< ୧ମ କରନ୍ତିୟ 7 >
1 ୧ ଏବେ ତମେ ଲେକ୍ଲାଟାନେ ଜନ୍ ସବୁ ବିସଇ ଆଚେ, ସେ ସବୁର୍ ଉତର୍ ମୁଇ ଦେବି । ତମେ ପାଚାରିରଇଲାସ୍ ବିସ୍ବାସିମନ୍ ବିବା ନ ଅଇବାଟା ନିକ କି?
さて、あなたがたが書いてよこした事について答えると、男子は婦人にふれないがよい。
2 ୨ ଉଁ ସେଟା ସତ୍, ମାତର୍ ବେସି ଲକ୍ ବେବିଚାର୍ କାମେ ଚଲାଚଲ୍ତି କଲାଇନି । ମୁଇ କଇଲିନି ଗଟେକ୍ ଗଟେକ୍ ମୁନୁସ୍କେ ତାର୍ ନିଜର୍ ମାଇଜି ଆରି ଗଟେକ୍ ଗଟେକ୍ ମାଇଜିକେ ତାର୍ ନିଜର୍ ମୁନୁସ୍ ରଇବାର୍ ଆଚେ ।
しかし、不品行に陥ることのないために、男子はそれぞれ自分の妻を持ち、婦人もそれぞれ自分の夫を持つがよい。
3 ୩ ଗଟେକ୍ ମନସ୍ ବିବା ଅଇଲାର୍ ଲାଗି, ତାର୍ ମାଇଜିକେ କରିରଇବା ସବୁ ଦାଇତ୍ କର୍ବାର୍ ଆଚେ । ସେନ୍ତାରିସେ ମାଇଜି ମିସା ତାର୍ ମୁନୁସ୍କେ କର୍ବାର୍ ଆଚେ ।
夫は妻にその分を果し、妻も同様に夫にその分を果すべきである。
4 ୪ ମାଇଜିକେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମୁନୁସର୍ ଆଚେ । ସେନ୍ତାରିସେ ମୁନୁସ୍କେ ତାର୍ ନିଜର୍ ଗାଗଡର୍ ଅଦିକାର୍ ନାଇ, ମାତର୍ ମାଇଜିର୍ ଆଚେ ।
妻は自分のからだを自由にすることはできない。それができるのは夫である。夫も同様に自分のからだを自由にすることはできない。それができるのは妻である。
5 ୫ ଦୁଇ ମାଇଜି ମୁନୁସ୍ ବେଗ୍ଲିକରି ନ ରଅତ୍ । ମାତର୍ ବେଗ୍ଲିକରି ରଇବାର୍ ଆଲେ, ଦୁଇ ଲକ୍ ରାଜି ଉଆ । ଜେନ୍ତାରି କି ସେ ବେଗ୍ଲି ରଇବା ବେଲାଇ, ପାର୍ତନା କରିଅଇସି । ମାତର୍ ତାର୍ପଚେ ଆରିତରେକ୍ ଆସି ମିସାଆ । ଏନ୍ତାରିକଲେ ସଇତାନର୍ ପରିକାତେଇ ଅନି ତମେ ରକିଆ ପାଇସା । କାଇକେବଇଲେ ତମ୍କେ ମୁର୍ଚିକରି ରଇବା ବପୁ ଉନା ଆଚେ ।
互に拒んではいけない。ただし、合意の上で祈に専心するために、しばらく相別れ、それからまた一緒になることは、さしつかえない。そうでないと、自制力のないのに乗じて、サタンがあなたがたを誘惑するかも知れない。
6 ୬ ଏ ବିସଇ ମୁଇ ତମ୍କେ ଜେତ୍କି କଇଲି ଆଚି, ସେଟା ଆଦେସ୍ ଦେଲା ପାରା କଇନାଇ, ମାତର୍ ତମର୍ ଦୁର୍ବଲ୍ ଜାନିକରି ଉପଦେସ୍ ଦେଲା ପାରା କଇଲିନି ।
