍ ଉଟାଇରଇଲା ।
2 Šator je uistinu bio uređen: prvi, u kojem bijaše svijećnjak, stol i prinos kruhova, a zove se Svetinja;
୨ଏ ତୁମ୍ଟାନେ ଦୁଇଟା ଜାଗା ରଇଲା । ପର୍ତୁମ୍ ଜାଗାକେ ସୁକଲ୍ ଜାଗା ବଲି ନାଉଁ ରଇଲା । ସେ ବିତ୍ରେ ବତିସଙ୍ଗଇବା କୁଦ୍ରା ଆରି ପର୍ମେସର୍କେ ସର୍ପିଦେବାକେ ରୁଟି ସଙ୍ଗଇବା ଗଟେକ୍ ଟେବୁଲ୍ ରଇଲା ।
3 iza druge pak zavjese bio je Šator zvan Svetinja nad svetinjama -
୩ସେ ଜାଗାଇ ପୁର୍ବା ବାଟେ ଗଟେକ୍ ପାର୍ଦା ରଇଲା । ପାର୍ଦାର୍ ପଚ୍ବାଟେ ଜନ୍ ଜାଗା ରଇଲା, ତାକେ ବଡ୍ ସୁକଲ୍ ଜାଗା ବଲି କଇତେ ରଇଲାଇ ।
4 u njoj zlatni kadionik i Kovčeg saveza, sav optočen zlatom, a u njemu zlatna posuda s manom i štap Aronov, koji je ono procvao, i ploče Saveza;
୪ସେ ବଡ୍ ସୁକଲ୍ ଜାଗାଇ ଗଟେକ୍ ଦୁପ୍ ପଡାଇବା ସୁନାର୍ ବେଦି ଆରି ସୁନାର୍ ନିୟମ୍ ପେଡି ରଇଲା । ଏ ନିୟମ୍ ପେଡି ବିତ୍ରେ, ମାନା ରଇବା ଗଟେକ୍ ସୁନାର୍ ଆଣ୍ଡି ରଇଲା । ତେଇ ପତର୍ କଅଁଲି ରଇବା ଆରଣ୍ ଦାରି ଇଣ୍ଡ୍ବା ଡାଙ୍ଗ୍ ରଇଲା । ଆରି ପରମେସରର୍ ଆଦେସ୍ ଲେକାଅଇରଇଲା ଦୁଇ କଣ୍ଡ୍ ଚାଚଡା ପାକ୍ନା ମିସା ରଇଲା ।
5 povrh njega pak kerubi Slave što osjenjuju Pomirilište. O tom ne treba sada potanko govoriti.
୫ପେଡିର୍ ଡାବ୍ନା ଉପ୍ରେ ପର୍ମେସର୍ ଆଚେ ବଲି ଚିନ୍ ଇସାବେ କେରୁବିନ୍ ବଲି ଡାକ୍ବା ଦୁଇଟା ଡେନା ରଇଲା ଜଁତୁର୍ ମୁର୍ତି ରଇଲା । ତାକର୍ ଉଗାଡିଅଇରଇବା ଡେନା ପେଡିର୍ ଡାବ୍ନା ଉପ୍ରେ ଡାବିଅଇଜାଇରଇଲା । ତାର୍ ଉପ୍ରେ ବନି ଚିଚିଅଇରଇଲା । ଜେନ୍ତାରିକି ଲକ୍ମନର୍ ପାପ୍କେମା ଅଇଜିବାକେ । ମାତର୍ ଏ ଟିକିନିକି ବିସଇ ବୁଜାଇବାକେ ଲଡାନାଇ ।
6 Pošto je to tako uređeno, u prvi Šator stalno ulaze svećenici obavljati bogoslužje,
୬ତୁମ୍ ବିତ୍ରେ ଏ ସବୁ ବିସଇ ସାଜାଡିଅଇରଇଲା । ପୁଜାରିମନ୍ ସବୁଦିନ୍ ତାମୁ ଗରର୍ ବାଇରର୍ ଜାଗାଇ ପୁରି, ସେମନର୍ କାମ୍ କର୍ବାଇ ।
7 a u drugi jednom godišnje samo veliki svećenik, i to ne bez krvi koju prinosi za sebe i za nepažnje naroda.
