< ୧ ମ ଜଅନ୍ 5 >
1 ୧ ଜେ କି ଜିସୁକେ ମସିଅ ବଲି ବିସ୍ବାସ୍ କର୍ସି, ସେ ପର୍ମେସରର୍ ପିଲା । ଆରି ଜେ କି ବାବାକେ ଆଲାଦ୍ କର୍ସି, ସେ ତାର୍ ପିଲାକେ ମିସା ଆଲାଦ୍ କର୍ସି ।
yIshurabhiShiktastrAteti yaH kashchid vishvAsiti sa IshvarAt jAtaH; aparaM yaH kashchit janayitari prIyate sa tasmAt jAte jane. api prIyate|
2 ୨ ପର୍ମେସରର୍ ପିଲାମନ୍କେ ଆମେ ଆଲାଦ୍ କଲୁନି ବଲି ଏନ୍ତାରି ଜାନିଅଇସି । ପର୍ମେସର୍କେ ଆଲାଦ୍ କରି ଆରି ତାର୍ ଆଦେସ୍ ମିସା ମାନିକରି ।
vayam Ishvarasya santAneShu prIyAmahe tad anena jAnImo yad Ishvare prIyAmahe tasyAj nAH pAlayAmashcha|
3 ୩ ଆମେ ଜଦି ସତଇସେ ପର୍ମେସର୍କେ ଆଲାଦ୍ କଲେ, ତାର୍ ଆଦେସ୍ ସବୁ ମାନ୍ବୁ । ସେ ଆମ୍କେ ତିଆର୍ଲା ବିସଇ ମାନ୍ବାକେ ଆମ୍କେ ଆବଡ୍ ନ ଲାଗେ ।
yata Ishvare yat prema tat tadIyAj nApAlanenAsmAbhiH prakAshayitavyaM, tasyAj nAshcha kaThorA na bhavanti|
4 ୪ କାଇକେବଇଲେ ପର୍ମେସରର୍ ସବୁ ପିଲା ଏ ଜଗତର୍ କାରାପ୍ ଚଲାଚଲ୍ତି ନିଚିକରି ଜିତିପାର୍ସି । ଆମର୍ ବିସ୍ବାସର୍ ଲାଗି ଆମେ ଜଗତ୍କେ ଜିତିଅଇସି ।
yato yaH kashchid IshvarAt jAtaH sa saMsAraM jayati ki nchAsmAkaM yo vishvAsaH sa evAsmAkaM saMsArajayijayaH|
5 ୫ ଏ ଜଗତ୍କେ କେ ଆରାଇପାର୍ସି? ଜିସୁକେ ପର୍ମେସରର୍ ପଅ ବଲି ଜେ ବିସ୍ବାସ୍ କର୍ସି, ସେ ଏ ଜଗତ୍କେ ଆରାଇସି ।
yIshurIshvarasya putra iti yo vishvasiti taM vinA ko. aparaH saMsAraM jayati?
