< 1 Korinterne 1 >
1 Paulus, Jesu Kristi kaldede Apostel ved Guds Villie, og Broderen Sosthenes
୧ମୁଇ ପାଉଲ୍ ଆରି ଆମର୍ ସଙ୍ଗର୍ ବିସ୍ବାସି ସସ୍ତିନା ଜୁଆର୍ ଜାନାଇଲୁନି । ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ପେରିତ୍ ଅଇବାକେ ମକେ ବାଚିଆଚେ ।
2 til Guds Menighed, som er i Korinth, helligede i Kristus Jesus, hellige ifølge Kald tillige med alle dem, der paa ethvert Sted paakalde vor Herres Jesu Kristi, deres og vor Herres Navn:
୨କରନ୍ତିୟ ନଅରେ ରଇବା ପର୍ମେସରର୍ ମଣ୍ଡ୍ଲିର୍ ଲକ୍ମନ୍କେ ଲେକ୍ଲୁନି । ପର୍ମେସର୍ ତମ୍କେ ଜିସୁକିରିସ୍ଟ ସଙ୍ଗ୍ ମିସାଇ, ତାର୍ ନିଜର୍ ଲକ୍ କଲାଆଚେ । ଆରି ମାପ୍ରୁ ଜିସୁକିରିସ୍ଟକେ ଉପାସନା କର୍ବା, ସବୁ ଜାଗାଇ ରଇବା ଲକର୍ ସଙ୍ଗ୍ ତମ୍କେ ସୁକଲ୍ ଅଇବାକେ ବାଚିଆଚେ । ସେ ଆମର୍ ମାପ୍ରୁ ଆରି ତାକର୍ ମିସା ।
3 Naade være med eder og Fred fra Gud vor Fader og den Herre Jesus Kristus!
୩ଆମର୍ ବାବା ପର୍ମେସର୍ ଆରି ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
4 Jeg takker min Gud altid for eder, for den Guds Naade, som blev given eder i Kristus Jesus,
୪କିରିସ୍ଟ ଜିସୁର୍ଟାନେ ପର୍ମେସରର୍ ଜେନ୍ତି ଜିବନ୍ ଦୁକାଇରଇଲା, ସେ ଜିବନ୍ ଦୁକାନିର୍ ଲାଗି, ମୁଇ ସବୁବେଲେ ତମର୍ ବିସଇନେଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
5 at I ved ham ere blevne rige i alt, i al Tale og al Kundskab,
୫କାଇକେବଇଲେ ତମେ କିରିସ୍ଟ ସଙ୍ଗ୍ ମିସିକରି ଆଚାସ୍ ବଲି ପର୍ମେସର୍ ତମ୍କେ ଲଡାକେ ଅଇବା ସବୁ ବିସଇ, ତମର୍ କାତା ଅଇବା ବପୁ ଆରି ସବୁ ରକାମର୍ ଗିଆନ୍ ଦେଇଆଚେ ।
6 ligesom Vidnesbyrdet om Kristus er blevet stadfæstet hos eder,
୬କିରିସ୍ଟର୍ ବିସଇନେଇ ତମ୍କେ ଜନ୍ କବର୍ କଇରଇଲୁ, ସେଟା ଟିକ୍ ଆକା ବଲି ଜାନା ପଡ୍ଲାନି ।
7 saa at I ikke staa tilbage i nogen Naadegave, idet I forvente vor Herres Jesu Kristi Aabenbarelse,
୭ତେବେ ତମେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ଏ ଜଗତେ ବାଉଡି ଆଇବାଟା ଜାଗିରଇବାକେ ସବୁ ରକାମର୍ ଆତ୍ମାର୍ ଦାନ୍ ମିଲାଇ ଆଚାସ୍ ।
8 han, som ogsaa skal stadfæste eder indtil Enden som ustraffelige paa vor Herres Jesu Kristi Dag.
୮ଜେନ୍ତିକି ଆମର୍ ମାପ୍ରୁ ଜିସୁ ଆଇବା ଦିନେ ତମ୍କେ କାଇ ମିସା ନିନ୍ଦା ନ ଅ । ଏଟାର୍ପାଇ ମାପ୍ରୁ ତମ୍କେ ସାରାସାରି ଜାକ ମିସା ତବିର୍ କରି ସଙ୍ଗଇସି ।
9 Trofast er Gud, ved hvem I bleve kaldede til Samfund med hans Søn, Jesus Kristus, vor Herre.
୯ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି ।
10 Men jeg formaner eder, Brødre! ved vor Herres Jesu Kristi Navn, at I alle skulle føre samme Tale, og at der ikke maa findes Splittelser iblandt eder, men at I skulle være forenede i det samme Sind og i den samme Mening.
