< Otkrivenje 5 >
1 I vidjeh: na desnici Onoga koji sjedi na prijestolju - knjiga, iznutra i izvana ispisana, zapečaćena sa sedam pečata!
୧ଜେ ବସ୍ବା ଜାଗାଇ ବସିରଇଲା ତାର୍ ଉଜା ଆତେ ଗୁଡିଆଇଅଇରଇବା ଗଟେକ୍ ପୁର୍ନା କାଗଜ୍ ଦେକ୍ଲି । ସେଟା ଦୁଇବାଟେ ଲେକା ଅଇରଇଲା । ଆରି ସାତ୍ଟା ସିଲ୍ ମାରି ଡାବିରଇଲାଇ ।
2 I vidjeh snažna anđela gdje iza glasa proglašuje: “Tko je dostojan otvoriti knjigu i otpečatiti pečate njezine?”
୨ଆରି ଗଟେକ୍ ବେସି ବପୁରଇବା ଦୁତ୍କେ ଦେକ୍ଲି । ସେ ଆଉଲିଅଇ କଇଲା “ଏ ସାତ୍ଟା ସିଲ୍ ପିଟାଇକରି କେ, ଏ କାଗଜ୍ ମେଲାକରି ପାର୍ସି?”
3 I nitko - ni na nebu, ni na zemlji, ni pod zemljom - nije mogao otvoriti knjige i pogledati u nju.
୩ମାତର୍ ସର୍ଗେ କି ମଚ୍ପୁରେ କି ପାତାଲେ କେ ମିସା ସେ କାଗଜ୍ ମେଲାକରି ଦେକି ନାପାର୍ଲାଇ ।
4 Briznem u plač jer se nitko ne nađe dostojan otvoriti knjigu i pogledati u nju.
୪ସେ କାଗଜ୍ ମେଲାକରି ବିତ୍ରର୍ଟା ଦେକ୍ବାକେ କେ ନାପାର୍ଲାଇଜେ ମୁଇ ବେସି ମନ୍ଦୁକ୍ କରି କାନ୍ଦ୍ଲି ।
5 A jedan od starješina reče: “Ne plači! Evo, pobijedi Lav iz plemena Judina, Korijen Davidov, on će otvoriti knjigu i sedam pečata njezinih.
୫ତାର୍ପଚେ ଗଟେକ୍ ପାର୍ଚିନ୍ ମକେ କଇଲା, “କାନ୍ଦ୍ନାଇ, ଏଦେ ଦେକା! ଜିଉଦା ବଁସେଅନି ଆଇବା ସିଅଁ, ଜେ କି ଦାଉଦର୍ ଗଟେକ୍ ଡାକ୍ପୁଟାର୍ ନାତିତିତି, ସେ ଜିତ୍ଲାଆଚେ । ସେ ସାତ୍ଟା ସିଲ୍ ବାଙ୍ଗାଇସି ଆରି କାଗଜ୍ ମେଲାକରି ପାର୍ସି ।”
6 I vidjeh: posred prijestolja i četiriju bića i posred starješina stoji, kao zaklan, Jaganjac sa sedam rogova i sedam očiju, to jest sedam duhova Božjih, po svoj zemlji poslanih.
୬ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।
7 On pristupi te iz desnice Onoga koji sjedi na prijestolju uzme knjigu.
୭ଜେ ବସ୍ବା ଜାଗାଇ ବସିରଇଲା, ତାର୍ ଉଜାଆତେଅନି ସେ ମେଣ୍ଡା କାଗଜ୍ ନେଲା ।
8 A kad on uze knjigu, četiri bića i dvadeset i četiri starješine padoše ničice pred Jaganjca. U svakoga bijahu citre i zlatne posudice pune kada, to jest molitava svetačkih.
