< Efeserne 2 >
1 Ogsaa eder, da I vare døde ved eders Overtrædelser og Synder,
୧ଆଗ୍ତୁ ତମର୍ ପାପର୍ ଲାଗି, ତମେ ଆତ୍ମାଇ ମରି ରଇଲାସ୍ ।
2 hvori I fordum vandrede efter denne Verdens Tidsaand, efter hans Vis, som hersker over Luftens Magt, over den Aand, der nu er virksom i Genstridighedens Børn, (aiōn )
୨ସେବେଲେ ଜଗତର୍ ସତ୍ ନଇଲା ବାଟେ ଇଣ୍ଡ୍ତେରଇଲାସ୍ ଆରି ଆକାସର୍, ଗାଗଡ୍ ଦାରି ନ ରଇବା, ସାସନ୍କାରିଆର୍ ତଲେ ରଇଲାସ୍ । ସେ ସାସନ୍କାରିଆ ଏବେ ପର୍ମେସରର୍ ଆଦେସ୍ ନ ମାନ୍ବା ଲକ୍ମନ୍କେ ସାସନ୍ କଲାନି । (aiōn )
3 iblandt hvilke ogsaa vi fordum alle vandrede i vort Køds Begæringer og gjorde Kødets og Tankernes Villie og vare af Natur Vredes Børn ligesom ogsaa de andre —
୩ସତଇସେ ଆମେ ସବୁଜାକ, ସେ ରକାମ୍ ରଇଲୁ ଆରି ଗାଗଡର୍ ଆରି ମନର୍ ଲାଲ୍ସା ଇସାବେ ଜିଉନା କାଉନା କର୍ତେ ରଇଲୁ । ଆରି ଅଲ୍ଗା ଲକ୍ମନର୍ ପାରା ଆମେମିସା ପର୍ମେସରର୍ ରିସାର୍ ଡଣ୍ଡ୍ ପାଇବାକେ ଜାଇତେ ରଇଲୁ ।
4 men Gud, som er rig paa Barmhjertighed, har for sin store Kærligheds Skyld, hvormed han elskede os,
୪ମାତର୍ ଏ ରକାମ୍ ରଇଲେମିସା ଦୟାଦେକାଇବା ପର୍ମେସର୍, ଆମ୍କେ ଜନ୍ ବଡ୍ ଆଲାଦ୍ ସଙ୍ଗ୍ ଆଲାଦ୍ କଲା,
5 ogsaa da vi vare døde ved vore Overtrædelser, levendegjort os med Kristus — af Naade ere I frelste! —
୫ସେଟାର୍ପାଇ ଆମ୍କେ କିରିସ୍ଟର୍ ସଙ୍ଗ୍ ଜିବନ୍ କଲାଆଚେ, ସେ ଜିବନ୍ ଦୁକାଇଲାକେ ତମେ ମୁକ୍ତି ପାଇ ଆଚାସ୍ ।
6 og medoprejst os og sat os med ham i det himmelske i Kristus Jesus,
୬ପର୍ମେସର୍ କିରିସ୍ଟର୍ ସଙ୍ଗ୍ ଆମ୍କେ ଉଟାଇଲା ଆଚେ, ଆରି ତାର୍ ସଙ୍ଗ୍ ଗଟେକ୍ ଅଇବାର୍ ଲାଗି, ସରଗ୍ ଉପ୍ରେ ସାସନ୍ କର୍ବାପାଇ ବଲିକରି, ତାର୍ ସଙ୍ଗ୍ ବସାଇଲା ଆଚେ ।
7 for at han i de tilkommende Tider kunde vise sin Naades overvættes Rigdom ved Godhed imod os i Kristus Jesus. (aiōn )
୭ଜେନ୍ତିକି ଆଇବା ଦିନ୍ମନ୍କେ ଜିସୁ କିରିସ୍ଟର୍ ଲାଗି ରଇବା ତାର୍ ବଡ୍ ଜିବନ୍ଦୁକାଇଲାଟା, ସବୁକେ ଦେକାଇ ଅଇସି । (aiōn )
8 Thi af Naaden ere I frelste ved Tro, og det ikke af eder selv, Guds er Gaven;
୮କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇଲାର୍ପାଇ, ତମେ ମୁକ୍ତି ପାଇ ଆଚୁସ୍, ସେଟା ତମେ ବିସ୍ବାସ୍ କଲାର୍ ଲାଗି, । ତମେ କରିରଇବା କାଇ ନିକ କାମର୍ ଲାଗି ନାଇ, ସେଟା ପର୍ମେସରର୍ ଦାନ୍ ।
9 ikke af Gerninger, for at ikke nogen skal rose sig.
