< 2 Korinterne 11 >
1 Gid I vilde finde eder i en Smule Daarskab af mig! Dog, I gøre det jo nok.
୧ଜଦି ମୁଇ ବକୁଆ ଲକର୍ପାରା କାତା କଇଲେ ମିସା ତମେ ସେଟା ସୁନି ଚିମ୍ରା ଅଇରୁଆ ।
2 Thi jeg er nidkær for eder med Guds Nidkærhed; jeg har jo trolovet eder med een Mand for at fremstille en ren Jomfru for Kristus.
୨ମାପ୍ରୁ ତମର୍ ବିସଇନେଇ ମର୍ ଲକ୍ମନ୍ ମକେସେ ନାମିକରି ରଅତ୍ ବଲି ଦାରିଆଚେ । ସେନ୍ତିସେ ମୁଇ ମିସା ତମ୍କେ ପର୍ମେସର୍କେସେ ମନ୍ କରା ବଲି ଆସା କଲିନି । ସୁକଲ୍ ଅଇରଇବା ଗଟେକ୍ ଦାଙ୍ଗ୍ଡିପାରା ମୁଇ ତମ୍କେ ଗଟେକ୍ ଦାଙ୍ଗ୍ଡାର୍ ପାଇ ମାଙ୍ଗ୍ନି କଲିଆଚି । ସେ ଅଇଲାନି ନିଜେ କିରିସ୍ଟ ।
3 Men jeg frygter for, at ligesom Slangen bedrog Eva ved sin Træskhed, saaledes skulle eders Tanker fordærves og miste det oprigtige Sindelag over for Kristus.
୩ମୁଇ ତମର୍ ବିସଇନେଇ ବାବି ବାବି ଆଚି । କେଡେବେଲେ ତମର୍ ମନର୍ ଚିନ୍ତା କିରିସ୍ଟତେଇ ଅନି ବିନ୍ ବାଟେ ଜାଇସି ଆରି ତାର୍ପାଇ ରଇବା ତମର୍ ଆଲାଦ୍ ପୁରାପୁରୁନ୍ ମନ୍ ସଙ୍ଗ୍ ନ ରଏ । ଅବା ପାରା ତମେ ନାଡାଇଅଇସା ମିସା । ଜେନ୍ତିକି ସେ ଗଟେକ୍ ଚତୁର୍ ସାଁପର୍ କାତା ଦାରି ନାଡାଇଅଇଲା ।
4 Thi dersom nogen kommer og prædiker en anden Jesus, som vi ikke prædikede, eller I faa en anderledes Aand, som I ikke fik, eller et anderledes Evangelium, som I ikke modtoge, da vilde I kønt finde eder deri.
୪କାଇକେବଇଲେ, ଜଦି କେ ମିସା ତମର୍ ଲଗେ ଆସି କରି ଆମେ ତମ୍କେ ଜାନାଇରଇବା ଜିସୁର୍ ବିସଇକେ ଚାଡି, ବିନ୍ ସିକିଆ ଦେଲେ ତମେ ସାର୍ଦା ଅଇସା । ସୁକଲ୍ ଆତ୍ମାକେ ନ ପାଇକରି ବିନ୍ ଆତ୍ମାକେ ପାଇଲାସ୍ନି । ଆରି ସେମନ୍ ଜନ୍ ସୁବ୍କବର୍ ଜାନାଇଲାଇନି, ସେଟା ଆମେ ଜାନାଇବା ସୁବ୍କବର୍ ନଏଁ ।
5 Thi jeg mener ikke at staa tilbage i noget for de saare store Apostle.
୫ତମର୍ ଟାନେ ଜେତ୍କି ସିକାଉମନ୍ ଆଚତ୍ । ଜଦି ସେମନ୍ ଆମେ ସବୁର୍ଟାନେଅନି ମୁକିଅ ପେରିତ୍ମନ୍ ବଲି ନିଜେ କଇଅଇଲେ ମିସା, ସେମନ୍ ମର୍ଟାନେଅନି ବଡ୍ ବଲି ମୁଇ ବାବି ନାଇ ।
6 Er jeg end ulærd i Tale, saa er jeg det dog ikke i Kundskab; tværtimod paa enhver Maade have vi lagt den for Dagen for eder i alle Stykker.
