< ୧ମ କରନ୍ତିୟ 15 >
1 ୧ ଏ ବାଇବଇନିମନ୍, ମୁଇ ତମର୍ ଲଗେ ଜନ୍ ସୁବ୍କବର୍ ଜାନାଇରଇଲି ସେଟା ତମ୍କେ ଏତାଇଦେବି ବଲି ମନ୍ କଲିନି । ସେଟା ତମେ ମାନି ରଇଲାସ୍ ଆରି ତେଇସେ ତମର୍ ବିସ୍ବାସ୍ ଡାଁଟ୍ ଆଚେ ।
Ich mache euch aber, ihr Brüder, auf das Evangelium aufmerksam, das ich euch gepredigt habe, welches ihr auch angenommen habt, in welchem ihr auch stehet;
2 ୨ ଜଦି ଏ ସୁସମାଚାର୍ ତମେ ଡାଟ୍ ସଙ୍ଗ୍ ଦାରିରଇସା, ତେବେ ଉଦାର୍ ପାଇସା, ନଇଲେ ତମେ ବେକାର୍ ବିସ୍ବାସି ଅଇ ଆଚାସ୍ ।
durch welches ihr auch gerettet werdet, wenn ihr an dem Worte festhaltet, das ich euch verkündigt habe, es wäre denn, daß ihr vergeblich geglaubt hättet.
3 ୩ କାଇକେବଇଲେ ଜନ୍ ସିକିଆ ମୁଇ ପାଇରଇଲି, ତେଇଅନି ଏ ବଡ୍ ସିକିଆ ତମ୍କେ ସିକାଇ ରଇଲି । ସାସ୍ତର୍ ଇସାବେ କିରିସ୍ଟ ଆମର୍ ପାପ୍ କେମା ଅଇବାକେ ମରିଗାଲା ।
Denn ich habe euch in erster Linie das überliefert, was ich auch empfangen habe, nämlich daß Christus für unsre Sünden gestorben ist, nach der Schrift,
4 ୪ ତାକେ ତପିରଇଲାଇଜେ, ସାସ୍ତର୍ ଇସାବେ ତିନ୍ଦିନ୍ ନ ଅଇତେ ତାକେ ପର୍ମେସର୍ ଜିବନ୍ କରି ଉଟାଇଲା ।
und daß er begraben worden und daß er auferstanden ist am dritten Tage, nach der Schrift,
5 ୫ ସେ ପିତର୍ ଆରି ତାର୍ ବାର୍ଟା ପେରିତ୍ ସିସ୍ମନ୍କେ ଦର୍ସନ୍ଦେଲା ।
und daß er dem Kephas erschienen ist, hernach den Zwölfen.
6 ୬ ତାର୍ ପଚେ ତର୍ ସଙ୍ଗ୍ ଜାଇତେରଇବା ଏକାତର୍ ପାଁଚ୍ସଅ ଲଗେଅନି ଅଦିକ୍ ବାଇମନ୍କେ ଦର୍ସନ୍ ଦେଲା । ସେମନର୍ ବିତ୍ରେ ଅନି କେତେଲକ୍ ମରିଗାଲାଇ ଆରି ବେସି ଲକ୍ ଆଜିକେ ଜାକ ଜିବନ୍ ଆଚତ୍ ।
Darnach ist er mehr als fünfhundert Brüdern auf einmal erschienen, von welchen die meisten noch leben, etliche aber auch entschlafen sind.
7 ୭ ତାର୍ପଚେ ସେ ଜାକୁବ୍କେ ଆରି ସବୁ ପେରିତ୍ମନ୍କେ ଦର୍ସନ୍ ଦେଲା ।
Darnach erschien er dem Jakobus, hierauf sämtlichen Aposteln.
8 ୮ ସେ ଦର୍ସନ୍ ଦେଲା ଲକ୍ମନର୍ ବିତ୍ରେ ସାରାସାରି ମୁଇ ରଇଲି । ସବୁର୍ ପଚେ, ଦିନ୍ ନ କେଟ୍ତେ, ଜନମ୍ ଅଇଲା ପିଲା ପାରା ମକେ ମିସା ଦର୍ସନ୍ ଦେଲା ।
Zuletzt aber von allen erschien er auch mir, der ich gleichsam eine unzeitige Geburt bin.