6 ୬ ଜିସୁକିରିସ୍ଟ ପର୍ମେସରର୍ ପ ବଲିକରି, ଡୁବନ୍ ଦେଉ ଜଅନ୍ ତାକେ ପାନିତେଇ ଡୁବନ୍ ଦେଲା । ଆରି ସେ ମଲାବେଲେ ତାର୍ ବନି ରକଇଅଇଲା । ଏନ୍ତାରି ନଏଁ ଜେ ସେ ଅବ୍କା ପାନିସଙ୍ଗ୍ ଡୁବନ୍ ଅଇଲା, ମାତର୍ ତାର୍ ମରନେ ତାର୍ ବନି ରକଇଅଇଲା । ଏ ସବୁ ବିସଇ ସତ୍ ବଲି ସୁକଲ୍ଆତ୍ମା ଆମ୍କେ ସାକିଦେଲାନି । କାଇକେବଇଲେ ସେ ସତ୍ ଆତ୍ମା ।
so. abhiShiktastrAtA yIshustoyarudhirAbhyAm AgataH kevalaM toyena nahi kintu toyarudhirAbhyAm, AtmA cha sAkShI bhavati yata AtmA satyatAsvarUpaH|
7 ୭ ତେବର୍ପାଇ ତିନ୍ଟା ସାକିତେଇଅନି ଆମେ ସତ୍ ଜାନ୍ଲୁନି ।
yato hetoH svarge pitA vAdaH pavitra AtmA cha traya ime sAkShiNaH santi, traya ime chaiko bhavanti|
8 ୮ ସୁକଲ୍ଆତ୍ମା, ଡୁବନ୍ ଅଇରଇବା ପାନି, ଆରି ରକଇଅଇରଇବା ବନି, ତିନ୍ଟାଜାକ ସାକିତେଇ ରାଜି ଅଇଆଚତ୍ ।
tathA pR^ithivyAm AtmA toyaM rudhira ncha trINyetAni sAkShyaM dadAti teShAM trayANAm ekatvaM bhavati cha|
9 ୯ ଜେଡେବେଲେ ଲକ୍ମନ୍ ତାକର୍ ଜାନିରଇବା ବିସଇନେଇ ସାକିଦେବାଇ, ଆମେ ସେମନ୍କେ ବିସ୍ବାସ୍ କର୍ବୁ । ମାତର୍ ପର୍ମେସର୍ ଆମ୍କେ ସାକିଦେବାଟା ତାର୍ତେଇଅନି ଅଦିକ୍ ମୁକିଅ । କାଇକେବଇଲେ ସେଟା ପର୍ମେସରର୍ ସାକି । ସେ ତାର୍ ନିଜର୍ ପଅର୍ ବିସଇନେଇ ଆମ୍କେ ସାକିଦେଲାନି ।
mAnavAnAM sAkShyaM yadyasmAbhi rgR^ihyate tarhIshvarasya sAkShyaM tasmAdapi shreShThaM yataH svaputramadhIshvareNa dattaM sAkShyamidaM|
10 ୧୦ କେ ମିସା ଜିସୁକେ ପର୍ମେସରର୍ ପଅ ବଲି ବିସ୍ବାସ୍ କଲେ, ପର୍ମେସରର୍ ସାକି ତାକର୍ ମନ୍ ବିତ୍ରେ ଆଚେ । ପର୍ମେସର୍ କଇଲା କାତା ଜେ ଜଦି ବିସ୍ବାସ୍ ନ କରେ, ସେ ମିଚ୍ ବଲିକରି କଇଲାନି । କାଇକେବଇଲେ ତାର୍ ନିଜର୍ ପଅର୍ ବିସଇ କଇଲାଟା ସେମନ୍ ବିସ୍ବାସ୍ କରତ୍ ନାଇ ।
Ishvarasya putre yo vishvAsiti sa nijAntare tat sAkShyaM dhArayati; Ishvare yo na vishvasiti sa tam anR^itavAdinaM karoti yata IshvaraH svaputramadhi yat sAkShyaM dattavAn tasmin sa na vishvasiti|
11 ୧୧ ସେ ସାକିଅ ଏଟା ସେ । ପର୍ମେସର୍ ଆମ୍କେ ନ ସାର୍ବା ଜିବନ୍ ଦେଲାଆଚେ । ଏ ଜିବନ୍ ଆମେ ତାର୍ ପଅର୍ଲାଗି ମିଲାଇଆଚୁ । (aiōnios )
tachcha sAkShyamidaM yad Ishvaro. asmabhyam anantajIvanaM dattavAn tachcha jIvanaM tasya putre vidyate| (aiōnios )
12 ୧୨ ତାର୍ ପଅସଙ୍ଗ୍ ଜେ ମିସା ମିସିରଇବାଇ, ସେମନ୍ ଏ ନ ସାର୍ବା ଜିବନ୍ ପାଇବାଇ । ଆରି ଜେ ତାର୍ ପଅର୍ସଙ୍ଗ୍ ମିସେନାଇ ସେ ଏ ଜିବନ୍ ମିସା ପାଏନାଇ ।
