< Lukáš 12 >
1 A vtom, když mnozí zástupové scházeli se, takže jedni druhé velmi tlačili, počal mluviti k učedlníkům svým: Nejpředněji se varujte od kvasu farizeů, jenž jest pokrytství.
୧ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
2 Neboť nic není skrytého, což by nemělo býti zjeveno; ani jest co tajného, ješto by nemělo býti zvědíno.
୨ଡାବିଅଇରଇବା ସବୁ ବିସଇ ଜାନାପଡ୍ସି, ଆରି ଲୁଚିରଇବା ବିସଇ ସବୁ ଦେକାଅଇସି ।
3 Protož to, co jste pravili ve tmách, bude na světle slyšáno, a co jste sobě v uši šeptali v pokojích, hlásánoť bude na střechách.
୩ତେବର୍ପାଇ, ତମେମନ୍ ଜନ୍ ଜନ୍ଟା ଆନ୍ଦାରେ କଇଆଚାସ୍, ସେ ସବୁଜାକ ଉଜ୍ଲେ ସୁନ୍ବାଇ, ଆରି ଜନ୍ ଜନ୍ଟା ବିତର୍ଗରେ, କେ ନ ସୁନ୍ତେ କଇଆଚାସ୍, ସେଟା ଗରର୍ ଚାନିଉପ୍ରେ ଅନି ସୁନାଇଅଇସି ।”
4 Pravím pak vám přátelům svým: Nestrachujte se těch, jenž tělo zabíjejí, a potom nemají, co by více učinili.
୪“ମାତର୍ ତମେ ମର୍ ମଇତର୍, ତମ୍କେ ମୁଇ କଇଲିନି, ଜନ୍ ଲକ୍ମନ୍ ଗାଗଡ୍କେ ମରାଇବାଇ, ମାତର୍ ତାର୍ପଚେ ତମର୍ ଆତ୍ମାକେ କାଇଟା କରିନାପାରତ୍, ସେମନ୍କେ ଡରାନାଇ ।
5 Ale ukážiť vám, koho se máte báti: Bojte se toho, kterýžto, když zabije, má moc uvrci do pekelného ohně. Jistě, pravím vám, toho se bojte. (Geenna )
୫ମାତର୍ କାକେ ଡର୍ସା, ସେଟା ମୁଇ ତମ୍କେ ଜାନାଇବି, ମରାଇଲାପଚେ ନର୍କେ ପିଙ୍ଗ୍ବାକେ ଜାର୍ ଅଦିକାର୍ ଆଚେ, ତାକେ ଡରା, ଉଁ ମୁଇ ତମ୍କେ ସତ୍ କଇଲିନି, ପର୍ମେସର୍କେ ଡରା । (Geenna )
6 Zdaliž neprodávají pět vrabců za dva haléře? Avšak ani jeden z nich není v zapomenutí před Bohem.
୬“ପାଁଚ୍ଟା ଚେଟିଆ ଚଡଇ କାଇ ଅଲପ୍ ଡାବୁକେ ବିକା ନଅଏ କି? ଏଲେ ମିସା ସେମନର୍ ବିତ୍ରେଅନି ଗଟେକ୍କେ ମିସା ପର୍ମେସର୍ ନ ପାସ୍ରେ ।
7 Nýbrž i vlasové hlavy vaší všickni zečteni jsou. Protož nebojtež se, mnohemť vy vrabce převyšujete.
୭ମାତର୍ ତମର୍ ମୁଣ୍ଡର୍ ସବୁ ଚେଣ୍ଡି ମିସା ଏଜା ଅଇଲାଆଚେ । ଡରାନାଇ, ତମେମନ୍ କେତେକ୍ କେତେକ୍ ଚେଟିଆ ଚଡଇର୍ ଟାନେଅନି ମୁକିଅ ।”
