< Židům 9 >

1 Pravá smlouva měla svatostánek a pravidla bohoslužby.
ପର୍‌ମେସରର୍‌ ପର୍‌ତୁମ୍‌ ରାଜିନାମାତେଇ, ତାକେ କେନ୍ତାରି ଉପାସନା କର୍‌ବାର୍‌ ଆଚେ ବଲି ନିୟମ୍‌ ରଇଲା । ତାକେ ଏ ଜଗତେ ଉପାସନା କର୍‌ବାକେ ଗଟେକ୍‌ ତୁମ୍‌ ଉଟାଇରଇଲା ।
2 Svatostánek měl podobu stanu, který byl oponou rozdělen na dvě části. Přední části se říkalo svatyně. Byl tam sedmiramenný svícen a stůl, na který bylo každou sobotu kladeno dvanáct chlebů.
ଏ ତୁମ୍‌ଟାନେ ଦୁଇଟା ଜାଗା ରଇଲା । ପର୍‌ତୁମ୍‌ ଜାଗାକେ ସୁକଲ୍‌ ଜାଗା ବଲି ନାଉଁ ରଇଲା । ସେ ବିତ୍‌ରେ ବତିସଙ୍ଗଇବା କୁଦ୍‌ରା ଆରି ପର୍‌ମେସର୍‌କେ ସର୍‌ପିଦେବାକେ ରୁଟି ସଙ୍ଗଇବା ଗଟେକ୍‌ ଟେବୁଲ୍‌ ରଇଲା ।
3 Za závěsem byla velesvatyně
ସେ ଜାଗାଇ ପୁର୍‌ବା ବାଟେ ଗଟେକ୍‌ ପାର୍‌ଦା ରଇଲା । ପାର୍‌ଦାର୍‍ ପଚ୍‌ବାଟେ ଜନ୍‌ ଜାଗା ରଇଲା, ତାକେ ବଡ୍‌ ସୁକଲ୍‌ ଜାଗା ବଲି କଇତେ ରଇଲାଇ ।
4 Patřila k ní zlatá kadidelnice a zlatem kovaná truhla smlouvy, v ní byla zlatá nádoba s pokrmem, který Izraelci jedli na poušti, Áronův prut, kterým Bůh rozhodl o tom, kdo má vykonávat službu ve svatyni, a desky se zněním Desatera.
ସେ ବଡ୍‌ ସୁକଲ୍‌ ଜାଗାଇ ଗଟେକ୍‌ ଦୁପ୍‌ ପଡାଇବା ସୁନାର୍‌ ବେଦି ଆରି ସୁନାର୍‌ ନିୟମ୍‌ ପେଡି ରଇଲା । ଏ ନିୟମ୍‌ ପେଡି ବିତ୍‌ରେ, ମାନା ରଇବା ଗଟେକ୍‌ ସୁନାର୍‌ ଆଣ୍ଡି ରଇଲା । ତେଇ ପତର୍‌ କଅଁଲି ରଇବା ଆରଣ୍‌ ଦାରି ଇଣ୍ଡ୍‌ବା ଡାଙ୍ଗ୍‌ ରଇଲା । ଆରି ପରମେସରର୍‌ ଆଦେସ୍‌ ଲେକାଅଇରଇଲା ଦୁଇ କଣ୍ଡ୍ ଚାଚଡା ପାକ୍‌ନା ମିସା ରଇଲା ।
