< ୧ମ କରନ୍ତିୟ 16 >
1 ୧ ଜିଉଦା ମଣ୍ଡଲିର୍ ବିସ୍ବାସିମନ୍କେ ଡାବୁ ସାଇଜ କର୍ବା ବିସଇ ମୁ ଲେକ୍ଲିନି । ମୁ ଗାଲାତିଅ ମଣ୍ଡଲିମନ୍କେ ଜାଇଟା କର୍ବାକେ ଆଦେସ୍ ଦେଲିଆଚି, ସେ ଆଦେସ୍ ଡାଁଟ୍ ସଙ୍ଗ୍ କର୍ବାର୍ଆଚେ ।
अब उस चन्दे के बारे में जो मुक़द्दसों के लिए किया जाता है; जैसा मैं ने ग़लतिया की कलीसियाओं को हुक्म दिया वैसे ही तुम भी करो।
2 ୨ ତମର୍ କାମାଇବା ଇସାବେ, ସବୁ ବିସ୍ବାସିମନ୍, ବିସ୍ରାମ୍ ଦିନେ ମଣ୍ଡଲିତେଇ ରୁଣ୍ଡ୍ଲାବେଲେ ଅଲପ୍ ଅଲପ୍ ଡାବୁ ଜମାଇବାର୍ ଆଚେ । ଜେନ୍ତିକି ମୁଇ ଆଇଲାବେଲେ ଆରି ଡାବୁ ତଲ୍ବାକେ ନ ଲାଗେ ।
हफ़्ते के पहले दिन तुम में से हर शख़्स अपनी आमदनी के मुवाफ़िक़ कुछ अपने पास रख छोड़ा करे ताकि मेरे आने पर चन्दा न करना पड़े।
3 ୩ ମୁଇ ଆଇଲାବେଲେ ତମେ ବାଚିରଇବା ଲକ୍ମନ୍କେ ଗଟେକ୍ ଚିଟି ଲେକିଦେବି ଆରି ସେମନ୍ ଜମାଇଲା ଡାବୁ ଆରି ସେମନ୍କେ ଜାନାଇବା ଚିଟି ଦାରି, ଜିରୁସାଲାମ୍ ଜିବାଇ ।
और जब मैं आऊँगा तो जिन्हें तुम मंज़ूर करोगे उनको मैं ख़त देकर भेज दूँगा कि तुम्हारी ख़ैरात येरूशलेम को पहुँचा दें।
4 ୪ ଜଦି ମର୍ ଜିବାକେ ଦର୍କାର୍ ଅଇସି ବଇଲେ ସେମନ୍ ମର୍ସଙ୍ଗ୍ ଜାଇପାରତ୍ ।
अगर मेरा भी जाना मुनासिब हुआ तो वो मेरे साथ जाएँगे।
5 ୫ ମାତର୍ ମୁଇ ଏବେ ମାକିଦନିଆଇ ଗାଲିନି । ତେଇଅନି ଜାଇ ଆଇଲେ ତମର୍ ଲଗେ ଆଇବି ।
मैं मकिदुनिया होकर तुम्हारे पास आऊँगा; क्यूँकि मुझे मकिदुनिया हो कर जाना तो है ही।
6 ୬ ମୁଇ ତେଇ ତମର୍ ସଙ୍ଗ୍ କେତେକ୍ ଦିନ୍ ରଇବି । ଅଇପାରେ ସିତ୍ଦିନ୍ ସାର୍ବା ଜାକ । ତାର୍ପଚେ ଜନ୍ତି ଜିବାକେ ମନ୍ କଲିନି, ତେଇ ଜିବାକେ ତମେ ମକେ ସାଇଜ କରିପାରାସ୍ ।
मगर रहूँगा शायद तुम्हारे पास और जाड़ा भी तुम्हारे पास ही काटूँ ताकि जिस तरफ़ मैं जाना चाहूँ तुम मुझे उस तरफ़ रवाना कर दो।
7 ୭ କାଇକେବଇଲେ ଜିବାବେଲେ ବାଟେ ତମର୍ ସଙ୍ଗ୍ ବେଟ୍ ଅଇକରି ଚନେକ୍ସେ ରଇବାକେ ମର୍ ମନ୍ ନାଇ । ମୁଇ ଆସା କଲିନି ମାପ୍ରୁ ମନ୍ କଲେ ମୁଇ ତମର୍ ସଙ୍ଗ୍ ଏତର୍ ବେସି ଦିନ୍ ରଇବି ।
क्यूँकि मैं अब राह में तुम से मुलाक़ात करना नहीं चाहता बल्कि मुझे उम्मीद है कि ख़ुदावन्द ने चाहा तो कुछ अरसे तुम्हारे पास रहूँगा।
