< ୧ମ କରନ୍ତିୟ 4 >
1 ୧ ତେବେ ତମେ ଆମ୍କେ କିରିସ୍ଟର୍ ସେବା କରୁମନ୍ ବଲି ନାମ୍ବାର୍ ଆଚେ । ଆରି ପର୍ମେସର୍ ଆମ୍କେ ଟିକିନିକି ସତ୍ ବିସଇର୍ ବାଣ୍ଡାର୍ଗରିଆର୍ ଦାଇତ୍ ଦେଲାଆଚେ ।
लोका अस्मान् ख्रीष्टस्य परिचारकान् ईश्वरस्य निगूठवाक्यधनस्याध्यक्षांश्च मन्यन्तां।
2 ୨ ଆରି ସେନ୍ତାରି ଦାଇତ୍ ନେଇରଇବା ସେବାକରୁମନ୍ ସତ୍ ବାବେ କାମ୍ କର୍ବାର୍ ଆଚେ ।
किञ्च धनाध्यक्षेण विश्वसनीयेन भवितव्यमेतदेव लोकै र्याच्यते।
3 ୩ ମାତର୍ ତମର୍ ବିତ୍ରେ କେତେକ୍ ଲକ୍ କି, ବିନ୍ ଲକ୍ କେ ମିସା ମର୍ କାମ୍ ଦେକି ମକେ ବିଚାର୍ନା କଲେ, ମକେ କାଇଟା ନଏଁ । ମୁଇ ନିଜେ ମର୍ ବିଚାର୍ନା ନ କରି ।
अतो विचारयद्भि र्युष्माभिरन्यैः कैश्चिन् मनुजै र्वा मम परीक्षणं मयातीव लघु मन्यते ऽहमप्यात्मानं न विचारयामि।
4 ୪ କାଇକେବଇଲେ ମୁଇ ନିଜର୍ ବିରୁଦେ କାଇ ଦସ୍ କଲାଟା ମର୍ ମନ୍ ନାଜାନେ । ଅଇଲେ ମିସା ମୁଇ ଇତି କାଇ ଦସ୍ ନ କଲା ଲକ୍ ବଲି କଇନଏ । ମାତର୍ ଜେ ମକେ ବିଚାର୍ କର୍ସି, ସେ ମାପ୍ରୁ ।
मया किमप्यपराद्धमित्यहं न वेद्मि किन्त्वेतेन मम निरपराधत्वं न निश्चीयते प्रभुरेव मम विचारयितास्ति।
5 ୫ ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।
अत उपयुक्तसमयात् पूर्व्वम् अर्थतः प्रभोरागमनात् पूर्व्वं युष्माभि र्विचारो न क्रियतां। प्रभुरागत्य तिमिरेण प्रच्छन्नानि सर्व्वाणि दीपयिष्यति मनसां मन्त्रणाश्च प्रकाशयिष्यति तस्मिन् समय ईश्वराद् एकैकस्य प्रशंसा भविष्यति।
6 ୬ ଏ ବାଇବଇନିମନ୍, ମୁଇ ଏ ସବୁ କାତା ତମେ ସିକା ବଲି, ମର୍ ବିସଇ ଆରି ଆପଲର୍ ବିସଇ ଉଦାଅରନ୍ ଦେଇ କଇଲି । ଜେନ୍ତିକି ସାସ୍ତରେ ଲେକାଅଇଲାଟାନର୍ ଅରତ୍ ତମେ ସିକ୍ସା । ସାସ୍ତରେ ଜେତ୍କି ସବୁ ଲେକା ଅଇଲାଆଚେ, ତାର୍ଟାନେଅନି ଅଦିକ୍ କରାନାଇ । ସେନ୍ତାରି କଲେ କାକେ ମିସା ନେଇକରି ବଡ୍ପନ୍ ନ ଉଆସ୍, ଆରି କାକେ ମିସା ଇନ୍ ନ କରାସ୍ ।
हे भ्रातरः सर्व्वाण्येतानि मयात्मानम् आपल्लवञ्चोद्दिश्य कथितानि तस्यैतत् कारणं युयं यथा शास्त्रीयविधिमतिक्रम्य मानवम् अतीव नादरिष्यध्ब ईत्थञ्चैकेन वैपरीत्याद् अपरेण न श्लाघिष्यध्ब एतादृशीं शिक्षामावयोर्दृष्टान्तात् लप्स्यध्वे।
7 ୭ କାଇକେବଇଲେ ବିନ୍ ଲକର୍ଟାନେଅନି କେ ତମ୍କେ ବଡ୍ କରତ୍ ନାଇ । ଆରି ଜନ୍ ଗୁଣ୍ ତମେ ଦାନ୍ ଇସାବେ ମିଲାଇଆଚାସ୍ ସେଟା ପର୍ମେସର୍ ଦେଲାଆଚେ । ତେବେ ତମର୍ ନିଜର୍ଟା ବଲି ବଡ୍ପନ୍ ଅଇ କଇ ନାପାରାସ୍ ।
अपरात् कस्त्वां विशेषयति? तुभ्यं यन्न दत्त तादृशं किं धारयसि? अदत्तेनेव दत्तेन वस्तुना कुतः श्लाघसे?