୧୦ଏ ମର୍ ବାଇବଇନିମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ମୁଇ ତମ୍କେ ବାବୁଜିଆ କଲିନି, ଜେନ୍ତିକି ତମେ ସବୁଲକ୍ ଗଟେକ୍ କାତାଇ ରାଜି ଉଆ, ଆରି ତମର୍ ତମର୍ ବିତ୍ରେ ବେଗ୍ଲା ବେଗ୍ଲି ଉଆନାଇ । ମାତର୍ ତମେ ଗଟେକ୍ ଦଲ୍, ଗଟେକ୍ ମନ୍ ଆରି ଗଟେକ୍ କାତାଇ ରାଜି ଉଆ ।
11 Thi det er blevet mig fortalt om eder, mine Brødre! af Kloes Husfolk, at der er Splidagtighed iblandt eder.
୧୧ତମର୍ ତମର୍ ବିତ୍ରେ ଲାଗାଜଡା ଆଚେ ବଲି ମୁଇ କିଲିୟର୍ କୁଟୁମେ ଅନି ସୁନିଆଚି ।
12 Jeg mener dette, at enhver af eder siger: Jeg hører Paulus til, og jeg Apollos, og jeg Kefas, og jeg Kristus.
୧୨ମୁଇ ବାବ୍ଲିନି, ତମର୍ ବିତ୍ରେ କେତେଲକ୍ କଇବାଇ, ଆମେ ପାଉଲର୍ ବାଟେ ଜିବାଲକ୍, କେତେଲକ୍ ଆପଲର୍ ବାଟେ ଜିବାଲକ୍, କେତେଲକ୍ କେପାର୍ ବାଟେ ଜିବା ଲକ୍, ଆରି କେତେଲକ୍ ଆମେ କିରିସ୍ଟର୍ ବାଟେ ଜିବା ଲକ୍ ।
13 Er Kristus delt? mon Paulus blev korsfæstet for eder? eller bleve I døbte til Paulus's Navn?
୧୩କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍?
14 Jeg takker Gud for, at jeg ikke døbte nogen af eder, uden Krispus og Kajus,
୧୪ସେଟାର୍ପାଇ କିରିସ୍ପ ଆରି ଗାଅକେ ଚାଡ୍ଲେ ତମର୍ ବିତ୍ରେ ଆରି କାକେ ମିସା ଡୁବନ୍ ଦେଇ ନାଇ ବଲି ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
15 for at ikke nogen skal sige, at I bleve døbte til mit Navn.
୧୫ତମେ ମର୍ ନାଉଁ ଦାରି ଡୁବନ୍ ନେଇଆଚାସ୍ ବଲି କେଡେବେଲେ କେ ମିସା କଇଦେବାଇ ।
16 Dog, jeg døbte ogsaa Stefanas's Hus; ellers ved jeg ikke, om jeg døbte nogen anden.
୧୬ଉଁ ତିପାନ୍କେ ଆରି ତାର୍ କୁଟୁମର୍ ଲକ୍କେ ମିସା ଡୁବନ୍ ଦେଇରଇଲି । ଆରି କାକେ ଡୁବନ୍ ଦେଲିଆଚି କି ନାଇ ବଲି ମକେ ଏତ୍ ଆସେ ନାଇ ।
17 Thi Kristus sendte mig ikke for at døbe, men for at forkynde Evangeliet, ikke med vise Ord, for at Kristi Kors ikke skulde tabe sin Kraft.
୧୭କାଇକେବଇଲେ କିରିସ୍ଟ ମକେ ଡୁବନ୍ ଦେବାକେ ପାଟାଏ ନାଇ, ନିମାନ୍ କବର୍ ଜାନାଇବାକେ ପାଟାଇଲା ଆଚେ । ଜଦି ଲକ୍ମନର୍ ଗିଆନ୍ ଇସାବେ ସେଟା ମୁଇ କର୍ତି, ସେନ୍ତାର୍ ଆଲେ କିରିସ୍ଟର୍ କୁର୍ସର୍ କବରର୍ ବପୁ ଉନା ଅଇତା ।
18 Thi Korsets Ord er vel for dem, som fortabes, en Daarskab, men for dem, som frelses, for os er det en Guds Kraft.
୧୮କୁରୁପ୍ନାସ୍ ଅଇଜାଇତେରଇବା ଲକ୍ମନର୍ପାଇ, କୁରୁସେ ଅଇଲା କିରିସ୍ଟର୍ ମରନର୍ କାତା, କାଇ ମୁଲିଅ ନାଇ । ମାତର୍, ଆମର୍ପାଇ ସେଟା ପର୍ମେସରର୍ ବପୁ । ଆମେ ମୁକ୍ତି ପାଇତେରଇବା ଲକ୍ମନ୍ ।