5 Přikrývalo ji zlaté víko zvané slitovnice. Nad víkem držely stráž okřídlené bytosti nazvané cherubové.
ପେଡିର୍‌ ଡାବ୍‌ନା ଉପ୍‌ରେ ପର୍‌ମେସର୍‌ ଆଚେ ବଲି ଚିନ୍‌ ଇସାବେ କେରୁବିନ୍‌ ବଲି ଡାକ୍‌ବା ଦୁଇଟା ଡେନା ରଇଲା ଜଁତୁର୍‌ ମୁର୍‌ତି ରଇଲା । ତାକର୍‌ ଉଗାଡିଅଇରଇବା ଡେନା ପେଡିର୍‌ ଡାବ୍‌ନା ଉପ୍‌ରେ ଡାବିଅଇଜାଇରଇଲା । ତାର୍‌ ଉପ୍‌ରେ ବନି ଚିଚିଅଇରଇଲା । ଜେନ୍ତାରିକି ଲକ୍‌ମନର୍‌ ପାପ୍‌କେମା ଅଇଜିବାକେ । ମାତର୍‌ ଏ ଟିକିନିକି ବିସଇ ବୁଜାଇବାକେ ଲଡାନାଇ ।
6 Do svatyně denně vcházeli kněží pověření bohoslužbou.
ତୁମ୍‌ ବିତ୍‌ରେ ଏ ସବୁ ବିସଇ ସାଜାଡିଅଇରଇଲା । ପୁଜାରିମନ୍‌ ସବୁଦିନ୍‌ ତାମୁ ଗରର୍‌ ବାଇରର୍‌ ଜାଗାଇ ପୁରି, ସେମନର୍‌ କାମ୍‌ କର୍‌ବାଇ ।
7 Do velesvatyně směl vejít jenom jedenkrát za rok velekněz. Přinášel krev jako oběť za bezděčné přestupky svoje i lidu.
ମାତର୍‌ ବିତ୍‌ରର୍‌ ଜାଗାଇ ବଡ୍‌ ପୁଜାରିସେ ଜିବାକେ ଅଦିକାର୍‌ ରଇଲା । ସେ ସିତି ବର୍‌ସେକ୍‌କେ ତରେକ୍‌ ସେ ଜାଇତେରଇଲା । ସେ ନିଜର୍‌ ପାଇ ଆରି ଲକ୍‌ମନ୍‌ ନ ଜାନିକରି କରିରଇବା ପାପ୍‌ ପାଇ ବନି ନେଇକରି ଜଦି ନ ପୁର୍‌ଲେ ସେ ଜାଇନାପାର୍‌ତେ ରଇଲା ।
8 Touto bohoslužbou Duch svatý naznačoval, že ještě nebyla otevřena cesta, která by vedla přímo k Bohu.
ଏ ସବୁ ବିସଇର୍‌ଲାଗି ସୁକଲ୍‌ ଆତ୍‌ମା ଜାନାଇଲାନି ଜେ, ପର୍‌ମେସରର୍‌ ଅଦିକ୍‌ ସୁକଲ୍‌ ଜାଗାଇ ପୁର୍‌ବାକେ ଲକ୍‌ମନ୍‌କେ ଅଦିକାର୍‌ ନ ରଇଲା । କାଇକେବଇଲେ ସୁକଲ୍‌ ଜାଗା ଆରି ଅଦିକ୍‌ ସୁକଲ୍‌ ଜାଗା ବିସଇନେଇ ରଇବା ଆଗ୍‌ତୁର୍‌ ଆଦେସ୍‌ ସବୁ ଲକ୍‌ମନ୍‌ ମାନିଆଇତେ ରଇଲାଇ ।
9 Všechno, co se ve svatyni dělo, bylo předobrazem budoucnosti. Dary a oběti nestačily uklidnit svědomí těch, kteří je přinášeli. Zachovávání předpisů o pokrmech, nápojích a všelijakém obmývání zajišťovalo vnější spravedlnost do chvíle, než přišel nový velekněz Ježíš Kristus. Ten vešel do větší a dokonalejší svatyně, kterou nepostavili lidé.