8 Pravímť pak vám: Každý kdož by koli vyznal mne před lidmi, i Syn člověka vyzná jej před anděly Božími.
୮“ଆରି ମୁଇ ତମ୍କେ କଇଲିନି, ଜେ ଜଦି ମକେ ଲକ୍ମନର୍ ମୁଆଟେ ନାମ୍ସି ଆରି ବିସ୍ବାସ୍ କର୍ସି, ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ମିସା ପର୍ମେସରର୍ ଦୁତ୍ମନର୍ ମୁଆଟେ ତାକେ ନାମ୍ବି ।
9 Kdož by mne pak zapřel před lidmi, zapřínť bude před anděly Božími.
୯ମାତର୍ ଜେ ଲକ୍ମନର୍ ମୁଆଟେ ମକେ ନ ନାମି, ବିସ୍ବାସ୍ ନ କରେ, ତାକେ ପର୍ମେସରର୍ ଦୁତ୍ମନର୍ ମୁଆଟେ ମୁଇ ଇନ୍ କର୍ବି ।”
10 A každý kdož dí slovo proti Synu člověka, bude mu odpuštěno, ale tomu, kdož by se Duchu svatému rouhal, nebudeť odpuštěno.
୧୦“ଆରି ଜେ ପର୍ମେସର୍ ପାଟାଇରଇବା ନର୍ପିଲାର୍ ବିରୁଦେ କଇଲେ, ତାକେ କେମା ଦିଆଅଇସି, ମାତର୍ ଜେ ସୁକଲ୍ ଆତ୍ମାର୍ ବିରୁଦେ କଇସି, ତାକେ କେମା ନ ଦିଆଅଏ ।
11 Když pak vás voditi budou do škol a k vladařům a k mocným, nepečujte, kterak aneb co byste odpovídali, aneb co byste mluvili.
୧୧“ଆରି ଜେଡେବେଲେ ସେମନ୍ ତମ୍କେ ଜିଉଦି ଲକ୍ମନର୍ ପାର୍ତନା ଗରେ, ସାସନ୍ କର୍ବା ଲକ୍ମନର୍ଟାନେ କି ବିନ୍ ବିନ୍ ଅଦିକାରି ମନର୍ଟାନେ ବାନ୍ଦିନେଲେ, ସେଡ୍କିବେଲେ କାଇଟାବଲି କଇସା, ସେ ବିସଇ ନେଇକରି ଚିନ୍ତା କରାନାଇ ।
12 Duch svatý zajisté naučí vás v tu hodinu, co byste měli mluviti.
୧୨କାଇକେବଇଲେ କାଇଟା କଇବାକେ ଅଇସି, ସେବେଲାଇ ସୁକଲ୍ଆତ୍ମା ତମ୍କେ ସିକାଇସି ।”
13 I řekl jemu jeden z zástupu: Mistře, rci bratru mému, ať rozdělí se mnou dědictví.
୧୩ଲକ୍ମନର୍ ଗଅଲି ବିତ୍ରେଅନି ଗଟେକ୍ ଲକ୍ ଜିସୁକେ କଇଲା, “ଏ ଗୁରୁ, ମର୍ ବାବାର୍ ସଁପତି ବାଗ୍ବାଟା କର୍ବାକେ ମର୍ ବାଇକେ କୁଆ ।”
14 A on řekl jemu: Èlověče, kdo mne ustavil soudcí aneb děličem nad vámi?
୧୪ଏଟା ସୁନି ଜିସୁ ତାକେ କଇଲା, “ଏ ମଇତର୍, ତମର୍ ବିତ୍ରେ ନିଆଇ କର୍ବାକେ ଆରି ଦନ୍ସଁପତି ବାଗ୍ବାଟା କରିଦେବାକେ ମକେ କେ ଅଦିକାର୍ ଦେଲାଆଚେ?”