୭ମାତର୍ ବିତ୍ରର୍ ଜାଗାଇ ବଡ୍ ପୁଜାରିସେ ଜିବାକେ ଅଦିକାର୍ ରଇଲା । ସେ ସିତି ବର୍ସେକ୍କେ ତରେକ୍ ସେ ଜାଇତେରଇଲା । ସେ ନିଜର୍ ପାଇ ଆରି ଲକ୍ମନ୍ ନ ଜାନିକରି କରିରଇବା ପାପ୍ ପାଇ ବନି ନେଇକରି ଜଦି ନ ପୁର୍ଲେ ସେ ଜାଇନାପାର୍ତେ ରଇଲା ।
8 Time Duh Sveti očituje da još nije otkriven put u Svetinju dok još postoji prvi Šator.
୮ଏ ସବୁ ବିସଇର୍ଲାଗି ସୁକଲ୍ ଆତ୍ମା ଜାନାଇଲାନି ଜେ, ପର୍ମେସରର୍ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଲକ୍ମନ୍କେ ଅଦିକାର୍ ନ ରଇଲା । କାଇକେବଇଲେ ସୁକଲ୍ ଜାଗା ଆରି ଅଦିକ୍ ସୁକଲ୍ ଜାଗା ବିସଇନେଇ ରଇବା ଆଗ୍ତୁର୍ ଆଦେସ୍ ସବୁ ଲକ୍ମନ୍ ମାନିଆଇତେ ରଇଲାଇ ।
9 To je slika za sadašnje vrijeme: prinose se darovi i žrtve koje ne mogu u savjesti usavršiti bogoslužnika -
୯ସେ ସବୁ ବିସଇ ଗଟେକ୍ ବାନା ପାରା । ଜନ୍ଟା ସବୁ ଏବର୍ ଦିନେ ସିଦ୍ ଅଇଲା ଆଚେ । କାଇକେବଇଲେ ଜନ୍ ପସୁମନ୍କେ ଉପାସନା ଇସାବେ ଲକ୍ମନ୍ ପର୍ମେସର୍କେ ସର୍ପି ଦେଇତେ ରଇଲାଇ, ସେଟା ସବୁ ଲକ୍ମନର୍ ବିବେକ୍ ଦଇ ନାପାର୍ଲା ।
10 sve same na ićima i pićima i raznim pranjima utemeljene tjelesne uredbe, nametnute do časa ispravka.
