< Židům 3 >
1 Proto se, bratři Bohem povolaní a Bohu oddaní, snažte poznávat Ježíše, který byl Božím vyslancem na zemi a nyní je naším zástupcem u Boha.
୧ଏ ମର୍ ବିସ୍ବାସି ବାଇବଇନିମନ୍, ଜନ୍ଲକ୍ମନ୍କେ କି ପର୍ମେସର୍ ତାର୍ ଲକ୍ ବଲି ବାଚ୍ଲା ଆଚେ, । ଆମେ ଜିସୁର୍ ବିସଇ ଅଲପ୍ ବାବିଦେକୁ । କାଇକେବଇଲେ ଜେତ୍କି ସବୁ ବିସଇ ଆମର୍ ବିସ୍ବାସର୍ ଲାଗି ଆଚେ, ତାକେ ସେ ପର୍ମେସର୍ ବଡ୍ ପୁଜାରି ଇସାବେ ପାଟାଇଲା ।
2 Nezpronevěřil se Bohu, který jej ustanovil. Byl věrný jako Mojžíš, který se staral o Boží lid.
୨ମସା ଜେନ୍ତାରି ପର୍ମେସରର୍ କୁଟୁମେ ସତ୍ ବାବେ କାମ୍ କଲା, ସମାନ୍ ସେନ୍ତାରିସେ, ସେ ମିସା ସତ୍ ବାବେ ପର୍ମେସରର୍ ଆଦେସ୍ ମାନ୍ବାକେ ସତ୍ ସଙ୍ଗ୍ କଲା ଆରି ପର୍ମେସର୍ସେ ତାକେ ବାଚି ପାଟାଇରଇଲା ।
3 Ale Ježíš převyšuje Mojžíše, jako tvůrce převyšuje své dílo. Vždyť on jako Bůh stvořil vše.
୩ଗର୍ତେଇଅନି ଗର୍ ତିଆର୍କଲା ମେସ୍ତୁରି ଅଦିକ୍ ସନ୍ମାନ୍ ପାଇସି । ସେନ୍ତାରିସେ ଜିସୁ ମସାର୍ଟାନେଅନି ଅଦିକ୍ ବଡ୍ ବଲି ସନ୍ମାନ୍ ମିଲ୍ସି ।
୪କାଇକେବଇଲେ ସବୁ ଗର୍ ମେସ୍ତୁରିସେ ତିଆର୍ କର୍ସି । ମାତର୍ ପର୍ମେସର୍ ସବୁ ବିସଇ ତିଆର୍ କଲାଆଚେ ।
5 Mojžíš byl pouze svědek toho, co pověděl Bůh. Byl věrný služebník Božího lidu.
୫ମସା ଗତିଦାଙ୍ଗ୍ଡା ଇସାବେ ପର୍ମେସରର୍ ଗରେ କାମ୍ କର୍ତେରଇଲା, ଆରି ପର୍ମେସର୍ ଜନ୍ଟା ଆଇବା ଦିନ୍ମନ୍କେ ଜାନାଇସି, ସେଟାଆକା ସେ କଇରଇଲା ।
6 Kristus však jako Boží Syn je naším Pánem a zůstane jím, jestliže si až do konce zachováme pevnou jistotu a radostnou naději.
୬ମାତର୍ କିରିସ୍ଟ ଅବ୍କା ଗତିଦାଙ୍ଗ୍ଡାସେ ନ ରଇ ଗଟେକ୍ ପଅ ରଇଲା । ତାର୍ ବାବାର୍ ଗରେ ରଇବା ସବୁ ଦାଇତ୍ ସେ ସତ୍ ବାବେ କଲା । ଆମେ ଜଦି ମୁର୍ଚିରଇକରି ଆସା କଲାଟା ମିଲାଇବୁ ବଲି ଜାଗିରଇଲେ, ତାର୍ କୁଟୁମେ ମିସ୍ବୁ ।
7 Proto nás Duch svatý napomíná: „Když dnes zaslechnete jeho hlas,
୭ସୁକଲ୍ ଆତ୍ମା ଜେନ୍ତାର୍ କଇଲାନି, “ଆଜି ଜଦି ତମେ ପର୍ମେସରର୍ କାତା ସୁନ୍ସା,
8 nezatvrzujte se ve vzdoru proti němu jako Izraelci při zkoušce na poušti,
୮ଜେନ୍ତାର୍, ମରୁବାଲି ବୁଏଁ ତମର୍ ଆନିଦାଦିମନ୍ ମାପ୍ରୁକେ ପରିକା କଲାଇ ଆରି ତାର୍ ବିରଦେ ଟିଆ ଅଇଲାଇ, ସେ ରକାମ୍ ତମେ ନିଜର୍ ମନ୍ ଆଁଟ୍ କରାନାଇ ।”
9 kde si vaši otcové žádali důkazy a tak mne pokoušeli.
୯କାଇକେବଇଲେ ସେ ଜେତ୍କି କରିରଇବା କାବାଅଇଜିବା କାମ୍ମନ୍ ଚାଲିସ୍ ବରସ୍ଜାକ ଦେକ୍ଲେ ମିସା, ସେମନ୍ ତାର୍ ବପୁକେ ପରିକା କରିଲାଗିରଇଲା ।