15 I řekl k nim: Viztež a vystříhejte se od lakomství; neboť ne v rozhojnění statku něčího život jeho záleží.
୧୫ଆରି ଜିସୁ ସେମନ୍କେ କଇଲା, “ଜାଗର୍ତା, ସବୁରକାମର୍ ଲବ୍ କର୍ବାଟାନେଅନି ନିଜେ ନିଜେ ଦୁରେ ରୁଆ । କାଇକେବଇଲେ ଗଟେକ୍ ଲକର୍ ଜିବନ୍ଟାନେଅନି ଦନ୍ସଁପତି ବଡ୍ ବିସଇ ନଏ ।”
16 Pověděl jim také i podobenství, řka: Èlověka jednoho bohatého hojné úrody pole přineslo.
୧୬ଆରି ସେ ଲକ୍ମନ୍କେ ଗଟେକ୍ ଉଦାଅରନ୍ ଦେଇ କଇଲା, ଗଟେକ୍ ସାଉକାର୍କେ ତାର୍ ଜମିଟାନେଅନି ବେସି ତାସ୍ ପାଚ୍ଲା ।
17 I přemyšloval sám v sobě, řka: Co učiním, že nemám, kde bych shromáždil úrody své?
୧୭ସେ ଲକ୍ ମନେ ମନେ ବାବ୍ନାକରି କଇଲା, “କାଇଟା କର୍ବି? ମର୍ କାଦି ଆନି ସଙ୍ଗଇବାକେ ଜାଗାନାଇ ।”
18 I řekl: Toto učiním: Zbořím stodoly své a větších nadělám, a tu shromáždím všecky své úrody i zboží svá.
୧୮ଆରି ସେ କଇଲା, “ଏନ୍ତାରି କର୍ବି, ମର୍ କାଦି ସଙ୍ଗଇବା ଗରର୍ କତି ବାଙ୍ଗାଇକରି ବଡ୍ ବଡ୍ କରି ତିଆର୍କର୍ବି ଆରି ତେଇ ମର୍ ସବୁ କାଦିକଣ୍ଡା ଜାଗ୍ରତ୍ କରି ସଙ୍ଗଇବି ।
19 A dím duši své: Duše, máš mnoho statku složeného za mnohá léta, odpočívej, jez, pij, měj dobrou vůli.
୧୯ଆରି ମର୍ ଜିବନ୍କେ କଇବି, ର ଜିବନ୍, ତର୍ପାଇବଲି ବେସି ବରସର୍ କାଦିକଣ୍ଡା ସଙ୍ଗଇ ଅଇଲାଆଚେ, ପୁଣ୍ଡ୍, କାଆ ଆରି ଆରାମ୍ସଙ୍ଗ୍ ର ।”
20 I řekl jemu Bůh: Ó blázne, této noci požádají duše tvé od tebe, a to, cožs připravil, čí bude?
୨୦ମାତର୍ ପର୍ମେସର୍ ତାକେ କଇଲା, “ଏରେ ବକୁଆ ଜଦି ଆଜି ରାତି ପର୍ମେସର୍ ତର୍ ଜିବନ୍ ମାଙ୍ଗ୍ସି ବଇଲେ, ତୁଇ ତର୍ପାଇ ଜେତ୍କି ସଙ୍ଗଇଆଚୁସ୍, ସେ ସବୁ କାର୍ଟା ଅଇସି?
21 Takť jest každý, kdož sobě shromažďuje, a není v Bohu bohatý.
୨୧ଜେ ନିଜର୍ପାଇ ଦନ୍ ଜତନ୍ କରି ସଙ୍ଗଇସି, ସେ ପର୍ମେସରର୍ ମୁଆଟେ ସାଉକାର୍ ନଏଁ, ତାର୍ପାଇ ଏନ୍ତାରି ଗଟ୍ସି ।”
22 Řekl pak učedlníkům svým: Protož pravím vám: Nebuďtež pečliví o život svůj, co byste jedli, ani o tělo, čím byste se odívali.
