< Jan 13 >
1 Ježíš věděl, že nastávající Velikonoce jsou posledními dny jeho života na zemi, než se vrátí k Otci. Miloval ty, mezi nimiž žil, a prokazoval jim lásku až do konce.
୧ନିସ୍ତାର୍ ପରବର୍ ଆଗ୍ତୁର୍ ଦିନ୍ ଅଇରଇଲା । ଜିସୁ, ଏ ଜଗତ୍ ଚାଡି ବାବା ପର୍ମେସରର୍ ଲଗେ ଜିବାକେ ତାର୍ ବେଲା କେଟ୍ଲାବେ ବଲି ଜାନିରଇଲା । ଦୁନିଆଇ ରଇବା ତାର୍ ସବୁ ଲକ୍ମନ୍କେ ସାରାସାରି ଜାକ ବେସି ଆଲାଦ୍ କର୍ତେରଇଲା ।
2 V předvečer svátků večeřel Ježíš společně se svými učedníky. To už Jidáš pojal ďábelský záměr zradit svého Mistra.
୨ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
3 Ježíš si byl vědom velikosti svého poslání a moci jako ten, kdo byl a bude rovný Bohu. Když viděl, že se nikdo z učedníků nechtěl snížit k službě, kterou obvykle konali otroci, vstal od stolu,
୩ବାବା ପର୍ମେସର୍, ତାକେ ସବୁ ବିସଇର୍ ଅଦିକାର୍ ଦେଇ ଆଚେ, ସେ ପର୍ମେସରର୍ ଟାନେଅନି ଆସିଆଚେ ଆରି ତାର୍ ଲଗେସେ ଜାଇସି, ବଲି ଜିସୁ ସବୁ ବିସଇ ଜାନିରଇଲା ।
4 odložil svrchní oděv a opásal se ručníkem.
୪ତେବର୍ପାଇ ସେ କାଇବା ଜାଗାଇଅନି ଉଟିକରି ଅଡି ରଇବା ବସ୍ତର୍ ବେଟି ସଙ୍ଗଇ, ଆଁଟାଇ ଗଟେକ୍ ତୁଆଲ୍ ବାନ୍ଦିଅଇଲା ।
5 Nalil vodu do umývadla a začal učedníkům umývat a utírat zaprášené nohy.
୫ତାର୍ ପଚେ ସେ ଗଟେକ୍ ମୁତାଇ ପାନିନେଲା ଆରି ନିଜର୍ ସିସ୍ମନର୍ ପାଦ୍ ଦଇକରି ବାନ୍ଦିଅଇଲା ତୁଆଲ୍ ବେଟି ପୁଚି ଦେବାର୍ ଦାର୍ଲା ।
6 Když došlo na Petra, ten se začal bránit: „Pane, ty mi přece nebudeš mýt nohy!“
୬ଜେଡେବେଲେ ଜିସୁ ସିମନ୍ ପିତରର୍ ଲଗେ ଆଇଲା, ପିତର୍ ତାକେ କଇଲା, “ମାପ୍ରୁ ତମେ ମର୍ ପାଦ୍ ଦଇସା କି?”
7 Ježíš odpověděl: „Jestliže tě neočistím, ztratíš se mnou spojení a odcizíš se mi.“
୭ଜିସୁ ତାକେ କଇଲା, “ମୁଇ ଏବେ ଜାଇଟା କଲିନି, ସେଟା ତମେ ବୁଜି ନାପାରାସ୍, ମାତର୍ ପଚେ ବୁଜ୍ସା ।”
8 A tak Petr najednou obrátil: „Když je to tak, Pane, umyj mne celého.“ (aiōn )
୮ପିତର୍ ତାକେ ମନାକରି କଇଲା, “ନିଚୁ, ତମେ ମର୍ ପାଦ୍ ଦୁଆନାଇ ।” ଜିସୁ ତାକେ କଇଲା, “ମୁଇ ଜଦି ତର୍ ପାଦ୍ ନ ଦଇଲେ, କେବେ ମିସା ମର୍ ସିସ୍ ଅଇ ନାପାରୁସ୍ ।” (aiōn )
୯ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ସେନ୍ତାର୍ଆଲେ କାଇକେ ମର୍ ପାଦ୍ସେ ଦଇ ଦେଇସୁ? ମର୍ ମୁଣ୍ଡ୍ ଆରି ଆତ୍ ମିସା ଦଇଦିଆସ୍ ।”
10 Ježíš mu na to řekl: „Koho Bůh už jednou očistil, ten se potřebuje zbavovat jen každodenní špíny a vy jste čistí, ale ne všichni.“Tím myslel na svého zrádce.
