< ୧ମ କରନ୍ତିୟ 2 >
1 ୧ ଏ ବାଇବଇନିମନ୍, ଜେଡ୍କିବେଲେ ମୁଇ ତମର୍ ଲଗେ ପର୍ମେସରର୍ ଟିକିନିକି କାତା ସୁନାଇବାକେ ଆସି ରଇଲି ପଣ୍ଡିତ୍ମନର୍ ପାରା କି ବାସଣ୍ ଦେବା ଲକର୍ପାରା ବଡ୍ ବଡ୍ କାତା କଇ ନ ରଇଲି ।
ऐ भाइयों! जब मैं तुम्हारे पास आया और तुम में ख़ुदा के भेद की मनादी करने लगा तो आ'ला दर्जे की तक़रीर या हिक्मत के साथ नहीं आया।
2 ୨ କାଇକେବଇଲେ କୁରୁସ୍ କାଟେ ମରିରଇବା ଜିସୁ କିରିସ୍ଟକେ ଚାଡି ଆରି ବିନ୍ ବିସଇ ତମ୍କେ ନ କଇ ବଲି ମୁଇ ଟିକ୍ କଲି ।
क्यूँकि मैंने ये इरादा कर लिया था कि तुम्हारे दर्मियान ईसा मसीह, मसलूब के सिवा और कुछ न जानूंगा।
3 ୩ ସେବେଲେ ମୁଇ ତମର୍ ଲଗେ ଦୁର୍ବଲ୍ ଅଇ ଡରିକରି ରଇଲି ଆରି ତର୍ତରି ଗଜ୍ଗଜି ରଇଲି ।
और मैं कमज़ोरी और ख़ौफ़ और बहुत थर थराने की हालत में तुम्हारे पास रहा।
4 ୪ ଜେନ୍ତିକି ତମର୍ ବିସ୍ବାସ୍ ମୁନୁସର୍ ଗିଆନ୍ ଉପ୍ରେ ନ ରଇକରି ପର୍ମେସରର୍ ବପୁ ଉପ୍ରେ ବାନ୍ଦିଅଇ ରଅ ।
और मेरी तक़रीर और मेरी मनादी में हिक्मत की लुभाने वाली बातें न थीं बल्कि वो रूह और क़ुदरत से साबित होती थीं।
5 ୫ ତେବର୍ପାଇ ମର୍ ସିକିଆ ଆରି ମୁଇ ସୁନାଇବା ବାକିଅ, ମର୍ ନିଜର୍ ଗିଆନେ ଅନି ନ ରଇଲା । ଚାଲାକି କାତା କଇକରି ମୁଇ ସୁନାଇଲାଟା ତମ୍କେ ବିସ୍ବାସ୍ କରାଇନାଇ । ମାତର୍ ପର୍ମେସରର୍ ଆତ୍ମା ଆରି ତାର୍ ବପୁ ସଙ୍ଗ୍ ମୁଇ କଇଲା ବିସଇ ସତ୍ ବଲି ଜାନାପଡ୍ଲା ।
ताकि तुम्हारा ईमान इंसान की हिक्मत पर नहीं बल्कि ख़ुदा की क़ुदरत पर मौक़ूफ़ हो।
6 ୬ ଏଲେମିସା ଆମେ ଜେଡେବଲ୍ ଆତ୍ମାଇ ବଡିରଇବା ବିସ୍ବାସିମନର୍ ସଙ୍ଗ୍ ରଇଲାବେଲେ ଗିଆନର୍ କାତା କଇଲୁନି । ମାତର୍ ସେଟା ଏ ଜୁଗର୍ ଗିଆନ୍ ନଏଁ କି ଏ ଜୁଗର୍ ନସ୍ଟ ଅଇଜାଇରଇବା ନେତାମନର୍ ଗିଆନ୍ ନଏଁ । (aiōn )
फिर भी कामिलों में हम हिक्मत की बातें कहते हैं लेकिन इस जहान की और इस जहान के नेस्त होनेवाले हाकिमों की अक़्ल नहीं। (aiōn )