8 ୮ ମାତର୍ ମୁଇ ପେନ୍ଟିକସ୍ଟ୍ ପରବ୍ ଜାକ ଏପିସିଏ ରଇବି,
लेकिन मैं ईद'ए पिन्तेकुस्त तक इफ़िसुस में रहूँगा।
9 ୯ ଇତି ମର୍ ବିରଦେ ବେସିଲକ୍ ରଇଲେ ମିସା, ସପଲ୍ ଅଇବା କାମ୍ କର୍ବାକେ ମର୍ ପାଇ ଦୁଆର୍ ଉଗାଡି ଅଇଆଚେ ।
क्यूँकि मेरे लिए एक वसी' और कार आमद दरवाज़ा खुला है और मुख़ालिफ़ बहुत से हैं।
10 ୧୦ ଜଦି ତିମତି ତମର୍ଟାନେ ଆଇଲେ, ତାକେ ଗତିଆ କରି ଡାକିନିଆ । କାଇକେବଇଲେ ସେ ମିସା ମର୍ପାରା ମାପ୍ରୁର୍ କାମ୍ କଲାନି ।
अगर तीमुथियुस आ जाए तो ख्याल रखना कि वो तुम्हारे पास बेख़ौफ़ रहे क्यूँकि वो मेरी तरह ख़ुदावन्द का काम करता है।
11 ୧୧ ସେଟାର୍ ପାଇ ତାକେ କେ ମିସା ସାନ୍ ପାରା ଦେକାନାଇ । ମାତର୍ ତାକେ ସାଇଜ କରା, ଜେନ୍ତିକି, ସେ ତମର୍ ଜାଗାଇଅନି ଗାଲାବେଲେ, ସାନ୍ତିସଙ୍ଗ୍ ଜାଇପାର୍ସି । ଆରି ସେ ମର୍ଲଗେ ବାଅଡ୍ସି । ଇତିର୍ ବାଇବଇନିମନର୍ ସଙ୍ଗ୍ ମୁଇ ତାକେ ଜାଗ୍ଲିନି ।
पस कोई उसे हक़ीर न जाने बल्कि उसको सही सलामत इस तरफ़ रवाना करना कि मेरे पास आजाए क्यूँकि मैं मुन्तज़िर हूँ कि वो भाइयों समेत आए।
12 ୧୨ ବାଇ ଆପଲର୍ ବିସଇ ମୁଇ କଇଲିନି । ବିନ୍ ବିସ୍ବାସିମନର୍ ସଙ୍ଗ୍ ତମ୍କେ ବେଟ୍ ଅଇବାକେ ମୁଇ ତାକେ ବେସି ତର୍ ସାର୍ଦା କରାଇଲି, ମାତର୍ ସେ ଏବେ ଜିବାକେ ମୁଲ୍କେ ରାଜି ଅଏନାଇ । ପଚେ ସୁଜଗ୍ ମିଲ୍ଲେ ସେ ତମର୍ଟାନେ ଆଇସି ଆକା ।
और भाई अपुल्लोस से मैंने बहुत इल्तिमास किया कि तुम्हारे पास भाइयों के साथ जाए; मगर इस वक़्त जाने पर वो अभी राज़ी न हुआ लेकिन जब उस को मौक़ा मिलेगा तो जाएगा।
13 ୧୩ ତମେ ଜାଗ୍ରତ୍ ରଇକରି ବିସ୍ବାସେ ଡାଁଟ୍ ରୁଆ । ବପୁ ଅଇକରି ସାଆସେ ରୁଆ ।
जागते रहो ईमान में क़ाईम रहो मर्दानगी करो मज़बूत हो।
14 ୧୪ ତମେ କର୍ବା ସବୁ କାମ୍ ଆଲାଦେ ସାରାଇବାର୍ ଆଚେ ।
जो कुछ करते हो मुहब्बत से करो।
15 ୧୫ ଏ ବାଇମନ୍, ତମେ ତିପାନ୍ ଆରି ତାର୍ କୁଟୁମ୍ ବିସଇ ଜାନାସ୍ । ସେମନ୍ ଆକାୟାର୍ ପର୍ତୁମ୍ ବିସ୍ବାସିମନ୍ ଆରି ପର୍ମେସରର୍ ଲକ୍ମନର୍ ସେବାଇ ନିଜେ ସର୍ପି ଅଇଲାଇ ଆଚତ୍ । ଏ ବାଇବଇନିମନ୍ ମୁଇ ତମ୍କେ ବାବୁଜିଆ କଲିନି,