୧୦ଜିସୁ ପିତର୍କେ କଇଲା, “ଜନ୍ ଲକ୍ମନ୍ ଗାଦଇ ସାରିଆଚତ୍, ସେମନ୍ ପୁରାପୁରୁନ୍ ସୁକଲ୍ । ପାଦ୍ ଦଇବାଟା ଚାଡି, କାଇଟା ଦଇବାର୍ ଲଡାନାଇ । ଗଟେକ୍ ଲକ୍କେ ଚାଡି, ତମେ ସବୁଲକ୍ ସୁକଲ୍ ଆଚାସ୍ ।”
୧୧କାଇକେ ବଇଲେ ଜନ୍ ସିସ୍ ଜିସୁକେ ସତ୍ରୁମନ୍କେ ଦାରାଇଦେଇସି ତାକେ ଜିସୁ ଜାନି ରଇଲା । ସେଟାର୍ ପାଇ ସେ ଗଟେକ୍ ଲକ୍କେ ଚାଡି ସବୁଲକ୍ ସୁକଲ୍ ଆଚାସ୍ ବଲି କଇଲା ।
12 Když umyl nohy poslednímu, oblékl se, vrátil se ke stolu a zeptal se jich: „Pochopili jste, proč jsem to udělal?
୧୨ଜିସୁ ସିସ୍ମନର୍ ପାଦ୍ ଦଇଲା ପଚେ ବେଟିରଇଲା ବସ୍ତର୍ ପିନ୍ଦିକରି ବସି ସେମନ୍କେ ପାଚାର୍ଲା, “ଏବେ ମୁଇ ତମର୍ ପାଇ କଲା କାମ୍ ବୁଜ୍ଲାସ୍ନି କି?”
13 Jestliže jsem vám umyl nohy já, váš Pán a Mistr, i vy si máte navzájem sloužit v pokorné lásce.
୧୩ଆରି ସେ କଇଲା, “ତମେ ମକେ ଗୁରୁ ଆରି ମାପ୍ରୁ ବଲି ଡାକ୍ଲାସ୍ନି, ସେଟା ଟିକ୍ସେ । କାଇକେ ବଇଲେ ଗୁରୁ ଆରି ମାପ୍ରୁ ମୁଇସେ ।”
୧୪ମୁଇ ତମର୍ ଗୁରୁ ଆରି ମାପ୍ରୁ ଅଇକରି, ତମର୍ ପାଦ୍ ଦଇଦେଲି ଆଚି ବଇଲେ ତମେ ମିସା ତମର୍ ତମର୍ ବିତ୍ରେ ପାଦ୍ ଦଇବାର୍ ଆଚେ ।