9 ୯ ସବୁ ପେରିତ୍ ସିସ୍ମନର୍ ବିତ୍ରେ ଅନି ମୁଇସେ ସାନ୍ । ପେରିତ୍ ବଲି ଡାକାଇ ଅଇବାକେ ମର୍ ଅଦିକାର୍ ନାଇ । କାଇକେବଇଲେ ପର୍ମେସରର୍ ମଣ୍ଡ୍ଲିର୍ ବିସ୍ବାସିମନ୍କେ ମୁଇ କସ୍ଟ ଦେଇତେ ରଇଲି ।
Denn ich bin der geringste von den Aposteln, nicht wert ein Apostel zu heißen, weil ich die Gemeinde Gottes verfolgt habe.
10 ୧୦ ଅଇଲେ ମିସା, ପର୍ମେସରର୍ ଜିବନ୍ ଦୁକାଇଲାଟାନେଅନି ମୁଇ ଏବେ ଏନ୍ତାରି ଆଚି । ତାର୍ ଜିବନ୍ ଦୁକାଇଲାଟା ମକେ ଦାରି ଆଚେ ବଲି ଜାନା ପଡ୍ଲାନି । କାଇକେବଇଲେ ମର୍ ସଙ୍ଗର୍ ପେରିତ୍ ମନର୍ଟାନେଅନି ମୁଇ ଅଦିକ୍ କାମ୍ କରିଆଚି । ମାତର୍ ସେଟା ମର୍ ନିଜର୍ ବପୁସଙ୍ଗ୍ ନାଇ, ପର୍ମେସର୍ ଜିବନ୍ ଦୁକାଇ ମକେ ସାଇଜ କଲା ।
Aber durch Gottes Gnade bin ich, was ich bin, und seine Gnade gegen mich ist nicht vergeblich gewesen, sondern ich habe mehr gearbeitet als sie alle; nicht aber ich, sondern die Gnade Gottes, die mit mir ist.
11 ୧୧ ଅଇଲେ ମିସା ମୁଇ ସୁବ୍କବର୍ ଜାନାଇଲେ କି ସେମନ୍ ଜାନାଇଲେ ମିସା କିଚି ବିନ୍ ନାଇ । କାଇକେବଇଲେ ଆମେ ସବୁ ଜାନାଇବାଟା ଗଟେକ୍ ବିସଇସେ । ସେଟା ତମେ ବିସ୍ବାସ୍ କରିଆଚାସ୍ ।
Ob es nun aber ich sei oder jene, so predigen wir, und so habt ihr geglaubt.
12 ୧୨ ଜଦି କିରିସ୍ଟକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଆଚେ ବଲି ଆମେ ସିକାଇଲୁନି, ତେବେ କାଇକେ ତମର୍ ବିତ୍ରେ କେତେଲକ୍, ମଲା ଲକ୍ମନର୍, ଆରି ତରେକ୍ ଜିବନ୍ ଅଇବାଟା ନଏଁ, ବଲି କଇଲାସ୍ନି?
Wenn aber Christus gepredigt wird, daß er von den Toten auferstanden sei, wie sagen denn etliche unter euch, es gebe keine Auferstehung der Toten?
13 ୧୩ ମଲା ଲକ୍ମନ୍ ଆରିତରେକ୍ ଜିବନ୍ ନ ଅଇବାଟା ଜଦି ସତ୍, ତେବେ କିରିସ୍ଟକେ ମିସା ଜିବନ୍ କରାଇ ଉଟାଏ ନାଇ ।
Gibt es wirklich keine Auferstehung der Toten, so ist auch Christus nicht auferstanden!
14 ୧୪ ଆରି, ଜଦି କିରିସ୍ଟକେ ମଲାତେଇ ଅନି ଉଟାଏ ନାଇ, ତେବେ ଆମେ ଜାନାଇବାଟା ଚୁଚାଇସେ, ତମେ ବିସ୍ବାସ୍ କର୍ବାଟା ମିସା ଚୁଚାଇସେ ।
Ist aber Christus nicht auferstanden, so ist also unsre Predigt vergeblich, vergeblich auch euer Glaube!