୬ମୁଇ ଅଦିକ୍ କାତା କଇ ନାପାର୍ଲେ ମିସା, ସତ୍ ସିକିଆ ଜାନିଆଚି । ଆରି ମୁଇ ତମ୍କେ ଜେଡେବେଲେ ଜାକ ଏ ସିକିଆ ଦେଇତେରଇଲି, ଏଟା ତମ୍କେ ଜାନାଇଆଚି ।
7 Eller gjorde jeg Synd i at fornedre mig selv, for at I skulde ophøjes, idet jeg forkyndte eder Guds Evangelium for intet?
୭ତମ୍କେ ମୁଇ ଜେଡେବେଲେ ସୁବ୍କବର୍ ଜାନାଇରଇଲି, କେବେ ମିସା ମର୍ ବୁତି ମାଙ୍ଗି ନାଇ । ତମ୍କେ ମୁକିଅ ଲକ୍ କରାଇବାକେ ମୁଇ ନିଜେ ତଲ୍କେ ଅଇଲି । ମୁଇ କରିରଇଲାଟା ବୁଲ୍ ରଇଲା କି?
8 Andre Menigheder plyndrede jeg, idet jeg tog Sold af dem for at tjene eder, og medens jeg var nærværende hos eder og kom i Trang, faldt jeg ingen til Byrde;
୮ମୁଇ ତମର୍ ବିତ୍ରେ ସେବା କାମ୍ କଲାବେଲେ, ବିନ୍ ମଣ୍ଡଲିର୍ ଲକ୍ମନ୍ ମର୍ପାଇ କର୍ଚ ଅଇଲାଟା ଦେଲାଇ । ତମ୍କେ ସାଇଜ କର୍ବାକେ ତାର୍ଟାନେଅନି ମୁଇ ଚରାଇକରି କଲାପାରା ଅଇଲା ।
9 thi min Trang afhjalp Brødrene, da de kom fra Makedonien, og i alt har jeg holdt og vil jeg holde mig uden Tynge for eder.
୯ମୁଇ ତମର୍ଟାନେ ରଇଲାବେଲେ ମକେ ଲଡା ରଇଲାବେଲେ, ତମର୍ଟାନେଅନି ମାଙ୍ଗିନାଇ । କାଇକେବଇଲେ ମାକିଦନିଆର୍ ବାଇବଇନିମନ୍ ମକେ ଜାଇଟା ଲଡା ରଇଲା, ସେଟା ସବୁ ଆନିଦେଲାଇ । ପୁର୍ବେ ଜେନ୍ତି ରଇଲା, ପଚ୍କେ ମିସା ମୁଇ ତମର୍ଟାନେଅନି କାଇଟା ନ ମାଙ୍ଗି ।
10 Saa vist som Kristi Sandhed er i mig, skal denne Ros ikke fratages mig i Akajas Egne.
୧୦ମୁଇ ବଡ୍ପନ୍ ଅଇକରି ଏନ୍ତାରି କଇବାଟା ଆକାୟାର୍ କେ ମିସା ମର୍ ବିରୁଦେ କଇନାପାରତ୍ । ମୁଇ କଇବାଟା ସତ୍ । କାଇକେବଇଲେ କିରିସ୍ଟ ମର୍ସଙ୍ଗ୍ ଆଚେ ।
11 Hvorfor? mon fordi jeg ikke elsker eder? Gud ved det.
୧୧ମକେ ଆଲାଦ୍ ନାଇକେ ମାଙ୍ଗେ ନାଇ ବଲି ବାବ୍ଲାସ୍ନି କି? ମାତର୍ ମୁଇ ତମ୍କେ ସତଇସେ ଆଲାଦ୍ କର୍ବାଟା ପର୍ମେସର୍ ଜାନେ ।
12 Men hvad jeg gør, det vil jeg fremdeles gøre, for at jeg kan afskære dem Lejligheden, som søge en Lejlighed, til at findes os lige i det, hvoraf de rose sig.
