< ୧ମ କରନ୍ତିୟ 11 >
1 ୧ ମୁଇ ଜେନ୍ତାରି ମାପ୍ରୁର୍ ପଚେ ପଚେ ଗାଲିନି, ତମେମନ୍ ମିସା ସେନ୍ତାରି ମର୍ ପଚେ ପଚେ ଆସା ।
μιμηται μου γινεσθε καθως καγω χριστου
2 ୨ ତମେ ସବୁ ବିସଇଟାନେ ମକେ ଏତାଇଲାସ୍ନି ଆରି ମୁଇ ତମ୍କେ ଜନ୍ ସବୁ ବିଦିବିଦାନ୍ ସିକାଇଆଚି, ସେ ସବୁ ମାନ୍ଲାସ୍ନି, ସେଟାର୍ ପାଇ ମୁଇ ତମ୍କେ ଦନିଅବାଦ୍ ଦେଲିନି ।
επαινω δε υμας αδελφοι οτι παντα μου μεμνησθε και καθως παρεδωκα υμιν τας παραδοσεις κατεχετε
3 ୩ କିରିସ୍ଟ ସବୁ ମୁନୁସ୍ ପିଲାମନର୍ ନେତା, ଆରି ମୁନୁସ୍ ମାଇଜିର୍ ନେତା, ଆରି ପର୍ମେସର୍ କିରିସ୍ଟର୍ ନେତା । ଏଟା ତମେ ଜାନିରୁଆ ବଲି ମୁଇ ମନ୍ କଲିନି ।
θελω δε υμας ειδεναι οτι παντος ανδρος η κεφαλη ο χριστος εστιν κεφαλη δε γυναικος ο ανηρ κεφαλη δε χριστου ο θεος
4 ୪ ଜେଡେବେଲେ ତମେ ମଣ୍ଡଲିତେଇ ରୁଣ୍ଡ୍ସା, ତେଇ ଗଟେକ୍ ମୁନୁସ୍ ପିଲା ପାର୍ତନା କଲାନି କି ପର୍ମେସରର୍ କାତା ଜାନାଇଲାନି, ସେ ତାର୍ ମୁଣ୍ଡ୍ ଡାବ୍ବାର୍ ନାଇ । ସେନ୍ତାର୍ କଲେ ସେ କିରିସ୍ଟକେ ଲାଜ୍ କରାଇସି ।
πας ανηρ προσευχομενος η προφητευων κατα κεφαλης εχων καταισχυνει την κεφαλην αυτου
5 ୫ ସେନ୍ତାରିସେ ଗଟେକ୍ ମାଇଜି ପାର୍ତନା କଲାନି, କି ପର୍ମେସରର୍ କାତା ଜାନାଇଲାନି, ସେ ତାର୍ ମୁଣ୍ଡେ ଅଡ୍ନା ପାକାଇବାର୍ ଆଚେ । ସେନ୍ତାର୍ ନ କଲେ ସେ ମୁନୁସ୍କେ ଲାଜ୍ କରାଇସି । ସେ ଗଟେକ୍ ମୁଣ୍ଡ୍ରି ମାଇଜିର୍ ପାରା ରଇସି ।
πασα δε γυνη προσευχομενη η προφητευουσα ακατακαλυπτω τη κεφαλη καταισχυνει την κεφαλην εαυτης εν γαρ εστιν και το αυτο τη εξυρημενη
6 ୬ କାଇକେବଇଲେ ସେ ମାଇଜି ଜଦି ଅଡ୍ନା ନ ପାକାଏ, ତାର୍ ଚେଣ୍ଡି କାଟିଦେବାଟା ନିକ । ଗଟେକ୍ ମାଇଜି ଜଦି ତାର୍ ଚେଣ୍ଡି କାଟ୍ସି କି ମୁଣ୍ଡ୍ କୁରାଇସି, ସେଟା ତାର୍ ପାଇ ଲାଜର୍ ବିସଇ, ସେଟାର୍ପାଇ ସେ ମୁଣ୍ଡେ ଅଡ୍ନା ପାକାଇବାର୍ ଆଚେ ।
ει γαρ ου κατακαλυπτεται γυνη και κειρασθω ει δε αισχρον γυναικι το κειρεσθαι η ξυρασθαι κατακαλυπτεσθω
