< ୧ମ କରନ୍ତିୟ 1 >
1 ୧ ମୁଇ ପାଉଲ୍ ଆରି ଆମର୍ ସଙ୍ଗର୍ ବିସ୍ବାସି ସସ୍ତିନା ଜୁଆର୍ ଜାନାଇଲୁନି । ପର୍ମେସରର୍ ମନ୍ କଲା ଇସାବେ କିରିସ୍ଟ ଜିସୁର୍ ପେରିତ୍ ଅଇବାକେ ମକେ ବାଚିଆଚେ ।
Pauro, akadanwa nokuda kwaMwari, kuti ave mupostori waKristu Jesu, naSositeni hama yedu,
2 ୨ କରନ୍ତିୟ ନଅରେ ରଇବା ପର୍ମେସରର୍ ମଣ୍ଡ୍ଲିର୍ ଲକ୍ମନ୍କେ ଲେକ୍ଲୁନି । ପର୍ମେସର୍ ତମ୍କେ ଜିସୁକିରିସ୍ଟ ସଙ୍ଗ୍ ମିସାଇ, ତାର୍ ନିଜର୍ ଲକ୍ କଲାଆଚେ । ଆରି ମାପ୍ରୁ ଜିସୁକିରିସ୍ଟକେ ଉପାସନା କର୍ବା, ସବୁ ଜାଗାଇ ରଇବା ଲକର୍ ସଙ୍ଗ୍ ତମ୍କେ ସୁକଲ୍ ଅଇବାକେ ବାଚିଆଚେ । ସେ ଆମର୍ ମାପ୍ରୁ ଆରି ତାକର୍ ମିସା ।
kukereke yaMwari iri muKorinde, kuna vaya vakaitwa vatsvene muna Kristu Jesu uye vakadanwa kuti vave vatsvene pamwe chete navose vari kwose kwose vanodana kuzita raIshe wedu Jesu Kristu, Ishe wavo nowedu:
3 ୩ ଆମର୍ ବାବା ପର୍ମେସର୍ ଆରି ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ସାନ୍ତି ଦେଅ ।
Nyasha norugare ngazvive nemi zvinobva kuna Mwari Baba vedu naShe Jesu Kristu.
4 ୪ କିରିସ୍ଟ ଜିସୁର୍ଟାନେ ପର୍ମେସରର୍ ଜେନ୍ତି ଜିବନ୍ ଦୁକାଇରଇଲା, ସେ ଜିବନ୍ ଦୁକାନିର୍ ଲାଗି, ମୁଇ ସବୁବେଲେ ତମର୍ ବିସଇନେଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
Ndinogara ndichivonga Mwari nguva dzose nokuda kwenyasha dzake pamusoro penyu muna Kristu Jesu.
5 ୫ କାଇକେବଇଲେ ତମେ କିରିସ୍ଟ ସଙ୍ଗ୍ ମିସିକରି ଆଚାସ୍ ବଲି ପର୍ମେସର୍ ତମ୍କେ ଲଡାକେ ଅଇବା ସବୁ ବିସଇ, ତମର୍ କାତା ଅଇବା ବପୁ ଆରି ସବୁ ରକାମର୍ ଗିଆନ୍ ଦେଇଆଚେ ।
Nokuti maari makapfumiswa pazvinhu zvose, mukutaura kwenyu kwose uye nomuruzivo rwenyu rwose,
6 ୬ କିରିସ୍ଟର୍ ବିସଇନେଇ ତମ୍କେ ଜନ୍ କବର୍ କଇରଇଲୁ, ସେଟା ଟିକ୍ ଆକା ବଲି ଜାନା ପଡ୍ଲାନି ।
nokuti uchapupu hwedu pamusoro paKristu hwakasimbiswa mamuri.
7 ୭ ତେବେ ତମେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ଏ ଜଗତେ ବାଉଡି ଆଇବାଟା ଜାଗିରଇବାକେ ସବୁ ରକାମର୍ ଆତ୍ମାର୍ ଦାନ୍ ମିଲାଇ ଆଚାସ୍ ।
Naizvozvo hapana kana chipo chomweya chamunoshayiwa pamunomirira nomwoyo wose kuratidzwa kwaIshe wedu Jesu Kristu.