15 ୧୫ ସେତ୍କିସେ ନଏଁ, ଆମେ ପର୍ମେସରର୍ ବିସଇର୍ ମିଚ୍ ସାକି ଦେଇତେରଇଲୁ ବଲି ଜାନାପଡ୍ସି । କାଇକେବଇଲେ ଆମେ କିରିସ୍ଟକେ ଜିବନ୍ କରାଇ ଉଟାଇ ଆଚେ ବଲି କଇରଇଲୁ । ମାତର୍ ମଲାଲକ୍ ଜିବନ୍ ଅଇ ନ ଉଟତ୍, ସେଟା ଜଦି ସତ୍, ସେନ୍ତାର୍ଆଲେ ପର୍ମେସର୍ କିରିସ୍ଟକେ ଜିବନ୍ କରାଇ ଉଟାଏ ନାଇ ।
Wir werden aber auch als falsche Zeugen Gottes erfunden, weil wir wider Gott gezeugt haben, er habe Christus auferweckt, während er ihn doch nicht auferweckt hat, wenn also Tote nicht auferstehen!
16 ୧୬ ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ, କିରିସ୍ଟକେ ମିସା ଉଟାଏ ନାଇ ।
Denn wenn Tote nicht auferstehen, so ist auch Christus nicht auferstanden.
17 ୧୭ ଜଦି କିରିସ୍ଟକେ ଉଟାଏ ନାଇ, ତେବେ ତମର୍ ବିସ୍ବାସ୍ କର୍ବାଟା ଚୁଚାଇସେ । ଆରି ତମେ ଏବେ ଜାକ ନିଜର୍ ନିଜର୍ ପାପେ ଆଚାସ୍ ।
Ist aber Christus nicht auferstanden, so ist euer Glaube nichtig, so seid ihr noch in euren Sünden;
18 ୧୮ ସେନ୍ତାରିସେ ଜନ୍ ଲକ୍ କିରିସ୍ଟକେ ବିସ୍ବାସ୍ କରି ମରିଗାଲାଇ ଆଚତ୍, ସେମନ୍ ରକିଆ ଅଅତ୍ ନାଇ, ମାତର୍ ନସ୍ଟ ଅଇଆଚତ୍ ।
dann sind auch die in Christus Entschlafenen verloren.
19 ୧୯ ଜଦି କିରିସ୍ଟର୍ ଟାନେ ଆମର୍ ଆସା କରିରଇବାଟା ଏ ଜଗତର୍ ଜିବନ୍ ସଙ୍ଗ୍ ସାର୍ସି, ତେବେ ସବୁଲକର୍ ତେଇଅନି ଆମର୍ କେଡେକ୍ କାକୁର୍ତିର୍ କରମ୍ ।
Hoffen wir allein in diesem Leben auf Christus, so sind wir die elendesten unter allen Menschen!
20 ୨୦ ମାତର୍ କିରିସ୍ଟକେ ମଲାତେଇଅନି ଉଟାଇଆଚେ, ଏଟା ଅଇଲାନି ସତ୍ ଆରି ଏନ୍ତାରିସେ ସବୁ ମଲା ଲକ୍ମନ୍କେ ପର୍ମେସର୍ ଜିବନ୍ କରି ଉଟାଇସି, ଏଟା ଆମେ ଜାନୁ ।
Nun aber ist Christus von den Toten auferstanden, als Erstling der Entschlafenen.
21 ୨୧ କାଇକେବଇଲେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍ ମର୍ବାର୍ଆଚେ । ସେନ୍ତାରିସେ ଗଟେକ୍ ଲକର୍ ଲାଗି ଗୁଲାଇ ଲକ୍କେ ମଲାତେଇଅନି ଉଟାଅଇସି ।
Denn weil der Tod kam durch einen Menschen, so kommt auch die Auferstehung der Toten durch einen Menschen;
22 ୨୨ ଜେନ୍ତି ଆଦମର୍ ବଁସେଅନି ଆଇଲା ଲକ୍ମନ୍ ମର୍ବାଇ, ସେନ୍ତାରିସେ କିରିସ୍ଟର୍ତେଇ ରଇଲା ସବୁଲକ୍ ଜିବନ୍ ଅଇ ଉଟ୍ବାଇ ।
denn gleichwie in Adam alle sterben, so werden auch in Christus alle lebendig gemacht werden.