7 ୭ ମାତର୍ ଗଟେକ୍ ମୁନୁସ୍ ପିଲା ପାର୍ତନା କଲାବେଲେ ତାର୍ ମୁଣ୍ଡେ ଅଡ୍ନା ପାକାଇବାର୍ ଦର୍କାର୍ ନାଇ । କାଇକେ ବଇଲେ ସେ ପର୍ମେସରର୍ ଚାଇଁ ଆରି ତାର୍ ଡାକ୍ପୁଟା ଦେକାଇସି । ଆରି ମାଇଜି ମୁନୁସର୍ ଡାକ୍ପୁଟା ଦେକାଇସି ।
ανηρ μεν γαρ ουκ οφειλει κατακαλυπτεσθαι την κεφαλην εικων και δοξα θεου υπαρχων γυνη δε δοξα ανδρος εστιν
8 ୮ କାଇକେବଇଲେ ମୁନୁସ୍ ମାଇଜିର୍ ତେଇଅନି ତିଆର୍ ଅଏନାଇ, ମାତର୍ ମାଇଜି ମୁନୁସର୍ତେଇ ଅନି ତିଆର୍ ଅଇଆଚେ ।
ου γαρ εστιν ανηρ εκ γυναικος αλλα γυνη εξ ανδρος
9 ୯ ମନସ୍ ମାଇଜିର୍ ପାଇ ତିଆର୍ ଅଏନାଇ । ମାତର୍ ମାଇଜି ମୁନୁସର୍ ପାଇ ତିଆର୍ ଅଇଲାଆଚେ ।
και γαρ ουκ εκτισθη ανηρ δια την γυναικα αλλα γυνη δια τον ανδρα
10 ୧୦ ସେଟାର୍ ପାଇ ମାଇଜିମନ୍ ମୁଣ୍ଡେ ଅଡ୍ନା ପାକାଇବାଟା ନିକ, ଜେନ୍ତିକି ସରଗର୍ ଦୁତ୍ମନ୍ ମିସା ସେ ତାର୍ ମୁନୁସର୍ ଅଦିକାରେ ଆଚେ ବଲି ଜାନ୍ବାଇ ।
δια τουτο οφειλει η γυνη εξουσιαν εχειν επι της κεφαλης δια τους αγγελους
11 ୧୧ ମାତର୍ ଆମେ ବିସ୍ବାସିମନର୍ପାଇ ମାଇଜି ନଇତେ ମୁନୁସ୍ ରଇ ନାପାରେ କି ମୁନୁସ୍ ନଇତେ ମାଇଜି ରଇ ନାପାରେ ।
πλην ουτε ανηρ χωρις γυναικος ουτε γυνη χωρις ανδρος εν κυριω
12 ୧୨ ମାଇଜି ମୁନୁସର୍ ଗାଗ୍ଡେ ଅନି ଜାତ୍ ଅଇଲେମିସା, ମୁନୁସ୍ ମିସା ମାଇଜି ଜନମ୍ ଦେଲାକେ ଜାତ୍ ଅଇଆଚେ । ମାତର୍ ସବୁ ବିସଇ ପର୍ମେସର୍ ଟାନେଅନି ଜାତ୍ ଅଇଆଚେ ।
ωσπερ γαρ η γυνη εκ του ανδρος ουτως και ο ανηρ δια της γυναικος τα δε παντα εκ του θεου
13 ୧୩ କନ୍ଟା ନିକ ବଲି ତମେ ନିଜେ ନିଜେ ବିଚାର୍ କରା । ଜଦି ଗଟେକ୍ ମାଇଜି ମଣ୍ଡଲିତେଇ ସବୁର୍ ମୁଆଟେ ମୁଣ୍ଡେ ଅଡ୍ନା ନ ପାକାଇ ପାର୍ତନା କଲେ ସେଟା ସୁନ୍ଦର୍ କି? ନାଇ ସୁନ୍ଦର୍ ନାଇ ।
εν υμιν αυτοις κρινατε πρεπον εστιν γυναικα ακατακαλυπτον τω θεω προσευχεσθαι
14 ୧୪ ସେନ୍ତାରିସେ ଜଗତର୍ ଜାନ୍ବା ବିସଇ ନେଇକରି ମୁନୁସ୍ ପିଲା ଜଦି ମାଇଜିମନର୍ ପାରା ଚେଣ୍ଡି ବଡାଇରଇଲେ ସେଟା ଲାଜର୍ କାତା ।
η ουδε αυτη η φυσις διδασκει υμας οτι ανηρ μεν εαν κομα ατιμια αυτω εστιν
