< Lukáš 19 >
1 Potom Ježíš vešel do Jericha.
୧ଜିସୁ ଆରି ତାର୍ ସିସ୍ମନ୍ ଜିରିଅ ବାଟେ ଜାଇତେ ରଇଲାଇ ।
2 Žil tam vrchní výběrčí daní Zacheus, velký boháč.
୨ତେଇ ଜକିୟ ନାଉଁର୍ ଗଟେକ୍ ମୁକିଅ ସିସ୍ତୁମାଙ୍ଗୁ ରଇଲା । ସେ ବେସି ସାଉକାର୍ ରଇଲା ।
3 Chtěl za každou cenu vidět Ježíše, ale protože sám byl malé postavy a okolo Ježíše se tísnily davy lidí,
୩ଜିସୁ କେନ୍ତାର୍ ଲକ୍ ବଲି ଦେକ୍ବାକେ ଜକିୟ ମନ୍ କର୍ତେ ରଇଲା । ମାତର୍ ଜିସୁର୍ ସଙ୍ଗ୍ ବେସି ଲକ୍ମନ୍ ଜାଇତେ ରଇଲାଇକେ ତାକେ ଦେକିନାପାର୍ତେ ରଇଲା । କାଇକେବଇଲେ ସେ ବୁଟି ରଇଲା ।
4 předběhl průvod a vylezl na strom; odtamtud ho vyhlížel.
୪ସେଟାର୍ ପାଇ ସେ, ଲକ୍ମନର୍ ଆଗ୍ତୁ ପାଲାଇ ଜାଇ ଜିସୁକେ ଦେକ୍ବାକେ ଗଟେକ୍ ଡୁମ୍ରି ଗଚେ ଚଗ୍ଲା । କାଇକେ ବଇଲେ ଜିସୁ ସେ ବାଟ୍ଦେଇ ଜିବାର୍ ରଇଲା ।
5 Když Ježíš došel až k tomu místu, podíval se vzhůru a řekl: „Zachee, pojď rychle dolů, chci dnes být tvým hostem.“
୫ଜିସୁ ସେ ଜାଗାଇ କେଟି ଉପ୍ରେ ଦେକିକରି ଜକିୟକେ କଇଲା, “ଜକିୟ ବିଗି ଉତ୍ରି ଆଉ, ଆଜି ମୁଇ ତମର୍ ଗରେ ରଇବି ।”
6 Zacheus slezl, jak nejrychleji uměl a plný radosti si odváděl Ježíše domů.
୬ତାର୍ ପଚେ ଜକିୟ ଦାପ୍ରେ ଉତ୍ରି ଆସି ବେସି ସାର୍ଦାଅଇ ଜିସୁକେ ତାର୍ ଗରେ ଡାକିନେଲା ।
7 Lidé se posmívali: „Jde na návštěvu k takovému hříšníkovi!“
୭ସେଟା ଦେକି ତେଇ ରଇଲା ଲକ୍ମନ୍ ଜିସୁ ଗଟେକ୍ ପାପି ଲକର୍ ଗରେ କାଇବାକେ ଗାଲାନି ବଲି ଗୁର୍ମୁରି ଜାଇତେରଇଲାଇ ।
8 Tu se Zacheus zastavil a obrátil na Ježíše: „Pane, polovinu svého majetku rozdám chudým a koho jsem okradl, tomu to čtyřnásobně vynahradím.“
୮ଜକିୟ ଟିଆଅଇ ଜିସୁକେ କଇଲା, “ଏ ମାପ୍ରୁ, ସୁନା! ମର୍ ସଁପତିଅନି ଅଦାବାଗ୍ ଗରିବ୍ ଲକ୍ମନ୍କେ ଦାନ୍ କରିଦେବି । ଆରି ସିସ୍ତୁ ମାଙ୍ଗ୍ବା ବେଲାଇ କାର୍ଟା ଅନିଆଇକରି ଆନି ରଇଲାଟା ମୁଇ ଚାର୍ଗୁନ୍ ଅଦିକ୍ ବାଉଡାଇ ଦେବି ।”