23 ୨୩ ମାତର୍ ଗଟେକ୍ ଗଟେକ୍ ଲକ୍ ଆଗାପଚା ଇସାବେ ଉଟ୍ବାଇ । ପର୍ତୁମ୍ କିରିସ୍ଟ ତାର୍ପଚେ ସେ ଆଇବା ଦିନେ ଜେତ୍କି ଲକ୍ ସବୁ ତାର୍ଲଗେ ରଇଲାଇ ।
Ein jeglicher aber in seiner Ordnung: Als Erstling Christus, darnach die, welche Christus angehören, bei seiner Wiederkunft;
24 ୨୪ ତାର୍ପଚେ ଜୁଗର୍ ସାରାସାରି ଦିନ୍ କେଟ୍ସି । ସେଡ୍କିବେଲେ ସବୁ ସାସନ୍କାରିଆମନ୍କେ, ଅଦିକାର୍ ଆରି ବପୁ ରଇଲା ଲକ୍ମନ୍କେ ସେ ଆରାଇସି ଆରି ବାବା ପର୍ମେସର୍କେ ସେ ରାଇଜ୍ ସର୍ପି ଦେଇସି ।
hernach das Ende, wenn er das Reich Gott und dem Vater übergibt, wenn er abgetan hat jede Herrschaft, Gewalt und Macht.
25 ୨୫ କାଇକେବଇଲେ ପର୍ମେସର୍ ତାର୍ ସବୁ ସତ୍ରୁମନ୍କେ ଆରାଇ, ତାର୍ ପାଦ୍ତଲେ ଆନ୍ବାଜାକ କିରିସ୍ଟ ସାସନ୍ କର୍ବାର୍ ଆଚେ ।
Denn er muß herrschen, «bis er alle Feinde unter seine Füße gelegt hat».
26 ୨୬ ସାରାସାରି ପଚେ ସତ୍ରୁମନ୍ ମିସା ଆରିଜିବାଇ ।
Als letzter Feind wird der Tod abgetan.
27 ୨୭ ଜେନ୍ତି କି ସାସ୍ତରେ ଲେକା ଅଇଲାଆଚେ, ପର୍ମେସର୍ ସବୁ ବିସଇ ତାର୍ ପାଦ୍ତଲେ ସଙ୍ଗଇଆଚେ । ସବୁ ବିସଇ ବଲି, କଇବା ବେଲେ ତାର୍ ଅରତ୍ ଅଇଲାନି, ପର୍ମେସର୍କେ ଚାଡି ସବୁ ବିସଇ । ସେ ଆକା ସବୁ ବିସଇ କିରିସ୍ଟର୍ ତଲିଆ କରି ସଙ୍ଗଇଆଚେ ।
Denn «alles hat er unter seine Füße getan». Wenn er aber sagt, daß ihm alles unterworfen sei, so ist offenbar, daß der ausgenommen ist, welcher ihm alles unterworfen hat.
28 ୨୮ ସବୁ ବିସଇ କିରିସଟର୍ ତଲେ ସଙ୍ଗଇଲା ପଚେ, ନିଜେ କିରିସ୍ଟ ଜେ କି ପଅ, ସେ ପର୍ମେସରର୍ ତଲିଆ ଅଇ ରଇସି । ସବୁ ବିସଇ ପର୍ମେସର୍ ତାର୍ ତଲିଆ କରି ସଙ୍ଗଇଆଚେ ଆରି ପର୍ମେସର୍ ପୁରାପୁରୁନ୍ ସବୁର୍ ଉପ୍ରେ ସାସନ୍ କର୍ସି ।
Wenn ihm aber alles unterworfen sein wird, dann wird auch der Sohn selbst sich dem unterwerfen, der ihm alles unterworfen hat, auf daß Gott sei alles in allen.