8 ୮ ଜେନ୍ତିକି ଆମର୍ ମାପ୍ରୁ ଜିସୁ ଆଇବା ଦିନେ ତମ୍କେ କାଇ ମିସା ନିନ୍ଦା ନ ଅ । ଏଟାର୍ପାଇ ମାପ୍ରୁ ତମ୍କେ ସାରାସାରି ଜାକ ମିସା ତବିର୍ କରି ସଙ୍ଗଇସି ।
Achakusimbisai kusvikira kumagumo, kuti murege kuva nechamungapomerwa pazuva raIshe wedu Jesu Kristu.
9 ୯ ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି ।
Mwari, iye akakudanai kuti muwadzane noMwanakomana wake Jesu Kristu Ishe wedu, akatendeka.
10 ୧୦ ଏ ମର୍ ବାଇବଇନିମନ୍, ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ମୁଇ ତମ୍କେ ବାବୁଜିଆ କଲିନି, ଜେନ୍ତିକି ତମେ ସବୁଲକ୍ ଗଟେକ୍ କାତାଇ ରାଜି ଉଆ, ଆରି ତମର୍ ତମର୍ ବିତ୍ରେ ବେଗ୍ଲା ବେଗ୍ଲି ଉଆନାଇ । ମାତର୍ ତମେ ଗଟେକ୍ ଦଲ୍, ଗଟେକ୍ ମନ୍ ଆରି ଗଟେକ୍ କାତାଇ ରାଜି ଉଆ ।
Ndinokukumbirai zvikuru, hama, muzita raIshe wedu Jesu Kristu, kuti imi mose mutaure chinhu chimwe, kuti pakati penyu parege kuva nokupesana uye kuti mubatanidzwe zvakanaka pamurangariro mumwe nomukufunga.
11 ୧୧ ତମର୍ ତମର୍ ବିତ୍ରେ ଲାଗାଜଡା ଆଚେ ବଲି ମୁଇ କିଲିୟର୍ କୁଟୁମେ ଅନି ସୁନିଆଚି ।
Hama dzangu, vamwe venyu vokwaKirowe vakandiudza kuti pane gakava pakati penyu.
12 ୧୨ ମୁଇ ବାବ୍ଲିନି, ତମର୍ ବିତ୍ରେ କେତେଲକ୍ କଇବାଇ, ଆମେ ପାଉଲର୍ ବାଟେ ଜିବାଲକ୍, କେତେଲକ୍ ଆପଲର୍ ବାଟେ ଜିବାଲକ୍, କେତେଲକ୍ କେପାର୍ ବାଟେ ଜିବା ଲକ୍, ଆରି କେତେଲକ୍ ଆମେ କିରିସ୍ଟର୍ ବାଟେ ଜିବା ଲକ୍ ।
Zvandinoreva ndezvokuti: Mumwe wenyu anoti, “Ini ndiri waPauro,” mumwe oti, “Ini ndiri waAporosi,” mumwewo oti, “Ini ndiri waKefasi,” mumwe zvakare oti, “Ini ndiri waKristu.”
13 ୧୩ କିରିସ୍ଟକେ ମୁକା ମୁକା କରି ବାଗ୍ ବାଗ୍ କଲାପାରା ଦଲ୍ ଅଇଆଚାସ୍ । ମୁଇ ପାଉଲ୍, ତମର୍ ପାଇ କୁର୍ସେ ମରିରଇଲି କି? କି ତମେ ପାଉଲର୍ ନାଉଁ ଦାରି ଡୁବନ୍ ନେଇରଇଲାସ୍?
Kristu akaparadzaniswa here? Pauro akarovererwa pamuchinjikwa nokuda kwenyu here? Makabhabhatidzwa muzita raPauro here?