୯ଜେନ୍ତିକି ଏ ବିସଇନେଇ କେ ମିସା ନିଜେ ବଡ୍ପନ୍ ଅଇ ନାପାରେ ।
10 Thi vi ere hans Værk, skabte i Kristus Jesus til gode Gerninger, som Gud forud beredte, for at vi skulde vandre i dem.
୧୦ପର୍ମେସର୍ସେ ଆମ୍କେ ତିଆର୍ କଲା ଆଚେ । ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ନିକ କାମ୍ କର୍ବାକେ ସେ ଆମ୍କେ ନୁଆ କଲା ଆଚେ । ଏଟା ଆଗ୍ତୁଆନି ସେ ଆମର୍ ପାଇ ମନ୍ କରି ରଇଲା ।
11 Derfor kommer i Hu, at fordum I Hedninger i Kødet, I, som bleve kaldte Forhud af den saakaldte Omskærelse, der sker i Kødet med Haanden,
୧୧ତମେ, ଜିଉଦି ନ ଅଇଲା ଲକ୍ମନ୍, ଆଗେ କେନ୍ତାର୍ ରଇଲାସ୍ ଏତାଇ ଦେକା । ନିଜେ ସୁନତ୍ ବଲାଇଅଇତେ ରଇବା ଜିଉଦିମନ୍ ତମ୍କେ ସୁନତ୍ ନ ଅଇଲା ଲକ୍ ବଲି କଇତେ ରଇଲାଇ । ମାତର୍ ସୁନତ୍ ଅଇବାଟା ଗାଗଡେ କର୍ବା କାମ୍ ।
12 at I paa den Tid, uden for Kristus, vare udelukkede fra Israels Borgerret og fremmede for Forjættelsens Pagter, uden Haab og uden Gud i Verden.
୧୨ଆଗେ ତମେ କିରିସ୍ଟର୍ ଲଗେ ଅନି ଦୁର୍କେ ରଇଲାସ୍ । ଆରି ପର୍ମେସର୍ ବାଚିରଇବା ଲକ୍ମନର୍ଟାନେ ମିସି ନ ରଇଲାସ୍ । ତାର୍ ଲକ୍ମନ୍କେ କାତା ଦେଇ, ତିଆର୍ କରିରଇବା ନିୟମ୍ଟାନେ, ତମର୍ କାଇ ମିସା ଅଦିକାର୍ ନ ରଇଲା । ତମେ ଜଗତେ ବାସାକରି, କାଇ ଆସା ନ ରଇକରି ପର୍ମେସରର୍ ଲକ୍ ନ ଅଇ ରଇଲାସ୍ ।
13 Nu derimod, i Kristus Jesus, ere I, som fordum vare langt borte, komne nær til ved Kristi Blod.
୧୩ଗଟେକ୍ ବେଲାଇ ଦୁରିକେ ରଇଲାସ୍ । ଏବେ ଜିସୁର୍ ସଙ୍ଗ୍ ମିସିକରି କିରିସ୍ଟ ବନି ଦେଇ ମଲାର୍ପାଇ ତାର୍ ଲଗେ ଅଇଆଚାସ୍ ।
14 Thi han er vor Fred, han, som gjorde begge til eet og nedbrød Gærdets Skillevæg,
୧୪କାଇକେ ବଇଲେ ଜିଉଦି ଆରି ଜିଉଦି ନଇଲା ଲକ୍କେ ଗଟେକ୍ କରି, କିରିସ୍ଟ ନିଜେ ଆମର୍ ବିତ୍ରେ ସାନ୍ତି ଆନିଦେଇ ଆଚେ । ସେମନ୍କେ ବେଗ୍ଲାଇକରି ନିଜର୍ ନିଜର୍ ସତ୍ରୁ ପାରା କରି ସଙ୍ଗଇଅଇରଇବା ପାଚୁରି, ସେ ତାର୍ ଗାଗଡ୍ସଙ୍ଗ୍ ବାଙ୍ଗାଇଲା ଆଚେ ।
15 Fjendskabet, da han i sit Kød afskaffede Budenes Lov med dens Befalinger, for at han i sig kunde skabe de to til eet nyt Menneske ved at stifte Fred
୧୫ସେ ଜିଉଦିମନ୍ ମାନିଆଇତେରଇବା ସବୁ ରିତିନିତି ନିୟମ୍ ବାଙ୍ଗାଇକରି, ଜିଉଦି ଆରି ଜିଉଦି ନଇଲା ଲକ୍ମନର୍ଟାନେଅନି ତାର୍ ସାଇଜ ପାଇତେରଇବା ଗଟେକ୍ ନୁଆ ମୁନୁସ୍ଜାତି ତିଆର୍ କଲାଆଚେ । ଏନ୍ତାରି କରି ଦୁଇ ଦଲ୍ ବିତ୍ରେ ସେ ସାନ୍ତି ଆନିଦେଇ ଆଚେ ।
16 og for at forlige dem begge i eet Legeme med Gud ved Korset, idet han ved dette dræbte Fjendskabet.