୨୨ଜିସୁ ନିଜର୍ ସିସ୍ମନ୍କେ କଇଲା, “ଏଟାର୍ପାଇ ମୁଇ ତମ୍କେ କଇଲିନି, କାଇଟା କାଇକରି ଜିବନ୍ ବଁଚାଉ ଆରି ଗାଗଡର୍ପାଇ କାଇଟା ପିନ୍ଦ୍ବୁ ବଲି ଚିନ୍ତା କରାନାଇ ।
23 Život větší jest nežli pokrm, a tělo větší nežli oděv.
୨୩କାଇକେବଇଲେ କାଦିଟାନେଅନି ଜିବନ୍ ଆରି ବସ୍ତର୍ଟାନେଅନି ଗାଗଡ୍ ଆକା ମୁକିଅ ।
24 Patřte na havrany, žeť nesejí, ani žnou, a nemají špižírny, ani stodoly, a Bůh krmí je. I čím v větší vážnosti jste vy než ptactvo?
୨୪ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।
25 A kdož pak z vás pečlivě o to mysle, můž přidati ku postavě své loket jeden?
୨୫ତମର୍ ବିତ୍ରେ ଏନ୍ତାରିଲକ୍ ନ ରଅତ୍, ଜେ କି ଚିନ୍ତାକରି ତାର୍ କଣ୍ଡେକ୍ ମିସା ଆଇସ୍ ବଡାଇ ପାର୍ସି ।
26 Poněvadž tedy nemůžete s to býti, což nejmenšího jest, proč o jiné věci se staráte?
୨୬ତେବର୍ପାଇ ତମେମନ୍ ଗଟେକ୍ ସାନ୍ ବିସଇ ମିସା କରିନାପାର୍ଲାସ୍ନି ବଇଲେ ବଡ୍ ବଡ୍ ବିସଇ କାଇକେ ଚିନ୍ତା କଲାସ୍ନି?
27 Patřte na kvítí polní, kterak rostou, nedělají, ani předou, a pravímť vám, že ani Šalomoun ve vší slávě své nebyl tak odín, jako jedno z těchto.
୨୭ପୁଲ୍ମନର୍ ବିସଇ ବାବିଦେକା, ସେମନ୍ କେନ୍ତି ପୁଟ୍ଲାଇନି, ସୁତା ନ କାଟତ୍ କି ଲୁଗା ନ ବୁନତ୍ । ଏଲେମିସା ମୁଇ ତମ୍କେ କଇଲିନି, ସବୁର୍ଟାନେଅନି ମଆନ୍ ଆରି ଦନି ରାଜା ସଲ୍ମନ୍ ମିସା ସେ ପୁଲ୍ମନର୍ ବିତ୍ରେଅନି ଗଟେକ୍ ପୁଲର୍ ଏତ୍କି ସଜାଇ ନ ଅଇରଇଲା ।
28 A poněvadž trávu, kteráž dnes na poli jest, a zítra do peci uvržena bývá, Bůh tak odívá, čím více vás, ó malé víry?
୨୮ଆଜି ଜନ୍ ଗାଁସ୍ ପଦାଇ ଆଚେ, କାଲିକେ ସେଟା ରୁଣ୍ଡାଇ ଜଇ ଲାଗାଇବାଇ । ସେଟାକେ ପର୍ମେସର୍ ଏନ୍ତାରି ବେସ୍ ଦେଲାନି ବଇଲେ, ଏ ଅଲପ୍ ବିସ୍ବାସ୍ କର୍ବା ଲକ୍ମନ୍, ସେ ତମ୍କେ ପିନ୍ଦ୍ବାକେ କେତେକ୍ ଅଦିକ୍ ଦେଇସି!”
