< ୧ ମ ଜଅନ୍ 3 >
1 ୧ ଅଲପ୍ ବାବିଦେକାପନି, ବାବା ପର୍ମେସର୍ ଆମ୍କେ କେଡେକ୍ ଆଲାଦ୍ କଲାନି । ତାର୍ ଏତେକ୍ ଆଲାଦର୍ ଲାଗି ଆମେ ତାର୍ ପିଲାଜିଲା ବଲାଇ ଅଇଲୁନି । ଆରି ସତଇସେ ଆମେ ତାର୍ ଅଇଆଚୁ ବଲି ଏ ଜଗତର୍ ଲକ୍ ବୁଜତ୍ନାଇ । କାଇକେବଇଲେ ଆମର୍ ବାବା ପର୍ମେସର୍କେ ସେମନ୍ ନାଜାନତ୍ ।
Ẹ wo irú ìfẹ́ tí Baba fi fẹ́ wa, tí a fi ń pè wá ní ọmọ Ọlọ́run; bẹ́ẹ̀ ni a sá à jẹ́. Nítorí èyí ni ayé kò ṣe mọ̀ wá, nítorí tí kò mọ̀ ọ́n.
2 ୨ ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।
Olùfẹ́, ọmọ Ọlọ́run ni àwa ń ṣe nísinsin yìí, a kò ì tí i fihàn bí àwa ó ti rí: àwa mọ̀ pé, nígbà tí òun ba farahàn, àwa yóò dàbí rẹ̀; nítorí àwa yóò rí i, àní bí òun tí rí.
3 ୩ ଜେତ୍କି ଲକ୍ କିରିସ୍ଟର୍ ପାରା ଅଇବୁ ବଲି ଆସା କଲାସ୍ନି, ନିଜେ ପାପ୍ କାମ୍ ଚାଡି ସୁକଲ୍ ରଇବାର୍ ଆଚେ । ଜେନ୍ତାରିକି କିରିସ୍ଟ କେବେ ପାପ୍ ନ କରେ ।
Olúkúlùkù ẹni tí ó ba sì ní ìrètí yìí nínú rẹ̀, ń wẹ ara rẹ̀ mọ́, àní bí òun ti mọ́.
4 ୪ ଜେ ପାପ୍ କର୍ସି, ସେ ପର୍ମେସରର୍ ନିୟମ୍ ବିରୁଦେ ଗାଲାନି । କାଇକେବଇଲେ ନିୟମ୍ ନ ମାନ୍ବାଟା ଆକା ପାପ୍ ।
Ẹnikẹ́ni tí ó bá ń dẹ́ṣẹ̀, ó ń rú òfin pẹ̀lú, nítorí ẹ̀ṣẹ̀ ni rírú òfin.
5 ୫ ଆମର୍ ପାପର୍ ଡଣ୍ଡ୍ ନେବାର୍ପାଇ କିରିସ୍ଟ ଏ ଜଗତେ ଆଇଲା, ସେଟା ତମେ ଜାନାସ୍ । ଆରି ସେ କାଇ ପାପ୍କାମ୍ ନ କରେ ।
Ẹ̀yin sì mọ̀ pé, òun farahàn láti mu ẹ̀ṣẹ̀ kúrò; ẹ̀ṣẹ̀ kò sì ṣí nínú rẹ̀.
6 ୬ ତେବେ ଜଦି ଗଟେକ୍ ଲକ୍ କିରିସ୍ଟର୍ ସଙ୍ଗ୍ ମିସିରଇଲେ, ସେ ଆରି ପାପ୍ କର୍ବାର୍ ନାଇ । ମାତର୍ ଗଟେକ୍ ଲକ୍ ଜଦି ପାପ୍ କରିଲାଗିରଇସି, ସେ କିରିସ୍ଟକେ ଦେକେନାଇ କି ନାଜାନେ ମିସା ।
Ẹnikẹ́ni tí ó ba ń gbé inú rẹ̀ kì í dẹ́ṣẹ̀; ẹnikẹ́ni tí ó bá sì ń dẹ́ṣẹ̀ kò rí i, bẹ́ẹ̀ ni kò mọ̀ ọ́n.