14 ୧୪ ସେଟାର୍ପାଇ କିରିସ୍ପ ଆରି ଗାଅକେ ଚାଡ୍ଲେ ତମର୍ ବିତ୍ରେ ଆରି କାକେ ମିସା ଡୁବନ୍ ଦେଇ ନାଇ ବଲି ମୁଇ ପର୍ମେସର୍କେ ଦନିଅବାଦ୍ ଦେଲିନି ।
Ndinovonga Mwari kuti handina kubhabhatidza kana mumwe wenyu, kunze kwaKrispo naGayo,
15 ୧୫ ତମେ ମର୍ ନାଉଁ ଦାରି ଡୁବନ୍ ନେଇଆଚାସ୍ ବଲି କେଡେବେଲେ କେ ମିସା କଇଦେବାଇ ।
kuti kurege kuva nomumwe wenyu anoti akabhabhatidzwa muzita rangu.
16 ୧୬ ଉଁ ତିପାନ୍କେ ଆରି ତାର୍ କୁଟୁମର୍ ଲକ୍କେ ମିସା ଡୁବନ୍ ଦେଇରଇଲି । ଆରି କାକେ ଡୁବନ୍ ଦେଲିଆଚି କି ନାଇ ବଲି ମକେ ଏତ୍ ଆସେ ନାଇ ।
Hongu, ndakabhabhatidzawo veimba yaStefanasi; kunze kwaivavo, handirangariri kana ndakabhabhatidzazve mumwe munhu.
17 ୧୭ କାଇକେବଇଲେ କିରିସ୍ଟ ମକେ ଡୁବନ୍ ଦେବାକେ ପାଟାଏ ନାଇ, ନିମାନ୍ କବର୍ ଜାନାଇବାକେ ପାଟାଇଲା ଆଚେ । ଜଦି ଲକ୍ମନର୍ ଗିଆନ୍ ଇସାବେ ସେଟା ମୁଇ କର୍ତି, ସେନ୍ତାର୍ ଆଲେ କିରିସ୍ଟର୍ କୁର୍ସର୍ କବରର୍ ବପୁ ଉନା ଅଇତା ।
Nokuti Kristu haana kundituma kuti ndinobhabhatidza asi kuti ndinoparidza vhangeri, kwete namashoko ouchenjeri hwavanhu, kuti muchinjikwa waKristu urege kupedzwa simba rawo.
18 ୧୮ କୁରୁପ୍ନାସ୍ ଅଇଜାଇତେରଇବା ଲକ୍ମନର୍ପାଇ, କୁରୁସେ ଅଇଲା କିରିସ୍ଟର୍ ମରନର୍ କାତା, କାଇ ମୁଲିଅ ନାଇ । ମାତର୍, ଆମର୍ପାଇ ସେଟା ପର୍ମେସରର୍ ବପୁ । ଆମେ ମୁକ୍ତି ପାଇତେରଇବା ଲକ୍ମନ୍ ।
Nokuti shoko romuchinjikwa upenzi kuna vari kuparara, asi kwatiri isu vanoponeswa isimba raMwari.
19 ୧୯ ତେବେ ଦରମ୍ ସାସ୍ତରେ ଏନ୍ତି ଲେକାଆଚେ, ମୁଇ ଗିଆନ୍ ରଇବା ଲକ୍ମନର୍ ଗିଆନ୍ ନସାଇବି, ଆରି ବୁଦି ରଇବା ଲକ୍ମନର୍ ବୁଦି କାଇ ଲଡାକେ ନ ଆଇଲା ପାରା କର୍ବି ।
Nokuti kwakanyorwa kuchinzi: “Ndichaparadza uchenjeri hwavakachenjera; ndichakonesa kuziva kwavanoziva.”