10 To pokolení se mi zošklivilo a řekl jsem: ‚Nerozumí sami sobě, ani nechápou mé cesty.
୧୦ସେଟାର୍ପାଇ ପର୍ମେସର୍ ସେ ଲକ୍ମନ୍କେ ରିସାଅଇଲା, ଆରି କଇଲା, ସେମନ୍ ବେଗ୍ଲିକରି ବିନ୍ ବିସଇମନ୍ କରିଲାଗିଆଚତ୍ । ମୁଇ ତିଆର୍ଲାଟା କର୍ବାକେ ନିଚ୍ଲାଇନି ।
11 Proto jsem v hněvu přísahal, že nedosáhnou odpočinku, který jsem jim připravil.‘“
୧୧ସେଟାର୍ ପାଇ ମୁଇ ରିସାଅଇ ସପତ୍କରି କଇଲି, ମୁଇ ଜନ୍ଦେସେ ପୁଣ୍ଡ୍ବାକେ ଦେଇତି, ସେ ଦେସେ କେବେ ମିସା ତମ୍କେ ପୁର୍ବାକେ ନ ଦେଇ ।
12 Dejte si tedy pozor, bratři, aby se ve vás neuhnízdilo zlo a nevěra, které by vás odváděly od živého Boha.
୧୨ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ଜାଗର୍ତାଅଇ ରୁଆ, ଜେନ୍ତାରିକି ତମର୍ ବିତ୍ରେଅନି କେ ମିସା କାରାପ୍ ମନ୍ ରଇକରି ପର୍ମେସର୍କେ ବିସ୍ବାସ୍ ନ କରା, ଆରି କେ ମିସା ଜିବନ୍ ରଇବା ପର୍ମେସର୍ ଟାନେଅନି ବେଗ୍ଲି ନ ଜା ।
13 Zkoumejte se každý den, dokud je k tomu příhodná chvíle, aby se někdo z vás nezatvrdil zaslepující a mámivou svůdností hříchu.
୧୩ତମର୍ ବିତ୍ରେ କେ ମିସା ପାପର୍ଲାଗି ନାଡାଇ ଅଇବାର୍ ନାଇ । ସେଟାର୍ଲାଗି ତମର୍ ମନ୍ ଆଁଟ୍ ଅଇଜାଇସି । ଆମର୍ ଜିଇବାକାଇବା ଦିନ୍ ସାର୍ବାଜାକ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଏ ବିସଇ ଜାଗ୍ରତ୍ କରାଇବାର୍ ଆଚେ ।
14 Máme podíl na všem, co náleží Kristu, když setrváme do konce v počáteční důvěře. Ale vraťme se ke slovům:
୧୪କାଇକେବଇଲେ ଆମେ ଜଦି ସାରାସାରି ଦିନ୍ ଜାକ ଆମର୍ ବିସ୍ବାସ୍ ଡାଁଟ୍ ସଙ୍ଗ୍ ଦାରିରଇବୁ, ସେନ୍ତାର୍ଆଲେ ଆମେ ସବୁଲକ୍ କିରିସ୍ଟର୍ ସଙ୍ଗ୍ ବାଗ୍ ନେଇ ମିସିକରି ରଇବୁ ।
15 „Když dnes zaslechnete Boží hlas, nezatvrzujte se vzpurně proti němu.“
୧୫ଦରମ୍ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ “ଜଦି ତମେ ଆଜି ପର୍ମେସରର୍ ବାକିଅ ସୁନ୍ସା, ତମର୍ ଆନିଦାଦିମନ୍ ଜେନ୍ତି ତାକର୍ ମନ୍ ଆଁଟ୍କରି ତାକେ ବିରଦ୍ କଲାଇ, ସେନ୍ତାରି ତମର୍ ମନ୍ ଆଁଟ୍ କରାନାଇ ।”
16 Kdo se to vlastně vzbouřil, když zaslechl Boží hlas? Ti, které Mojžíš vyvedl z Egypta.
୧୬ପର୍ମେସରର୍ ବାକିଅ ସୁନିକରି ମିସା ଜେତ୍କି ଲକ୍ ତାକେ ବିରଦ୍ କଲାଇ, ସେ ଲକ୍ମନ୍ କେ? ଜନ୍ ଲକ୍ମନ୍କେ ମସା ମିସର୍ଦେସେଅନି ବାର୍କରାଇ ଆନିରଇଲା ସେମନ୍ ନ ଅଅତ୍ କି?
17 A koho měl Bůh v ošklivosti po čtyřicet let? Ty neposlušné, kteří pak zahynuli na poušti.
୧୭ଚାଲିସ୍ ବରସ୍ ଜାକ ପର୍ମେସର୍ କନ୍ ଲକ୍ମନ୍କେ ରିସା ଅଇରଇଲା, ସେମନ୍ କେ? ଜନ୍ ଲକ୍ମନ୍ କି ପାପ୍ କରିରଇଲାଇ ଆରି ମରୁବାଲି ବୁଏଁ ମରିଜାଇରଇଲାଇ, ସେମନ୍ ନଅତ୍ କି?
18 Přísahal jim, že nedosáhnou odpočinku, který jim připravil. Nemohli ho dosáhnout pro nevěru.
୧୮ପର୍ମେସର୍ ଜେବେ ସପତ୍କରି କଇରଇଲା ଜେ, ସେମନ୍ ତାର୍ ପୁଣ୍ଡ୍ବାଦେସେ କେବେମିସା ପୁରି ନାପାରତ୍, ସେବେଲେ ସେ କନ୍ ଲକ୍ମନ୍କେ କଇରଇଲା? ଜନ୍ଲକ୍ମନ୍ ତାର୍ କାତା ନିଚ୍ତେ ରଇଲାଇ ସେମନ୍କେସେ ।
୧୯ଆମେ ଏନ୍ତାରି ଜାନୁ ଜେ, ସେମନ୍ ବିସ୍ବାସ୍ କରତ୍ ନାଇଜେ ପର୍ମେସର୍ ତିଆର୍ କରିରଇବା ପୁଣ୍ଡ୍ବା ଜାଗାଇ ସେମନ୍ ପୁରି ନାପାର୍ଲାଇ ।