7 ୭ ଏ ପିଲାଟକିମନ୍, ତମେ କାର୍ଟାନେଅନି ମିସା ନାଡାଇ ନ ଅଇବାକେ ଜାଗ୍ରତ୍ ଅଇରୁଆ । ପର୍ମେସର୍ ଦେକ୍ବା ଇସାବେ ଜନ୍ ଲକ୍ ଦରମ୍ କାମ୍ କର୍ବାଇ, ସେମନ୍କେସେ ଦରମ୍ ଲକ୍ ବଲି ଡାକ୍ସି । ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ଦରମ୍ । ଜେନ୍ତାରିକି କିରିସ୍ଟ ଦରମ୍ ରଇଲା ।
Ẹ̀yin ọmọ mi, ẹ má ṣe jẹ́ kí ẹnikẹ́ni tàn yín, ẹni tí ó bá ń ṣe òdodo, ó jásí olódodo, gẹ́gẹ́ bí òun tí jẹ olódodo.
8 ୮ ମାତର୍ ପାପ୍କରି ଲାଗିରଇବା ଲକ୍ମନ୍ ସଇତାନର୍ । କାଇକେବଇଲେ କାଇଟା ତିଆର୍ ନଅଇବା ଆଗ୍ତୁ ସଇତାନ୍ ପାପ୍ କରିଆଇଲାନି । ସଇତାନ୍ କରିରଇବା କାମ୍ କୁରୁପ୍ନାସ୍ କର୍ବାକେ ପର୍ମେସରର୍ ପଅ ଏ ଜଗତେ ଆଇଲା ।
Ẹni tí ó ba ń dẹ́ṣẹ̀ tí èṣù ni; nítorí láti àtètèkọ́ṣe ni èṣù ti ń dẹ́ṣẹ̀. Nítorí èyí ni Ọmọ Ọlọ́run ṣe farahàn, kí ó lè pa iṣẹ́ èṣù run.
9 ୯ ପର୍ମେସରର୍ ପିଲା ଅଇରଇବା କେ ମିସା ପାପ୍କରିଲାଗି ରଇବାର୍ ନାଇ । କାଇକେବଇଲେ ପର୍ମେସରର୍ ଗୁନ୍ଚଲନ୍ ତାକର୍ ବିତ୍ରେ ଆଚେ । ସେମନ୍ ପର୍ମେସରର୍ ପିଲାଜିଲା ଅଇଲାଇକେ, ପାପ୍କରିଲାଗି ନ ରଅତ୍ ।
Ẹnikẹ́ni tí a ti ipa Ọlọ́run bí, kì í dẹ́ṣẹ̀; nítorí tí irú rẹ̀ ń gbé inú rẹ̀, kò sì lè dẹ́ṣẹ̀ nítorí pé a ti ti ipa Ọlọ́run bí i.
10 ୧୦ କେ କେ ସଇତାନର୍ ପିଲାମନ୍ ଆରି କେ କେ ପର୍ମେସରର୍ ପିଲାମନ୍ ବଲି ଆମେ ଜାନୁ । ଜନ୍ ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ସତ୍ କାମ୍ ନ କରତ୍ । ଜନ୍ ଲକ୍ମନ୍ ମିସିବିଡିକରି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ ନ କରତ୍, ସେମନ୍ ତାର୍ ପିଲାଜିଲା ନ ଅଅତ୍ ।
Nínú èyí ni àwọn ọmọ Ọlọ́run ń farahàn, àti àwọn ọmọ èṣù; ẹnikẹ́ni tí kò ba ń ṣe òdodo, àti ẹni tí kò fẹ́ràn arákùnrin rẹ̀ kì í ṣe ti Ọlọ́run.
11 ୧୧ ଏ କବର୍ ତମେ ଆଗ୍ତୁଅନି ସୁନିଆସିଆଚାସ୍ । ସେଟା ଅଇଲାନି, ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ ।
Nítorí èyí ni iṣẹ́ tí ẹ̀yin tí gbọ́ ni àtètèkọ́ṣe, pé ki àwa fẹ́ràn ara wa.
12 ୧୨ ଆମେ କୟିନର୍ପାରା ଅଇବାର୍ ନାଇ । ସେ ଗଟେକ୍ ସଇତାନର୍ ଲକ୍ ରଇଲା । ଜେକି ଜେତ୍କି କାରାପ୍ କାମ୍ କରାଇସି । ସେ ତାର୍ ସାନ୍ବାଇକେ ମିସା ମରାଇଲା । ସେ କାଇକେ ସେନ୍ତାରି କଲା? କାଇକେବଇଲେ, ତାର୍ ନିଜର୍ ଜେତ୍କି କାମ୍ କାରାପ୍ ରଇଲା, ତାର୍ ବାଇ ଏବଲର୍ କାମ୍ମନ୍ ସେତ୍କି ଦରମ୍ ରଇଲା ।
Kì í ṣe bí Kaini, tí í ṣe ẹni búburú, tí o sì pa arákùnrin rẹ̀. Nítorí kín ni ó sì ṣe pa á? Nítorí tí iṣẹ́ tirẹ̀ jẹ́ búburú ṣùgbọ́n tí arákùnrin rẹ̀ sì jẹ́ òdodo.