ସେ ସବୁ ବିସଇ ଗଟେକ୍‌ ବାନା ପାରା । ଜନ୍‌ଟା ସବୁ ଏବର୍‌ ଦିନେ ସିଦ୍‌ ଅଇଲା ଆଚେ । କାଇକେବଇଲେ ଜନ୍‌ ପସୁମନ୍‌କେ ଉପାସନା ଇସାବେ ଲକ୍‌ମନ୍‌ ପର୍‌ମେସର୍‌କେ ସର୍‌ପି ଦେଇତେ ରଇଲାଇ, ସେଟା ସବୁ ଲକ୍‌ମନର୍‌ ବିବେକ୍‌ ଦ‍ଇ ନାପାର୍‌ଲା ।
୧୦କାଇକେବଇଲେ ସେଟା ସବୁ ଗାଗଡର୍‌ ଲାଗି ରଇବା ନିୟମ୍‌ ରଇଲା । ଜେନ୍ତାରି କି, କାଇଟା କାଇଅଇସି, କାଇଟା ପିଇ ଅଇସି ଆରି ସେ ସବୁ ନିକ ସଙ୍ଗ୍‍ ଦଇବା ବିସଇ, ବାଇରେ ଦେକାଅଇବା ରିତିନିତି ସେ । ପରମେସରର୍‌ ନୁଆ ନିୟମ୍‌ ଟିକ୍‌ ଅଇବାଜାକ, ଏ ସବୁ କର୍‌ବାଟା ରଇଲା ।
୧୧ମାତର୍‌ ଆମେ ଜେତ୍‌କିଲକ୍‌ ସବୁର୍‌ତେଇଅନି ବଡିଆ ବିସଇ ପାଇଆଚୁ, କିରିସ୍‌ଟ ଆମର୍‌ ବଡ୍‌ ପୁଜାରି ଅଇ ଆଇଲା ଆଚେ । ସେ ସେବା କର୍‌ବା ଜାଗାର୍‌ ତୁମ୍‌ ଲଗେ ରଇବା ଅଦିକ୍‌ ସୁକଲ୍‌ ଜାଗାଇଅନି ଅଦିକ୍‌ ମୁଲିଅ ରଇଲାଟା ଆରି ଅଦିକ୍‌ ସିଦ୍‌ ଆଚେ । କାଇକେବଇଲେ ସେଟା ଲକ୍‌ମନ୍‌ ତିଆର୍‌ କଲାଟା ନଏଁ, କି ଏ ନସିଜିବା ଜଗତର୍‌ଟା ମିସା ନଏଁ ।
12 Místo krve kozlů a býků obětoval jednou provždy svou vlastní krev. Tak nám vydobyl věčné vykoupení. (aiōnios g166)
୧୨କିରିସ୍‌ଟ ସେ ତାମୁ ବାଟେଜାଇ ଏକାତରେକ୍‌ ସେ ବଡ୍‌ ସୁକଲ୍‌ ଜାଗାଇ ପୁର୍‌ଲା । ସେ ତେଇ ପୁର୍‌ବା ବେଲେ ବଲି କର୍‌ବାକେ ଚେଲି କି ପସୁ ବନି ନେଇ ନ ଜାଇରଇଲା । ମାତର୍‌ ସେ ନିଜର୍‌ ବନି ନେଇକରି ଜନ୍‌ ଜନ୍‌ଟା କର୍‌ବାର୍‌ ରଇଲା, ସେଟା ପୁରାପୁରୁନ୍‌ କଲା । ଜେନ୍ତାରି କି ଆମ୍‌କେ ମୁକ୍‌ଲାଇକରି କାଲ୍‌ କାଲ୍‌ ଜୁଗ୍‌ଜୁଗର୍‌ ପାଇ ମୁକ୍‌ତି ଦେଲା । (aiōnios g166)
13 Krví kozlů a býků a ve vodě rozmíchaným popelem z jalovice skrápěl poskvrněné lidi a tak posvěcoval a očišťoval jejich těla.