20 ୨୦ ତେବେ ଗିଆନ୍ ରଇବା ଲକ୍ମନର୍ ବିସଇ କାଇଟା କଇଅଇସି? ସାସ୍ତର୍ ସିକାଉମନର୍ ବିସଇ କାଇଟା କଇ ଅଇସି? ଆରି ଏ ଜୁଗର୍ ଦଦାପେଲା ଅଇବା ଲକ୍ମନର୍ ବିସଇ କାଇଟା କଇଅଇସି? ପର୍ମେସର୍ ଏ ଜଗତର୍ ଗିଆନ୍ ରଇବା ଲକ୍ମନ୍କେ କାଇ ଲଡାକେ ନ ଆଇବାଟା ବଲି କଏ ନାଇ କି? (aiōn )
Akachenjera aripiko? Akadzidza aripiko? Muiti wenharo wenguva ino aripiko? Ko, Mwari haana kuita uchenjeri hwenyika ino upenzi here? (aiōn )
21 ୨୧ ଏ ଜଗତର୍ ଲକ୍ମନ୍ ତାକର୍ ଚାଲାକିସଙ୍ଗ୍ ପର୍ମେସର୍କେ ନ ଜାନତ୍ ବଲି, ସେ ନିଜର୍ ଗିଆନ୍ ଇସାବେ ଟିକ୍କଲା । ଆମେ ଜାନାଇବା ବିସଇ ଜନ୍ଟା କି କାଇ ମୁଲିଅ ନାଇ ବଲି ଲକ୍ମନ୍ କଇବାଇ, ସେଟା ବିସ୍ବାସ୍ କର୍ବା ଲକ୍ମନ୍କେ ମୁକ୍ତି ଦେବାକେ ପର୍ମେସର୍ ସାର୍ଦା ଅଇଲା ।
Nokuti muuchenjeri hwaMwari, nyika kubudikidza nouchenjeri hwayo, haina kumuziva, Mwari akafadzwa nazvo kuti vanotenda avaponese kubudikidza noupenzi hwezvakaparidzwa.
22 ୨୨ ଜିଉଦିମନ୍ କାବା ଅଇଜିବା ଚିନ୍ ପାଇ ଦାବି କଲାଇନି । ଗିରିକ୍ମନ୍ ଗିଆନ୍ କଜ୍ଲାଇନି ।
VaJudha vanoda zviratidzo uye vaGiriki vanotsvaka uchenjeri,
23 ୨୩ ମାତର୍ ଆମେ କୁରୁସ୍ ଉପ୍ରେ ଚଗାଇ ଅଇରଇବା କିରିସ୍ଟର୍ ବିସଇ ଜାନାଇଲୁନି । ଏ କାତା ସୁନ୍ଲେ ଜିଉଦିମନ୍ ରିସା ଅଇଗାଲାଇନି ଆରି ଜିଉଦି ନଇଲା ଲକ୍ମନ୍ ସେ କାତାର୍ କାଇ ମୁଲିଅ ନାଇ ବଲି ବାବ୍ଲାଇନି ।
asi isu tinoparidza Kristu akarovererwa pamuchinjikwa, chigumbuso kuvaJudha noupenzi kune veDzimwe Ndudzi.
24 ୨୪ ମାତର୍ ଜିଉଦି ଅଅତ୍, କି ଜିଉଦି ନଇଲା ଲକ୍ ଅଅତ୍, ଜନ୍ ଲକ୍ମନ୍ ବାଚି ଅଇଆଚତ୍, ସେମନର୍ ପାଇ କିରିସ୍ଟ ପର୍ମେସରର୍ ବପୁ ଆରି ପର୍ମେସରର୍ ଗିଆନ୍ ପାରା ଆଚେ ।
Asi kuna avo vakadanwa naMwari, zvose vaJudha navaGiriki, Kristu isimba raMwari nouchenjeri hwaMwari.
25 ୨୫ ତେବେ ଜନ୍ଟା ପର୍ମେସରର୍ ବକୁଆ ବିସଇ ସେଟା ମୁନୁସର୍ ଗିଆନେ ଅନି ଅଦିକ୍ ଆଚେ, ଆରି ଜନ୍ଟା ପର୍ମେସରର୍ ଦୁର୍ବଲ୍ ବିସଇ, ସେଟା ମୁନୁସର୍ ବପୁଟାନେଅନି ଅଦିକ୍ ବପୁ ।
Nokuti upenzi hwaMwari hwakachenjera kupfuura uchenjeri hwomunhu, uye utera hwaMwari hwakasimba kupfuura simba romunhu.