29 ୨୯ ମଲାଲକ୍କେ ଆରିତରେକ୍ ନ ଉଟାଏ, ଜଦି ଏଟା କେନ୍ତାର୍ ଜେ ମଲା ଲକ୍ମନର୍ ପାଇ ତାର୍ ମଇତର୍ମନ୍ ଡୁବନ୍ ନେଲାଇନି? ତେବେ ସେମନ୍କେ କାଇଟା ମିଲ୍ସି? ଜଦି ମଲାଲକ୍ମନ୍କେ ନ ଉଟାଅତ୍, ସେନ୍ତାର୍ ଆଲେ କାଇକେ ଏମନ୍ ମଲା ଲକ୍ମନର୍ପାଇ ଡୁବନ୍ ନେଲାଇନି?
Was würden sonst die tun, welche sich für die Toten taufen lassen? Wenn die Toten gar nicht auferstehen, was lassen sie sich für die Toten taufen?
30 ୩୦ ଆରି ଆମେ ମିସା କାଇକେ ସବୁ ବେଲେ ଆମର୍ ଜିବନ୍ ବିପଦେ ପାକାଇତେ ରଇବୁ?
Und warum stehen auch wir stündlich in Gefahr?
31 ୩୧ ଏ ମର୍ ବାଇବଇନିମନ୍ ଦିନ୍କେ ଦିନ୍, ଲକ୍ମନ୍ ମକେ ମରାଇବାକେ ଚେସ୍ଟା କଲାଇନି । ମୁଇ ଏଟା କାଇକେ କଇଲିନି ବଇଲେ, ତମର୍ଟାନେ ମର୍ ଜନ୍ ବଡ୍ପନ୍ ଆଚେ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଟାନେ ଆମର୍ ଜିବନ୍ ମିସିରଇଲାଜେ ମୁଇ କଇଲିନି ।
Täglich sterbe ich, ja, sowahr ihr, Brüder, mein Ruhm seid, den ich in Christus Jesus habe, unserm Herrn!
32 ୩୨ ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
Habe ich als Mensch zu Ephesus mit wilden Tieren gekämpft, was nützt es mir? Wenn die Toten nicht auferstehen, so «lasset uns essen und trinken, denn morgen sind wir tot!»
33 ୩୩ ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
Lasset euch nicht irreführen: Schlechte Gesellschaften verderben gute Sitten.
34 ୩୪ ଟିକ୍ସଙ୍ଗ୍ ଚିନ୍ତା କରା । ତମର୍ ପାପର୍ ଚଲାଚଲ୍ତି କର୍ବାଟା ଚାଡିଦିଆସ୍ । କାଇକେବଇଲେ ପର୍ମେସର୍କେ ନାଜାନ୍ଲା କେତେକ୍ ଲକ୍ ତମର୍ ବିତ୍ରେ ଆଚତ୍ । ଏଟା ମୁଇ ତମ୍କେ ଲାଜ୍ କରାଇବାକେ କଇଲିନି ।
Werdet ganz nüchtern und sündiget nicht! Denn etliche haben keine Erkenntnis Gottes; das sage ich euch zur Beschämung.
35 ୩୫ କେତେଲକ୍ ପାଚାର୍ବାଇ, “ମଲା ଲକ୍ମନ୍କେ କେ ଜିବନ୍ ଦେଇ ଉଟାଇସି? ଆରି ସେମନର୍ ଗାଗଡ୍ କେନ୍ତାର୍ ରଇସି?” ଜେ ଏନ୍ତାରି ପର୍ସନ୍ ପାଚାର୍ସି, ସେ ବକୁଆଟା ।
Aber, wird jemand sagen, wie sollen die Toten auferstehen? Mit was für einem Leibe sollen sie kommen?
36 ୩୬ ତମେ ଜାନାସ୍ । ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ମୁଞ୍ଜିର୍ ଉପ୍ରର୍ ଚପା କୁଇଜାଇସି, ମାତର୍ ବିତ୍ରର୍ଟା ଆଁକର୍ସି ।
Du Gedankenloser, was du säst, wird nicht lebendig, es sterbe denn!
