< ୧ ମ ଜଅନ୍ 1 >
1 ୧ ଜାକେ ଜିବନର୍ ବାକିଅ ବଲି କଇଲାଇନି, ତାର୍ ବିସଇ ତମ୍କେ ଲେକ୍ଲୁନି । କାଇଟା ତିଆର୍ ନ ଅଇତେ ପୁର୍ବେଅନି ସେ ରଇଲା । ତାର୍ ବାକିଅ ଆମେ ସୁନିଆଚୁ । ସେ କରିରଇବା କାମ୍ମନ୍ ଆମେ ଆଁକି ସଙ୍ଗ୍ ନିକ ଦେକି ଆଚୁ । ଆରି ଆମେ ତାକେ ଆତ୍ ସଙ୍ଗ୍ ଚିଇଲୁ ଆଚୁ ।
That which was from the beginning, which we have heard, which we have seen with our eyes, which we have looked upon, and our hands have handled, of the word of life:
2 ୨ ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । (aiōnios )
For the life was manifested; and we have seen and do bear witness, and declare unto you the life eternal, which was with the Father, and hath appeared to us: (aiōnios )
3 ୩ ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ ।
That which we have seen and have heard, we declare unto you, that you also may have fellowship with us, and our fellowship may be with the Father, and with his Son Jesus Christ.
4 ୪ ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
And these things we write to you, that you may rejoice, and your joy may be full.
5 ୫ ମାତର୍ ଜନ୍ ବିସଇ ଜିସୁକିରିସ୍ଟ ଆମ୍କେ କଇଲା, ଆରି ଜାଇଟା ତମ୍କେ ଆମେ ଜାନାଇ ଆଚୁ, ସେଟା ଅଇଲାନି ପର୍ମେସରର୍ ଉଜଲ୍ । ଆରି ତାର୍ଟାନେ ମୁଲ୍କେ ଆନ୍ଦାର୍ ନାଇ ।
And this is the declaration which we have heard from him, and declare unto you: That God is light, and in him there is no darkness.
6 ୬ ତେବର୍ପାଇ ଆମେ ପର୍ମେସରର୍ ସଙ୍ଗ୍ ମିସିବିଡି ଆଚୁ ବଲି କଇକରି କାରାପ୍ କାମ୍ କରି ଆନ୍ଦାରେସେ ରଇବୁ ବଇଲେ, ଆମେ କଇବାଟା ମିଚ୍ । ଆରି ସତ୍ ବିସଇ ଆମେ ଚାଡିଦେଇଆଚୁ ବଲି ଆମର୍ ଚଲାଚଲ୍ତିଟାନେ ଜାନାପଡ୍ଲାନି ।
If we say that we have fellowship with him, and walk in darkness, we lie, and do not the truth.
7 ୭ ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
But if we walk in the light, as he also is in the light, we have fellowship one with another, and the blood of Jesus Christ his Son cleanseth us from all sin.
8 ୮ ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି ।
If we say that we have no sin, we deceive ourselves, and the truth is not in us.
9 ୯ ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
If we confess our sins, he is faithful and just, to forgive us our sins, and to cleanse us from all iniquity.
10 ୧୦ ଜଦି ଆମେ କେବେ ମିସା ପାପ୍ କରୁନାଇ ବଲି କଇଲେ, ପର୍ମେସର୍ ସତ୍ଟା ନଏଁ ବଲି କଇଲୁନି । ଆରି ତାର୍ ବାକିଅ ମାନିକରି ରଉନାଇ ।
If we say that we have not sinned, we make him a liar, and his word is not in us.