以上のことは、譲歩のつもりで言うのであって、命令するのではない。
7 ୭ ତମେ ସବୁଲକ୍ ମର୍ପାରା ବିବା ନ ଉଆ ବଲି ମୁଇ ମନ୍ କଲିନି । ମାତର୍ ଗଟେକ୍ ଗଟେକ୍ ଲକ୍କେ ପର୍ମେସରର୍ ଟାନେଅନି ମୁଲିଅ ରଇବା ଦାନ୍ ମିଲିଆଚେ । ଗଟେକ୍ ଲକ୍କେ ଗଟେକ୍ ରକାମ୍ଟା ଆରି ବିନ୍ ଲକ୍କେ ବିନ୍ ରକାମ୍ ଦାନ୍ ଦେଲାଆଚେ ।
わたしとしては、みんなの者がわたし自身のようになってほしい。しかし、ひとりびとり神からそれぞれの賜物をいただいていて、ある人はこうしており、他の人はそうしている。
8 ୮ ଏବେ ମୁଇ ବିବା ନ ଅଇରଇବା, ଆରି ରାଣ୍ଡି ମାଇଜିମନ୍କେ କଇଲିନି, ତମେ ମର୍ ପାରା ଏକ୍ଲା ରଇଲେ ତମର୍ପାଇ ନିକ ଅଇସି ।
次に、未婚者たちとやもめたちとに言うが、わたしのように、ひとりでおれば、それがいちばんよい。
9 ୯ ମାତର୍ ତମେ ଜଦି ମନର୍ ଲାଲ୍ସା ମୁର୍ଚିକରି ରଇ ନାପାର୍ଲାସ୍ନି ବଇଲେ, ବିବା ଅଇବାଟା ନିକ । କାଇକେବଇଲେ ଲାଲ୍ସାଇ ପଡିଜିବା ବାଦୁଲେ ବିବା ଅଇବାଟା ନିକ ।
しかし、もし自制することができないなら、結婚するがよい。情の燃えるよりは、結婚する方が、よいからである。
10 ୧୦ ମାତର୍ ବିବା ଅଇବା ବିସ୍ବାସିମନ୍କେ ମୁଇ ଆଦେସ୍ ଦେଲିନି, ମୁଇ ଦେଇ ନାଇ ମାତର୍ ମାପ୍ରୁ ଦେଲାନି । ଜଦି ତମେ ଗଟେକ୍ ବିବାଇ ମାଇଜି, ସେନ୍ତାର୍ ଆଲେ ମୁନୁସ୍କେ ଚାଡି ବିନେ ନ ରୁଆ ।
更に、結婚している者たちに命じる。命じるのは、わたしではなく主であるが、妻は夫から別れてはいけない。
11 ୧୧ ଜଦି ତାକେ ଚାଡ୍ଲେ, ବିବା ନ ଅଇତେ ରୁଆ । ନଇଲେ ଆରି ଗଟେକ୍ ତର୍ ନିଜର୍ ମୁନୁସ୍ ସଙ୍ଗ୍ ମିସା । ଜଦି ତମେ ବିବାଇ ମୁନୁସ୍, ନିଜର୍ ମାଇଜିକେ ନ ଚାଡା ।
(しかし、万一別れているなら、結婚しないでいるか、それとも夫と和解するかしなさい)。また夫も妻と離婚してはならない。
12 ୧୨ ଏବେ ମୁଇ ବିସ୍ବାସିମନ୍ ଜେ କି ବିସ୍ବାସ୍ ନ କଲାଟାମନ୍କେ ବିବା ଅଇଆଚତ୍, ସେମନ୍କେ କଇଲିନି, ମୁଇ କଇନାଇ ମାପ୍ରୁ କଇଲାନି, । ଜଦି ଗଟେକ୍ ବିସ୍ବାସି, ବିସ୍ବାସ୍ ନଇଲା ମାଇଜିକେ ବିବା ଅଇଲାଆଚେ, ଆରି ସେ ମାଇଜି ତାର୍ ସଙ୍ଗ୍ ମିସି ରଇବାକେ ମନ୍ କର୍ସି ବଇଲେ, ସେ ବାଇ ତାକେ ନ ଚାଡ ।