19 Thi der er skrevet: „Jeg vil lægge de vises Visdom øde, og de forstandiges Forstand vil jeg gøre til intet.”
୧୯ତେବେ ଦରମ୍ ସାସ୍ତରେ ଏନ୍ତି ଲେକାଆଚେ, ମୁଇ ଗିଆନ୍ ରଇବା ଲକ୍ମନର୍ ଗିଆନ୍ ନସାଇବି, ଆରି ବୁଦି ରଇବା ଲକ୍ମନର୍ ବୁଦି କାଇ ଲଡାକେ ନ ଆଇଲା ପାରା କର୍ବି ।
20 Hvor er der en viis? hvor er der en skriftklog? hvor er der en Ordkæmper af denne Verden? har Gud ikke gjort Verdens Visdom til Daarskab? (aiōn )
୨୦ତେବେ ଗିଆନ୍ ରଇବା ଲକ୍ମନର୍ ବିସଇ କାଇଟା କଇଅଇସି? ସାସ୍ତର୍ ସିକାଉମନର୍ ବିସଇ କାଇଟା କଇ ଅଇସି? ଆରି ଏ ଜୁଗର୍ ଦଦାପେଲା ଅଇବା ଲକ୍ମନର୍ ବିସଇ କାଇଟା କଇଅଇସି? ପର୍ମେସର୍ ଏ ଜଗତର୍ ଗିଆନ୍ ରଇବା ଲକ୍ମନ୍କେ କାଇ ଲଡାକେ ନ ଆଇବାଟା ବଲି କଏ ନାଇ କି? (aiōn )
21 Thi efterdi Verden ved sin Visdom ikke erkendte Gud i hans Visdom, behagede det Gud ved Prædikenens Daarskab at frelse dem, som tro,
୨୧ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
22 eftersom baade Jøder kræve Tegn, og Grækere søge Visdom,
୨୨ଜିଉଦିମନ୍ କାବା ଅଇଜିବା ଚିନ୍ ପାଇ ଦାବି କଲାଇନି । ଗିରିକ୍ମନ୍ ଗିଆନ୍ କଜ୍ଲାଇନି ।
23 vi derimod prædike Kristus som korsfæstet, for Jøder en Forargelse og for Hedninger en Daarskab,
୨୩ମାତର୍ ଆମେ କୁରୁସ୍ ଉପ୍ରେ ଚଗାଇ ଅଇରଇବା କିରିସ୍ଟର୍ ବିସଇ ଜାନାଇଲୁନି । ଏ କାତା ସୁନ୍ଲେ ଜିଉଦିମନ୍ ରିସା ଅଇଗାଲାଇନି ଆରି ଜିଉଦି ନଇଲା ଲକ୍ମନ୍ ସେ କାତାର୍ କାଇ ମୁଲିଅ ନାଇ ବଲି ବାବ୍ଲାଇନି ।
24 men for selve de kaldede baade Jøder og Grækere, Kristus som Guds Kraft og Guds Visdom.
୨୪ମାତର୍ ଜିଉଦି ଅଅତ୍, କି ଜିଉଦି ନଇଲା ଲକ୍ ଅଅତ୍, ଜନ୍ ଲକ୍ମନ୍ ବାଚି ଅଇଆଚତ୍, ସେମନର୍ ପାଇ କିରିସ୍ଟ ପର୍ମେସରର୍ ବପୁ ଆରି ପର୍ମେସରର୍ ଗିଆନ୍ ପାରା ଆଚେ ।
25 Thi Guds Daarskab er visere end Menneskene, og Guds Svaghed er stærkere end Menneskene.
୨୫ତେବେ ଜନ୍ଟା ପର୍ମେସରର୍ ବକୁଆ ବିସଇ ସେଟା ମୁନୁସର୍ ଗିଆନେ ଅନି ଅଦିକ୍ ଆଚେ, ଆରି ଜନ୍ଟା ପର୍ମେସରର୍ ଦୁର୍ବଲ୍ ବିସଇ, ସେଟା ମୁନୁସର୍ ବପୁଟାନେଅନି ଅଦିକ୍ ବପୁ ।
26 Thi ser, Brødre! paa eders Kaldelse, at I ere ikke mange vise efter Kødet, ikke mange mægtige, ikke mange fornemme;
୨୬ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ ।
27 men det, som var Daarskab for Verden, udvalgte Gud for at beskæmme de vise, og det, som var svagt for Verden, udvalgte Gud for at beskæmme det stærke;
୨୭ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ ।
28 og det for Verden uædle og det ringeagtede, det, som intet var, udvalgte Gud for at gøre det, som var noget, til intet,
୨୮ତେବର୍ ପାଇ, ପର୍ମେସର୍ ଏ ଜଗତର୍ କାଇ ଲଡାକେ ନ ଆସେ ବଲି କଇବା ଲକ୍ମନ୍କେ, ଆରି ସବୁବେଲେ ତଲେ ରଇ ଲକ୍ମନ୍ ଗିନ୍ କର୍ତେରଇବା ଲକ୍କେ ବାଚ୍ଲାଆଚେ ।
29 for at intet Kød skal rose sig for Gud.
୨୯ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
30 Men ud af ham ere I i Kristus Jesus, som blev os Visdom fra Gud, baade Retfærdighed og Helliggørelse og Forløsning;
୩୦ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
31 for at, som der er skrevet: „Den, som roser sig, rose sig af Herren!”
୩୧ମାତର୍ ଜେନ୍ତି ଦରମ୍ ସାସ୍ତରେ ଲେକା ଅଇଆଚେ, ଜେ ଜଦି ବଡ୍ପନ୍ ଅଇସି, ତେବେ ସେ ମାପ୍ରୁ କଲା କାମ୍ ତେଇ ବଡ୍ପନ୍ ଅ ।