15 Dal jsem vám příklad. A vy se jím řiďte a jednejte jako já.
୧୫ମୁଇ ଏଟା ତମର୍ ପାଇ ଗଟେକ୍ ଉଦାଅରଣ୍ ପାରା କଲିଆଚି, ତମେ ମିସା ବିନ୍ ଲକ୍ମନ୍କେ ଏନ୍ତି କରା ।
16 Je nepochybné, že sluha není větší než jeho pán a vyslanec není významnější než hlava státu.
୧୬ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
17 Tak teď to víte, a když se podle toho budete řídit, přinese vám to radost.
୧୭ଜଦି ତମେ ଏ ସବୁ ବିସଇ ଜାନିଆଚାସ୍, ଆରି ସେ ଇସାବେ କର୍ସା ବଇଲେ ବେସି ସାର୍ଦା ଅଇସା ।
18 Na jedno se můžete spolehnout: kdo přijímá moje posly, přijímá mne, a tím i Otce. To, co jsem řekl, netýká se všech. Vím, koho jsem vyvolil. Plní se výrok Písma: ‚Ten, kdo se mnou jídal, podrazil mi nohy.‘Až se to stane, pochopíte, že to byla řeč o mně a mém zrádci.“
୧୮ମୁଇ ତମର୍ ସବୁ ଲକର୍ ବିସଇ ନେଇକରି କଇନାଇ, ଜନ୍ ଲକ୍ମନ୍କେ ବାଚି ଆଚି, ସେମନ୍ କେନ୍ତି ବଲି ଜାନିଆଚି । ମାତର୍ ସାସ୍ତରେ ଲେକା ଅଇଲା କାତା ସିଦ୍ ଅଇବାକେ ଏନ୍ତି ଗଟ୍ନା ଅଇଲାନି । ସାସ୍ତରେ ଲେକା ଅଇଲା ଆଚେ ଜେ ମର୍ ସଙ୍ଗ୍ କାଇଲାନି ସେ ମର୍ ବିରଦେ ଉଟ୍ସି ।
୧୯ଏବେ ଏ ଗଟ୍ନା ଅଇବା ଆଗ୍ତୁସେ ମୁଇ ତମ୍କେ ଏ କାତା କଇଲିନି । ଜେଡେବେଲା ଏ ଗଟ୍ନା ଗଟ୍ସି, ତମେ ମୁଇ ମସିଅ ବଲି ବିସ୍ବାସ୍ କର୍ସା ।
୨୦“ତମ୍କେ ସତ୍ କାତା କଇଲିନି, ଜନ୍ ଲକ୍ମନ୍ ମର୍ କବର୍ ନେବା ଲକ୍ମନ୍କେ ନାମ୍ବାଇ, ସେମନ୍ ମକେ ମିସା ନାମ୍ବାଇ, ଆରି ମକେ ପାଟାଇଲା ପର୍ମେସର୍କେ ମିସା ନାମ୍ବାଇ ।”
21 Když to Ježíš řekl, teprve to na něj v plné síle dolehlo a dodal otevřeně: „Je to tak, jeden z vás mne zradí.“
୨୧ଜିସୁ ଏ ସବୁ କାତା କଇସାରାଇଲା ପଚେ, ଆତ୍ମାଇ ବାୟାବିକଲ୍ ଅଇ ପୁଟ୍କାର୍ କରି କଇଲା, “ମୁଇ ତମ୍କେ ସତ୍ କାତା କଇଲିନି, ତମର୍ ବିତ୍ରେଅନି ଗଟେକ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା କର୍ସି ।”