29 I vy nestarejte se o to, co byste jedli, aneb co byste pili, aniž o to tak velmi pečujte.
୨୯“ଆରି କାଇଟା କାଇବୁ? ବଲି ଚିନ୍ତାକରି ଲାଗିରୁଆନାଇ,
30 Nebo těch všech věcí národové světa tohoto hledají. Víť pak Otec váš, že těch věcí potřebujete.
୩୦କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ ବିସଇ କଜିବୁଲ୍ବାଇ । ମାତର୍ ଏ ସବୁ ବିସଇ ତମ୍କେ ଦର୍କାର୍, ସେଟା ତମର୍ ବାବା ଜାନିରଇସି ।
31 Ale raději hledejte království Božího, a tyto všecky věci budou vám přidány.
୩୧ମୁଇ କଇଲିନି ତମେ ପର୍ମେସରର୍ ସରଗ୍ ରାଇଜ୍ କଜା, ଆରି ଏ ସବୁ ବିସଇ ସେ ତମ୍କେ ଦେଇସି ।”
32 Neboj se, ó maličké stádce, neboť se zalíbilo Otci vašemu dáti vám království.
୩୨ଏ ଉନା ମେଣ୍ଡାରାସି, ଡରାନାଇ, କାଇକେବଇଲେ ତମର୍ ବାବା ତମ୍କେ ତାର୍ ରାଇଜ୍ ଦେବାକେ ମନ୍କଲାଆଚେ ।
33 Prodávejte statky vaše, a dávejte almužnu. Dělejte sobě pytlíky, kteříž nevetšejí, poklad, kterýž nehyne, v nebesích, kdežto zloděj dojíti nemůž, a kdež mol nekazí.
୩୩ତମ୍କେ ଜନ୍ ଜନ୍ଟା ଆଚେ, ସେଟା ବିକିଦେଇ ଗରିବ୍ମନ୍କେ ଦାନ୍ କରା । ଜନ୍ଟା କି କେବେ ନ ସାରେ, ନିଜର୍ ନିଜର୍ପାଇ ଏନ୍ତାରି କାଣା ନ ଅଇବା ବେସ୍ନି ତିଆର୍କରା । ଜନ୍ଟାନେ ଚର୍ ନ ଆସେ କି କିଡାମନ୍ ମିସା ନ ନସାଅତ୍ । ସର୍ଗେ ଏନ୍ତାରି ନ ସାର୍ବା ଦନ୍ ସଙ୍ଗଇରୁଆ ।
34 Nebo kdež jest poklad váš, tuť bude i srdce vaše.
୩୪କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।
35 Buďtež bedra vaše přepásaná, a svíce hořící.
୩୫“ତମର୍ ଆଟର୍ ତୁଆଲ୍ ବାନ୍ଦିଅଇ ସେବା କର୍ବାକେ ଜାଗିରୁଆ, ଆରି ବତି ଲାଗ୍ତେରଅ ।
36 A vy podobni buďte lidem očekávajícím Pána svého, až by se vrátil z svadby, aby hned, jakž by přišel a potloukl, otevřeli jemu.
୩୬ମାପ୍ରୁ ବିବା ବଜିଟାନେଅନି ବାଉଡିଆସି କାପାଟେ ବାଜାଉ ବାଜାଉ ଜନ୍ଲକ୍ମନ୍ ଦାପ୍ରେ କାପାଟ୍ ଉଗାଡ୍ବାକେ ଜାଗିରଇବାଇ, ତମେ ସେମନର୍ପାରା ଅଇରୁଆ ।
37 Blaze služebníkům těm, kteréž přijda Pán, nalezl by, a oni bdí. Amen pravím vám, že přepáše se, a káže jim sednouti za stůl, a chodě, bude jim sloužiti.
