< ୧ମ କରନ୍ତିୟ 1 >
1 ୧ ମୁଇ ପାଉଲ୍ ଆରି ଆମର୍ ସଙ୍ଗର୍ ବିସ୍ବାସି ସସ୍ତିନା ଜୁଆର୍ ଜାନାଇଲୁନି । ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ପେରିତ୍ ଅଇବାକେ ମକେ ବାଚିଆଚେ ।
Paul, called to be an apostle of Jesus Christ through the will of God, and Sosthenes our brother,
2 ୨ କରନ୍ତିୟ ନଅରେ ରଇବା ପର୍ମେସରର୍ ମଣ୍ଡ୍ଲିର୍ ଲକ୍ମନ୍କେ ଲେକ୍ଲୁନି । ପର୍ମେସର୍ ତମ୍କେ ଜିସୁକିରିସ୍ଟ ସଙ୍ଗ୍ ମିସାଇ, ତାର୍ ନିଜର୍ ଲକ୍ କଲାଆଚେ । ଆରି ମାପ୍ରୁ ଜିସୁକିରିସ୍ଟକେ ଉପାସନା କର୍ବା, ସବୁ ଜାଗାଇ ରଇବା ଲକର୍ ସଙ୍ଗ୍ ତମ୍କେ ସୁକଲ୍ ଅଇବାକେ ବାଚିଆଚେ । ସେ ଆମର୍ ମାପ୍ରୁ ଆରି ତାକର୍ ମିସା ।
Unto the Assembly of God which is at Corinth, to them that are sanctified in Christ Jesus, called to be saints, with all that in every place call upon the name of Jesus Christ our Lord, both theirs and ours:
3 ୩ ଆମର୍ ବାବା ପର୍ମେସର୍ ଆରି ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
Grace be unto you, and peace, from God our Father, and from the Lord Jesus Christ.
4 ୪ କିରିସ୍ଟ ଜିସୁର୍ଟାନେ ପର୍ମେସରର୍ ଜେନ୍ତି ଜିବନ୍ ଦୁକାଇରଇଲା, ସେ ଜିବନ୍ ଦୁକାନିର୍ ଲାଗି, ମୁଇ ସବୁବେଲେ ତମର୍ ବିସଇନେଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
I thank my God always on your behalf, for the grace of God which is given you by Jesus Christ;
5 ୫ କାଇକେବଇଲେ ତମେ କିରିସ୍ଟ ସଙ୍ଗ୍ ମିସିକରି ଆଚାସ୍ ବଲି ପର୍ମେସର୍ ତମ୍କେ ଲଡାକେ ଅଇବା ସବୁ ବିସଇ, ତମର୍ କାତା ଅଇବା ବପୁ ଆରି ସବୁ ରକାମର୍ ଗିଆନ୍ ଦେଇଆଚେ ।
That in every thing ye are enriched by him, in all utterance, and in all knowledge;
6 ୬ କିରିସ୍ଟର୍ ବିସଇନେଇ ତମ୍କେ ଜନ୍ କବର୍ କଇରଇଲୁ, ସେଟା ଟିକ୍ ଆକା ବଲି ଜାନା ପଡ୍ଲାନି ।
Even as the testimony of Christ was confirmed in you:
7 ୭ ତେବେ ତମେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ଏ ଜଗତେ ବାଉଡି ଆଇବାଟା ଜାଗିରଇବାକେ ସବୁ ରକାମର୍ ଆତ୍ମାର୍ ଦାନ୍ ମିଲାଇ ଆଚାସ୍ ।
So that ye come behind in no gift; waiting for the coming of our Lord Jesus Christ:
8 ୮ ଜେନ୍ତିକି ଆମର୍ ମାପ୍ରୁ ଜିସୁ ଆଇବା ଦିନେ ତମ୍କେ କାଇ ମିସା ନିନ୍ଦା ନ ଅ । ଏଟାର୍ପାଇ ମାପ୍ରୁ ତମ୍କେ ସାରାସାରି ଜାକ ମିସା ତବିର୍ କରି ସଙ୍ଗଇସି ।
Who shall also confirm you unto the end, that ye may be blameless in the day of our Lord Jesus Christ.
9 ୯ ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି ।
God is faithful, by whom ye were called unto the fellowship of his Son Jesus Christ our Lord.
10 ୧୦ ଏ ମର୍ ବାଇବଇନିମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ମୁଇ ତମ୍କେ ବାବୁଜିଆ କଲିନି, ଜେନ୍ତିକି ତମେ ସବୁଲକ୍ ଗଟେକ୍ କାତାଇ ରାଜି ଉଆ, ଆରି ତମର୍ ତମର୍ ବିତ୍ରେ ବେଗ୍ଲା ବେଗ୍ଲି ଉଆନାଇ । ମାତର୍ ତମେ ଗଟେକ୍ ଦଲ୍, ଗଟେକ୍ ମନ୍ ଆରି ଗଟେକ୍ କାତାଇ ରାଜି ଉଆ ।
Now I beseech you, brethren, by the name of our Lord Jesus Christ, that ye all speak the same thing, and that there be no divisions among you; but that ye be perfectly joined together in the same mind and in the same judgment.