୮ସେ ସେନ୍ତାରି କଲାକେ ସେ ଚାରିଟା ଜିବନ୍ ରଇବା ପସୁ ଆରି କଡେଚାରିଟା ପାର୍ଚିନ୍ମନ୍ ମେଣ୍ଡାର୍ ମୁଆଟେ ଡାଣ୍ଡାସନ୍ ପଡି ଜୁଆର୍ କଲାଇ । ସେମନ୍କେ ସବୁ ଲକର୍ ଆତେ ଗଟେକ୍ ଗଟେକ୍ ଡୁଡୁଙ୍ଗା ଆରି ସୁନାର୍ ଗିନାମନ୍କେ ଗନ୍ଦ୍ରସ୍ ରଇଲା । ସେଟା ଅଇଲାନି ପର୍ମେସରର୍ ଲକ୍ମନ୍ ଗୁଆରି କର୍ବାଟା ।
9 Pjevaju oni pjesmu novu: “Dostojan si uzeti knjigu i otvoriti pečate njezine jer si bio zaklan i otkupio, krvlju svojom, za Boga ljude iz svakoga plemena i jezika, puka i naroda;
୯ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । “ଗୁଡିଆଇଅଇରଇବା କାଗଜ୍ ସିଲ୍ ବାଙ୍ଗାଇକରି ନେବାକେ ତୁଇସେ ପାରୁସ୍ । କାଇକେବଇଲେ ତୁଇ ମରାଇଅଇଲୁସ୍ ଆରି ତର୍ ବଲି ଇସାବ୍ ମରନର୍ ଲାଗି, ସବୁ ବଁସେଅନି, ସବୁବାସାଇଅନି, ସବୁ ରାଇଜେଅନି ଆରି ଲକ୍ମନର୍ ଦଲେଅନି ପର୍ମେସରର୍ ପାଇ ତୁଇ ଲକ୍ମନ୍କେ ଆନ୍ଲୁସ୍ ।
10 učinio si ih Bogu našemu kraljevstvom i svećenicima i kraljevat će na zemlji.”
୧୦ତୁଇ ସେମନ୍କେ ଗଟେକ୍ ପୁଜାରିମନର୍ ରାଇଜ୍ କରି ଆଚୁସ୍ । ସେମନ୍ ଆମର୍ ପର୍ମେସର୍କେ ସେବା କର୍ବାଇ । ଆରି ଏ ଜଗତେ ସାସନ୍ କର୍ବାଇ ।”
11 I vidjeh, i začuh glas anđela mnogih uokolo prijestolja, i bića i starješina. Bijaše ih na mirijade mirijada i tisuće tisuća.
୧୧ମୁଇ ଆରିତରେକ୍ ଦେକ୍ଲି । ତେଇ ଅଜାର୍ ଅଜାର୍ ଦୁତ୍ମନର୍ ସବଦ୍ ସୁନ୍ଲି । ସେ ଦୁତ୍ମନ୍ ଚାରିଟା ପସୁମନର୍ ଆରି ପାର୍ଚିନ୍ମନର୍ ଚାରିବେଟ୍ତି ଟିଆ ଅଇଲାଇ ।
12 Klicahu iza glasa: “Dostojan je zaklani Jaganjac primiti moć, i bogatstvo, i mudrost, i snagu, i čast, i slavu, i blagoslov!”
୧୨ସେମନ୍ ଆଉଲି ଅଇକରି ଗିତ୍ କଇତେ ରଇଲାଇ, “ମରାଇଅଇରଇବା ମେଣ୍ଡାପିଲା, ସବୁ ବପୁ, ସବୁ ଦନ୍ସଁପତି, ସବୁ ଗିଆନ୍, ସବୁ ସକ୍ତି, ଡାକ୍ପୁଟା, ମଇମା, ଆରାଦନା ପାଇବା ଅଦିକାର୍ ତର୍ ଲଗେ ଆଚେ ।”
13 I začujem: sve stvorenje, i na nebu, i na zemlji, i pod zemljom, i u moru - sve na njima i u njima govori: “Onomu koji sjedi na prijestolju i Jaganjcu blagoslov i čast, i slava i vlast u vijeke vjekova!” (aiōn )
୧୩ଜଗତେ ରଇବା ସବୁ ଜିବନ୍ ରଇବାଟାମନ୍ ଜେନ୍ତାରି କି ସର୍ଗେ ରଇବା ସବୁଜାକ, ଜଗତେରଇବା ସବୁଜାକ, ପାତାଲେ ରଇବା ସବୁଜାକ ଆରି ସମ୍ଦୁରେ ରଇବାଟାମନ୍ ଗିତ୍ ଗାଇତେରଇଲାଇ । ଜେ ବସ୍ବା ଜାଗାଇ ବସିଆଚେ ଆରି ମେଣ୍ଡାପିଲାକେ ଆରାଦନା, ଡାକ୍ପୁଟା, ମଇମା, ଆରି ବପୁ କାଲ୍ କାଲ୍ ଜୁଗ୍ ଜୁଗ୍ ଅ । (aiōn )
14 I četiri bića ponavljahu: “Amen!” A starješine padnu ničice i poklone se.
୧୪ଚାରିଟା ଜିବନ୍ ରଇବା ପସୁମନ୍ କଇଲାଇ, ଆମେନ୍! ଆରି ପାର୍ଚିନ୍ମନ୍ ଡାଣ୍ଡାସନ୍ ପଡି ଜୁଆର୍କଲାଇ ।