7 ୭ ନାଇ, ଜନ୍ ଗିଆନର୍ ବିସଇ ଆମେ କଇଲୁନି, ସେଟା ପର୍ମେସରର୍ ଟିକିନିକି ଗିଆନର୍ କାତା । ପୁର୍ବେ ପର୍ମେସର୍ ତାର୍ ଜଜ୍ନା କାକେ ମିସା ଜାନାଏ ନାଇ । ସେ ଜଜ୍ନା ଇସାବେ, ପଚ୍କେ ଆମର୍ ମଇମାର୍ପାଇ ସେ ବାଚିରଇଲା । (aiōn )
बल्कि हम ख़ुदा के राज़ की हक़ीक़त बातों के तौर पर बयान करते हैं, जो ख़ुदा ने जहान के शुरू से पहले हमारे जलाल के वास्ते मुक़र्रर की थी। (aiōn )
8 ୮ ଏ ଜୁଗର୍ ଅଦିକାରିମନ୍କେ ମିସା ସେଟା ବୁଜତ୍ନାଇ । କାଇକେବଇଲେ ସେମନ୍ ସେଟା ଜାନିରଇଲେ ଡାକ୍ପୁଟା ମାପ୍ରୁକେ କୁର୍ସେ ମାରି ନ ରଇତାଇ । (aiōn )
जिसे इस दुनिया के सरदारों में से किसी ने न समझा क्यूँकि अगर समझते तो जलाल के ख़ुदावन्द को मस्लूब न करते। (aiōn )
9 ୯ ଜେନ୍ତାରି କି ସାସ୍ତରେ ଲେକା ଆଚେ, ଜନ୍ଟାକି କାର୍ ଆଁକି କେବେ ଦେକେନାଇ, କାର୍ କାନ୍ କେବେ ସୁନେ ନାଇ ଆରି କେ ମିସା କେବେ ବାବି ନ ରଅତ୍, ସେ ସବୁ ବିସଇ, ପର୍ମେସର୍ ଜନ୍ ଲକ୍ମନ୍କେ ଆଲାଦ୍ କଲାନି, ତାକର୍ପାଇ ତିଆର୍ କଲାଆଚେ ।
“बल्कि जैसा लिखा है वैसा ही हुआ जो चीज़ें न आँखों ने देखीं न कानों ने सुनी न आदमी के दिल में आईं वो सब ख़ुदा ने अपने मुहब्बत रखनेवालों के लिए तैयार कर दीं।”
10 ୧୦ ମାତର୍ ଆମ୍କେସେ ପର୍ମେସର୍ ତାର୍ ଟିକିନିକି ବିସଇ ଜାନାଇଆଚେ । ସେ ସୁକଲ୍ ଆତ୍ମାସେ ସବୁ ବିସଇ ସିକାଇସି ଆରି ତାର୍ ବିତ୍ରେ ରଇବା ଟିକିନିକି ଚିନ୍ତା ମିସା କର୍ସି ।
लेकिन हम पर ख़ुदा ने उसको रूह के ज़रिए से ज़ाहिर किया क्यूँकि रूह सब बातें बल्कि ख़ुदा की तह की बातें भी दरियाफ़्त कर लेता है।
11 ୧୧ ମୁନୁସ୍ କର୍ବା ଚିନ୍ତା ସବୁ ତାର୍ ବିତ୍ରେ ରଇବା ଆତ୍ମାକେ ଚାଡ୍ଲେ ଆରି କେ ମିସା ନାଜାନତ୍ । ସେନ୍ତିସେ ପର୍ମେସରର୍ ସବୁ ଚିନ୍ତା କଲାଟା ତାର୍ ଆତ୍ମାକେ ଚାଡିଦେଲେ ଆରି କେ ମିସା ନାଜାନତ୍ ।
क्यूँकि इंसान ों में से कौन किसी इंसान की बातें जानता है सिवा इंसान की अपनी रूह के जो उस में है? उसी तरह ख़ुदा के रूह के सिवा कोई ख़ुदा की बातें नहीं जानता।
