< ୧ ମ ଜଅନ୍ 4 >
1 ୧ ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
Söyümlüklirim, herbir [«wehiy qilghuchi»] rohlarning hemmisigila ishiniwermenglar, belki bu rohlarning Xudadin kelgen-kelmigenlikini perqlendürüsh üchün ularni sinanglar. Chünki nurghun saxta peyghemberler dunyadiki jay-jaylargha peyda boldi.
2 ୨ ଗଟେକ୍ ଲକର୍ଟାନେ ପର୍ମେସରର୍ ଆତ୍ମା ଆଚେ କି ନାଇ ବଲି ଏନ୍ତାରି ତମେ ଜାନ୍ସା । ଜେ ଜିସୁକିରିସ୍ଟ ନର୍ରୁପ୍ ଦାରି ଏ ଜଗତେ ଆଇଲା ବଲି କଇଲେ, ତାର୍ଟାନେ ପର୍ମେସରର୍ ଆତ୍ମା ଆଚେ ।
Xudaning Rohini mundaq perqlendüreleysiler: Eysani, yeni dunyagha insaniy tende kelgen Mesihni étirap qilghuchi herbir roh Xudadin bolidu;
3 ୩ ମାତର୍ ଜେ କି ଏ କାତା ନ ମାନେ, ତାର୍ଟାନେ ପର୍ମେସରର୍ ଆତ୍ମା ନାଇ । ସେନ୍ତାରି ଲକ୍ମନର୍ଟାନେ କିରିସ୍ଟର୍ ବିରଦିର୍ ଆତ୍ମା ଆଚେ । ଏ ଆତ୍ମା ଜଗତେ ଆଇସି ବଲି ତମେ ସୁନିଆଚାସ୍ । ସେନ୍ତାରି ସେ ଆତ୍ମା ଆଇଲାଆଚେ । ଆରି ଏବେ ମିସା ସେଟା ଜଗତେ ଆଚେ ।
we dunyagha insaniy tende kelgen Eysa Mesihni étirap qilmaydighan roh Xudadin kelgen emes. Bundaqlarda eksiche dejjalning rohi ishleydu; siler bu rohning kélidighanliqi toghruluq anglighanidinglar we derweqe u hazir dunyada peyda boldi.
4 ୪ ମାତର୍ ତମେ ପର୍ମେସରର୍ ଲକ୍ । ଏ ଆଲାଦର୍ ପିଲାମନ୍, ସେନ୍ତାରି ବୁଲ୍ ସିକିଆ ଦେଉମନର୍ କାତା ମାନା ନାଇ । କାଇକେବଇଲେ ତମର୍ଟାନେ ରଇବା ଆତ୍ମା ଏ ଜଗତର୍ ଲକ୍ମନର୍ ଆତ୍ମାତେଇଅନି ଅଦିକ୍ ବପୁଟା ।
Ey eziz balilirim, siler bolsanglar Xudadin bolghansiler we ularning üstidin ghalib keldinglar; chünki silerde Turghuchi bu dunyada turghuchidin üstündur.
5 ୫ ସେମନ୍ ଏ ଜଗତର୍ ଲକ୍ । ଆରି ଏ ଜଗତର୍ ଲକ୍ମନ୍ ତାକର୍ କାତା ସୁନ୍ବାଇ । କାଇକେବଇଲେ ସେମନର୍ ସିକିଆ ଆରି ଏ ଜଗତର୍ ଲକ୍ମନର୍ ସିକିଆ ସମାନ୍ଆଚେ ।
Ular bolsa bu dunyagha mensup; shunga ular bu dunyaning sözlirini qilidu we bu dunyadikiler ulargha qulaq salidu.