୧୩ଆଗର୍‌ କାଲେ ଚେଲି ଆରି ବଲଦ୍‌ମନର୍‌ ବନି ଆରି ପଡାଇଲା ବାଚିପିଲାର୍‌ ଚାର୍‌ ଚିଚ୍‌ବାଟା, ଏସବୁ ଅସୁକଲ୍‌ ଅଇରଇବା ଲକ୍‌ମନର୍‌ ଗାଗଡ୍‌ ଦଇବା କାମ୍‌କେସେ ଆଇଲା ।
14 Krev bezúhonného Krista, který se obětoval Bohu, očišťuje naše svědomí od neužitečných skutků ke službě živému Bohu. (aiōnios g166)
୧୪ଏଟା ଜଦି ଲକ୍‌ମନର୍‌ ଗାଗଡ୍‌ ଦଇପାର୍‌ଲା, ସେନ୍ତାର୍‌ଆଲେ କିରିସ୍‌ଟର୍‌ ବନିସଙ୍ଗ୍‍ ଆରି କେତେକ୍‌ ଅଦିକ୍‌ କରିଅଇସି? ନ ସାର୍‌ବା ଆତ୍‌ମାର୍‌ପାଇ ସେ ନିଜେ ପରମେସରର୍‌ ସାଇଜ ନେଇ, କାଇ ପାପ୍‌ଦସ୍‌ ନ ଅଇତେ ବିରୁ ଇସାବେ ନିଜ୍‌କେ ପୁରାପୁରୁନ୍‌ ସର୍‌ପି ଦେଲାଆଚେ । ତାର୍‌ ବନିର୍‌ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍‌ ବିବେକ୍‌ ସୁକଲ୍‌ ଅଇସି । ଆରି ଆମେ ସତଇସେ ଜିବନ୍‌ ରଇଲା ପରମେସରର୍‌ ସେବା କର୍‌ବା ଅଦିକାର୍‌ ପାଇଆଚୁ । (aiōnios g166)
15 Kristus zemřel a tak se stal prostředníkem nové smlouvy, která zajišťuje vykoupení ze všech přestupků spáchaných v době platnosti staré smlouvy uzavřené s Izraelem. Můžeme se tedy pevně chopit toho, co bylo slíbeno. (aiōnios g166)
୧୫ଏଟାର୍‌ପାଇ କିରିସ୍‌ଟସେ ନୁଆ ନିୟମ୍‌ ସାଦନ୍‌ କଲାଆଚେ । ଜେନ୍ତାରି କି, ଜେତ୍‌କି ଲକ୍‌ମନ୍‌କେ ପରମେସର୍‌ ଡାକିଆଚେ, ସେମନ୍‌ ପରମେସର୍‌ ସପତ୍‌ କରି କଇରଇବା ନ ସାର୍‌ବା ଆସିର୍‌ବାଦ୍‌ ପାଇବାଇ । କିରିସ୍‌ଟ ମଲାର୍‌ପାଇ ଆଗର୍‌ ରାଜିନାମାତେଇ କରିରଇବା ସବୁ ପାପେଅନି ସେମନ୍‌ ମୁକଲ୍‌ଲାଇ । (aiōnios g166)
16 Ano, k závěti musí přistoupit smrt odkazujícího. Teprve potom je neměnná. Nelze ji vykonat, pokud je živ.
୧୬ଗଟେକ୍‌ ଲକ୍‌ ଜଦି ତାର୍‌ ଦନ୍‌ ସଁପତି ବାଗ୍‌ ବାଟା କର୍‌ବା ବିସଇର୍‌ ଚିଟି କରିରଇସି । ସେଟା ଜାନାଇବାକେ ସେ ଲକର୍‌ ନାଉଁଦାରି ରାଜିନାମା ପାଆଟା ପତର୍‌ ରଇବାର୍‌ ଆଚେ । ସେ ମରିଗାଲାପଚେ ତାର୍‌ଟା ଜାନାପଡ୍‌ବାର୍‌ ଆଚେ ।
୧୭କାଇକେ ବଇଲେ ବାଗ୍‌ବାଟା ଲେକିରଇଲା ଲକ୍‌ ବଁଚି ରଇଲା ଜାକ, ବାଗ୍‌ବାଟାର୍‌ କାଗଜ୍‌ ପତରର୍‌ କିଚି ମୁଲିଅ ନାଇ । ସେଟା ତାର୍‌ ମରିଗାଲା ପଚେ ସେ କାମ୍‌ ଦେଇସି ।