22 Učedníci se tázavě dívali jeden na druhého, o kom to vlastně mluví.
୨୨ସେ ଏ କାତା, କାର୍ ବିସଇ ନେଇକରି କଇଲାନି ବଲି ସିସ୍ମନ୍ ବୁଜିନାପାରି ନିଜର୍ ନିଜର୍ ବିତ୍ରେ ଆର୍ ମୁଏ ସେ ତାର୍ ମୁଏ ଏ, ଦେକାଦେକି ଅଇବାର୍ ଦାର୍ଲାଇ ।
23 Petr se naklonil k učedníkovi, který byl u stolu Ježíšovi nejblíže, a naznačil mu, aby se zeptal. Ten se obrátil k Mistrovi: „Pane, kdo to je?“
୨୩ଜିସୁର୍ ସିସ୍ମନର୍ ବିତ୍ରେଅନି ଜଅନ୍, ଜାକେକି ଜିସୁ ମୁକିଅ ଇସାବେ ଆଲାଦ୍ କର୍ତେ ରଇଲା, ସେ ଜିସୁର୍ ଲଗେ ବସିକରି କାଇତେ ରଇଲା ।
୨୪ସିମନ୍ ପିତର୍ ଜଅନ୍କେ ସଗିଆ କରି କଇଲା, “ସେ କାର୍ ବିସଇ ନେଇକରି କଇଲାନି, ତାକେ ପାଚାର୍ ।”
୨୫ସେଟାର୍ ପାଇ ଜଅନ୍ ଜିସୁର୍ ଉପ୍ରେ ଆଉଜି ଅଇକରି ପାଚାର୍ଲା, “ଏ ମାପ୍ରୁ, ସେ ଲକ୍ କେ?”
26 „Ten, kterému podám chléb, “odpověděl Ježíš. Namočil kousek chleba do omáčky a podával ho Jidášovi.
୨୬ଜିସୁ କଇଲା, “ମୁଇ ଏ ରୁଟି ଜଲେ ଚବାଲି ଜାକେ ଦେବି, ସେ ଲକ୍ ସେ ।” ସେବେଲେ ସେ ରୁଟି ଜଲେ ଚବାଲି କରି ସିମନ୍ ଇସ୍କାରିୟତର୍ ପିଲା ଜିଉଦାକେ ଦେଲା ।
27 V tu chvíli naplnil Jidáše hněv. Ježíš mu řekl: „Neotálej a proveď rychle, co chceš.“
୨୭ଇସ୍କାରିୟତ୍ ଜିଉଦା ରୁଟି ମାଙ୍ଗ୍ଲା ଦାପ୍ରେ ସଇତାନ୍ ତାର୍ ମନ୍ ବିତ୍ରେ ଜାଇକରି ଚାଲାଇବାର୍ ଦାର୍ଲା । ଜିସୁ ସେ ବେଲାଇ ତାକେ କଇଲା, “ତୁଇ ଜାଇଟା କର୍ବାକେ ଗାଲୁସ୍ନି ବେଗି କର୍ ।”
28 Učedníci nechápali, o čem je řeč. Někteří si dokonce mysleli, že Jidáš má nakoupit nějaké jídlo na svátky nebo že má rozdat peníze chudým;
୨୮ଜିସୁ ଏ କାତା ଇସ୍କାରିୟତ୍ ଜିଉଦାକେ କାଇକେ କଇଲା, ତେଇ କାଇବାକେ ବସି ରଇଲା ଲକ୍ମନର୍ ବିତ୍ରେଅନି କେମିସା, ବୁଜି ନାପାର୍ଲାଇ ।
29 byl totiž jejich pokladníkem.
୨୯ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”
30 Jidáš přijal podávaný chléb, zvedl se a odešel. Byla noc.
୩୦ତାର୍ ପଚେ ଇସ୍କାରିୟତ ଜିଉଦା ରୁଟି ମାଙ୍ଗି ଦାପ୍ରେ ବାରଇକରି ଉଟିଗାଲା । ସେ ବେଲେ ରାତି ଅଇରଇଲା ।
31 Po Jidášově odchodu Ježíš řekl: „Je rozhodnuto, půjdu poslušně cestou, která se líbí Bohu, cestou Božího vítězství. Moji milí, už s vámi dlouho nebudu. Marně mne budete hledat. Na mojí cestě mne nemůžete doprovodit.