6 ୬ ମାତର୍ ଆମେ ପର୍ମେସରର୍ ଲକ୍ । ଆରି ଜେତ୍କି ଲକ୍ ପର୍ମେସର୍କେ ଜାନିଆଚତ୍, ସେମନ୍ ସବୁ ଆମର୍ ସିକିଆ ମାନ୍ବାଇ । ମାତର୍ ଜେତ୍କି ପର୍ମେସରର୍ ଲକ୍ ନଅତ୍, ଆମର୍ ସିକିଆ ନ ମାନତ୍ । ଏଟାର୍ଲାଗି ଗଟେକ୍ ଲକ୍କେ ସତ୍ ଆତ୍ମା ଆଚେ କି ସଇତାନର୍ ଆତ୍ମା ଆଚେ ବଲି ଜାନିଅଇସି ।
Biz bolsaq Xudadin bolghanmiz; Xudani tonughan kishi bizning sözlirimizni anglaydu. Xudadin bolmighan kishi bolsa bizning sözlirimizni anglimaydu. Mana buningdin Heqiqetning Rohi bilen ézitquluqning rohini perq ételeymiz.
7 ୭ ଏ ମର୍ ଆଲାଦର୍ ମଇତର୍ମନ୍, ଆମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କରାକରି ଅଉଁ । କାଇକେବଇଲେ ଆଲାଦ୍ କର୍ବାକେ ପର୍ମେସର୍ ଆମ୍କେ ସାଇଜ କର୍ସି । ଜେ ଜଦି ବିନ୍ ଲକ୍ମନ୍କେ ଆଲାଦ୍ କର୍ସି, ସେ ପର୍ମେସରର୍ ପିଲା ଆରି ପର୍ମେସର୍କେ ଜାନେ ।
I söyümlüklirim, bir-birimizge méhir-muhebbet körsiteyli; chünki méhir-muhebbetning özi Xudadindur we méhir-muhebbet körsetküchining herbiri Xudadin tughulghan bolidu we Xudani tonuydu.
8 ୮ ଜେ ବିନ୍ ଲକ୍ମନ୍କେ ଆଲାଦ୍ ନ କରେ, ସେ ପର୍ମେସର୍କେ ନାଜାନେ । କାଇକେବଇଲେ ପର୍ମେସର୍ ସବୁବେଲେ ଆଲାଦ୍କାରିଆ ।
Méhir-muhebbet körsetmigüchi kishi Xudani tonumighan bolidu; chünki Xuda Özi méhir-muhebbettur.
9 ୯ ପର୍ମେସର୍ ଏନ୍ତାରି ଆମର୍ପାଇ ତାର୍ ଆଲାଦ୍ ଦେକାଇଲା । ସେ ଗଟେକ୍ ବଲି ତାର୍ ପିଲାକେ ଏ ଜଗତେ ପାଟାଇଲା । ଜେନ୍ତାରିକି ତାର୍ଲାଗି ଆମେ ନ ସାର୍ବା ଜିବନ୍ ପାଇବୁ ।
Xudaning méhir-muhebbiti bizde shuning bilen ashkara boldiki, Xuda bizni Uning arqiliq hayatqa érishsun dep birdinbir yégane Oghlini dunyagha ewetti.
10 ୧୦ ଏନ୍ତାରି ନଏଁଜେ, ଆମେ ପର୍ମେସର୍କେ ଆଲାଦ୍ କଲୁ, ମାତର୍ ସେ ଆମ୍କେ ଆଲାଦ୍ କଲା । ଆରି କୁରୁସ୍କାଟେ ମଲାର୍ପାଇ ଆମର୍ ଡଣ୍ଡ୍ ପାଇବାକେ ତାର୍ ପଅକେ ପାଟାଇଲା । ଏଟା ଅଇଲାନି ସତ୍ସଙ୍ଗ୍ ଆଲାଦ୍ କର୍ବାଟା ।
Méhir-muhebbet del shuningdin ayanki, bizlerning Xudani söyginimiz bilen emes, belki U Özi bizni söyüp gunahlirimizning jazasini kötürgüchi kafaret bolushqa Öz Oghlini ewetkini bilen ayandur.
11 ୧୧ ଏ ମର୍ ଆଲାଦର୍ ମଇତର୍ମନ୍, ଜେନ୍ତିକି ପର୍ମେସର୍ ଆମ୍କେ ଏତେକ୍ ଆଲାଦ୍ କଲାର୍ପାଇ, ଆମେମିସା ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ସେନ୍ତାରି ଆଲାଦ୍ କର୍ବାର୍ ଆଚେ ।
I söyümlüklirim, Xuda bizge shu qeder méhir-muhebbet körsetken yerde, bizmu bir-birimizge méhir-muhebbet körsitishke qerzdardurmiz.