そのほかの人々に言う。これを言うのは、主ではなく、わたしである。ある兄弟に不信者の妻があり、そして共にいることを喜んでいる場合には、離婚してはいけない。
13 ୧୩ ଆରି ଜନ୍ ବିସ୍ବାସି ମାଇଜି ବିସ୍ବାସ୍ ନ କଲା ମୁନୁସ୍କେ ବିବାଅଇରଇସି, ଆରି ସେ ତାର୍ସଙ୍ଗ୍ ମିସି ରଇବାକେ ମନ୍ କର୍ସି, ତେବେ ସେ ନିଜର୍ ମୁନୁସ୍କେ ନ ଚାଡ ।
また、ある婦人の夫が不信者であり、そして共にいることを喜んでいる場合には、離婚してはいけない。
14 ୧୪ କାଇକେବଇଲେ ଜଦି ତମେ ଗଟେକ୍ ବିସ୍ବାସି ମାଇଜି, ବିସ୍ବାସ୍ ନ କର୍ବା ମୁନୁସ୍କେ ବିବା ଅଇଆଚାସ୍, ତର୍ ମୁନୁସ୍ ତର୍ ସଙ୍ଗ୍ ମିସ୍ଲାର୍ପାଇ ତାକେ ପର୍ମେସର୍ ତାର୍ ନିଜର୍ ସୁକଲ୍ ଲକ୍ କଲାଆଚେ । ସେନ୍ତାରିସେ ବିସ୍ବାସ୍ ନ କରିରଇବା ମାଇଜିକେ, ପର୍ମେସର୍ ଡାକ୍ଲା ଆଚେ । କାଇକେବଇଲେ ସେ ବିସ୍ବାସ୍ କର୍ବା ମନସ୍ ସଙ୍ଗ୍ ମିସ୍ଲା ଆଚେ । ଏନ୍ତାରି ନ ରଇଲେ ତମର୍ ପିଲାମନ୍ ବିସ୍ବାସ୍ ନ କର୍ବା ଲକର୍ ପିଲାମନର୍ପାରା ଅଇତାଇ । ମାତର୍ ଏବେ ସେମନ୍କେ ମିସା ପର୍ମେସର୍ ତାର୍ ନିଜର୍ ଲକ୍ କଲାଆଚେ ।
なぜなら、不信者の夫は妻によってきよめられており、また、不信者の妻も夫によってきよめられているからである。もしそうでなければ、あなたがたの子は汚れていることになるが、実際はきよいではないか。
15 ୧୫ ସେ ଜାଇଟା ମିସା ଅ, ଜଦି ଗଟେକ୍ ବିସ୍ବାସ୍ ନ କଲା ଲକ୍ ତାର୍ ବିସ୍ବାସି ମାଇଜି କି ମୁନୁସର୍ ଟାନେଅନି ବିନେ ଅଇବାକେ ମନ୍ କଲାନି ବଇଲେ, ସେ ବିନେ ଅ । ଏନ୍ତାରି ଅଇଲେ କିରିସ୍ଟକେ ବିସ୍ବାସ୍ କର୍ବା ମାଇଜି କି ମୁନୁସ୍ ବିବା ବନ୍ଦ୍ନେ ଅନି ମୁକ୍ଲି ଆଚେ । ପର୍ମେସର୍ ତମ୍କେ ସାନ୍ତିସଙ୍ଗ୍ ମିସି ବିଡି ଜିଇବାକାଇବାକେ ଡାକ୍ଲା ଆଚେ ।
しかし、もし不信者の方が離れて行くのなら、離れるままにしておくがよい。兄弟も姉妹も、こうした場合には、束縛されてはいない。神は、あなたがたを平和に暮させるために、召されたのである。
16 ୧୬ ଅଇପାରେ, ତୁଇ ଗଟେକ୍ ବିସ୍ବାସି ବିବାଅଇଲା ମାଇଜି, ତର୍ ବିସ୍ବାସ୍ ନ କଲା ମୁନୁସ୍କେ କିରିସ୍ଟର୍ ଟାନେ ବିସ୍ବାସ୍ କରାଇପାରୁସ୍ । ସେନ୍ତାରିସେ ତୁଇ ଗଟେକ୍ ବିସ୍ବାସି ବିବାଅଇଲା ମୁନୁସ୍, ତର୍ ବିସ୍ବାସ୍ ନ କଲା ମାଇଜିକେ କିରିସ୍ଟର୍ ଟାନେ ବିସ୍ବାସ୍ କରାଇ ପାରୁସ୍ ।