37 ୩୭ ଜେଡେବେଲେ ଗଟେକ୍ ମୁଞ୍ଜି ରପା ଅଇସି, ସେଟା ଦାନ୍ ଅ, କି ଆରି କାଇ ମୁଞ୍ଜି ଅ, ମୁଞ୍ଜିସେ ରପି ଅଇସି । ପଚେ ବଡିରଇବା ବୁଟା ନ ରପତ୍ ।
Und was du säst, das ist ja nicht der Leib, der werden soll, sondern ein bloßes Korn, etwa von Weizen, oder von einer andern Frucht.
38 ୩୮ ପର୍ମେସର୍ ନିଜର୍ ମନ୍ କଲା ଇସାବେ ମୁଞ୍ଜିତେଇଅନି ଆଁକ୍ରି ଗଚ୍ ଅ, ବଲି ଟିକ୍ କଲା । ଆରି ସେ ବିନ୍ ବିନ୍ ରକାମର୍ ମୁଞ୍ଜି ବଡ୍ବାକେ ଦେଲା, ଜେନ୍ତିକି ଗଟେକ୍ ଗଟେକ୍କେ ତାର୍ ଗାଗଡର୍ ରୁପ୍ ବାଦ୍ଲାଇସି ।
Gott aber gibt ihm einen Leib, wie er es gewollt hat, und zwar einem jeglichen Samen seinen besonderen Leib.
39 ୩୯ ଜିବନ୍ ରଇବା ସବୁ ଗାଗଡ୍ ସମାନ୍ ନଏଁ । ଲକ୍ମନ୍କେ ଗଟେକ୍ ରକାମ୍ ଗାଗଡ୍, ପସୁ ଚଡଇ ଆରି ମାଚ୍ମନ୍କେ ବିନ୍ ବିନ୍ ରକାମ୍ ଗାଗଡ୍ ଆଚେ ।
Nicht alles Fleisch ist von gleicher Art; sondern anders ist das der Menschen, anders das Fleisch vom Vieh, anders das Fleisch der Vögel, anders das der Fische.
40 ୪୦ ସେନ୍ତିସେ ସର୍ଗେ ରଇବାଟାମନ୍ ଆରି ଦର୍ତନି ରଇବାଟାମନ୍ ଆଚତ୍ । ଜେନ୍ତିକି ସର୍ଗେ ରଇବାଟାମନର୍ ସୁନ୍ଦର୍ ଗଟେକ୍ ରକାମ୍, ଦର୍ତନି ରଇବାଟାମନର୍ ବିନ୍ ବିନ୍ ରକାମ୍ ।
Und es gibt himmlische Körper und irdische Körper; aber anders ist der Glanz der Himmelskörper, anders der der irdischen;
41 ୪୧ ବେଲ୍ ତାର୍ ନିଜର୍ ଇସାବେ ସୁନ୍ଦର୍ ଆଚେ । ସେନ୍ତାରିସେ ଜନ୍ ତାରାମନ୍ ମିସା ନିଜର୍ ନିଜର୍ ଇସାବେ ସୁନ୍ଦର୍ ଆଚତ୍ ।
einen andern Glanz hat die Sonne und einen andern Glanz der Mond, und einen andern Glanz haben die Sterne; denn ein Stern unterscheidet sich vom andern durch den Glanz.
42 ୪୨ ସେନ୍ତାରିସେ ଆମର୍ ଗାଗଡ୍ ଆରି ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ଦୁଇଟାଜାକ ବିନ୍ ଆଚେ । କାଇକେବଇଲେ ଆମର୍ ଗାଗଡ୍ ଏବେ ମରିକରି କୁଇଜାଇସି । ମାତର୍ ଜନ୍ ଗାଗଡ୍ ପର୍ମେସର୍ ଉଟାଇସି, ସେଟା କେବେ ନ ମରେ ।
So ist es auch mit der Auferstehung der Toten: Es wird gesät verweslich und wird auferstehen unverweslich;
43 ୪୩ ସେଟା ତପ୍ଲାବେଲେ ଦୁର୍ବଲ୍ ଅଇ ସୁନ୍ଦର୍ ନ ରଏ । ମାତର୍ ଉଟାଇଲାବେଲେ ସୁନ୍ଦର୍ ରଇକରି ଡାଁଟ୍ ରଇସି ।
es wird gesät in Unehre und wird auferstehen in Herrlichkeit; es wird gesät in Schwachheit und wird auferstehen in Kraft;
44 ୪୪ ତପ୍ଲା ବେଲେ ଅବ୍କା ଗାଗଡ୍, ମାତର୍ ଉଟାଇଲାବେଲେ ଆତ୍ମାର୍ ଗାଗଡ୍ ଅଇସି । ଅବ୍କା ଗାଗଡ୍ ଆଚେ ବଇଲେ ଆତ୍ମାର୍ ଗାଗଡ୍ ମିସା ରଇବାର୍ ଆଚେ ।
es wird gesät ein natürlicher Leib und wird auferstehen ein geistiger Leib. Gibt es einen natürlichen Leib, so gibt es auch einen geistigen Leib.