15 ୧୫ ମାତର୍ ମାଇଜିଟକି ଚେଣ୍ଡି ବଡାଇଲେ ତାର୍ପାଇ ସୁନ୍ଦର୍ ବିସଇ । କାଇକେବଇଲେ ପର୍ମେସର୍ ତାର୍ ଡେଙ୍ଗ୍ ଚେଣ୍ଡି ତାର୍ ମୁଣ୍ଡେ ଡାବି ଅଇବାକେ ଦେଲା ଆଚେ ।
γυνη δε εαν κομα δοξα αυτη εστιν οτι η κομη αντι περιβολαιου δεδοται
16 ୧୬ ଜଦି ଏ ବିସଇନେଇ କେ ମିସା ମର୍ ଆଦେସ୍ ମାନ୍ବାକେ ମନ୍ ନ କରେ, ଆମେ କି ପର୍ମେସରର୍ ବିନ୍ ମଣ୍ଡଲିମନ୍କେ ମିସା ଏଟା ଚାଡି ଆରି କାଇ ଅବିଆସ୍ ନାଇ ।
ει δε τις δοκει φιλονεικος ειναι ημεις τοιαυτην συνηθειαν ουκ εχομεν ουδε αι εκκλησιαι του θεου
17 ୧୭ ଆରି ଗଟେକ୍ ବିସଇ ମୁଇ କଇବାର୍ ଆଚେ । ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ଗଟେକ୍ କର୍ବା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମେ ରୁଣ୍ଡ୍ଲାର୍ ଲାଗି ତମର୍ ବିସ୍ବାସ୍ ଡାଟ୍ ଅଏନାଇ, ମାତର୍ ଦୁର୍ବଲ୍ ପାରା ଅଇଗାଲାନି ।
τουτο δε παραγγελλων ουκ επαινω οτι ουκ εις το κρειττον αλλ εις το ηττον συνερχεσθε
18 ୧୮ ମୁଇ ସୁନିଆଚି ଜେ, ତମେ ଉପାସନା କର୍ବାକେ ରୁଣ୍ଡ୍ଲାବେଲେ ବାଗ୍ ବାଗ୍ ଅଇକରି ଗଟେକ୍ ବାଟର୍ ଲକ୍ ଆରି ଗଟେକ୍ ବାଟର୍ ଲକ୍କେ ବିରଦ୍ କଲାସ୍ନି ଆରି ଏଟା ସତ୍ ବଲି ମୁଇ ଜାନି ।
πρωτον μεν γαρ συνερχομενων υμων εν εκκλησια ακουω σχισματα εν υμιν υπαρχειν και μερος τι πιστευω
19 ୧୯ ତମର୍ ବିତ୍ରେ ଏନ୍ତାରି ଅଇବାଟା ନିକ । ଜେନ୍ତାରି କି ତେଇଅନି ପରିକାଟାନେ ସିଦ୍ ଅଇଲା ଲକ୍ମନ୍ ବାରଇବାଇ ।
δει γαρ και αιρεσεις εν υμιν ειναι ινα οι δοκιμοι φανεροι γενωνται εν υμιν
20 ୨୦ ଜେଡେବେଲେ ତମେ ମାପ୍ରୁର୍ କାଦି କାଇବାକେ ଗଟେକ୍ ଜାଗାଇ ଜମ୍ଲାସ୍ନି, ସେଟା ସତଇସେ ମାପ୍ରୁର୍ କାଦି ନଏଁ,
συνερχομενων ουν υμων επι το αυτο ουκ εστιν κυριακον δειπνον φαγειν
21 ୨୧ କାଇକେ ବଇଲେ, ତମର୍ ବାଇମନର୍ପାଇ କାଇଟା ଚାଡାସ୍ ନାଇ । ଏଟାର୍ପାଇ କେତେଲକ୍ ବୁକେ ଉଟିଗାଲାଇନି । ଆରି କେତେଲକ୍ ମାତ୍ଲାସ୍ନି ।
εκαστος γαρ το ιδιον δειπνον προλαμβανει εν τω φαγειν και ος μεν πεινα ος δε μεθυει