なぜなら、妻よ、あなたが夫を救いうるかどうか、どうしてわかるか。また、夫よ、あなたも妻を救いうるかどうか、どうしてわかるか。
17 ୧୭ ମାପ୍ରୁ ଜାକେ ଜେନ୍ତି ଜିବନ୍ ଦୁକାଇ ଆଚେ, ପର୍ମେସର୍ ଜାକେ ଜନ୍ ଇସାବେ ଡାକ୍ଲା ଆଚେ, ସେ ସେନ୍ତାର୍ ଜିଉନା କାଉନା କର । ମୁଇ ସବୁ ମଣ୍ଡ୍ଲିଟାନେ ଏ ରକାମ୍ ଆଦେସ୍ ଦେଲିନି ।
ただ、各自は、主から賜わった分に応じ、また神に召されたままの状態にしたがって、歩むべきである。これが、すべての教会に対してわたしの命じるところである。
18 ୧୮ ଜଦି ତମେ ଗଟେକ୍ ସୁନତ୍ ଅଇଲା ଜିଉଦି ଲକ୍ ଆରି ପର୍ମେସର୍ ତମ୍କେ ଡାକ୍ଲାଆଚେ, ସେନ୍ତାର୍ ଆଲେ ତମେ ତମର୍ ଗାଗ୍ଡେଅନି ସୁନତ୍ ଚିନ୍ ଲିବାଇବାକେ ଚେସ୍ଟା କରା ନାଇ । ସେନ୍ତାରିସେ ତମେ ଜଦି ଜିଉଦି ନ ଅଇଲା ଲକ୍ ଜାକେ କି ପର୍ମେସର୍ ଡାକ୍ଲା ଆଚେ, ତମେ ସୁନତ୍ ଅଇବାକେ ଚେସ୍ଟା କରାନାଇ ।
召されたとき割礼を受けていたら、その跡をなくそうとしないがよい。また、召されたとき割礼を受けていなかったら、割礼を受けようとしないがよい。
19 ୧୯ ଲକ୍ମନ୍ ସୁନତ୍ ଅଇବାଟା କି ସୁନତ୍ ନ ଅଇବାଟା କାଇଟା ନାଇ, ପର୍ମେସରର୍ ଆଦେସ୍ ମାନ୍ବାଟାସେ ମୁକିଅ ।
割礼があってもなくても、それは問題ではない。大事なのは、ただ神の戒めを守ることである。
20 ୨୦ ମାପ୍ରୁ ତମ୍କେ ଜନ୍ ଇସାବେ ଡାକିଆଚେ, ତମେ ସେ ଇସାବେ ରୁଆ ।
各自は、召されたままの状態にとどまっているべきである。
21 ୨୧ ପର୍ମେସର୍ ତମ୍କେ ଡାକ୍ଲାବେଲେ ତମେ କାଇ ଗତିଦାଙ୍ଗ୍ଡା ରଇଲାସ୍ କି? ସେ ବିସଇନେଇ ମନ୍ଦୁକ୍ କରାନାଇ । ଜଦି ତର୍ ସାଉକାର୍ ତକେ ମୁକ୍ଲାଇଲାନି, ତେବେ ଉଟିଜା ।
召されたとき奴隷であっても、それを気にしないがよい。しかし、もし自由の身になりうるなら、むしろ自由になりなさい。
22 ୨୨ ମାପ୍ରୁ ଡାକ୍ଲାବେଲେ ଜେ ଗତିଦାଙ୍ଗ୍ଡା ରଇଲା ସେ ଏବେ ମୁକ୍ଲି ରଇଲା ଲକ୍ । କାଇକେବଇଲେ ମାପ୍ରୁ ତାକେ ମୁକ୍ଲାଇ ଆଚେ । ସେନ୍ତାରିସେ ଏବେ ଜେ ମୁକ୍ଲିକରି ଆଚେ, ସେ କିରିସ୍ଟର୍ ଗତିଦାଙ୍ଗ୍ଡା ।