45 ୪୫ ଜେନ୍ତାରିକି ଲେକା ଅଇଲାଆଚେ, ପର୍ତୁମ୍ ମୁନୁସ୍ ଜେ କି ଆଦମ୍, ତାକେ ତିଆର୍ କରି ଜିବନ୍ ଦେଇରଇଲା, ମାତର୍ ସାରାସାରିପଚର୍ ଆଦମ୍ ନ ସାର୍ବା ଜିବନ୍ ଦେବା ଆତ୍ମା ଅଇଲା ।
So steht auch geschrieben: Der erste Mensch, Adam, wurde zu einer lebendigen Seele; der letzte Adam zu einem lebendigmachenden Geiste.
46 ୪୬ ମାତର୍ ଆତ୍ମାର୍ ଗାଗଡ୍ ପର୍ତୁମ୍ ନ ଆସେ । ଚୁଚାଇ ଗାଗଡ୍ ଆଇସି, ତାର୍ପଚେ ଆତ୍ମାର୍ ଗାଗଡ୍ ।
Aber nicht das Geistige ist das erste, sondern das Seelische, darnach [kommt] das Geistige.
47 ୪୭ ପର୍ତୁମ୍ ଆଦମ୍ ମାଟିସଙ୍ଗ୍ ତିଆର୍ ଅଇ ଏ ଦର୍ତନି ଆଇଲା । ମାତର୍ ପଚର୍ ଆଦମ୍ ସର୍ଗେ ଅନି ଆଇଲା ।
Der erste Mensch ist von Erde, irdisch; der zweite Mensch ist der Herr vom Himmel.
48 ୪୮ ଜନ୍ ଲକ୍ମନ୍ ଏ ଦର୍ତନିର୍, ସେମନ୍ ଜେ କି ମାଟି ସଙ୍ଗ୍ ତିଆର୍ ଅଇରଇଲା, ତାର୍ପାରା । ଆରି ଜନ୍ ଲକ୍ ସର୍ଗର୍, ଜେ କି ସର୍ଗେ ଅନି ଆଇଲା, ତାର୍ପାରା ।
Wie der Irdische beschaffen ist, so sind auch die Irdischen; und wie der Himmlische beschaffen ist, so sind auch die Himmlischen.
49 ୪୯ ଜେନ୍ତିକି ଆମେ ଜନ୍ଲକ୍ ମାଟିସଙ୍ଗ୍ ତିଆର୍ ଅଇରଇଲା, ତାର୍ ବାନିମୁର୍ତି ଆଚୁ, ସେନ୍ତାରିସେ ଜେ ସର୍ଗେଅନି ଆଇଲା ତାର୍ ପାରା ବାନିମୁର୍ତି ଦାର୍ବୁ ।
Und wie wir das Bild des Irdischen getragen haben, so werden wir auch das Bild des Himmlischen tragen.
50 ୫୦ ଏ ବାଇବଇନିମନ୍, ମୁଇ କଇବା ଅରତ୍ ଅଇଲାନି ବନି ମାଉଁସ୍ ରଇବା ଗାଗଡ୍ ପର୍ମେସରର୍ ରାଇଜେ ମିସିନାପାରତ୍ । ଆରି ଜନ୍ ଗାଗଡ୍ ମର୍ବାଇ, ସେମନ୍କେ ନ ସାର୍ବା ଜିବନ୍ ଦେଇ ନଏଁ ।
Das aber sage ich, Brüder, daß Fleisch und Blut das Reich Gottes nicht ererben können; auch wird das Verwesliche nicht ererben die Unverweslichkeit.