22 ୨୨ ତମେ କାଇବାକେ କାଇ ନିଜର୍ ଗର୍ ନାଇ କି? ତମର୍ ଲାଗି ତମର୍ ଗରିବ୍ ବାଇମନ୍ ଲାଜ୍ ଅଇଗାଲାଇନି । ଆରି ବାକି ବିସ୍ବାସିମନ୍କେ ଇଜତ୍ ଜିକାଇଲାସ୍ନି । ଏ ବିସଇ ଆରି ମୁଇ ତମ୍କେ କାଇଟା ବଲି କଇବି? ଏନ୍ତାରି ଅ ବଲି କଇବି କି? ନାଇ, ନ କଇ ।
μη γαρ οικιας ουκ εχετε εις το εσθιειν και πινειν η της εκκλησιας του θεου καταφρονειτε και καταισχυνετε τους μη εχοντας τι υμιν ειπω επαινεσω υμας εν τουτω ουκ επαινω
23 ୨୩ କାଇକେବଇଲେ ମାପ୍ରୁର୍ ସିକିଆ ପାଇଲି ଆଚି, ସେଟାସେ ମୁଇ ତମ୍କେ ସିକାଇଆଚି । ଜନ୍ ରାତି ଆମର୍ ମାପ୍ରୁ ଜିସୁ ବିସ୍ବାସେ ବିସ୍ ଦେଲାପାରା ଅଇଲା, ସେ ରୁଟିନେଇ, ପର୍ମେସର୍କେ ଦନିଅବାଦ୍ ଦେଲା ।
εγω γαρ παρελαβον απο του κυριου ο και παρεδωκα υμιν οτι ο κυριος ιησους εν τη νυκτι η παρεδιδοτο ελαβεν αρτον
24 ୨୪ ଏଟା ତମର୍ ପାଇ ବଲିଅଇରଇବା ମର୍ ଗାଗଡ୍, ମକେ ଏତାଇବାକେ ଏନ୍ତାର୍ କରା ।
και ευχαριστησας εκλασεν και ειπεν λαβετε φαγετε τουτο μου εστιν το σωμα το υπερ υμων κλωμενον τουτο ποιειτε εις την εμην αναμνησιν
25 ୨୫ ସେନ୍ତାରିସେ କାଇଲା ପଚେ, ସେ ମୁତା ଦାରିକରି କଇଲା “ଏ ମୁତା ପର୍ମେସରର୍ ନୁଆ ରାଜିନାମା, ଜନ୍ଟା କି ମର୍ ନିଜର୍ ବନି ଦେଲାକେ, ଟିକ୍ ଅଇଲା ।”
ωσαυτως και το ποτηριον μετα το δειπνησαι λεγων τουτο το ποτηριον η καινη διαθηκη εστιν εν τω εμω αιματι τουτο ποιειτε οσακις αν πινητε εις την εμην αναμνησιν
26 ୨୬ ଆମର୍ ମାପ୍ରୁ ଜିସୁ ବାଅଡ୍ବାଜାକ, ଜେତ୍କିତର୍ ରୁଟି କାଇସା କି ଏ ମୁତାଇ ଅନି ଡୁକ୍ସା, ତମେ ମାପ୍ରୁର୍ ମରନ୍ ବିସଇର୍ କବର୍ ଜାନାଇସା ।
οσακις γαρ αν εσθιητε τον αρτον τουτον και το ποτηριον τουτο πινητε τον θανατον του κυριου καταγγελλετε αχρις ου αν ελθη
27 ୨୭ ଏଟାର୍ ଅରତ୍ ଅଇଲାନି, ଜେ ଜଦି ମାପ୍ରୁକେ ସନ୍ମାନ୍ ନ ଦେଇ, ଏ ରୁଟି କାଇସି କି ମୁତାଇ ଅନି ଡୁକ୍ସି, ସେ ମାପ୍ରୁର୍ ଗାଗଡ୍ ଆରି ବନିର୍ ବିରୁଦେ ପାପ୍ କଲାନି ।