12 ୧୨ ଏ ଜଗତର୍ ଲକ୍ମନ୍ ପାଇରଇବା ଆତ୍ମା ପାରା ଆମେ ପାଉନାଇ । ମାତର୍ ପର୍ମେସରର୍ ଆତ୍ମା ପାଇଆଚୁ । ଜେନ୍ତାରିକି ଜନ୍ ସବୁ ବିସଇ ଆମ୍କେ ସେ ଦେଲାଆଚେ, ସେଟା ସବୁ ଆମେ ଜାନ୍ବୁ ।
मगर हम ने न दुनिया की रूह बल्कि वो रूह पाया जो ख़ुदा की तरफ़ से है; ताकि उन बातों को जानें जो ख़ुदा ने हमें इनायत की हैं।
13 ୧୩ ତେବେ ସେ ସବୁ ବିସଇ ମିସା ଆମେ ଜଗତର୍ ଗିଆନ୍ ଇସାବେ ସିକାଉନାଇ, ମାତର୍ ଜନ୍ ବିସଇ ଆମ୍କେ ପର୍ମେସରର୍ ସୁକଲ୍ ଆତ୍ମା ସିକାଇଲା ଆଚେ, ସେ ବିସଇ ଆକା ସିକାଇଲୁନି । ଜନ୍ ଲକ୍ମନ୍ ସୁକଲ୍ ଆତ୍ମା ପାଇଆଚତ୍, ସେ ଲକ୍ମନ୍କେ ଏ ଆତ୍ମାର୍ ବିସଇ ସିକାଇଲୁନି ।
और हम उन बातों को उन अल्फ़ाज़ में नहीं बयान करते जो इंसानी हिक्मत ने हम को सिखाए हों बल्कि उन अल्फ़ाज़ में जो रूह ने सिखाए हैं और रूहानी बातों का रूहानी बातों से मुक़ाबिला करते हैं।
14 ୧୪ ମାତର୍ ସୁକଲ୍ଆତ୍ମା ନ ପାଇ ରଇବା ଲକ୍, ଆତ୍ମାର୍ ବିସଇ ନ ମାନେ, ମାତର୍ ସେଟାମନ୍ ତାର୍ପାଇ ଗଟେକ୍ କାଇଟା ନାଜାନ୍ବା ବକୁଆ ପାରା, ଆରି ସେ ସେଟା ବୁଜି ନାପାରେ, କାଇକେବଇଲେ ସେ ସବୁ ବିସଇ ସୁକଲ୍ ଆତ୍ମା ସିକାଇଲେ ସେ ବୁଜିଅଇସି ।
मगर जिस्मानी आदमी ख़ुदा के रूह की बातें क़ुबूल नहीं करता क्यूँकि वो उस के नज़दीक बेवक़ूफ़ी की बातें हैं और न वो इन्हें समझ सकता है क्यूँकि वो रूहानी तौर पर परखी जाती हैं।
15 ୧୫ ମାତର୍ ଜନ୍ଲକ୍ମନ୍ ଆତ୍ମା ପାଇଆଚତ୍, ସେ ସବୁ ବିସଇର୍ ମୁଲିଅ, ସତ୍ ବାବେ ବିଚାର୍ କର୍ସି । ଏଲେ ମିସା ତାକେ କେ ବିଚାର୍ ନ କରତ୍ ।
लेकिन रूहानी शख़्स सब बातों को परख लेता है; मगर ख़ुदा किसी से परखा नहीं जाता।
16 ୧୬ ସାସ୍ତରେ ଲେକା ଅଇଲାପାରା କେ ମିସା ମାପ୍ରୁର୍ ମନର୍ କାତା ଜାନି ନାପାରତ୍, କି କେ ମିସା ତାକେ ସିକାଇ ନାପାରତ୍ । ମାତର୍ ଆମେ କିରିସ୍ଟର୍ ମନ୍ ପାଇଆଚୁ ।
“ख़ुदावन्द की अक़्ल को किसने जाना कि उसको ता'लीम दे सके? मगर हम में मसीह की अक़्ल है।”