18 Proto bylo zapotřebí krve i při uzavírání prvé smlouvy.
୧୮ସେନ୍ତାରିସେ, ପର୍‌ତୁମ୍‌ ରାଜିନାମା ମିସା ବନି ଜରାଇଲାକେସେ ସେଟାର୍‌ ମୁଲିଅ ରଇଲା ।
19 Když Mojžíš přečetl shromážděnému lidu všechna přikázání zákona, smíchal krev býků a kozlů s vodou, vzal rudou vlnu a větvičku yzopu a pokropil tou vodou knihu i shromáždění a řekl:
୧୯ମସା ପର୍‌ତୁମ୍‌ ନିୟମର୍‌ ଆଦେସ୍‌ ଲକ୍‌ମନର୍‌ ଲଗେ କଇଲା । ତାର୍‌ପଚେ ସେ ବଲଦ୍‌ ଆରି ଚେଲିମନର୍‌ ବନି ନେଇ ପାନି ସଙ୍ଗ୍‌ ମିସାଇଲା । ତାର୍‌ପଚେ ଅଲପ୍‌ ମେଣ୍ଡାର୍‌ ବାଲେ ଏସୁବ୍‌ ନାଉଁର୍‌ ଗଚର୍‌ କେନ୍ଦିତେଇ ଗୁଡାଇଲା । ପଚେ ସେଟା ବନିଟାନେ ବୁଡାଇ ନିୟମର୍‌ ବଇତେଇ ଆରି ଲକ୍‌ମନର୍‌ ଉପ୍‌ରେ ଚିଚ୍‌ଲା ।
20 „Toto je krev smlouvy, kterou s vámi uzavřel Bůh.“
୨୦ସେ କଇଲା, ଜନ୍‌ ନିୟମ୍‌ ମାନ୍‌ବାକେ ପରମେସର୍‌ ତମ୍‌କେ ଆଦେସ୍‌ ଦେଲାଆଚେ, ଏ ବନି ସେ ନିୟମ୍‌କେ ଚିନ୍‌ ମାରିଆଚେ ।
21 Podobně postříkal krví svatostánek a všechno bohoslužebné náčiní.
୨୧ତାର୍‌ପଚେ ମସା ସେ ବନିନେଇ ତମୁ, ମନ୍ଦିର୍‌ ଆରି ପର୍‌ମେସର୍‌କେ ପାର୍‌ତନା କର୍‌ବାବେଲେ କାମେ ଆଇବା ସବୁ ଜିନିସ୍‌ ପତର୍‌ ଉପ୍‌ରେ ଚିଚ୍‌ଲା ।
22 Podle zákona je totiž téměř všechno očišťováno krví a bez prolití krve není odpuštění vin.
୨୨କାଇକେବଇଲେ ମସାର୍‌ ନିୟମ୍‌ ଇସାବେ ସବୁ ବିସଇ ସୁକଲ୍‌ କର୍‌ବାକେ, ବନି ଦର୍‌କାର୍‌ । ବନି ନ ଜରାଇଲେ ପାପ୍‌ କେମା ନ ଅଏ ।
23 Takovým způsobem se muselo očišťovat to, co nebeskou svatyni jen připomínalo. Nebeská svatyně však vyžaduje vzácnější oběť.
୨୩ତେବର୍‌ପାଇ ଏ ସବୁ ବିସଇ ଜନ୍‌ଟା ସର୍‌ଗେ ରଇବା ବିସଇ ଚୁଚାଇସେ ଆଚେ । ଏଟା ସବୁ ପସୁମନର୍‌ ବନିସଙ୍ଗ୍‌ ସୁକଲ୍‌ କରାଇବାକେ ଦର୍‌କାର୍‌ ରଇଲା । ମାତର୍‌ ସରଗର୍‌ ବିସଇମନ୍‌କେ ସୁକଲ୍‌ କର୍‌ବାକେ ସର୍‌ପି ଅଇବାଟା ଅଦିକ୍‌ ନିକ ଅଇରଇବାର୍‌ ରଇଲା ।
24 Kristus vešel do pravé nebeské svatyně, aby nás v ní před Bohem zastupoval; nevstoupil do její pozemské napodobeniny vytvořené lidmi.