9 Nato Ježíš řekl: „Dnes se pro tohoto muže a jeho rodinu všechno mění. Teď plným právem patří k Božímu lidu.
୯ଜିସୁ ଜକିୟକେ କଇଲା, “ଆଜି ଏ ଗରେ ମୁକ୍ତି ମିଲ୍ଲା । କାଇକେବଇଲେ ଏ ମିସା ଗଟେକ୍ ଅବ୍ରାଆମର୍ ନାତିତିତି ।
10 Přišel jsem hledat a zachránit právě ty ztracené.“
୧୦ପର୍ମେସର୍ ଟାନେଅନି ଆସିରଇବା ନର୍ପିଲା ମୁଇ ପାପେ ରଇଲା ଲକ୍ମନ୍କେ ସେମନର୍ ପାପେଅନି ରକିଆ କର୍ବାକେ ଆସିଆଚି ।”
11 Tyto události a to, že měl Ježíš namířeno do Jeruzaléma, vedlo lidi k domněnce, že se nyní ujme své vlády.
୧୧ସେମନ୍ ଜିରୁସାଲାମ୍ ଲଗେ ଆଇଲା ବେଲାଇ ଜିସୁର୍ ସଙ୍ଗ୍ ଜିବା ଲକ୍ମନ୍ ତାର୍ କଇବା ସବୁ କାତା ସୁନ୍ତେ ରଇଲାଇ । କାଇକେବଇଲେ ତାର୍ କାତା ସୁନ୍ଲା ଲକ୍ମନ୍ ପର୍ମେସରର୍ ରାଇଜର୍ ସାସନ୍ ଦାପ୍ରେ ଅଇସି ବଲି ବାବ୍ତେ ରଇଲାଇ ।
12 Jak to doopravdy bude, jim Ježíš naznačil následujícím vyprávěním: „Jeden vznešený muž odešel daleko za hranice své vlasti, aby se tam dal korunovat a vrátil se zpět jako král.
୧୨ସେଟାର୍ପାଇ ସେ ଏ କାତାନି କଇଲା, ଗଟେକ୍ ବଡ୍ ଗରେ ଜନମ୍ ଅଇଲା ଲକ୍ ଦୁର୍ ଦେସେ ଜିବାକେ ତିଆର୍ ଅଇଲା । କାଇକେ ବଇଲେ ତେଇ ତାକେ ରାଜା କରାଇବାଇ । ସମାନ୍ ବେଲାଇ ତାର୍ ଦେସେ ସେ ବାଉଡି ଆଇସି ।
13 Předtím si však zavolal svých deset úředníků, dal každému z nich určitý obnos a řekl: ‚Nenechte je ležet ladem a snažte se jimi něco získat.‘
୧୩ତାର୍ ଆଗ୍ତୁ ସେ ତାର୍ ଦସ୍ଟା ଦାଙ୍ଗ୍ଡାମନ୍କେ ଡାକି, ଗଟେକ୍ ଗଟେକ୍ ଲକ୍କେ ଗଟେକ୍ ଗଟେକ୍ ସୁନାର୍ ଡାବୁ ଦେଇ କରି କଇଲା, “ମୁଇ ବାଉଡି ଆଇବାଜାକ ଏ ଡାବୁ ବେବାର୍ କରି ବୁତେକ୍ କରି ରୁଆ ।”
14 Někteří občané ho však nenáviděli, a proto žádali: ‚Nechceme, aby byl naším králem.‘
୧୪ମାତର୍ ତାର୍ ଦେସର୍ ଲକ୍ମନ୍ ତାକେ ଇନ୍ କର୍ତେରଇଲାଇ । ଆରି ସାସନ୍ କର୍ବା ଲକ୍ମନର୍ ଲଗେ କବର୍ କଇ ପାଟାଇଲାଇ, “ଏ ଲକ୍ ଆମ୍କେ ସାସନ୍ କର ବଲି ଆମେ ମନ୍ କରୁନାଇ ।”
15 Vladař se však přesto vrátil s královskou hodností. Ihned si dal předvolat úředníky, kterým svěřil peníze, aby zjistil, jak hospodařili.