12 ୧୨ କେ ମିସା ପର୍ମେସର୍କେ ଦେକତ୍ ନାଇତା । ମାତର୍ ଆମେ ଜଦି ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କଲେ, ପର୍ମେସର୍ ଆମର୍ ସଙ୍ଗ୍ ମିସିଆଚେ । ସେ ଆମର୍ଟାନେ ତାର୍ ଆଲାଦ୍ ସିଦ୍ କର୍ସି ।
Héchkim héchqachan Xudani körgen emes; lékin bir-birimizge méhir-muhebbet körsetsek, Xuda bizde yashaydu we uning méhir-muhebbiti bizde kamaletke yetken bolidu.
13 ୧୩ ପର୍ମେସରର୍ ସଙ୍ଗ୍ ମିସିଆଚୁ ବଲି ଆମେ ଜାନୁ । ଆରି ସେ ମିସା ଆମର୍ ସଙ୍ଗ୍ ମିସିଆଚେ । କାଇକେବଇଲେ ସେ ତାର୍ ଆତ୍ମା ଆମ୍କେ ଦେଲାଆଚେ ।
Biz bizning Uningda yashawatqanliqimizni we Uning bizde yashawatqanliqini shuningdin bilimizki, U Öz Rohini bizge ata qilghan.
14 ୧୪ ଆରି ଆମେ ଦେକିଆଚୁ ପାପର୍ ଡଣ୍ଡେଅନି ଲକ୍ମନ୍କେ ରକିଆ କର୍ବାକେ ବାବା ପର୍ମେସର୍ ତାର୍ ପଅକେ ଏ ଜଗତେ ପାଟାଇଲା । ଏଟା ସତ୍ କାତା ବଲି ବିନ୍ ଲକ୍ମନ୍କେ କଇଲୁନି ।
Biz shuni körgen we shundaqla shuninggha guwahliq bérimizki, Ata Oghulni dunyagha qutquzghuchi bolushqa ewetti.
15 ୧୫ ଜେ ମିସା ଜିସୁକେ ପର୍ମେସରର୍ ପଅ ବଲି ନାମ୍ଲେ, ପର୍ମେସର୍ ସେ ଲକର୍ ସଙ୍ଗ୍ ମିସିରଇସି । ଆରି ସେ ମିସା ପର୍ମେସରର୍ ସଙ୍ଗ୍ ରଇସି ।
Eger kimdekim Eysani Xudaning Oghli dep étirap qilsa, Xuda uningda, umu Xudada yashaydu.
16 ୧୬ ପର୍ମେସର୍ ଜନ୍ ଆଲାଦ୍ ଆମର୍ପାଇ ଦେକାଇଆଚେ, ସେଟା ଆମେ ଜାନ୍ଲୁନି ଆରି ବିସ୍ବାସ୍ କଲୁନି । ସେ ସବୁବେଲେ ଲକ୍ମନ୍କେ ଆଲାଦ୍ କର୍ସି । ଜେତ୍କି ଲକ୍ ପର୍ମେସର୍କେ ଆରି ବିନ୍ ଲକ୍ମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସଙ୍ଗ୍ ମିସିଆଚତ୍ । ଆରି ସେ ମିସା ତାକର୍ ସଙ୍ଗ୍ ଆଚେ ।
Biz bolsaq Xudaning bizge bolghan méhir-muhebbitini tonup yettuq, shundaqla uninggha tolimu ishenduq. Xuda Özi méhir-muhebbettur we méhir-muhebbette yashighuchi kishi Xudada yashaydu, Xudamu uningda yashaydu.