11 ୧୧ ତମର୍ ତମର୍ ବିତ୍ରେ ଲାଗାଜଡା ଆଚେ ବଲି ମୁଇ କିଲିୟର୍ କୁଟୁମେ ଅନି ସୁନିଆଚି ।
For it hath been declared unto me of you, my brethren, by them which are of the house of Chloe, that there are contentions among you.
12 ୧୨ ମୁଇ ବାବ୍ଲିନି, ତମର୍ ବିତ୍ରେ କେତେଲକ୍ କଇବାଇ, ଆମେ ପାଉଲର୍ ବାଟେ ଜିବାଲକ୍, କେତେଲକ୍ ଆପଲର୍ ବାଟେ ଜିବାଲକ୍, କେତେଲକ୍ କେପାର୍ ବାଟେ ଜିବା ଲକ୍, ଆରି କେତେଲକ୍ ଆମେ କିରିସ୍ଟର୍ ବାଟେ ଜିବା ଲକ୍ ।
Now this I say, that every one of you saith, I am of Paul; and I of Apollos; and I of Cephas; and I of Christ.
13 ୧୩ କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍?
Is Christ divided? was Paul crucified for you? or were ye baptized in the name of Paul?
14 ୧୪ ସେଟାର୍ପାଇ କିରିସ୍ପ ଆରି ଗାଅକେ ଚାଡ୍ଲେ ତମର୍ ବିତ୍ରେ ଆରି କାକେ ମିସା ଡୁବନ୍ ଦେଇ ନାଇ ବଲି ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
I thank God that I baptized none of you, but Crispus and Gaius;
15 ୧୫ ତମେ ମର୍ ନାଉଁ ଦାରି ଡୁବନ୍ ନେଇଆଚାସ୍ ବଲି କେଡେବେଲେ କେ ମିସା କଇଦେବାଇ ।
Lest any should say that I had baptized in mine own name.
16 ୧୬ ଉଁ ତିପାନ୍କେ ଆରି ତାର୍ କୁଟୁମର୍ ଲକ୍କେ ମିସା ଡୁବନ୍ ଦେଇରଇଲି । ଆରି କାକେ ଡୁବନ୍ ଦେଲିଆଚି କି ନାଇ ବଲି ମକେ ଏତ୍ ଆସେ ନାଇ ।
And I baptized also the household of Stephanas: besides, I know not whether I baptized any other.
17 ୧୭ କାଇକେବଇଲେ କିରିସ୍ଟ ମକେ ଡୁବନ୍ ଦେବାକେ ପାଟାଏ ନାଇ, ନିମାନ୍ କବର୍ ଜାନାଇବାକେ ପାଟାଇଲା ଆଚେ । ଜଦି ଲକ୍ମନର୍ ଗିଆନ୍ ଇସାବେ ସେଟା ମୁଇ କର୍ତି, ସେନ୍ତାର୍ ଆଲେ କିରିସ୍ଟର୍ କୁର୍ସର୍ କବରର୍ ବପୁ ଉନା ଅଇତା ।
For Christ sent me not to baptize, but to preach the gospel: not with wisdom of words, lest the cross of Christ should be made of none effect.
18 ୧୮ କୁରୁପ୍ନାସ୍ ଅଇଜାଇତେରଇବା ଲକ୍ମନର୍ପାଇ, କୁରୁସେ ଅଇଲା କିରିସ୍ଟର୍ ମରନର୍ କାତା, କାଇ ମୁଲିଅ ନାଇ । ମାତର୍, ଆମର୍ପାଇ ସେଟା ପର୍ମେସରର୍ ବପୁ । ଆମେ ମୁକ୍ତି ପାଇତେରଇବା ଲକ୍ମନ୍ ।
For the preaching of the cross is to them that perish foolishness; but unto us which are saved it is the power of God.
19 ୧୯ ତେବେ ଦରମ୍ ସାସ୍ତରେ ଏନ୍ତି ଲେକାଆଚେ, ମୁଇ ଗିଆନ୍ ରଇବା ଲକ୍ମନର୍ ଗିଆନ୍ ନସାଇବି, ଆରି ବୁଦି ରଇବା ଲକ୍ମନର୍ ବୁଦି କାଇ ଲଡାକେ ନ ଆଇଲା ପାରା କର୍ବି ।
For it is written, I will destroy the wisdom of the wise, and will bring to nothing the understanding of the prudent.