୧୫ଏନ୍ତି ବଲି କଇଲେ ମିସା, ସେ ରାଜାଅଇ ଗରେ ବାଉଡି ଆଇଲା । ଆରି ସେ କାକେ କାକେ ସୁନାର୍ ଡାବୁ ଦେଇ ରଇଲା, ସେମନ୍ କେତେକ୍ ଲାକା ଲାବ୍ କଲାଇ ଆଚତ୍ ବଲି ଜାନ୍ବାକେ ଡାକାଇ ପାଟାଇଲା ।
16 Přišel první a řekl: ‚Pane, získal jsem desetkrát tolik, než jsi mi svěřil.‘
୧୬ତେଇ ପର୍ତୁମର୍ ଲକ୍ ଆସି କଇଲା, “ଏ ଆଗିଆଁ, ତମେ ଦେଲା ଗଟେକ୍ ସୁନାର୍ ଡାବୁ ନେଇ ଆରି ଦସ୍ଟା କଲିଆଚି ।”
17 Král ho pochválil: ‚Výborně, jsi dobrý hospodář. Nešlo o mnoho a obstál jsi. Svěřuji ti proto vládu nad deseti městy.‘
୧୭ସେ ରାଜା ସାର୍ଦା ଅଇ ତାକେ କଇଲା “ତୁଇ ନିକ ଦାଙ୍ଗ୍ଡା, ଅଲପ୍ ବିସଇ ଦାଇତ୍ ନେଇ କାମ୍ କଲୁସ୍ । ସେଟାର୍ପାଇ ମୁଇ ତକେ ଦସ୍ଟା ଗଡ୍ ଉପ୍ରେ ସାସନ୍ କର୍ବାକେ ସର୍ପି ଦେଲିନି ।”
18 Přišel druhý úředník, aby vykázal zisk: ‚Pane, mám pro tebe pětkrát tolik, než jsi mi svěřil.‘
୧୮ଆରି ଗଟେକ୍ ଲକ୍ ଆସି କଇଲା, “ଆଗିଆଁ, ତୁଇ ଦେଇରଇଲା ସୁନାର୍ ଡାବୁ ନେଇ ଆରି ପାଁଚ୍ଟା ଲାବ୍ କଲିଆଚି ।”
19 I toho král pochválil a svěřil mu správu nad pěti městy.
୧୯ସେ ରାଜା ତାକେ ମିସା କଇଲା “ତକେ ସାସନ୍ କର୍ବାକେ ପାଁଚ୍ଟା ଗଡ୍ ସର୍ପିଦେଲିନି ।”
20 Pak přišel další a řekl: ‚Pane, vím, že jsi přísný,
୨୦ମାତର୍ ଆରି ଗଟେକ୍ ଦାଙ୍ଗ୍ଡା ରାଜାର୍ ଲଗେ ଆସି କଇଲା, “ଏ ଆଗିଆଁ, ତମେ ଦେଇରଇଲା ସୁନାର୍ ଡାବୁ ଏଦେ ଦେକା, ଗଟେକ୍ ଗର୍ଣ୍ଡାଇ ଗୁଡିଆ ବାନ୍ଦି ସଙ୍ଗଇ ଦେଇରଇଲି ।
21 a tak jsem se bál o tvůj majetek. Dobře jsem ho ukryl a tady ti ho vracím nedotčený.‘
୨୧ତୁଇ ସାସନ୍ କର୍ବା ଲକ୍ ବଲି ଡରିକରି ମୁଇ ସେଟା ନେଇ ବେବାର୍ କରିନାଇ । କାଇକେବଇଲେ ଜାକେ ଦେଇ ନ ରଉସ୍ ତାର୍ତେଇଅନି ମାଙ୍ଗିନେଇସୁ । ଆରି ଜନ୍ତି ବୁନି ନ ରଉସ୍ ତେଇଅନି କାଟି ନେଇସୁ ।”