17 ୧୭ ପର୍ମେସର୍ ଆମ୍କେ ଦେଇ ବିନ୍ ଲକ୍ମନ୍କେ ଆଲାଦ୍ କର୍ବା କାମ୍ କଲାଆଚେ । ଜେନ୍ତିକି ସେ ସବୁକେ ବିଚାର୍ନା କର୍ବା ଦିନେ ଆମେ ଡରିକରି ନ ରଉଁ । କିରିସ୍ଟ ଏ ଜଗତେ ରଇଲାବେଲେ, ଜେନ୍ତି ଚଲାଚଲ୍ତି କର୍ତେରଇଲା, ସେନ୍ତାରିସେ ଆମେମିସା ଚଲାଚଲ୍ତି କରୁ । ଆରି ଆମେ ଡରିକରି ନ ରଉଁ ।
Mushundaq bolghanda, méhir-muhebbet bizde mukemmellishidu; shuning bilen biz soraq künide xatirjem-qorqmas bolalaymiz. Chünki Eysa qandaq boluwatqan bolsa bizmu hazir bu dunyada shundaq boluwatimiz.
18 ୧୮ ଜେ ପର୍ମେସର୍କେ ଆଲାଦ୍ କର୍ସି, ସେ ତାକେ ନ ଡରେ । ତାର୍ ଆଲାଦ୍ ଆମର୍ ବିତ୍ରେ କାମ୍ କର୍ସି, ଆମେ ତାକେ ଡରିନଏଁ । ସେ ସେମନ୍କେ ଡଣ୍ଡ୍ ଦେଇସି ବଲି ଲକ୍ମନ୍ ତାକେ ଡର୍ଲାଇନି । ଜଦି କେ ମିସା ପର୍ମେସର୍କେ ଡର୍ସି, ତାର୍ ଆଲାଦ୍ ସେ ଲକର୍ଟାନେ କାମ୍ କରେନାଇ ବଲି ଜାନାପଡ୍ସି ।
Méhir-muhebbette qorqunch yoqtur; kamil méhir-muhebbet qorqunchni heydep yoqqa chiqiridu. Chünki qorqunch Xudaning jazasi bilen baghlinishliqtur; qorqunchi bar kishi méhir-muhebbette kamaletke yetküzülgen emestur.
19 ୧୯ ଆମେ ତାକେ ଆଲାଦ୍ କର୍ବା ଆଗ୍ତୁ ପର୍ମେସର୍ ଆମ୍କେ ଆଲାଦ୍ କଲା । ସେଟାର୍ପାଇ ଆମେ ତାକେ ଆଲାଦ୍ କଲୁନି ।
Biz méhir-muhebbet körsitimiz, chünki Xuda aldi bilen bizge méhir-muhebbet körsetti.
20 ୨୦ ଜଦି କେ ମିସା ମୁଇ ପର୍ମେସର୍କେ ଆଲାଦ୍ କଲିନି ବଲି କଇସି, ମାତର୍ ନିଜର୍ ବିସ୍ବାସି ବାଇବଇନିକେ ଗିନ୍ କର୍ସି, ସେନ୍ତାର୍ଆଲେ ସେ ମିଚ୍ କଇଲାନି । କାଇକେବଇଲେ ଦୁଇଟା ଆଁକିତେଇ ଡିସ୍ବା ବାଇବଇନିମନ୍କେ ଆଲାଦ୍ ନ କର୍ବା ଗଟେକ୍ ଲକ୍, ନ ଡିସ୍ବା ପର୍ମେସର୍କେ ଆଲାଦ୍ କରିନାପାରେ ।
Eger birsi «Xudani söyimen» dep turup, qérindishigha öchmenlik qilsa, u yalghanchidur. Chünki köz aldidiki qérindishini söymigen yerde, körüp baqmighan Xudani qandaqmu söysun?
21 ୨୧ ଆରି ସେ ଆମ୍କେ ଏ ଆଦେସ୍ ଦେଇ ତିଆର୍ଲାଆଚେ, ଜେ ପର୍ମେସର୍କେ ଆଲାଦ୍ କର୍ସି, ତାର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ମିସା ଆଲାଦ୍ କର୍ବାର୍ ଆଚେ ।
Shunga bizde Uningdin: «Xudani söygen kishi qérindishinimu söysun» dégen emr bardur.