26 ୨୬ ଏ ବାଇବଇନିମନ୍, ପର୍ମେସର୍ ତମ୍କେ ବାଚ୍ଲା ବେଲେ ତମେ କେନ୍ତାର୍ ରଇଲାସ୍ ବାବିଦେକା । ଜଗତର୍ ବିଦି ଇସାବେ ବେସିଲକ୍ ଗିଆନି ନ ରଇଲାସ୍ । ବେସିଲକ୍ ନେତା ନ ରଇଲାସ୍ ଆରି ବଡ୍ ଗରେ ଜନମ୍ ନ ଅଇରଇଲାସ୍ ।
Hama dzangu, rangarirai zvamakanga muri pamakadanwa. Havazi vazhinji venyu vaiva namasimba; havasi vazhinji vaikudzwa pakuzvarwa kwavo.
27 ୨୭ ପର୍ମେସର୍ ଗିଆନି ଲକ୍ମନ୍କେ ଲାଜ୍ କରାଇବାକେ ଜଗତର୍ ଦୁର୍ବଲ୍ ଲକ୍ମନ୍କେ ବାଚ୍ଲା, ଜେନ୍ତିକି ଜଗତେ ଗିଆନି ରଇବା ଲକ୍ମନ୍ ଆରି ବପୁ ରଇବା ଲକ୍ମନ୍ ଲାଜ୍ ଅଇଜିବାଇ ।
Asi Mwari akasarudza zvinhu zvoupenzi zvenyika ino kuti anyadzise vakachenjera; Mwari akasarudza zvisina simba zvenyika ino kuti anyadzise vane simba.
28 ୨୮ ତେବର୍ ପାଇ, ପର୍ମେସର୍ ଏ ଜଗତର୍ କାଇ ଲଡାକେ ନ ଆସେ ବଲି କଇବା ଲକ୍ମନ୍କେ, ଆରି ସବୁବେଲେ ତଲେ ରଇ ଲକ୍ମନ୍ ଗିନ୍ କର୍ତେରଇବା ଲକ୍କେ ବାଚ୍ଲାଆଚେ ।
Akasarudza zvinhu zvepasi pasi zvenyika ino uye zvakazvidzwa, nezvinhu zvisipo, kuti ashayise simba zvinhu zviripo,
29 ୨୯ ଜେନ୍ତାର୍ କି ଜଗତ୍ ବିତ୍ରେ ଜନ୍ ଲକ୍ମନ୍ ବଡ୍ ବଲି ନାମାଇ ଅଇବାଇ, ସେମନ୍ କାଇ ଲଡାକେ ନ ଆସତ୍ ଆରି ପର୍ମେସରର୍ ମୁଆଟେ କେ ମିସା ବଡ୍ପନ୍ ଅଇ ନ କଅତ୍ ।
kuti kurege kuva nomunhu angazvikudza pamberi pake.
30 ୩୦ ମାତର୍ ପର୍ମେସର୍ ତମ୍କେ କିରିସ୍ଟ ଜିସୁର୍ ସଙ୍ଗ୍ ମିସାଇଆଚେ ଆରି ସେ କିରିସ୍ଟକେସେ ଆମର୍ପାଇ ଗିଆନ୍ ପାରା କରିଆଚେ । ତାର୍ଲାଗି ଆମେ ପର୍ମେସର୍ ସଙ୍ଗ୍ ସତ୍ ମିସାବିଡା ଅଇଲାଟା ଆରିତରେକ୍ ଜଡିଅଇଲାଆଚେ । ଆମେ ଦରମ୍ ଆରି ସୁକଲ୍ ଲକ୍ ଅଇ ପାପେ ଅନି ମୁକ୍ତି ପାଇଆଚୁ ।
Nokuda kwake, imi muri muna Kristu Jesu, uyo akava kwatiri uchenjeri hunobva kuna Mwari, iko kururama, noutsvene uye norudzikinuro rwedu.
31 ୩୧ ମାତର୍ ଜେନ୍ତି ଦରମ୍ ସାସ୍ତରେ ଲେକା ଅଇଆଚେ, ଜେ ଜଦି ବଡ୍ପନ୍ ଅଇସି, ତେବେ ସେ ମାପ୍ରୁ କଲା କାମ୍ ତେଇ ବଡ୍ପନ୍ ଅ ।
Naizvozvo, sezvazvakanyorwa zvichinzi, “Anozvikudza ngaazvikudze muna She.”