13 ୧୩ ତେବର୍ପାଇ ଏ ମର୍ ବାଇବଇନିମନ୍, ଏଜଗତର୍ ଲକ୍ମନ୍ ତମ୍କେ ଗିନ୍ କଲେ, କାବା ଅଇବାର୍ନାଇ ।
Kì ẹnu má ṣe yà yín, ẹ̀yin ará mi, bí ayé bá kórìíra yín.
14 ୧୪ ଆମେ କିରିସ୍ଟ ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାର୍ ଲାଗି ଏଟା ଜାନ୍ଲୁନି । ଜେ ଆଲାଦ୍ ନ କରେ, ସେ ଏବେ ମିସା ମରନର୍ ସାସନର୍ ତଲେଆଚେ ।
Àwa mọ̀ pé àwa tí rékọjá láti inú ikú sínú ìyè, nítorí tí àwa fẹ́ràn àwọn ará. Ẹni tí kò ba ni ìfẹ́, ó ń gbé inú ikú.
15 ୧୫ କେ ଜଦି ବିନ୍ ବିସ୍ବାସି ବାଇବଇନିମନ୍କେ ଗିନ୍ କର୍ସି, ନର୍ମାର୍ବା ଲକର୍ ସମାନ୍ । ଗଟେକ୍ ନର୍ମାରୁ ଲଗେ ପର୍ମେସରର୍ ନ ସାର୍ବା ଜିବନ୍ ନ ରଏ । ଏଟା ତମେ ଜାନିଆଚାସ୍ । (aiōnios )
Ẹnikẹ́ni tí ó ba kórìíra arákùnrin rẹ̀ apànìyàn ni, ẹ̀yin sì mọ́ pé kò sí apànìyàn tí ó ni ìyè àìnípẹ̀kun láti máa gbé inú rẹ̀. (aiōnios )
16 ୧୬ ଏଟାର୍ଲାଗି ଆଲାଦ୍ କାଇଟା ଆମେ ଜାନ୍ଲୁନି । କିରିସ୍ଟ ଆମର୍ପାଇ ତାର୍ ନିଜର୍ ଜିବନ୍ ଦେଲା । ସେନ୍ତାରିସେ ଆମେମିସା ଆମର୍ ମିସିବିଡିରଇବା ବିସ୍ବାସି ବାଇବଇନି ମନର୍ଲାଗି ମର୍ବାକେ ତିଆର୍ ଅଇବାର୍ଆଚେ ।
Nípa èyí ni àwa mọ ìfẹ́ nítorí tí ó fi ẹ̀mí rẹ̀ lélẹ̀ fún wa, ó sì yẹ kí àwa fi ẹ̀mí wa lélẹ̀ fún àwọn ará.
17 ୧୭ ଜଦି କାକେମିସା ବଁଚ୍ବାକେ ତାର୍ ଲଡାକେ ଲାଗ୍ବାଟା ସବୁ ବିସଇଆଚେ, ଆରି ତାର୍ ବିସ୍ବାସି ବାଇକେ ଲଡାଆଚେ ବଲି ସେ ଜାନେ, ମାତର୍ ତାର୍ପାଇ ଜିବନ୍ ଦୁକାଏ ନାଇ, ସେ ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇନାପାରେ ।
Ṣùgbọ́n ẹni tí ó bá ni ohun ìní ayé, tí ó sì ri arákùnrin rẹ̀ tí ó ṣe aláìní, tí ó sì sé ìlẹ̀kùn ìyọ́nú rẹ̀ mọ́ ọn, báwo ni ìfẹ́ Ọlọ́run ṣe ń gbé inú rẹ̀?
18 ୧୮ ଆଲାଦର୍ ପିଲାମନ୍, ଆମର୍ ଆଲାଦ୍ ଅବ୍କା କୁଆବଲାଇ ରଇବାର୍ ନାଇ । ଆମେ ସତ୍ସଙ୍ଗ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ । ଜେନ୍ତାରିକି ପର୍ମେସର୍ ସତ୍ସଙ୍ଗ୍ ଆମ୍କେ ଆଲାଦ୍ କର୍ସି ।
Ẹ̀yin ọmọ mi, ẹ má ṣe jẹ́ kí a fi ọ̀rọ̀ tàbí ahọ́n fẹ́ràn, bí kò ṣe ni ìṣe àti ní òtítọ́.