୧୨ମୁଇ ତମର୍ଟାନେ ଅନି କାଇକେ ବୁତି ନେଇନାଇ ବଇଲେ, ଜେନ୍ତାରିକି ତମର୍ ଟାନେ ରଇବା ବିନ୍ ପେରିତ୍ମନ୍ ବଡ୍ପନ୍ ଅଇକରି, ଆମେ ପର୍ମେସର୍ ପାଇ କର୍ବା କାମ୍ ସମାନ୍ ଆଚେ ବଲି କଇନାପାରତ୍ ।
13 Thi saadanne ere falske Apostle, svigefulde Arbejdere, som paatage sig Skikkelse af Kristi Apostle.
୧୩ସେମନ୍ ସତ୍ ପେରିତ୍ମନ୍ ନଅତ୍ । ସେମନ୍ ମିଚୁଆଟାମନ୍ । ଜେ କି ନିଜର୍ ନିଜର୍ କାମ୍ ବିସଇନେଇ ମିଚ୍ କଇବାଇ । ଆରି ସେମନ୍ ମିଚ୍ ବେସ୍ ଦାରିକରି ଆମେ ସତ୍ ପେରିତ୍ ବଲି ଦେକାଇଅଇବାଇ ।
14 Og det er intet Under; thi Satan selv paatager sig Skikkelse af en Lysets Engel.
୧୪ଏଟା ଦେକି କାବାଅଇ ଜାଆ ନାଇ । କାଇକେବଇଲେ, ସଇତାନ୍ ମିସା ନିଜେ ବାଦ୍ଲାଇଅଇ ଉଜଲର୍ ଦୁତ୍ ପାରା ଦେକାଇ ଅଇସି ।
15 Derfor er det ikke noget stort, om ogsaa hans Tjenere paatage sig Skikkelse som Retfærdigheds Tjenere; men deres Ende skal være efter deres Gerninger.
୧୫ସେନ୍ତାର୍ ଆଲେ ତାର୍ ସେବାକାମ୍ କରୁମନ୍ ମିସା ବାଦ୍ଲାଇଅଇ ଦରମ୍ କାମ୍କରୁମନର୍ ପାରା ଦେକାଇଅଇଲେ, ସେଟା କାବା ଅଇଜିବା ବିସଇ ନଏଁ । ସାରାସାରି ସେମନ୍କେ ତାକର୍ କରିରଇବା କାରାପ୍ କାମ୍ ଇସାବେ ଡଣ୍ଡ୍ ମିଲ୍ସି ।
16 Atter siger jeg: Ingen maa agte mig for en Daare; men hvis saa skal være, saa taaler mig endog som en Daare, for at ogsaa jeg kan rose mig en Smule.
୧୬ମୁଇ ଏ କାତା ଆରିତରେକ୍ କଇଲିନି ଜେ, ଏଟା ଗଟେକ୍ ବକୁଆଟା, ବଲି ବାବାନାଇ । ଜଦି ତମେ ମକେ ବକୁଆ ବଲି ମାନ୍ଲାସ୍ନି, ମୁଇ କଇବା ଏ ବଡ୍ପନର୍ କାତା ଆରି ଅଲପ୍ ସୁନାତା । ସେନ୍ତାର୍ କଲେ ମୁଇ ବଡ୍ପନ୍ ଅଇ କାତା ଅଇବି ।
17 Hvad jeg nu taler, taler jeg ikke efter Herrens Sind, men som i Daarskab, idet jeg tillidsfuldt roser mig.
୧୭ମୁଇ ଏ କଇବା କାତାମନ୍ ମାପ୍ରୁ ମକେ କଅ ବଲି ମନ୍ କରେନାଇ । ମାତର୍ ଏ କାତା ଗଟେକ୍ ବକୁଆ ଲକର୍ପାରା ବଡ୍ପନ୍ ଅଇକରି କଇଲିନି ।
18 Efterdi mange rose sig med Hensyn til Kødet, vil ogsaa jeg rose mig.
୧୮କାଇକେବଇଲେ, ଏ ଜଗତେ ତାକର୍ ନିଜର୍ କାମ୍ ବିସଇନେଇ ବଡ୍ପନ୍ ଅଇ କଇବାଲକ୍ ବେସି ଆଚତ୍ । ମୁଇ ମିସା ମର୍ ବିସଇନେଇ ବଡ୍ପନ୍ ଅଇକରି କଇବି ।
19 Gerne finde I eder jo i Daarerne, efterdi I ere kloge.
୧୯ତମେ ସବୁ ବୁଦି ରଇବା ଲକ୍ ବଲି ବଲାଇ ଅଇଲାସ୍ନି । ମାତର୍ ବକୁଆ ମନର୍ କାମ୍ ଦେକ୍ଲେ ଚୁପ୍ ଅଇଆଚାସ୍ ।
20 I finde eder jo i, om nogen gør eder til Trælle, om nogen æder eder op, om nogen tager til sig, om nogen ophøjer sig, om nogen slaar eder i Ansigtet.