主にあって召された奴隷は、主によって自由人とされた者であり、また、召された自由人はキリストの奴隷なのである。
23 ୨୩ ତମ୍କେ ଅଦିକ୍ ଦାମ୍ ଦେଇ ଗେନାଅଇଆଚେ । ଲକ୍ମନର୍ ଗତିଦାଙ୍ଗ୍ଡା ଉଆ ନାଇ ।
あなたがたは、代価を払って買いとられたのだ。人の奴隷となってはいけない。
24 ୨୪ ଏ ବାଇବଇନିମନ୍, ତମ୍କେ ପର୍ମେସର୍ ଡାକ୍ଲାବେଲେ ଜନ୍ ଇସାବେ ରଇଲାସ୍, ସେ ଇସାବେ ପର୍ମେସର୍ ସଙ୍ଗ୍ ମିସିକରି ରଇବାର୍ ଆଚେ ।
兄弟たちよ。各自は、その召されたままの状態で、神のみまえにいるべきである。
25 ୨୫ ଏବେ ମୁଇ ବିବା ନ ଅଇଲା ଦାଙ୍ଗ୍ଡାଦାଙ୍ଗ୍ଡି ବିସଇନେଇ ଲେକ୍ବି । ସେ ବିସଇନେଇ ମାପ୍ରୁର୍ ଲଗେଅନି କାଇ ଆଦେସ୍ ପାଇନାଇ । ମାତର୍ ପର୍ମେସର୍ ମକେ ଦୟା କରି ଗଟେକ୍ ସତ୍ଦରମ୍ ଲକ୍ ଇସାବେ ନିଜର୍ ମନର୍ କାତା କଇଲିନି ।
おとめのことについては、わたしは主の命令を受けてはいないが、主のあわれみにより信任を受けている者として、意見を述べよう。
26 ୨୬ ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
わたしはこう考える。現在迫っている危機のゆえに、人は現状にとどまっているがよい。
27 ୨୭ ତମେ କାଇ ମାଇଜି ସଙ୍ଗ୍ ବାନ୍ଦିଅଇ ଆଚାସ୍ କି? ସେନ୍ତାର୍ଆଲେ ମୁକଲ୍ବାକେ ଚେସ୍ଟା କରାନାଇ । ତମେ କାଇ ବିବା ଉଆସ୍ ନାଇ କି? ସେନ୍ତାର୍ଆଲେ ମାଇଜି କଜ୍ବାକେ ଚେସ୍ଟା କରାନାଇ ।
もし妻に結ばれているなら、解こうとするな。妻に結ばれていないなら、妻を迎えようとするな。
28 ୨୮ ଜଦି ତମେ ବିବାଅଇ ଆଚାସ୍, ବଇଲେ ତମେ ପାପ୍ କରାସ୍ ନାଇ । ଜଦି ଗଟେକ୍ ଦାଙ୍ଗ୍ଡି ବିବାଅଇସି, ସେ ମିସା ପାପ୍ କରେନାଇ । ମାତର୍ ବିବାଅଇଲା ଲକ୍ମନ୍ ଦୁକ୍ କସ୍ଟ ମୁର୍ଚିକରି ରଇବାକେ ପଡ୍ସି । ଏନ୍ତାରି ଦୁକ୍ କସ୍ଟର୍ ବେଲାଇ ସିତିଅନି ରକିଆ ପାଆ, ବଲିକରି ମୁଇ ମନ୍ କଲିନି ।
しかし、たとい結婚しても、罪を犯すのではない。また、おとめが結婚しても、罪を犯すのではない。ただ、それらの人々はその身に苦難を受けるであろう。わたしは、あなたがたを、それからのがれさせたいのだ。