୩୭ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି ।
38 A přišel-liť by v druhé bdění, a pakliť by v třetí bdění přišel, a tak je nalezl, blahoslavení jsou služebníci ti.
୩୮ଆରି ସେ ଜଦି ମଜାରାତି କି କୁକ୍ଡାଡାକେ ମିସା ଆସି ସେମନ୍କେ, ସେନ୍ତାରି ରଇବାଟା ଦେକ୍ସି, ସେନ୍ତାର୍ଆଲେ ସେ ଦାଙ୍ଗ୍ଡାମନ୍ କେଡେ ନିକ କରମର୍ ଲକ୍ ।
39 Toto pak vězte, že byť věděl hospodář, v kterou by hodinu měl zloděj přijíti, bděl by zajisté, a nedal by podkopati domu svého.
୩୯ମାତର୍ ଏଟା ଜାନିରୁଆ, କେଡେବେଲେ ଚର୍ ଆଇସି, ଏଟା ଗରର୍ ସାଉକାର୍ ଜେବେ ଜାନ୍ସି, ସେନ୍ତାର୍ଆଲେ ସେ ନିଜର୍ ଗରର୍ ପେଡି ବାଙ୍ଗାଇବାକେ ନ ଦେଏ ।
40 Protož i vy buďte hotovi, nebo v kterou hodinu nenadějete se, Syn člověka přijde.
୪୦ତମେ ମିସା ଜାଗ୍ରତ୍ଅଇ ରୁଆ, କାଇକେବଇଲେ, କେବେ ତମେ ବାବି ନ ରୁଆସ୍, ସେ ବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆଇବି ।”
41 I řekl jemu Petr: Pane, nám-li pravíš toto podobenství, čili všechněm?
୪୧ସେଟାସୁନି ପିତର୍ କଇଲା, “ଏ ମାପ୍ରୁ ତମେ ଆମ୍କେସେ କି ସବୁଲକ୍କେ ଏନ୍ତାରି କାତା ଦେକାଇ କଇଲାସ୍ନି?”
42 I dí Pán: Aj kdo jest věrný šafář a opatrný, jehož by ustanovil pán nad čeledí svou, aby jim v čas dával vyměřený pokrm,
୪୨ଜିସୁ କଇଲା, “ବିସ୍ବାସେ ରଇବା ଲକ୍ ଆରି ବୁଦିମାନ୍ ଲକ୍ କେ ଆଚତ୍? ତାକେ ସେ ସାଉକାର୍ ଗର୍ ଚାଲାଇବା ଦାଇତ୍ ଦେଇସି । ସେ ସମାନ୍ ବେଲାଇ ବିନ୍ ଦାଙ୍ଗ୍ଡାମନ୍କେ କାଦି ଜାଗାଇ ଦେଇସି ।
43 Blahoslavený služebník ten, kteréhož, když by přišel pán jeho, nalezne, an tak činí.
୪୩ସାଉକାର୍ ଆସି, ତାର୍ ନିଜର୍ ଦାଙ୍ଗ୍ଡା ଏନ୍ତାର୍ କର୍ବାଟା ଦେକ୍ସି ବଇଲେ ସେ କେଡେ ନିକ କରମର୍ ଲକ୍ ।
44 Vpravdě pravím vám, že nade vším statkem svým ustanoví jej.
୪୪ମୁଇ ତମ୍କେ ସତ୍ କଇଲିନି, ସେ ତାକେ ନିଜର୍ ସବୁର୍ ଉପ୍ରେ ଅଦିକାର୍ ଦେଇସି ।
45 Pakli by řekl služebník ten v srdci svém: Prodlévá přijíti pán můj, i počal by bíti služebníky a služebnice, a jísti a píti i opíjeti se,
୪୫ଜଦି ସେ ଦାଙ୍ଗ୍ଡା, ମର୍ ସାଉକାର୍ ଆଇବାଟା ଅଲ୍ସମ୍ ଅଇସି ବଲି ମନେକରି, ମାତୁଆଲ୍ ଅଇ ବିନ୍ ଦାଙ୍ଗ୍ଡାମନ୍କେ ଲାଗ୍ମାର୍ କର୍ବାର୍ ଆରାମ୍ କର୍ସି,
46 Přijdeť pán služebníka toho v den, v kterýž se nenaděje, a v hodinu, kteréž neví. I oddělíť jej, a díl jeho položí s nevěrnými.