୧୦କାଇକେବଇଲେ ସେଟା ସବୁ ଗାଗଡର୍ ଲାଗି ରଇବା ନିୟମ୍ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍ ନୁଆ ନିୟମ୍ ଟିକ୍ ଅଇବାଜାକ, ଏ ସବୁ କର୍ବାଟା ରଇଲା ।
11 Krist se pak pojavi kao Veliki svećenik budućih dobara pa po većem i savršenijem Šatoru - nerukotvorenu, koji nije od ovoga stvorenja -
୧୧ମାତର୍ ଆମେ ଜେତ୍କିଲକ୍ ସବୁର୍ତେଇଅନି ବଡିଆ ବିସଇ ପାଇଆଚୁ, କିରିସ୍ଟ ଆମର୍ ବଡ୍ ପୁଜାରି ଅଇ ଆଇଲା ଆଚେ । ସେ ସେବା କର୍ବା ଜାଗାର୍ ତୁମ୍ ଲଗେ ରଇବା ଅଦିକ୍ ସୁକଲ୍ ଜାଗାଇଅନି ଅଦିକ୍ ମୁଲିଅ ରଇଲାଟା ଆରି ଅଦିକ୍ ସିଦ୍ ଆଚେ । କାଇକେବଇଲେ ସେଟା ଲକ୍ମନ୍ ତିଆର୍ କଲାଟା ନଏଁ, କି ଏ ନସିଜିବା ଜଗତର୍ଟା ମିସା ନଏଁ ।
12 i ne po krvi jaraca i junaca, nego po svojoj uđe jednom zauvijek u Svetinju i nađe vječno otkupljenje. (aiōnios )
୧୨କିରିସ୍ଟ ସେ ତାମୁ ବାଟେଜାଇ ଏକାତରେକ୍ ସେ ବଡ୍ ସୁକଲ୍ ଜାଗାଇ ପୁର୍ଲା । ସେ ତେଇ ପୁର୍ବା ବେଲେ ବଲି କର୍ବାକେ ଚେଲି କି ପସୁ ବନି ନେଇ ନ ଜାଇରଇଲା । ମାତର୍ ସେ ନିଜର୍ ବନି ନେଇକରି ଜନ୍ ଜନ୍ଟା କର୍ବାର୍ ରଇଲା, ସେଟା ପୁରାପୁରୁନ୍ କଲା । ଜେନ୍ତାରି କି ଆମ୍କେ ମୁକ୍ଲାଇକରି କାଲ୍ କାଲ୍ ଜୁଗ୍ଜୁଗର୍ ପାଇ ମୁକ୍ତି ଦେଲା । (aiōnios )
13 Doista, ako već poškropljena krv jaraca i bikova i pepeo juničin posvećuje onečišćene, daje tjelesnu čistoću,
୧୩ଆଗର୍ କାଲେ ଚେଲି ଆରି ବଲଦ୍ମନର୍ ବନି ଆରି ପଡାଇଲା ବାଚିପିଲାର୍ ଚାର୍ ଚିଚ୍ବାଟା, ଏସବୁ ଅସୁକଲ୍ ଅଇରଇବା ଲକ୍ମନର୍ ଗାଗଡ୍ ଦଇବା କାମ୍କେସେ ଆଇଲା ।
14 koliko će više krv Krista - koji po Duhu vječnom samoga sebe bez mane prinese Bogu - očistiti savjest našu od mrtvih djela, na službu Bogu živomu! (aiōnios )
୧୪ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ । (aiōnios )
15 A radi ovoga je Posrednik novoga Saveza: da po smrti za otkupljenje prekršaja iz starog Saveza pozvani zadobiju obećanu vječnu baštinu. (aiōnios )
୧୫ଏଟାର୍ପାଇ କିରିସ୍ଟସେ ନୁଆ ନିୟମ୍ ସାଦନ୍ କଲାଆଚେ । ଜେନ୍ତାରି କି, ଜେତ୍କି ଲକ୍ମନ୍କେ ପରମେସର୍ ଡାକିଆଚେ, ସେମନ୍ ପରମେସର୍ ସପତ୍ କରି କଇରଇବା ନ ସାର୍ବା ଆସିର୍ବାଦ୍ ପାଇବାଇ । କିରିସ୍ଟ ମଲାର୍ପାଇ ଆଗର୍ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍ ମୁକଲ୍ଲାଇ । (aiōnios )
16 Jer gdje je posrijedi savez-oporuka, potrebno je dokazati smrt oporučitelja.
୧୬ଗଟେକ୍ ଲକ୍ ଜଦି ତାର୍ ଦନ୍ ସଁପତି ବାଗ୍ ବାଟା କର୍ବା ବିସଇର୍ ଚିଟି କରିରଇସି । ସେଟା ଜାନାଇବାକେ ସେ ଲକର୍ ନାଉଁଦାରି ରାଜିନାମା ପାଆଟା ପତର୍ ରଇବାର୍ ଆଚେ । ସେ ମରିଗାଲାପଚେ ତାର୍ଟା ଜାନାପଡ୍ବାର୍ ଆଚେ ।