29 ୨୯ ମାତର୍ ଏ ବାଇମନ୍ ମୁଇ ତମ୍କେ କଇଲିନି, ଏବେ ଆମ୍କେ ଅଲପ୍ ଦିନ୍ ଆଚେ । ଏଟାର୍ ପାଇ ଏବେଅନି ଜେ ବିବା ଅଇଆଚେ ସେ ବିବା ନ ଅଇଲା ଲକର୍ ପାରା ରଅ ।
兄弟たちよ。わたしの言うことを聞いてほしい。時は縮まっている。今からは妻のある者はないもののように、
30 ୩୦ ସେନ୍ତାରିସେ ଜନ୍ ଲକ୍ମନ୍ କାନ୍ଦାବୁବା ଅଇରଇଲାସ୍ନି, ସେମନ୍ କାନ୍ଦାବୁବା ନ ଅଇ ରଇଲା ଲକର୍ ପାରା ରୁଆ । ଆରି ଜନ୍ ଲକ୍ମନ୍ ସାର୍ଦା ଅଇରଇଲାଇନି, ସେମନ୍ ସାର୍ଦା ନ ଅଇଲା ଲକର୍ ପାରା ଅଇ ରଅତ୍ । ଜନ୍ ଲକ୍ମନ୍ ଗେନ୍ବାଇ, ସେଟା ନିଜର୍ଟା ନଏଁ ବଇଲାପାରା ରଅତ୍ ।
泣く者は泣かないもののように、喜ぶ者は喜ばないもののように、買う者は持たないもののように、
31 ୩୧ ଜନ୍ ଲକ୍ମନ୍ ଜଗତର୍ ଜିନିସ୍ ନେଇ ବେବାର୍ପାନି କଲାଇନି, ସେମନ୍ ସବୁବେଲେ ସେ ବିସଇ ଚିନ୍ତା ନ କଲା ଲକର୍ ପାରା ରଅତ୍ । କାଇକେବଇଲେ ଜନ୍ ଜଗତେ ଆମେ ଆଚୁ, ସେ ଜଗତର୍ ସବୁ ଜିନିସ୍ ବୁଡିଜାଇସି ।
世と交渉のある者は、それに深入りしないようにすべきである。なぜなら、この世の有様は過ぎ去るからである。
32 ୩୨ ମାତର୍ ତମେ ଏ ବିସଇନେଇ ତେରେପେତେ ଉଆନାଇ । ବିବା ନ ଅଇଲା ଲକ୍ମନ୍ ସବୁବେଲେ ମାପ୍ରୁର୍ ସେବା କାମ୍ କର୍ବାକେ ମନ୍ କର । କାଇକେବଇଲେ ମାପ୍ରୁକେ ସାର୍ଦା କରାଇବାଟା ତାର୍ ମୁକିଅ କାମ୍ ।
わたしはあなたがたが、思い煩わないようにしていてほしい。未婚の男子は主のことに心をくばって、どうかして主を喜ばせようとするが、
33 ୩୩ ମାତର୍ ଜେ ବିବାଅଇଆଚେ, ସେ ଏ ଜଗତର୍ ସବୁ ବିସଇନେଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ମାଇଜିକେ ସାର୍ଦାସଙ୍ଗ୍ ରକ୍ବାକେ ମନ୍ କର୍ସି ।
結婚している男子はこの世のことに心をくばって、どうかして妻を喜ばせようとして、その心が分れるのである。
34 ୩୪ ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।
未婚の婦人とおとめとは、主のことに心をくばって、身も魂もきよくなろうとするが、結婚した婦人はこの世のことに心をくばって、どうかして夫を喜ばせようとする。
35 ୩୫ ଏ କାତା ମୁଇ ତମ୍କେ ନିଜର୍ ମଙ୍ଗଲର୍ ପାଇ କଇଲିନି । ତମ୍କେ ଆଦେସ୍ ମାନ୍ବାକେ ଦେଇ ନାଇ ମାତର୍ ତମେ ଜେନ୍ତିକି ସତ୍ ବାବେ ଚଲାଚଲ୍ତି କରି ଏନେତେନେ ଚିନ୍ତା ନ ଅଇକରି ପୁରାପୁରୁନ୍ ବାବେ ମାପ୍ରୁକେ ସର୍ପି ଅଇବାକେ କଇଲିନି ।