୩୧ଇସ୍କାରିୟତ୍ ଜିଉଦା ବାରଇକରି ଉଟିଗାଲା ପଚେ ଜିସୁ କଇଲା, “ଏବେ ପର୍ମେସରର୍ ତେଇଅନି ଆଇଲା ନର୍ପିଲା ମୁଇ ତାର୍ଟାନେଅନି ଡାକ୍ପୁଟା ପାଇବା ବେଲା ଆସିଆଚେ । ଆରି ମର୍ ଲାଗି ପର୍ମେସର୍ ମିସା ଡାକ୍ପୁଟା ପାଇସି ।
୩୨ଜଦି ପର୍ମେସର୍ ମର୍ତେଇଅନି ଡାକ୍ପୁଟା ଅଇଲେ, ନିଜର୍ ମଇମାସଙ୍ଗ୍ ନର୍ପିଲା ମକେ ମିସା ଡାକ୍ପୁଟା କରାଇସି । ଦାପ୍ରେସେ ମକେ ସେନ୍ତି କରାଇସି ।
୩୩ଏ ମର୍ ପିଲାମନ୍ ମୁଇ ତମର୍ ସଙ୍ଗ୍ ଚନେକର୍ପାଇ ରଇବି । ତାର୍ ପଚେ ତମେ ମକେ କଜ୍ସା, ଆରି ମୁଇ ଜନ୍ତି ଗାଲିନି ତମେ ତେଇ ଜାଇନାପାରାସ୍ । ଏ ବିସଇ ଜିଉଦି ନେତାମନ୍କେ ଜେନ୍ତି କଇରଇଲି, ସେନ୍ତି ଏବେ ତମ୍କେ ଆରିତରେକ୍ କଇଲିନି ।
34 Odkazuji vám, abyste se navzájem milovali, jako jsem já miloval vás.
୩୪ମୁଇ ତମ୍କେ ଗଟେକ୍ ନୁଆ ଆଦେସ୍ ଦେଲିନି, ତମେ ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ କରା । ମୁଇ ଜେନ୍ତି ତମ୍କେ ଆଲାଦ୍ କଲିଆଚି, ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାର୍ଆଚେ ।
35 Vaše vzájemná láska dokáže světu, že jste mými žáky.“
୩୫ତମର୍ ନିଜର୍ ନିଜର୍ ବିତ୍ରେ ଆଲାଦ୍ ରଇଲେ, ତମେ ମର୍ ସିସ୍ ବଲି ସବୁଲକ୍ ଜାନ୍ବାଇ ।”
36 „Mistře, kam chceš odejít?“zeptal se Petr. „Teď se mnou nemůžeš jít, “odpověděl mu Ježíš, „budeš mne následovat později.“
୩୬ସିମନ୍ ପିତର୍ ଜିସୁକେ ପାଚାର୍ଲା, “ଏ ମାପ୍ରୁ ତମେ କନ୍ତି ଗାଲାସ୍ନି?” ଜିସୁ କଇଲା, “ମୁଇ ଜନ୍ତି ଗାଲିନି ସେ ଜାଗାଇ ଏବେ ତୁଇ ଆସି ନାପାରୁସ୍ ମାତର୍ ପଚେ ଆଇସୁ ।”
37 „Proč s tebou nemohu jít už teď?“ptal se znovu Petr. „Jsem ochoten dát za tebe život!“
୩୭ପିତର୍ ଜିସୁକେ କଇଲା, “ଏ ମାପ୍ରୁ ଏବେ କାଇକେ ତମର୍ ପଚେ ପଚେ ଆସିନାପାରି? ମୁଇ ତମର୍ପାଇ ମର୍ବାକେ ମିସା ରାଜିଆଚି ।”
38 „Život za mne chceš dát?“zeptal se Ježíš. „Uvidíš, že mne třikrát zapřeš, než ráno zakokrhá kohout.“
୩୮ଜିସୁ ତାକେ କଇଲା, “ତୁଇ କାଇକେ ମର୍ପାଇ ମର୍ସୁ? ମୁଇ ତକେ ସତ୍ କାତା କଇଲିନି କୁକୁଡା ନ ଡାକ୍ତେ ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”