17 Oporuka je doista valjana tek nakon smrti: nikad ne vrijedi dok oporučitelj živi.
୧୭କାଇକେ ବଇଲେ ବାଗ୍ବାଟା ଲେକିରଇଲା ଲକ୍ ବଁଚି ରଇଲା ଜାକ, ବାଗ୍ବାଟାର୍ କାଗଜ୍ ପତରର୍ କିଚି ମୁଲିଅ ନାଇ । ସେଟା ତାର୍ ମରିଗାଲା ପଚେ ସେ କାମ୍ ଦେଇସି ।
18 Stoga ni onaj prvi Savez nije bez krvi ustanovljen.
୧୮ସେନ୍ତାରିସେ, ପର୍ତୁମ୍ ରାଜିନାମା ମିସା ବନି ଜରାଇଲାକେସେ ସେଟାର୍ ମୁଲିଅ ରଇଲା ।
19 Pošto je svemu narodu priopćio svaku zapovijed zakonsku, uze Mojsije krv junaca i jaraca s vodom i grimiznom vunom i izopom te samu Knjigu i sav narod poškropi
୧୯ମସା ପର୍ତୁମ୍ ନିୟମର୍ ଆଦେସ୍ ଲକ୍ମନର୍ ଲଗେ କଇଲା । ତାର୍ପଚେ ସେ ବଲଦ୍ ଆରି ଚେଲିମନର୍ ବନି ନେଇ ପାନି ସଙ୍ଗ୍ ମିସାଇଲା । ତାର୍ପଚେ ଅଲପ୍ ମେଣ୍ଡାର୍ ବାଲେ ଏସୁବ୍ ନାଉଁର୍ ଗଚର୍ କେନ୍ଦିତେଇ ଗୁଡାଇଲା । ପଚେ ସେଟା ବନିଟାନେ ବୁଡାଇ ନିୟମର୍ ବଇତେଇ ଆରି ଲକ୍ମନର୍ ଉପ୍ରେ ଚିଚ୍ଲା ।
20 govoreći: Ovo je krv Saveza koji vam odredi Bog;
୨୦ସେ କଇଲା, ଜନ୍ ନିୟମ୍ ମାନ୍ବାକେ ପରମେସର୍ ତମ୍କେ ଆଦେସ୍ ଦେଲାଆଚେ, ଏ ବନି ସେ ନିୟମ୍କେ ଚିନ୍ ମାରିଆଚେ ।
21 a onda krvlju slično poškropi i Šator i sve bogoslužno posuđe.
୨୧ତାର୍ପଚେ ମସା ସେ ବନିନେଇ ତମୁ, ମନ୍ଦିର୍ ଆରି ପର୍ମେସର୍କେ ପାର୍ତନା କର୍ବାବେଲେ କାମେ ଆଇବା ସବୁ ଜିନିସ୍ ପତର୍ ଉପ୍ରେ ଚିଚ୍ଲା ।
22 I gotovo se sve po zakonu čisti krvlju i bez prolijevanja krvi nema oproštenja.
୨୨କାଇକେବଇଲେ ମସାର୍ ନିୟମ୍ ଇସାବେ ସବୁ ବିସଇ ସୁକଲ୍ କର୍ବାକେ, ବନି ଦର୍କାର୍ । ବନି ନ ଜରାଇଲେ ପାପ୍ କେମା ନ ଅଏ ।
23 Ako se dakle time čiste slike onoga što je na nebu, potrebno je da se samo to nebesko čisti žrtvama od tih uspješnijima.