19 ୧୯ ଆମେ ସବୁ ସେନ୍ତାରି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସରର୍ ଲକ୍ବଲି ଜାନ୍ବୁ ଆକା । ଜନ୍ଟା ସତ୍ ଆରି ଜନ୍ଟା ଟିକ୍, ସେ ତାର୍ ଲକ୍ମନ୍କେ ଦେକାଇସି । ଆରି ଆମେ ପର୍ମେସର୍କେ ପାର୍ତନା କଲାବେଲେ ନ ଡରୁ ।
Àti nípa èyí ni àwa ó mọ̀ pé àwa jẹ́ ti òtítọ́, àti pé àwa ó sì fi ọkàn ara wa balẹ̀ níwájú rẹ̀.
20 ୨୦ ଆମର୍ ବିବେକ୍ ଜଦି ଆମ୍କେ ପାପିବଲି ଦସ୍ ଦେଲେ, ଆମେ ସାନ୍ତିସଙ୍ଗ୍ ରଇବୁ । କାଇକେବଇଲେ ଆମର୍ ବିବେକ୍ ଟାନେଅନି ଆମେ ଜାନ୍ବାତେଇଅନି ପର୍ମେସର୍ ଅଦିକ୍ ଜାନେ । ଆରି ଆମେ କର୍ବା ସବୁ କାମ୍ ସେ ଜାନେ ।
Nínú ohunkóhun tí ọkàn wa bá ń dá wa lẹ́bi; nítorí pé Ọlọ́run tóbi ju ọkàn wa lọ, ó sì mọ ohun gbogbo.
21 ୨୧ ଏ ଆଲାଦର୍ ମଇତର୍ମନ୍, ଆମର୍ ବିବେକ୍ ଜଦି ଆମ୍କେ ଦସି ବଲି ନ ଜାନାଇଲେ, ଆମେ ପର୍ମେସର୍କେ ପାର୍ତନା କଲାବେଲେ ନ ଡରୁ ।
Olùfẹ́, bí ọkàn wa kò bá dá wa lẹ́bi, ǹjẹ́ àwa ni ìgboyà níwájú Ọlọ́run?
22 ୨୨ ଆମେ ତାକେ ଜେତ୍କି ମାଙ୍ଗ୍ଲୁନି, ସେଟା ସବୁ ପର୍ମେସର୍ ଆମ୍କେ ଦେଇସି । କାଇକେବଇଲେ ସେ ତିଆର୍ଲାଟା ସବୁ ଆମେ କଲୁନି ।
Àti ohunkóhun tí àwa bá béèrè, ni àwa ń rí gbà lọ́dọ̀ rẹ̀, nítorí tí àwa ń pa òfin rẹ̀ mọ́, àwa sì ń ṣe àwọn nǹkan tí ó dára lójú rẹ̀.
23 ୨୩ ଆରି ଏଟା ଅଇଲାନି ତାର୍ ଆଦେସ୍ । ତାର୍ ପଅ ଜିସୁକିରିସ୍ଟକେ ବିସ୍ବାସ୍ କର୍ବାର୍ ଆରି ଜିସୁ ତିଆର୍ଲାପାରା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ।
Èyí sì ni òfin rẹ̀, pé kí àwa gba orúkọ Jesu Kristi Ọmọ rẹ̀ gbọ́, kí a sì fẹ́ràn ara wá gẹ́gẹ́ bí ó tí fi òfin fún wa.
24 ୨୪ ଜେତ୍କି ଲକ୍ ତାର୍ ଆଦେସ୍ ମାନ୍ବାଇ, ସେମନ୍ ସବୁ ପର୍ମେସରର୍ ସଙ୍ଗ୍ ମିସ୍ଲାଇ ଆଚତ୍ । ଆରି ସେ ମିସା ସେନ୍ତାରିସେ । ସେ ଆମର୍ ବତିରେ ଆଚେ ବଲି ଏନ୍ତାରି ଆମେ ଜାନ୍ଲୁନି । ଜନ୍ ସୁକଲ୍ଆତ୍ମା ପର୍ମେସର୍ ଆମର୍ ବିତ୍ରେ ରଇବାକେ ଦେଲାର୍ପାଇ ।
Ẹni tí ó bá sì pa òfin rẹ̀ mọ́ ń gbé inú rẹ̀, àti òun nínú rẹ̀. Àti nípa èyí ni àwa mọ̀ pé ó ń gbé inú wa, nípa Ẹ̀mí tí ó fi fún wa.