୨୪କାଇକେବଇଲେ ଲକ୍‌ମନର୍‌ ଆତେ ତିଆର୍‌ ଅଇଲା ସୁକଲ୍‌ ଜାଗାଇ କିରିସ୍‌ଟ ଜାଏନାଇ । ସେଟା ସତ୍‌ ଜାଗାର୍‌ ଚାୟାସେ ରଇଲା । ମାତର୍‌ ସେ ସତ୍‌ରେ ସର୍‌ଗେ ଗାଲା । ଆରି ସେ ଏବେ ତେଇ ଆଚେ । ପର୍‌ମେସରର୍‌ ମୁଆଟେ ଆମର୍‌ ପାଇ ଗୁଆରି କଲାନି ।
25 Nepřinášel za nás svou oběť opakovaně, jako to každoročně dělával velekněz, který do svatyně vstupoval s krví cizí;
୨୫ଜିଉଦିମନର୍‌ ବଡ୍‌ ପୁଜାରି ଜେନ୍ତିକି ବରସ୍‍କେ ତରେକ୍‌ ପସୁର୍‌ ବନି ନେଇ ବଡ୍‌ ସୁକଲ୍‌ ଜାଗାଇ ଜାଇସି, ସେନ୍ତାରି କିରିସ୍‌ଟ ନିଜ୍‌କେ ତର୍‌କେ ତର୍‌ ସର୍‌ପିଅଇକରି ତେଇ ଜାଏନାଇ ।
26 vždyť by za ta tisíciletí musel často trpět. Ale přišel nyní, aby jednou provždy svou obětí odčinil hřích. (aiōn g165)
୨୬କାଇକେବଇଲେ, ସେ ଜଦି ସେନ୍ତାରି କର୍‌ତା ଏ ଜଗତ୍‌ ତିଆର୍‌ ଅଇଲା ଦିନେଅନି ସେ ବେସି ତର୍‌ ଦୁକ୍‌ପାଇବାକେ ଅଇତା । ମାତର୍‌ ସେ ଏ ସାରାସାରି ଦିନ୍‌ ମନ୍‌କେ ତରେକ୍‌ସେ ଏ ଜଗତେ ଆଇଲା ଆରି ନିଜ୍‌କେ ସର୍‌ପିଦେଇକରି ସବୁ ପାପ୍‌ ଦାରିଗାଲା । (aiōn g165)
27 Člověk umírá jen jednou, a pak bude postaven před soud.
୨୭ଆମେ ସବୁ ଲକ୍‌ ତରେକ୍‌ ମର୍‌ବୁ ଆରି ତାର୍‌ପଚେ ପରମେସରର୍‌ ମୁଆଟେ ବିଚାର୍‌ ଦିନେ ଟିଆଅଇବୁ ।
28 Proto se i Kristus jednou obětoval a vzal na sebe hříchy mnohých. Podruhé se ukáže bez oběti za hříchy, aby zachránil ty, kteří ho očekávají.
୨୮ସେନ୍ତାରିସେ କିରିସ୍‌ଟ ମିସା ସବୁ ଲକର୍‌ ପାପ୍‌ ନିଜେ ନେବାକେ ବଲି ଇସାବେ ତରେକ୍‌ ସେ ସର୍‌ପାଇ ଅଇଲା । ସେ ଆରି ତରେକ୍‌ ଆଇଲାବେଲେ, ଆମର୍‌ ପାପର୍‌ପାଇ ସେ ନ ଆସେ । ମାତର୍‌ ତାକେ ଜାଗି ରଇଲା ଲକ୍‌ମନ୍‌କେ ଉଦାର୍‌ କର୍‌ବାକେ ଆଇସି ।

< Židům 9 >