୪୬ସେନ୍ତାର୍ଆଲେ ଜନ୍ ଦିନେ ସେ ଜାଗି ନ ରଏ, ଆରି ସେ କେଡେବେଲେ ଆଇବାଟା ଜାନି ନ ରଏ, ସେ ସାଉକାର୍ ଆସି ତାକେ ବେସି ବଡ୍ ଡଣ୍ଡ୍ ଦେଇସି । ଆରି ବିସ୍ବାସ୍ ନ କର୍ବା ଲକର୍ ସଙ୍ଗ୍ ମିସାଇ ଦେଇସି ।”
47 Služebník pak ten, kterýž by znal vůli pána svého a nepřipravoval se, a nečinil podle vůle jeho, bit bude velmi.
୪୭“ଆରି ଜନ୍ ଦାଙ୍ଗ୍ଡା ନିଜର୍ ସାଉକାରର୍ ମନ୍ ଜାନିକରି ଜାଗରତ୍ ନ ଅଇରଏ, କି ସାଉକାରର୍ ମନ୍କଲା ଇସାବେ ପାଇଟି ନ କରେ, ତାକେ କର୍ଡା ସଙ୍ଗ୍ ଅପର୍ବଲ୍ ମାଡ୍ ଅଇସି ।
48 Ale kterýž neznal, a hodné věci trestání činil, bit bude ne tak velmi. Každému pak, komuž jest mnoho dáno, mnoho bude od něho požádáno; a komuť jsou mnoho poručili, víceť požádají od něho.
୪୮ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।”
49 Oheň přišel jsem pustiti na zemi, a co chci, jestliže již hoří?
୪୯ଜିସୁ କଇଲା, “ମୁଇ ଏ ଦୁନିଆଇ ଜଇ ଲାଗାଇବାର୍ ଆଇଲିଆଚି । ସେଟା ଜଦି ଲାଗ୍ବାକେ ଆରାମ୍ ଅଇଲାନି, ସେନ୍ତାର୍ଆଲେ ମୁଇ ମନ୍କଲାଟା ପୁରାପୁରୁନ୍ ଅଇଗାଲାବେ ।
50 Ale křtem mám křtěn býti, a kterak jsem soužen, dokudž se nevykoná!
୫୦ମାତର୍ ମକେ ଆରି ଗଟେକ୍ ଡୁବନେ ଡୁବନ୍ ନେବାକେ ପଡ୍ସି, ଆରି ସେଟା ନ ସାର୍ବାଜାକ, ମର୍ ମନ୍ବିତ୍ରେ କେନ୍ତି କସ୍ଟ ଲାଗ୍ଲାନି ।
51 A což se domníváte, že bych přišel pokoj dáti na zemi? Nikoli, pravím vám, ale rozdělení.
୫୧ଜଗତେ ସାନ୍ତି ଦେବାକେ ଆସିଆଚେ ବଲି ତମେ କାଇ ମକେ ବାବ୍ଲାସ୍ନି କି? ନାଇ ମୁଇ ସାନ୍ତି ଆନ୍ବାକେ ନାଇ, ମାତର୍ ବିଚାର୍ନା କର୍ବାକେ ଆସିଆଚି ।
52 Nebo již od této chvíle bude jich pět v jednom domu rozděleno, tři proti dvěma, a dva proti třem.
୫୨ଏବେଅନି ଗଟେକ୍ ଗରେ ପାଁଚ୍ ଲକ୍ ରଇଲେ, ଦୁଇଲକର୍ ବିରୁଦେ ତିନ୍ଲକ୍ ଆରି ତିନ୍ଲକର୍ ବିତ୍ରେ ଦୁଇ ଲକ୍ ବାଗ୍ ଅଇବାଇ ।
53 Bude rozdělen otec proti synu, a syn proti otci, mátě proti dceři, a dcera proti mateři, svegruše proti nevěstě své, a nevěsta proti svegruši své.