8 ୮ ତମ୍କେ ଦର୍କାର୍ ରଇଲା ସବୁ ବିସଇ ମିଲାଇ ଆଚାସ୍ କି? ତମେ କାଇ ସାଉକାର୍ ଅଇସାରି ଆଚାସ୍ କି? ଗଟେକ୍ ଗଟେକ୍ ରାଜା ଅଇଜାଇଆଚାସ୍ କି? ଏଲେ ମିସା ଆମେ ଅଇ ନାପାର୍ଲୁନି । ସତଇସେ ତମେ ରାଜାଅଇତାସ୍ କି? ସେନ୍ତାର୍ଆଲେ, ଆମେ ମିସା ତମର୍ ସଙ୍ଗ୍ ରଇ କାମ୍ କର୍ତୁ ।
इदानीमेव यूयं किं तृप्ता लब्धधना वा? अस्मास्वविद्यमानेषु यूयं किं राजत्वपदं प्राप्ताः? युष्माकं राजत्वं मयाभिलषितं यतस्तेन युष्माभिः सह वयमपि राज्यांशिनो भविष्यामः।
9 ୯ ମାତର୍ ମୁଇ ବାବ୍ଲିନି ପର୍ମେସର୍ ଆମର୍ ପାରା ପେରିତ୍ମନ୍କେ ଦାଡିର୍ ସାରାସାରି ଜାଗା ଦେଲାଆଚେ । ଜଗତର୍ ସବୁ ଲକ୍ ଆରି ସର୍ଗର୍ ଦୁତ୍ମନ୍ ଦେକ୍ତେ ରଇବାବେଲେ ଆମେ, ବନ୍ଦି ଅଇଲା ଲକ୍ମନ୍କେ ମରାଇବାକେ ନେଲାପାରା ଆଚୁ ।
प्रेरिता वयं शेषा हन्तव्याश्चेवेश्वरेण निदर्शिताः। यतो वयं सर्व्वलोकानाम् अर्थतः स्वर्गीयदूतानां मानवानाञ्च कौतुकास्पदानि जाताः।
10 ୧୦ ଆମେ କିରିସ୍ଟର୍ ଲାଗି ବକୁଆ ଲକ୍, ମାତର୍ ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ବୁଦିରଇବା ଲକ୍ । ଆମେ ଦୁର୍ବଲ୍, ମାତର୍ ତମେ ବପୁରଇବା ଲକ୍, ତମ୍କେ ଲକ୍ମନ୍ ସନ୍ମାନ୍ ଦେଲାଇନି, ମାତର୍ ଆମ୍କେ ସନ୍ମାନ୍ ମିଲେନାଇ ।
ख्रीष्टस्य कृते वयं मूढाः किन्तु यूयं ख्रीष्टेन ज्ञानिनः, वयं दुर्ब्बला यूयञ्च सबलाः, यूयं सम्मानिता वयञ्चापमानिताः।
11 ୧୧ ଏବେ ଜାକ ମିସା ଆମ୍କେ ପେଟ୍ପୁର୍ତେ କାଇବାପିଇବାକେ ମିଲେନାଇ । ପିନ୍ଦ୍ବାକେ ବେସି ପୁର୍ନା ବସ୍ତର୍ ଆଚେ । ଲକ୍ମନ୍ ଆମ୍କେ ମାର୍ଲାଇନି ଆରି ରଇବାକେ ଜାଗା ନଇଲାର୍ ପାଇ ଏନେତେନେ ଅଇ ବୁଲ୍ଲୁନି ।
वयमद्यापि क्षुधार्त्तास्तृष्णार्त्ता वस्त्रहीनास्ताडिता आश्रमरहिताश्च सन्तः
12 ୧୨ ଆବଡ୍ କାମ୍ କରି ଆମେ ଦିନ୍କେ ଦିନ୍ ଜୁଲିସୁକି ଗାଲୁନି । କେ ଆମ୍କେ ସାଇପ୍ ଦେଲେ ତାକେ ଆମେ ଆସିର୍ବାଦ୍ କଲୁନି, ଆରି ଉଡା ସୁନିକରି ମିସା ମୁର୍ଚି କରି ରଇଲୁନି ।
कर्म्मणि स्वकरान् व्यापारयन्तश्च दुःखैः कालं यापयामः। गर्हितैरस्माभिराशीः कथ्यते दूरीकृतैः सह्यते निन्दितैः प्रसाद्यते।
13 ୧୩ ନିନ୍ଦା ପାଇଲେ, ଆଲାଦର୍ କାତା କଇଲୁନି । ଆମେ ଏବେ ଜାକ ମିସା ଜଗତର୍ କାଚ୍ରା ପାରା ଅଇଆଚୁ । ଲକ୍ମନ୍ ଆମ୍କେ ଆଣ୍ଡି ଦଇରଇବା ମୁର୍କି ପାନିପାରା ଦେକ୍ଲାଇନି ।
वयमद्यापि जगतः सम्मार्जनीयोग्या अवकरा इव सर्व्वै र्मन्यामहे।