୧୬ସେ କୁର୍ସେ ମଲାର୍ପାଇ ବଲି ତାକର୍ ତାକର୍ ବିତ୍ରେ ସତ୍ରୁ ଅଇ ରଇବାଟା, ଲିବାଇଦେଇଆଚେ । କୁରୁସର୍ ଲାଗି ସେ ଦୁଇଟାଜାକ ମିସାଇକରି ଗଟେକ୍ ଗାଗଡ୍ ପାରା କଲାଆଚେ । ଆରି ସେମନ୍କେ ପର୍ମେସରର୍ ଲଗେ ବାଉଡାଇ ଆନ୍ଲାଆଚେ ।
17 Og han kom og forkyndte Fred for eder, som vare langt borte, og Fred for dem, som vare nær.
୧୭ସେଟାର୍ ପାଇ କିରିସ୍ଟ ଆଇଲା ଆରି ପର୍ମେସର୍ତେଇଅନି ଦୁରିକେ ଜାଇ ରଇବା ଜିଉଦି ନଇଲା ଲକ୍ମନ୍କେ ଆରି ତାର୍ ଲଗର୍ ଜିଉଦିମନ୍କେ ସୁବ୍କବର୍ ସୁନାଇଲା ।
18 Thi ved ham have vi begge i een Aand Adgang til Faderen.
୧୮କିରିସ୍ଟର୍ ଲାଗିସେ ଜିଉଦି ଆରି ଜିଉଦି ନଇଲା ସବୁଲକ୍ ଗଟେକ୍ ଆତ୍ମାଇ, ବାବାର୍ ମୁଆଟେ ଆସି ପାର୍ଲୁ ।
19 Saa ere I da ikke mere fremmede og Udlændinge, men I ere de helliges Medborgere og Guds Husfolk,
୧୯ତେବର୍ ପାଇ ଏ ଜିଉଦି ନଇଲା ଲକ୍ମନ୍, ତମେ ଆରି ବିନ୍ ଦେସେ ବାସା ଅଇରଇବାଲକ୍ ନୁଆସ୍ । ଏବେ ପର୍ମେସରର୍ ଲକ୍ମନର୍ସଙ୍ଗ୍ ତମେମିସା ତାର୍ ରାଇଜେ ମିସ୍ବା ଲକ୍ ଆରି ତାର୍ ଜାତିର୍ କୁଟୁମର୍ ଲକ୍ ।
20 opbyggede paa Apostlenes og Profeternes Grundvold, idet Hovedhjørnestenen er Kristus Jesus selv,
୨୦ତମେ ମିସା ପେରିତ୍ ସିସ୍ମନ୍ ଆରି ବବିସତ୍ବକ୍ତାମନ୍ କରିରଇବା କୁନାଦି ଉପ୍ରେ, ତିଆର୍ ଅଇଲା ଗର୍ ପାରା । ସେ ଗର୍ କନର୍ ମୁଲ୍ ପାକ୍ନା ଅଇଲାନି କିରିସ୍ଟ ଜିସୁ ।
21 i hvem enhver Bygning sammenføjes og vokser til et helligt Tempel i Herren,
୨୧ସେ ଆକା ଗର୍କେ ସମାନ୍କରି ସଙ୍ଗଇଲା ଆଚେ ଆରି ମାପ୍ରୁର୍ପାଇ ଗଟେକ୍ ସର୍ପିଦେଲା ସୁକଲ୍ ମନ୍ଦିର୍ପାରା କଲାଆଚେ ।
22 i hvem ogsaa I blive medopbyggede til en Guds Bolig i Aanden.
୨୨କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ, ଗଟେକ୍ ଗର୍ ପାରା ତମେ ସବୁକେ ମିସିକରି ତିଆର୍ କଲାନି । ଜେନ୍ତାରିକି ତମେ ପର୍ମେସର୍ ତାର୍ ଆତ୍ମାଇ ରଇବା ଗଟେକ୍ ବାସା ଅଇବା ଗର୍ ପାରା ଅଇସା ।