20 ୨୦ ତେବେ ଗିଆନ୍ ରଇବା ଲକ୍ମନର୍ ବିସଇ କାଇଟା କଇଅଇସି? ସାସ୍ତର୍ ସିକାଉମନର୍ ବିସଇ କାଇଟା କଇ ଅଇସି? ଆରି ଏ ଜୁଗର୍ ଦଦାପେଲା ଅଇବା ଲକ୍ମନର୍ ବିସଇ କାଇଟା କଇଅଇସି? ପର୍ମେସର୍ ଏ ଜଗତର୍ ଗିଆନ୍ ରଇବା ଲକ୍ମନ୍କେ କାଇ ଲଡାକେ ନ ଆଇବାଟା ବଲି କଏ ନାଇ କି? (aiōn )
Where is the wise? where is the scribe? where is the disputer of this world? hath not God made foolish the wisdom of this world? (aiōn )
21 ୨୧ ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
For after that in the wisdom of God the world by wisdom knew not God, it pleased God by the foolishness of preaching to save them that believe.
22 ୨୨ ଜିଉଦିମନ୍ କାବା ଅଇଜିବା ଚିନ୍ ପାଇ ଦାବି କଲାଇନି । ଗିରିକ୍ମନ୍ ଗିଆନ୍ କଜ୍ଲାଇନି ।
For the Jews require a sign, and the Greeks seek after wisdom:
23 ୨୩ ମାତର୍ ଆମେ କୁରୁସ୍ ଉପ୍ରେ ଚଗାଇ ଅଇରଇବା କିରିସ୍ଟର୍ ବିସଇ ଜାନାଇଲୁନି । ଏ କାତା ସୁନ୍ଲେ ଜିଉଦିମନ୍ ରିସା ଅଇଗାଲାଇନି ଆରି ଜିଉଦି ନଇଲା ଲକ୍ମନ୍ ସେ କାତାର୍ କାଇ ମୁଲିଅ ନାଇ ବଲି ବାବ୍ଲାଇନି ।
But we preach Christ crucified, unto the Jews a stumblingblock, and unto the Greeks foolishness;
24 ୨୪ ମାତର୍ ଜିଉଦି ଅଅତ୍, କି ଜିଉଦି ନଇଲା ଲକ୍ ଅଅତ୍, ଜନ୍ ଲକ୍ମନ୍ ବାଚି ଅଇଆଚତ୍, ସେମନର୍ ପାଇ କିରିସ୍ଟ ପର୍ମେସରର୍ ବପୁ ଆରି ପର୍ମେସରର୍ ଗିଆନ୍ ପାରା ଆଚେ ।
But unto them which are called, both Jews and Greeks, Christ the power of God, and the wisdom of God.
25 ୨୫ ତେବେ ଜନ୍ଟା ପର୍ମେସରର୍ ବକୁଆ ବିସଇ ସେଟା ମୁନୁସର୍ ଗିଆନେ ଅନି ଅଦିକ୍ ଆଚେ, ଆରି ଜନ୍ଟା ପର୍ମେସରର୍ ଦୁର୍ବଲ୍ ବିସଇ, ସେଟା ମୁନୁସର୍ ବପୁଟାନେଅନି ଅଦିକ୍ ବପୁ ।
Because the foolishness of God is wiser than men; and the weakness of God is stronger than men.
26 ୨୬ ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ ।
For ye see your calling, brethren, how that not many wise men after the flesh, not many mighty, not many noble, are called:
27 ୨୭ ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ ।
But God hath chosen the foolish things of the world to confound the wise; and God hath chosen the weak things of the world to confound the things which are mighty;
28 ୨୮ ତେବର୍ ପାଇ, ପର୍ମେସର୍ ଏ ଜଗତର୍ କାଇ ଲଡାକେ ନ ଆସେ ବଲି କଇବା ଲକ୍ମନ୍କେ, ଆରି ସବୁବେଲେ ତଲେ ରଇ ଲକ୍ମନ୍ ଗିନ୍ କର୍ତେରଇବା ଲକ୍କେ ବାଚ୍ଲାଆଚେ ।
And base things of the world, and things which are despised, hath God chosen, yea, and things which are not, to bring to nought things that are:
29 ୨୯ ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
That no flesh should glory in his presence.
30 ୩୦ ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
But of him are ye in Christ Jesus, who of God is made unto us wisdom, and righteousness, and sanctification, and redemption:
31 ୩୧ ମାତର୍ ଜେନ୍ତି ଦରମ୍ ସାସ୍ତରେ ଲେକା ଅଇଆଚେ, ଜେ ଜଦି ବଡ୍ପନ୍ ଅଇସି, ତେବେ ସେ ମାପ୍ରୁ କଲା କାମ୍ ତେଇ ବଡ୍ପନ୍ ଅ ।
That, according as it is written, He that glorieth, let him glory in the Lord.