22 Král mu řekl: ‚Tvá vlastní slova tě soudí, lenochu. Věděl jsi, co jsem nařídil, a nesplnil jsi to.
୨୨ସେ ରାଜା ରିସାଅଇ କଇଲା, “ଅଇରେ ଦାଙ୍ଗ୍ଡା, ତର୍ କାତା ଇସାବେ ଆକା ତକେ ବିଚାର୍ କର୍ବି । ମୁଇ ଲକ୍ମନ୍ ଜନ୍ଟା ଦେଇ ନ ରଇ ସେଟା ମାଗିନେବି, ଆରି ଜନ୍ତେଇ ବୁନି ନ ରଇ ତେଇଅନି କାଟ୍ବି, ସେଟା ଜାନିରଇଲୁସ୍ ।
23 Proč jsi moje peníze alespoň neuložil na úrok?‘
୨୩ସେନ୍ତାର୍ଆଲେ ମର୍ ସୁନାର୍ ଡାବୁ କାଇକେ ବେଁକେ ସଙ୍ଗଉସ୍ ନାଇ? ସଙ୍ଗଇ ରଇଲେ ତେଇଅନି ମକେ କଲନ୍ତର୍ ମିଲ୍ତା ।”
24 Pak řekl okolostojícím: ‚Vezměte ty peníze od něho a dejte je tomu, kdo získal desetinásobek.‘
୨୪ଆରି ସେ ଲଗେ ଟିଆଅଇଲା ଲକ୍ମନ୍କେ ରାଜା କଇଲା, “ତାର୍ ତେଇଅନି ଏ ଅଦ୍ଲି ମାଗିନେଇ ଜେ ଦସ୍ଟା ଅଦ୍ଲି ଲାବ୍କଲା ଆଚେ, ତାକେ ଦିଆସ୍ ।”
25 Namítali: ‚Pane, vždyť ten už má dost.‘
୨୫ମାତର୍ ସେ ଲକ୍ମନ୍ ରାଜାକେ ପାଚାର୍ଲାଇ, “ଏ ଆଗିଆଁ ତାର୍ଟାନେ ଦସ୍ଟା ଆଚେ ଆରି ତାକେ କାଇକେ ଦେଉଁ?”
26 Král odpověděl: ‚Každému, kdo se osvědčí, bude ještě přidáno, ale ten, kdo se neosvědčí, přijde o všechno.
୨୬ସେ କଇଲା, “ମୁଇ ତମ୍କେ କଇଲିନି, ଜାକେ ଆଚେ ତାକେ ଅଦିକ୍ ଦିଆଅଇସି, ମାତର୍ ଜାର୍ ନାଇ, ତାର୍ତେଇ ରଇଲା ଅଲପ୍ ମିସା ଚାଡାଇ ନିଆଅଇସି ।
27 A mé nepřátele, kteří mne nechtěli za panovníka, popravte!‘“
୨୭ମାତର୍ ଜେମନ୍ ମୁଇ ତାକର୍ ରାଜା ଅଇବାକେ ମନ୍ ନ କର୍ତେ ରଇଲାଇ, ସେମନ୍କେ ଡାକି ଆନି ମର୍ ମୁଆଟେ ମରାଇଦିଆସ୍ ।”
28 Když skončil svoje vypravování, pokračoval v cestě do Jeruzaléma.
୨୮ଜିସୁ ଏ ସବୁ କାତା କଇସାରାଇ ସିସ୍ମନର୍ ଆଗ୍ତୁ ଆଗ୍ତୁ ଜିରୁସାଲାମ୍ ବାଟେ ଗାଲା ।
29 V blízkosti dvora Betfage u Betanie pod Olivovou horou vyzval dva své učedníky: „Jděte naproti do městečka. Najdete tam uvázané oslátko, na kterém dosud nikdo neseděl. Odvažte ho a přiveďte.
୨୯ଜେଡେବଲ୍ ଜିସୁ ଆରି ତାର୍ ସିସ୍ମନ୍ ଜିତ୍ଗଚ୍ମନ୍ ରଇଲା ଡଙ୍ଗର୍ ପାଲି ଆରି ବେତ୍ପାଗି ଆରି ବେତ୍ନିଆ ଗଡେ କେଟ୍ଲାଇ, ସେ ସିସ୍ମନର୍ ବିତ୍ରେ ଅନି ଦୁଇ ଲକ୍କେ, ସେମନ୍ ଜିବା ଆଗ୍ତୁ ଏନ୍ତାରି କଇପାଟାଇଲା ।
୩୦ତମର୍ ମୁଆଟେ ରଇବା ଗାଏଁ ଜାଆ । ସେ ଗାଏଁ ଗାଲେ, କେ କେବେ ମିସା ଚଗିନରଇବା ଗଦପିଲା ବାନ୍ଦିଅଇରଇଲାଟା ଦେକ୍ସା । ତାକେ ମେଲି ଦାରିଆସା ।
31 Kdyby se vás někdo ptal, proč to děláte, řekněte: ‚Pán ho potřebuje.‘“
୩୧ଜେ ଜଦି ତମ୍କେ “କାଇକେ ମେଲି ନେଲାସ୍ନି?” ବଲି କଇଲେ “ଏଟା ଗୁରୁକେ ଦର୍କାର୍ ଆଚେ ବଲି କୁଆ ।”