ωστε ος αν εσθιη τον αρτον τουτον η πινη το ποτηριον του κυριου αναξιως ενοχος εσται του σωματος και του αιματος του κυριου
28 ୨୮ ସେଟାର୍ପାଇ ତମେ ନିଜ୍କେ ପରିକା କରି ଦେକ୍ବାର୍ଆଚେ, ଦେକି ସାରାଇ ଏ ରୁଟି କାଇଅଇସି ଆରି ମୁତାଇଅନି ଡୁକି ଅଇସି ।
δοκιμαζετω δε ανθρωπος εαυτον και ουτως εκ του αρτου εσθιετω και εκ του ποτηριου πινετω
29 ୨୯ କାଇକେବଇଲେ ଜଦି ସେ ରୁଟି କାଇଲାବେଲେ ଜେ ମାପ୍ରୁର୍ ଗାଗଡ୍ ଆରି ମୁତାଇଅନି ଡୁକ୍ଲାବେଲେ ସତ୍ବିସଇ ନ ବୁଜତ୍, ସେମନ୍ ନିଜେ ନିଜର୍ ଉପ୍ରେ ପର୍ମେସରର୍ ଡଣ୍ଡ୍ ଡାକି ଆନ୍ଲାଇନି ।
ο γαρ εσθιων και πινων αναξιως κριμα εαυτω εσθιει και πινει μη διακρινων το σωμα του κυριου
30 ୩୦ ସେଟାର୍ପାଇ ତମର୍ ବିତ୍ରେ ବେସି ଲକ୍ ଦୁର୍ବଲ୍ ଆଚାସ୍ ଆରି ବିନ୍ ବିନ୍ ଜର୍ ଦାରାଇ ଅଇଆଚାସ୍ ଆରି ମଲାସ୍ନି ମିସା ।
δια τουτο εν υμιν πολλοι ασθενεις και αρρωστοι και κοιμωνται ικανοι
31 ୩୧ ମାତର୍ ଆମେ ଜଦି ନିଜ୍କେ ପରିକା କର୍ତା ଆଲେ, ପର୍ମେସରର୍ ଡଣ୍ଡ୍ ଆମର୍ ଉପ୍ରେ ନ ଆଇତା ।
ει γαρ εαυτους διεκρινομεν ουκ αν εκρινομεθα
32 ୩୨ ମାତର୍ ଜଗତର୍ ଲକ୍ମନର୍ ପଚର୍ ଡଣ୍ଡ୍ଲଗେ ଅନି ଆମ୍କେ ରକିଆ କର୍ବାକେ ପର୍ମେସର୍ ଆମ୍କେ ବିଚାର୍ କରି ଦେଇସି ।
κρινομενοι δε υπο κυριου παιδευομεθα ινα μη συν τω κοσμω κατακριθωμεν
33 ୩୩ ତେବେ ଏ ମର୍ ବାଇବଇନିମନ୍, ତମେ ଆମର୍ ମାପ୍ରୁର୍ କାଦି କାଇବାକେ ରୁଣ୍ଡ୍ଲା ବେଲେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଜାଗା ।
ωστε αδελφοι μου συνερχομενοι εις το φαγειν αλληλους εκδεχεσθε
34 ୩୪ ଜଦି କେ ବୁକେ ଆଚେ, ସେ ନିଜର୍ ଗରେ କାଇକରି ଆଇବାର୍ ଆଚେ । ଜେନ୍ତିକି ତମେ ରୁଣ୍ଡ୍ଲାବେଲେ ପର୍ମେସରର୍ ଡଣ୍ଡ୍ ତମର୍ ଉପ୍ରେ ନ ଆସେ । ଆରି ରଇଲା ବିନ୍ ବିନ୍ ବିସଇମନ୍ ମୁଇ ଆଇଲେ, ପଚେ ବୁଜାଇ ଦେବି ।
ει δε τις πεινα εν οικω εσθιετω ινα μη εις κριμα συνερχησθε τα δε λοιπα ως αν ελθω διαταξομαι