< ୧ ମ ଜଅନ୍ 1 >
1 ୧ ଜାକେ ଜିବନର୍ ବାକିଅ ବଲି କଇଲାଇନି, ତାର୍ ବିସଇ ତମ୍କେ ଲେକ୍ଲୁନି । କାଇଟା ତିଆର୍ ନ ଅଇତେ ପୁର୍ବେଅନି ସେ ରଇଲା । ତାର୍ ବାକିଅ ଆମେ ସୁନିଆଚୁ । ସେ କରିରଇବା କାମ୍ମନ୍ ଆମେ ଆଁକି ସଙ୍ଗ୍ ନିକ ଦେକି ଆଚୁ । ଆରି ଆମେ ତାକେ ଆତ୍ ସଙ୍ଗ୍ ଚିଇଲୁ ଆଚୁ ।
Izvo zvakanga zviripo kubva pakutanga, izvo zvatakanzwa, zvatakaona nameso edu, zvatakatarira uye zvatakabata namaoko, izvozvi ndizvo zvatinoparidza zveShoko roupenyu.
2 ୨ ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । (aiōnios )
Upenyu hwakaonekwa; takahuona uye tikapupura nezvahwo, uye tinoparidza kwamuri upenyu husingaperi, hwakanga huri kuna Baba uye hwakaratidzwa kwatiri. (aiōnios )
3 ୩ ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ ।
Tinoparidza kwamuri zvatakaona nezvatakanzwa, kuti nemiwo mugowadzana nesu. Uye tinowadzana naBaba noMwanakomana wavo, Jesu Kristu.
4 ୪ ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
Tiri kunyora izvi kuti mufaro wedu uzadziswe.
5 ୫ ମାତର୍ ଜନ୍ ବିସଇ ଜିସୁକିରିସ୍ଟ ଆମ୍କେ କଇଲା, ଆରି ଜାଇଟା ତମ୍କେ ଆମେ ଜାନାଇ ଆଚୁ, ସେଟା ଅଇଲାନି ପର୍ମେସରର୍ ଉଜଲ୍ । ଆରି ତାର୍ଟାନେ ମୁଲ୍କେ ଆନ୍ଦାର୍ ନାଇ ।
Iyi ndiyo mharidzo yatakanzwa kwaari uye yatinoparidza kwamuri kuti: Mwari ndiye chiedza; maari hamuna rima zvachose.
6 ୬ ତେବର୍ପାଇ ଆମେ ପର୍ମେସରର୍ ସଙ୍ଗ୍ ମିସିବିଡି ଆଚୁ ବଲି କଇକରି କାରାପ୍ କାମ୍ କରି ଆନ୍ଦାରେସେ ରଇବୁ ବଇଲେ, ଆମେ କଇବାଟା ମିଚ୍ । ଆରି ସତ୍ ବିସଇ ଆମେ ଚାଡିଦେଇଆଚୁ ବଲି ଆମର୍ ଚଲାଚଲ୍ତିଟାନେ ଜାନାପଡ୍ଲାନି ।
Kana tichiti tinowadzana naye asi tichifamba murima, tinoreva nhema uye hatigari muchokwadi.
7 ୭ ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
Asi kana tichifamba muchiedza, saiye ari muchiedza, tinowadzana nomumwe nomumwe wedu, uye ropa raJesu, Mwanakomana wake, rinotinatsa pazvivi zvose.
8 ୮ ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି ।
Kana tichiti hatina chivi, tinozvinyengera uye chokwadi hachizi matiri.
9 ୯ ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
Kana tichireurura zvivi zvedu, iye akatendeka uye akarurama, uye achatikanganwira zvivi zvedu agotinatsa pakusarurama kwose.
10 ୧୦ ଜଦି ଆମେ କେବେ ମିସା ପାପ୍ କରୁନାଇ ବଲି କଇଲେ, ପର୍ମେସର୍ ସତ୍ଟା ନଏଁ ବଲି କଇଲୁନି । ଆରି ତାର୍ ବାକିଅ ମାନିକରି ରଉନାଇ ।
Kana tichiti hatina kutadza, tinomuita murevi wenhema uye shoko rake harizi matiri.