୨୦ତେବର୍ପାଇ ସେମନ୍ ଜଦି ତମ୍କେ ଗତିଦାଙ୍ଗ୍ଡା କରି ସଙ୍ଗଇଲେ, କି ତମର୍ ଦନ୍ ସଁପତି ନେଲେ, କି ତମ୍କେ କାଇଆଲେ ପାନ୍ଦେ ପାକାଇଲେ, କି ଆମର୍ ତଲେ ରୁଆ ବଲି କରି କଇଲେ କି ଏନ୍ତାରି କି କେ ତମର୍ ଗାଲେ ଚାପଡ୍ ମାର୍ଲେ ମିସା ତମେ ମୁର୍ଚି କରି ରଇସା ।
21 Med Skamfuldhed siger jeg det, efterdi vi have været svage; men hvad end nogen trodser paa (jeg taler i Daarskab), derpaa trodser ogsaa jeg.
୨୧ସେ ସବୁ କାରାପ୍ ବିସଇ କର୍ବାକେ ଆମ୍କେ ସାଆସ୍ ନ ରଇଲା । ଏଟା ସତ୍ ବଲି କଇବାକେ ମୁଇ ଲାଜ୍ ଅଇନାଇ । ମାତର୍ ସେମନ୍ କାଇ ବିସଇନେଇ ବଡ୍ପନ୍ ଅଇ କାତା ଅଇବାକେ ସାଆସ୍ କର୍ବାଇ, ସେନ୍ତି ମୁଇ ମିସା ସାଆସ୍ କର୍ବି । ଦେକା! ମୁଇ ଏଟା ଗଟେକ୍ ବକୁଆ ଲକର୍ପାରା କାତା ଅଇଲିନି ।
22 Ere de Hebræere? Jeg ogsaa. Ere de Israeliter? Jeg ogsaa. Ere de Abrahams Sæd? Jeg ogsaa.
୨୨ସେମନ୍ ଜଦି ଆମେ ଏବ୍ରି ବଁସର୍ ଲକ୍ ବଇଲେ, ମୁଇ ମିସା ତେଇର୍ଟାସେ, ଜଦି ଆମେ ଇସ୍ରାଏଲର୍ ନାତିତିତି ବଇଲେ, ମୁଇ ମିସା ତେଇର୍ ଗଟେକ୍ । ଅବ୍ରାଆମ୍ ଆମର୍ ଆନିଦାଦି ବଇଲେ, ସେ ମର୍ ମିସା ଆନିଦାଦି ।
23 Ere de Kristi Tjenere? Jeg taler i Vanvid: Jeg er det mere. Jeg har lidt langt flere Besværligheder, faaet langt flere Slag, været hyppigt i Fængsel, ofte i Dødsfare.
୨୩ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
24 Af Jøder har jeg fem Gange faaet fyrretyve Slag mindre end eet.
୨୪ମୁଇ ଜିଉଦି ଲକ୍ମନର୍ଟାନେଅନି ପାଁଚ୍ପାଲି ତିରିସ୍ ନ ଡାଙ୍ଗ୍ ମାଡ୍କାଇ ଆଚି ।
25 Tre Gange er jeg bleven pisket, een Gang stenet, tre Gange har jeg lidt Skibbrud, et Døgn har jeg tilbragt paa Dybet;
୨୫ରମିଅମନର୍ଟାନେ ତିନ୍ତର୍ କର୍ଡା ସଙ୍ଗ୍ ମାଡ୍କାଇ ଆଚି । ଗଟେକ୍ତର୍ ସେମନ୍ ମକେ ପାକ୍ନା ମାର୍ଲାଇ । ମୁଇ ଜନ୍ ଜାଜେ ଜାଇତେରଇଲି, ସେ ଜାଜ୍ ତିନ୍ତର୍ ବୁଡି ଜାଇରଇଲା । ତରେକ୍ ମର୍ ଜାଜ୍ ନସିଗାଲାକେ ମୁଇ ଗଟେକ୍ ଦିନ୍ ଆରି ଗଟେକ୍ ରାତି, ସମ୍ଦୁରେ ଉପ୍କି ଅଇ ରଇଲି ।
26 ofte paa Rejser, i Farer fra Floder, i Farer iblandt Røvere, i Farer fra mit Folk, i Farer fra Hedninger, i Farer i By, i Farer i Ørken, i Farer paa Havet, i Farer iblandt falske Brødre;
୨୬ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।
27 i Møje og Anstrengelse, ofte i Nattevaagen, i Hunger og Tørst, ofte i Faste, i Kulde og Nøgenhed;
୨୭ମର୍ କାମ୍ ଆବଡ୍ କାମ୍ ଆରି ମୁଇ ସବୁବେଲେ ଆବଡ୍ କାମ୍ କଲିଆଚି । ବେସି ତର୍ ରାତିଆ ସଇ ନାପାର୍ଲି, ବୁକେ ସସେ ରଇଆଚି, ବେସି ତର୍ ମକେ କାଦି କେଟେ ନାଇ, ପିନ୍ଦ୍ବାକେ ବସ୍ତର୍ ନାଇ, କି ରଇବାକେ ଗର୍ ନ ରଇଲା ।
28 foruden hvad der kommer til, mit daglige Overløb, Bekymringen for alle Menighederne.