14 ୧୪ ମୁଇ ତମ୍କେ ଲାଜ୍ କରାଇବାକେ ଏ ସବୁ ବିସଇ ଲେକିନାଇ, ମାତର୍ ତମ୍କେ ମର୍ ଆଲାଦର୍ ପିଲାଟକି ବଲି ଏତାଇ କରି ଚେତ୍ନା ଦେବାକେ, ଏ ସବୁ ଲେକ୍ଲିନି ।
युष्मान् त्रपयितुमहमेतानि लिखामीति नहि किन्तु प्रियात्मजानिव युष्मान् प्रबोधयामि।
15 ୧୫ କାଇକେବଇଲେ ତମର୍ଟାନେ କିରିସ୍ଟର୍ ବିସଇ ସିକାଇବାକେ କେତେକ୍ କେତେକ୍ ଗୁରୁ ରଇଲେ ମିସା, ବାବା ଇସାବେ ତମ୍କେ ବେସି ଲକ୍ ନାଇ । କିରିସ୍ଟ ଜିସୁର୍ତେଇ ମିସ୍ଲାର୍ ପାଇ ମୁଇ ତମର୍ ବାବା ଅଇଗାଲି । କାଇକେବଇଲେ ମୁଇ ତମ୍କେ ଜିସୁକିରିସ୍ଟର୍ ସୁବ୍କବର୍ କଇରଇଲି ।
यतः ख्रीष्टधर्म्मे यद्यपि युष्माकं दशसहस्राणि विनेतारो भवन्ति तथापि बहवो जनका न भवन्ति यतोऽहमेव सुसंवादेन यीशुख्रीष्टे युष्मान् अजनयं।
16 ୧୬ ତେବେ ମୁଇ ତମ୍କେ ବାବୁଜିଆ କରି କଇଲିନି, ମୁଇ ଜାଇଟା କଲିନି ତମେ ମିସା ସେନ୍ତାରି କରା ।
अतो युष्मान् विनयेऽहं यूयं मदनुगामिनो भवत।
17 ୧୭ ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
इत्यर्थं सर्व्वेषु धर्म्मसमाजेषु सर्व्वत्र ख्रीष्टधर्म्मयोग्या ये विधयो मयोपदिश्यन्ते तान् यो युष्मान् स्मारयिष्यत्येवम्भूतं प्रभोः कृते प्रियं विश्वासिनञ्च मदीयतनयं तीमथियं युष्माकं समीपं प्रेषितवानहं।
18 ୧୮ ସେ କରନ୍ତିଅତେଇ ଆରି କେବେ ନ ଆସେ, ବଲିକରି ତମର୍ ବିତ୍ରର୍ କେତେ ଲକ୍ ବଡ୍ପନ୍ ଅଇଆଚାସ୍ ।
अपरमहं युष्माकं समीपं न गमिष्यामीति बुद्ध्वा युष्माकं कियन्तो लोका गर्व्वन्ति।
19 ୧୯ ମାତର୍ ଜଦି ମାପ୍ରୁ ମନ୍ କଲେ ମୁଇ ଦାପ୍ରେ ତମର୍ଟାନେ ଆଇବି । ଏ ବଡ୍ପନିଆ ଲକ୍ମନ୍ କାଇ କାତା ଅଇଲାଇନି ବଲି ମୁଇ ନିଜେ ଜାନ୍ବି ଆରି ତାକର୍ ବପୁ ପରମେସରର୍ଟାନେଅନି କି ନାଇ, ସେଟା ଜାନ୍ବି ।
किन्तु यदि प्रभेरिच्छा भवति तर्ह्यहमविलम्बं युष्मत्समीपमुपस्थाय तेषां दर्पध्मातानां लोकानां वाचं ज्ञास्यामीति नहि सामर्थ्यमेव ज्ञास्यामि।
20 ୨୦ ପରମେସରର୍ ରାଇଜ୍, ଅବ୍କା କାତା ଅଇବା ବିସଇ ନଏଁ, ମାତର୍ ବପୁର୍ ସଙ୍ଗ୍ ରଇବା ବିସଇ ।
यस्मादीश्वरस्य राजत्वं वाग्युक्तं नहि किन्तु सामर्थ्ययुक्तं।
21 ୨୧ ମୁଇ ଆଇଲାବେଲେ ତମ୍କେ କେନ୍ତି ଚଲାଚଲ୍ତି ଦେକାଇବାର୍ ଆଚେ? ମୁଇ ବେତ୍ଡାଙ୍ଗ୍ ଦାରି ତମର୍ ଲଗେ ଆଇବାର୍ କି, ଆଲାଦ୍ ଆରି ସାନ୍ତିର୍ ମନ୍ ଦାରି ଆଇବି?
युष्माकं का वाञ्छा? युष्मत्समीपे मया किं दण्डपाणिना गन्तव्यमुत प्रेमनम्रतात्मयुक्तेन वा?