ऐ भाइयों! तुम स्तिफ़नास के ख़ानदान को जानते हो कि वो अख़िया के पहले फल हैं और मुक़द्दसों की ख़िदमत के लिए तैयार रहते हैं।
16 ୧୬ ଏନ୍ତାରି ଦାଇତ୍ ନେବା ଲକ୍ମନର୍ ତଲିଆ ରୁଆ । ଆରି ସେମନର୍ ସଙ୍ଗ୍ ସେବା କର୍ବା ଲକ୍ମନର୍ ତଲିଆ ଉଆ ।
पस मैं तुम से इल्तिमास करता हूँ कि ऐसे लोगों के ताबे रहो बल्कि हर एक के जो इस काम और मेहनत में शरीक हैं।
17 ୧୭ ତିପାନା, ପର୍ତୁନାତ୍ ଆରି ଆକାଇ ଇତି ଆଇଲାକେ ମୁଇ ବେସି ସାର୍ଦା ଅଇଲିନି । କାଇକେବଇଲେ ତମେ ନ ରଇଲେ ମିସା ସେମନ୍ ତମର୍ ଜାଗାଇ ରଇଲା ପାରା ।
और मैं स्तिफ़नास और फ़रतूनातूस और अख़ीकुस के आने से ख़ुश हूँ क्यूँकि जो तुम में से रह गया था उन्होंने पूरा कर दिया।
18 ୧୮ ତମ୍କେ ଜେନ୍ତି ସାର୍ଦା କରାଇଲାଇ, ମକେ ମିସା ସେନ୍ତି ସାର୍ଦା କରାଇଲାଇ । ଏନ୍ତାରି ଲକ୍ମନ୍କେ ନାମ୍ବାର୍ ଆଚେ ।
और उन्होंने मेरी और तुम्हारी रूह को ताज़ा किया पस ऐसों को मानो।
19 ୧୯ ଆସିଆ ଦେସର୍ ମଣ୍ଡଲିମନ୍ ତମ୍କେ ଜୁଆର୍ ଜାନାଇଲାଇନି । ଆକିଲା, ପିରିସ୍କିଲା ଆରି ସେମନର୍ ଗରେ ଉପାସନା କର୍ତେରଇବା ମଣ୍ଡଲି ମାପ୍ରୁର୍ ନାଉଁ ଦାରି ତମ୍କେ ତାକର୍ ମନ୍ ବିତ୍ରେ ଅନି ଜୁଆର୍ ଜାନାଇଲାଇନି ।
आसिया की कलीसिया तुम को सलाम कहती है अक्विला और प्रिस्का उस कलीसिया समेत जो उन के घर में हैं, तुम्हें ख़ुदावन्द में बहुत बहुत सलाम कहते हैं।
20 ୨୦ ଇତିର୍ ବାଇବଇନିମନ୍ ସବୁ ତମ୍କେ ଜୁଆର୍ ଜାନାଇଲାଇନି । ତମର୍ ତମର୍ ବିତ୍ରେ ଆତେ ଦାରାଦାରି ଅଇ କିରିସ୍ଟର୍ ଆଲାଦେ ସାଲାମ୍ କରି ଜୁଆର୍ବେଟ୍ ଉଆ ।
सब भाई तुम्हें सलाम कहते हैं पाक बोसा लेकर आपस में सलाम करो।
21 ୨୧ ମୁଇ ପାଉଲ୍, ଏତ୍କିସେ ଲେକି ଜୁଆର୍ ଜାନାଇଲିନି ।
मैं पौलुस अपने हाथ से सलाम लिखता हूँ।
22 ୨୨ ଜଦି କେ ମାପ୍ରୁକେ ଲାଡ୍ ନ କରେ, ସେ ଅବିସାପ୍ ପାଅ । ମାରାନାତା, ଆମର୍ ମାପ୍ରୁ ଆସ ।
जो कोई ख़ुदावन्द को अज़ीज़ नहीं रखता मला'ऊन हो हमारा ख़ुदावन्द आने वाला है।
23 ୨୩ ମାପ୍ରୁ ଜିସୁର୍ ଜିବନ୍ ଦୁକାନି ତମର୍ଟାନେ ରଅ ।
ख़ुदावन्द ईसा मसीह का फ़ज़ल तुम पर होता रहे।
24 ୨୪ କିରିସ୍ଟ ଜିସୁକିରିସ୍ଟର୍ ସଙ୍ଗ୍ ମିସିରଇବା ସବୁକେ ମର୍ ଆଲାଦ୍ ରଅ ।
मेरी मुहब्बत ईसा मसीह में तुम सब से रहे। आमीन।