51 ୫୧ ସୁନା, ମୁଇ ତମ୍କେ ଗଟେକ୍ ଆଗ୍ତୁ ନ ଜାନାଇରଇବା ବିସଇ କଇବି । ଆମେ ସବୁଲକ୍ ନ ମରୁ, ମାତର୍ ଆମର୍ ଗାଗଡ୍ ସବୁ ବାଦ୍ଲି ଜାଇସି ।
Siehe, ich sage euch ein Geheimnis: Wir werden nicht alle entschlafen, wir werden aber alle verwandelt werden,
52 ୫୨ ଗଟେକ୍ ଲକ୍ ଆଁକି ମିଟ୍କା ମାର୍ଲା ବିତ୍ରେ ସେଟା ଗଟ୍ସି । ସାରାସାରିର୍ ମଇରି ବାଜ୍ଲା ବେଲେ ମଲା ଲକ୍ମନ୍ ଜିବନ୍ ଅଇ ଉଟ୍ବାଇ । ସେମନ୍ ଆରି କେବେ ମିସା ନ ମରତ୍ ଆରି ଆମେ ସବୁ ବଦ୍ଲି ଜିବୁ ।
plötzlich, in einem Augenblick, zur Zeit der letzten Posaune; denn die Posaune wird erschallen, und die Toten werden auferstehen unverweslich, und wir werden verwandelt werden.
53 ୫୩ କାଇକେବଇଲେ ଆମର୍ ଏ ମର୍ବା ଗାଗଡ୍ ନ ମର୍ବା ଗାଗଡ୍ ଅଇ ବାଦ୍ଲିଜାଇସି ।
Denn dieses Verwesliche muß anziehen Unverweslichkeit, und dieses Sterbliche muß anziehen Unsterblichkeit.
54 ୫୪ ସେଟା ଅଇଲାବେଲେ ଜନ୍ଟା କି ସାସ୍ତରେ ଲେକା ଅଇରଇଲା, ସେଟା ପୁରାପୁରୁନ୍ ଅଇସି ମରନ୍ ଆରିଜାଇକରି, ଜିତ୍ବାଟା ପୁରାପୁରୁନ୍ ଅଇଲା ।
Wenn aber dieses Verwesliche Unverweslichkeit anziehen und dieses Sterbliche Unsterblichkeit anziehen wird, dann wird das Wort erfüllt werden, das geschrieben steht:
55 ୫୫ ତେବେ ଆମେ କଇ ପାର୍ବୁ, ଅଇରେ ମରନ୍! ତୁଇ କେନେ ଜିତ୍ଲୁସ୍? ଅଇରେ ମରନ୍! କେନେ ତର୍ ବପୁ? (Hadēs )
«Der Tod ist verschlungen in Sieg! Tod, wo ist dein Stachel? Totenreich, wo ist dein Sieg?» (Hadēs )
56 ୫୬ ଆମର୍ ପାପେଅନି ଆମ୍କେ ବାଦ୍ବା ବପୁ ମରନ୍ ପାଇଲା ଆଚେ । ଆରି ପର୍ମେସରର୍ ନିୟମ୍ ନ ମାନ୍ଲାତେଇଅନି ପାପ୍ ବପୁ ପାଇସି ।
Aber der Stachel des Todes ist die Sünde, die Kraft der Sünde aber ist das Gesetz.
57 ୫୭ ମାତର୍ ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି । କାଇକେବଇଲେ ଆମର୍ ମାପ୍ରୁ ଜିସୁ କିରିସ୍ଟ କଲା କାମେଅନି ପାପ୍କେ ଆରି ମରନ୍କେ ଆରାଇବା ବପୁ ସେ ଆମ୍କେ ଦେଲାଆଚେ ।
Gott aber sei Dank, der uns den Sieg gibt durch unsern Herrn Jesus Christus!
58 ୫୮ ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
Darum, meine geliebten Brüder, seid fest, unbeweglich, nehmet immer zu in dem Werke des Herrn, weil ihr wisset, daß eure Arbeit nicht vergeblich ist in dem Herrn!