わたしがこう言うのは、あなたがたの利益になると思うからであって、あなたがたを束縛するためではない。そうではなく、正しい生活を送って、余念なく主に奉仕させたいからである。
36 ୩୬ କନିଆ ମାଙ୍ଗ୍ନି ଅଇଲାପଚେ ଜଦି ଜନ୍ ମନସ୍ ତାର୍ ମାଙ୍ଗ୍ଲା ମାଇଜି ସଙ୍ଗ୍ ଟିକ୍ସଙ୍ଗ୍ ଚଲାଚଲ୍ତି କରି ନାପାର୍ଲାନି ଆରି ତାର୍ ଲାଲ୍ସା ସେ କନିଆ ଉପ୍ରେ ବଡିଗାଲାନି, । ତାର୍ ଇସାବେ ବିବା ଅଇବାର୍ ଆଚେ ଆକା ବଇଲେ, ସେ ବିବା ଅଇ ପାରେ । ଏଟାର୍ପାଇ କାଇ ପାପ୍ ନାଇ ।
もしある人が、相手のおとめに対して、情熱をいだくようになった場合、それは適当でないと思いつつも、やむを得なければ、望みどおりにしてもよい。それは罪を犯すことではない。ふたりは結婚するがよい。
37 ୩୭ ମାତର୍ ସେ ଜଦି କାର୍ ବାଦିଅ ନ ଅଇ ତାର୍ ମନ୍ ଡାଟ୍ କରି ଟିକ୍କଲେ, ଆରି ତାର୍ ମନ୍ କଲାଟା ପୁରାପୁରୁନ୍ ଦାରି ରକିପାର୍ଲେ, ସେ ଡିଣ୍ଡା ଟକିକେ ବିବା ନ କଲେ ନିକ ।
しかし、彼が心の内で堅く決心していて、無理をしないで自分の思いを制することができ、その上で、相手のおとめをそのままにしておこうと、心の中で決めたなら、そうしてもよい。
38 ୩୮ ତେବେ ଜାକେ ଡିଣ୍ଡା ଟକିର୍ ମାଙ୍ଗ୍ନି ଅଇଲା ଆଚେ, ସେ ଟିକ୍ କାମ୍ କଲାନି, ମାତର୍ ଜେ ବିବା ନ ଅଏ, ସେ ତାର୍ ତେଇଅନି ଅଦିକ୍ ନିମାନ୍ କାମ୍ କଲାନି ।
だから、相手のおとめと結婚することはさしつかえないが、結婚しない方がもっとよい。
39 ୩୯ ମୁନୁସ୍ ଜିବନ୍ ରଇବା ଜାକ, ମାଇଜି ବାନ୍ଦି ଅଇରଇସି । ଜଦି ମୁନୁସ୍ ମରିଜାଇସି, ତେବେ ମାଇଜି ମାପ୍ରୁକେ ବିସ୍ବାସ୍ କର୍ବା ଲକ୍କେ, କାକେ ମିସା ବିବା ଅଇପାର୍ସି ।
妻は夫が生きている間は、その夫につながれている。夫が死ねば、望む人と結婚してもさしつかえないが、それは主にある者とに限る。
40 ୪୦ ମୁଇ ବାବ୍ଲିନି ସେ ବିବା ନ ଅଇ ସେନ୍ତିସେ ରଇଲେ ଅଦିକ୍ ସୁକ୍ ମିଲ୍ସି । ଆରି ଏଟା ପରମେସରର୍ ସୁକଲ୍ ଆତ୍ମାର୍ ମନ୍ କଲାଟା ବଲି ମୁଇ ବାବ୍ଲିନି ।
しかし、わたしの意見では、そのままでいたなら、もっと幸福である。わたしも神の霊を受けていると思う。