୫୩ପଅର୍ ବିରୁଦେ ବାବା, ବାବାର୍ ବିରୁଦେ ପଅ, ଜିଇର୍ ବିରୁଦେ ମା, ମାଆର୍ ବିରୁଦେ ଜିଇ, ବୁଆରିର୍ ବିରୁଦେ ସାତ୍ରି, ସାତ୍ରିର୍ ବିରୁଦେ ବୁଆରି ବିନେ ଅଇବାଇ ।”
54 Pravil také i k zástupům: Když vídáte oblak, an vzchodí od západu, hned pravíte: Příval jde, a tak bývá.
୫୪ଆରି ଜିସୁ ଲକ୍ମନ୍କେ କଇଲା, “ବୁଡ୍ତି ଦିଗେ ବାଦଲ୍ ଚଗ୍ବାଟା ଦେକ୍ଲେ, ପାନି ଆଇସିବେ ବଲି କଇସା । ଆରି ସେନ୍ତାରି ସେ ଅଇସି ।
55 A když od poledne vítr věje, říkáte: Bude horko, a býváť.
୫୫ଆରି ଦକିଣ୍ଦିଗ୍ ବାଟେଅନି ପବନ୍ ମାର୍ବାଟା ଜାନ୍ଲେ କାରା ଅଇସି ବଲି କଇସା । ଆରି ସେଟା ସେନ୍ତାରି ଅଇସି ।
56 Pokrytci, způsob nebe a země umíte souditi, a kterakž pak tohoto času nepoznáváte?
୫୬ଏ କୁଟିଆଲ୍ମନ୍, ତମେ ଜଗତର୍ ଆରି ସରଗର୍ କାତା ଜାନି ପାଗ୍ କେନ୍ତି ଅଇସି ବଲି ଆଗ୍ତୁ କଇଲାସ୍ନି, ମାତର୍ ଏବେ କାଇଟା ଗଟ୍ସି, ସେଟା କାଇକେ ନାଜାନ୍ଲାସ୍ନି?”
57 Ano proč i sami od sebe nesoudíte, což spravedlivého jest?
୫୭“ଆରି ନିଜେ ନିଜେ କାଇକେ ଟିକ୍ ବିଚାର୍ କରାସ୍ ନାଇ?
58 Když pak jdeš s protivníkem svým k vrchnosti, na cestě přičiň se o to, abys byl zproštěn od něho, aby snad netáhl tebe k soudci, a soudce dal by tebe biřici, a biřic vsadil by tě do žaláře.
୫୮ଜଦି ତମର୍ ବିରଦିସଙ୍ଗ୍ ବିଚାର୍କାରିଆର୍ଲଗେ ଗାଲାସ୍ନି, ମଜାବାଟେ ତାର୍ସଙ୍ଗ୍ ବୁଜାମାନା ଅଇବାକେ ଚେସ୍ଟା କରା । ନଇଲେ କେଡେବେଲେ ସେ ତମ୍କେ ବିଚାର୍କାରିଆର୍ ଟାନେ ଜିକିନେଇସି, ବିଚାର୍କାରିଆ ସନିଅମନର୍ ଆତେ ସର୍ପିଦେଇସି, ସନିଅମନ୍ ତମ୍କେ ବନ୍ଦି ଗରେ ନେଇ ପୁରାଇଦେବାଇ ।”
59 Pravím tobě: Nevyjdeš odtud, dokudž bys i toho posledního haléře nenavrátil.
୫୯ମୁଇ ତମ୍କେ କଇଲିନି, “କେନ୍ତିକଲେ ମିସା ସବୁ ଡାବୁ ନ ସୁଜ୍ବାଜାକ ସେ ଜାଗାଇଅନି ବାରଇ ଆସିନାପାରାସ୍ ।”