32 Ti dva šli a nalezli všechno tak, jak Ježíš řekl.
୩୨ପଚେ ସିସ୍ମନ୍ ସେ ଗାଏଁ ଜାଇ, ଜିସୁ ଜେନ୍ତି କଇରଇଲା ସେନ୍ତି ଦେକ୍ଲାଇ ।
33 Když oslátko odvazovali, přišli majitelé a ptali se, proč to dělají.
୩୩ଆରି ସେମନ୍ ସେ ଗଦପିଲାକେ ମେଲ୍ବାବେଲେ ଗଦ ପିଲାର୍ ସାଉକାର୍ ସେମନ୍କେ ପାଚାର୍ଲା, “କାଇକେ ଗଦପିଲାକେ ମେଲ୍ଲାସ୍ନି?”
34 Odpověděli: „Pán ho potřebuje.“
୩୪ସିସ୍ମନ୍ କଇଲାଇ, “ଏ ଗଦପିଲା ଗୁରୁକେ ଦର୍କାର୍ ଆଚେ ।”
35 Přivedli oslíka, pokryli mu hřbet svými plášti a posadili na něj Ježíše.
୩୫ସିସ୍ମନ୍ ଗଦ ପିଲାକେ ଜିସୁର୍ ଲଗେ ଆନି ନିଜର୍ ନିଜର୍ ଲୁଗା ଗଦର୍ ଉପ୍ରେ ଡାବି ଜିସୁକେ ତାର୍ ଉପ୍ରେ ବସାଇଲାଇ ।
36 Ostatní lidé stlali dokonce své pláště na cestu, kudy jel.
୩୬ଆରି ଜିସୁ ଗାଲା ବାଟେ ଲକ୍ମନ୍ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ।
37 Když začali sestupovat z Olivové hory, zmocnilo se zástupu nadšení; děkovali Bohu za všechny divy, které na vlastní oči viděli.
୩୭ଜିସୁ ଜେଡେବଲ୍ ଜିତ୍ଗଚ୍ମନ୍ ରଇଲା ଗଡ୍ଗଡା ଜାଗା ଲଗେ କେଟ୍ଲା, ସେବେଲା ତେଇ ରଇଲା ତାର୍ ଜେତ୍କି ସିସ୍ ମାନ୍ଦା ସେ କରିରଇଲା କାବାଅଇଜିବା କାମ୍ ଏତାଇ, ସାର୍ଦାଅଇ ଆଉଲିଅଇକରି ପର୍ମେସର୍କେ ଜୁଆର୍ କରି କଇଲାଇ,
38 Provolávali: „Sláva králi, Bůh ho posílá! Nebe je smířeno, sláva!“
୩୮“ପର୍ମେସରର୍ ନାଉଁ ନେଇକରି ଜନ୍ ରାଜା ଆଇଲାନି ତାକେ ସେ ଆସିର୍ବାଦ୍ କର । ସର୍ଗେ ସାନ୍ତି ଅ, ଆରି ସବୁର୍ଟାନେ ଅନି ବଡ୍ ପର୍ମେସରର୍ ମଇମା ଅ ।”
39 Byli tam také někteří farizejové a ti mu domlouvali: „Pokárej své učedníky, aby se takhle nerouhali.“
୩୯ସେ ସିସ୍ ମାନ୍ଦାର୍ ବିତ୍ରେ କେତେଟା ପାରୁସିମନ୍ ଜିସୁକେ କଇଲାଇ, “ଏ ଗୁରୁ ତର୍ସଙ୍ଗ୍ ଆଇବା ସିସ୍ମନ୍କେ ଚିମ୍ରାଅଇ ରଇବାକେ କଅ ।”
40 Ježíš odpověděl: „Jestliže oni zmlknou, bude volat kamení.“
୪୦ମାତର୍ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ କଇଲିନି, ଏ ଲକ୍ମନ୍ ଚିମ୍ରାଅଇ ରଇଲେ ପାକ୍ନାମନ୍ ତାକର୍ ନିଜେ ନିଜେ ଆଉଲି ଅଇବାଇ ।”
41 Když se před Ježíšem otevřel pohled na Jeruzalém, vstoupily mu slzy do očí a plný smutku
୪୧ଜିସୁ ଜିରୁସାଲାମ୍ ଲଗେ କେଟ୍ଲା ବେଲେ ସେ ଗଡ୍ ଦେକି କାନ୍ଦିକରି କଇଲା,
42 řekl: „Město, kéž bys alespoň dnes pochopilo, co ti může přinést pokoj. Ty však nic nechápeš,
୪୨“ସାନ୍ତି ପାଇବାକେ କାଇଟା ଦର୍କାର୍, ସେଟା ଜଦି ତମେ ଆଜି ଜାନିରଇତାସ୍ ଆଲେ, କେତେ ନିକ ଅଇତା! ମାତର୍ ସେସବୁ ଏବେ ତମେ ଦେକି ନାପାର୍ଲାସ୍ନି ।
43 a tak přijde den, kdy tě obklíčí nepřátelé a oblehnou tě.