୨୮ସେ ସବୁ ବିସଇ ମର୍ପାଇ ଅଇରଇଲା । ମାତର୍ ଆରି ମର୍ ବିନ୍ ବିନ୍ ଦୁକ୍ କସ୍ଟ ଆଚେ । ସବୁ ମଣ୍ଡଲିର୍ ପାଇ ଚିନ୍ତା କରି ମୁଇ ଦୁକ୍ କସ୍ଟ ପାଇଲିନି ।
29 Hvem er skrøbelig, uden at ogsaa jeg er det? hvem bliver forarget, uden at det brænder i mig?
୨୯ଜଦି କିରିସ୍ଟର୍ ଲଗେ ରଇବା କାର୍ ବିସ୍ବାସ୍ ଉନା ଅଇସି ବଇଲେ ମକେ ମିସା ଦୁର୍ବଲ୍ ଲାଗ୍ସି । କେ ଜଦି ପାପ୍ କଲେ, ତାର୍ ଲାଗି ମୁଇ ବେସି ଦୁକ୍ କସ୍ଟ ପାଇଲିନି ।
30 Dersom jeg skal rose mig, da vil jeg rose mig af min Magtesløshed.
୩୦ମୁଇ ବଡ୍ପନ୍ ଅଇ କାତା ଅଇବାକେ ମନ୍ କରିନାଇ । ଜଦି ସେନ୍ତି କର୍ବାର୍ ଆଲେ, ମକେ ଗଟିରଇବା, ଦୁକ୍ କସ୍ଟ ବିସଇନେଇ ମୁଇ ବଡ୍ପନ୍ ଅଇବି । ସେନ୍ତାର୍ଆଲେ ମୁଇ କେତେ ଦୁର୍ବଲ୍ ଆଚି ବଲି ତମେ ଜାନ୍ସା ।
31 Gud og den Herres Jesu Fader, som er højlovet i Evighed, ved, at jeg ikke lyver. (aiōn )
୩୧ମୁଇ ତମ୍କେ ଜେତ୍କି ବିସଇ କଇଲି, ସେଟା ସବୁ ସତ୍ । ଗଟେକ୍ ମିସା ମିଚ୍ ନଏଁ । ଆମର୍ ମାପ୍ରୁ ଜିସୁର୍ ବାବା ପର୍ମେସର୍ ଏଟା ଜାନେ । ସେ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । (aiōn )
32 I Damaskus holdt Kong Aretas's Statholder Damaskenernes Stad bevogtet for at gribe mig;
୩୨ପୁର୍ବେ ମୁଇ ଦାମାସ୍କାସେ ରଇଲା ବେଲେ ରାଜା ଆରେତାସରର୍ ତଲେ ଗଟେକ୍ ସାସନ୍ କାରିଆ ରଇଲା । ସେ ସଅର୍ ସନ୍ଦି ଜାଗ୍ବାକେ ତାର୍ ସନିଅମନ୍କେ କଇଲା । ଜେନ୍ତାରି କି ଜେଡେବେଲେ ମୁଇ ସେ ସଅରେ ବାରଇତି, ସେମନ୍ ମକେ ଦାର୍ତାଇ ।
33 men jeg blev igennem en Luge firet ned over Muren i en Kurv og undflyede af hans Hænder.
୩୩କେନ୍ତି ବଇଲେ ତେଇର୍ ପାକ୍ନା ପାଚୁରିର୍ କାଣାବାଟେ ମକେ ଚାଟ୍ନାଇ ପୁରାଇ ଉତ୍ରାଇ ଦେଲାଇ । ଆରି ତାର୍ ଟାନେ ଅନି ବଁଚିଗାଲି ।