୨୩ତେବର୍ପାଇ ଏ ସବୁ ବିସଇ ଜନ୍ଟା ସର୍ଗେ ରଇବା ବିସଇ ଚୁଚାଇସେ ଆଚେ । ଏଟା ସବୁ ପସୁମନର୍ ବନିସଙ୍ଗ୍ ସୁକଲ୍ କରାଇବାକେ ଦର୍କାର୍ ରଇଲା । ମାତର୍ ସରଗର୍ ବିସଇମନ୍କେ ସୁକଲ୍ କର୍ବାକେ ସର୍ପି ଅଇବାଟା ଅଦିକ୍ ନିକ ଅଇରଇବାର୍ ରଇଲା ।
24 Krist doista ne uđe u rukotvorenu Svetinju, protulik one istinske, nego u samo nebo: da se sada pojavi pred licem Božjim za nas.
୨୪କାଇକେବଇଲେ ଲକ୍ମନର୍ ଆତେ ତିଆର୍ ଅଇଲା ସୁକଲ୍ ଜାଗାଇ କିରିସ୍ଟ ଜାଏନାଇ । ସେଟା ସତ୍ ଜାଗାର୍ ଚାୟାସେ ରଇଲା । ମାତର୍ ସେ ସତ୍ରେ ସର୍ଗେ ଗାଲା । ଆରି ସେ ଏବେ ତେଇ ଆଚେ । ପର୍ମେସରର୍ ମୁଆଟେ ଆମର୍ ପାଇ ଗୁଆରି କଲାନି ।
25 Ne da mnogo puta prinosi samoga sebe kao što veliki svećenik svake godine ulazi u Svetinju s tuđom krvlju;
୨୫ଜିଉଦିମନର୍ ବଡ୍ ପୁଜାରି ଜେନ୍ତିକି ବରସ୍କେ ତରେକ୍ ପସୁର୍ ବନି ନେଇ ବଡ୍ ସୁକଲ୍ ଜାଗାଇ ଜାଇସି, ସେନ୍ତାରି କିରିସ୍ଟ ନିଜ୍କେ ତର୍କେ ତର୍ ସର୍ପିଅଇକରି ତେଇ ଜାଏନାଇ ।
26 inače bi bilo trebalo da trpi mnogo puta od postanka svijeta. No sada se pojavio, jednom na svršetku vjekova, da grijeh dokine žrtvom svojom. (aiōn )
୨୬କାଇକେବଇଲେ, ସେ ଜଦି ସେନ୍ତାରି କର୍ତା ଏ ଜଗତ୍ ତିଆର୍ ଅଇଲା ଦିନେଅନି ସେ ବେସି ତର୍ ଦୁକ୍ପାଇବାକେ ଅଇତା । ମାତର୍ ସେ ଏ ସାରାସାରି ଦିନ୍ ମନ୍କେ ତରେକ୍ସେ ଏ ଜଗତେ ଆଇଲା ଆରି ନିଜ୍କେ ସର୍ପିଦେଇକରି ସବୁ ପାପ୍ ଦାରିଗାଲା । (aiōn )
27 I kao što je ljudima jednom umrijeti, a potom na sud,
୨୭ଆମେ ସବୁ ଲକ୍ ତରେକ୍ ମର୍ବୁ ଆରି ତାର୍ପଚେ ପରମେସରର୍ ମୁଆଟେ ବିଚାର୍ ଦିନେ ଟିଆଅଇବୁ ।
28 tako i Krist: jednom se prinese da grijehe mnogih ponese, a drugi će se put - bez obzira na grijeh - ukazati onima koji ga iščekuju sebi na spasenje.
୨୮ସେନ୍ତାରିସେ କିରିସ୍ଟ ମିସା ସବୁ ଲକର୍ ପାପ୍ ନିଜେ ନେବାକେ ବଲି ଇସାବେ ତରେକ୍ ସେ ସର୍ପାଇ ଅଇଲା । ସେ ଆରି ତରେକ୍ ଆଇଲାବେଲେ, ଆମର୍ ପାପର୍ପାଇ ସେ ନ ଆସେ । ମାତର୍ ତାକେ ଜାଗି ରଇଲା ଲକ୍ମନ୍କେ ଉଦାର୍ କର୍ବାକେ ଆଇସି ।