୪୩ସେଟାର୍ପାଇ ବଲି ଏନ୍ତି ବେସି ବାଦା ଅଇଜିବା ଦିନ୍ ଆଇସି । ତମର୍ ସତ୍ରୁମନ୍ ତମର୍ ଚାରିବେଟ୍ତି ପାଚୁରି ବାନ୍ଦି ଅଟ୍କାଇବାଇ ଆରି ଚାରିବେଡ୍ତି ଅନି ତମର୍ ଉପ୍ରେ ମାଣ୍ଡି ଆଇବାଇ ।
44 Nakonec tě srovnají se zemí a tvé syny pobijí, protože jsi nerozeznalo čas, kdy k tobě přichází Bůh.“
୪୪ସେମନ୍ ତମ୍କେ ଆରି ତମର୍ ପାଚୁରି ତେଇ ରଇବା ଲକ୍ମନ୍କେ ପୁରାପୁରୁନ୍ ନସାଇ କୁଟ୍କୁଟା କରିଦେବାଇ । ଗଟେକ୍ ପାକ୍ନା ମିସା ନିଜର୍ ଜାଗାଇ ନ ଚାଡତ୍ । କାଇକେବଇଲେ ପର୍ମେସର୍ ତମ୍କେ ରକିଆ କର୍ବାକେ ଆସିରଇଲା, ସେବେଲା ତମେ ଜାନି ନାପାର୍ଲାସ୍ ।”
45 V Jeruzalémě vešel do chrámu a hned za branou narazil na ty, kdo tam prodávali. Začal je vyhánět
୪୫ଆରି ଜିସୁ ଜିରୁସାଲାମ୍ ମନ୍ଦିର୍ ବିତ୍ରେ ପୁରିକରି ତେଇ ଗେନାବିକା କର୍ବା ଲକ୍ମନ୍କେ ବାର୍କରାଇଦେବାର୍ ଦାର୍ଲା ।
46 se slovy: „Je psáno, že tento chrám je svaté místo pro modlitby, a vy jste z něho udělali tržiště.“
୪୬ସେମନ୍କେ କଇଲା, “ଦରମ୍ ସାସ୍ତରେ ଏନ୍ତାରି ଲେକାଅଇଲା ଆଚେ, ମର୍ ଗର୍ ପାର୍ତନା ଗର୍ ଅଇସି । ମାତର୍ ତମେ ସେଟା ଚର୍ମନର୍ ଲୁଚ୍ବା ଜାଗା କରିଆଚାସ୍ ।”
47 Po několik dní se Ježíš vracel do chrámu a učil tam. Velekněží a vykladači zákona se ho chtěli za podpory předních občanů Jeruzaléma zmocnit a připravit ho o život,
୪୭ତାର୍ ପଚେ ଜିସୁ ସବୁଦିନେ ଜିରୁସାଲାମ୍ ମନ୍ଦିରେ ସିକିଆ ଦେଇତେ ରଇଲା । ମାତର୍ ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଆରି ନେତାମନ୍ ମିସି ଜିସୁକେ ମରାଇବାକେ ଚେସ୍ଟା କର୍ତେ ରଇଲାଇ ।
48 ale nevěděli, jak to udělat, protože lid ho miloval a rád mu naslouchal.
୪୮କାଇକେ ବଇଲେ ଗୁଲାଇ ଲକ୍, ଜିସୁ ସିକାଇଦେବା କାତା ଆରି ସେ କଇତେରଇବା ପଦ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ । ତେବର୍ ପାଇ ସେମନ୍ କେନ୍ତାର୍ କର୍ବାର୍ ବଲି ବାଟ୍ ମିଲାଇ ନାପାର୍ତେ ରଇଲାଇ ।