yaH putraM dhArayati sa jIvanaM dhAriyati, Ishvarasya putraM yo na dhArayati sa jIvanaM na dhArayati|
13 ୧୩ ତମେ ଜେତ୍କି ଲକ୍ ପର୍ମେସରର୍ ପଅକେ ବିସ୍ବାସ୍ କଲାସ୍ନି, ତମ୍କେ ଏ ଚିଟି ଲେକ୍ଲିନି । ଜେନ୍ତାରିକି ଆମ୍କେ ନ ସାର୍ବା ଜିବନ୍ ଆଚେ ବଲି ତମେ ଜାନାସ୍ । (aiōnios )
Ishvaraputrasya nAmni yuShmAn pratyetAni mayA likhitAni tasyAbhiprAyo. ayaM yad yUyam anantajIvanaprAptA iti jAnIyAta tasyeshvaraputrasya nAmni vishvaseta cha| (aiōnios )
14 ୧୪ ପର୍ମେସର୍କେ ପାର୍ତନା କର୍ବାବେଲେ ଆମେ ଡରିକରି ରଉନାଇ । କାଇକେବଇଲେ ତାର୍ ମନ୍ କଲା ଇସାବେ ଆମେ କାଇଟା ମାଙ୍ଗ୍ଲେ ମିସା ସେ ଆମ୍କେ ଦେଇସି ।
tasyAntike. asmAkaM yA pratibhA bhavati tasyAH kAraNamidaM yad vayaM yadi tasyAbhimataM kimapi taM yAchAmahe tarhi so. asmAkaM vAkyaM shR^iNoti|
15 ୧୫ ଜେଡେବେଲେ ଆମେ ତାକେ ମାଙ୍ଗ୍ଲେ, ସେ ଆମର୍ କାତା ସୁନ୍ସି । ଆମେ ତାକେ ପାର୍ତନାଇ ଜାଇଟା ମାଙ୍ଗ୍ଲେ ସେଟା ଆମ୍କେ ଦେଇସି ।
sa chAsmAkaM yat ki nchana yAchanaM shR^iNotIti yadi jAnImastarhi tasmAd yAchitA varA asmAbhiH prApyante tadapi jAnImaH|
16 ୧୬ ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ ।
kashchid yadi svabhrAtaram amR^ityujanakaM pApaM kurvvantaM pashyati tarhi sa prArthanAM karotu teneshvarastasmai jIvanaM dAsyati, arthato mR^ityujanakaM pApaM yena nAkAritasmai| kintu mR^ityujanakam ekaM pApam Aste tadadhi tena prArthanA kriyatAmityahaM na vadAmi|
17 ୧୭ ସବୁ ରକାମର୍ ବୁଲ୍ କାମ୍ ପାପ୍ସେ । ମାତର୍ ସବୁ ରକାମର୍ ପାପ୍ ମରନର୍ ବାଟେ ନ ଡାକିନେଏ ।
sarvva evAdharmmaH pApaM kintu sarvvapAMpa mR^ityujanakaM nahi|
18 ୧୮ ଆମେ ଜାନିଆଚୁ, ଜେ ପର୍ମେସରର୍ ପିଲା ଅଇଗାଲା ଆଚେ, ସେ ପାପ୍କାମ୍ କରିଲାଗି ନ ରଏ । କାଇକେବଇଲେ ପର୍ମେସରର୍ ପଅ ତାକେ ଦେକାରକା କର୍ସି । ଆରି ସଇତାନ୍ ଜେ କି ସବୁ ରକାମ୍ କାରାପ୍ କାମ୍ କରାଇସି, ତାକେ କାଇଟା କରିନଏଁ ।
ya IshvarAt jAtaH sa pApAchAraM na karoti kintvIshvarAt jAto janaH svaM rakShati tasmAt sa pApAtmA taM na spR^ishatIti vayaM jAnImaH|
19 ୧୯ ଆମେ ଜାନିଆଚୁ, ଆମେ ପର୍ମେସରର୍ ପିଲାଜିଲା ଆରି ଜେ କି ତାକେ ନାଜାନେ, ସଇତାନ୍ ସେମନ୍କେ ସାସନ୍ କଲାନି ।
vayam IshvarAt jAtAH kintu kR^itsnaH saMsAraH pApAtmano vashaM gato. astIti jAnImaH|
20 ୨୦ ଆମେ ଏଟା ମିସା ଜାନିଆଚୁ ଜେ, ତାର୍ ପଅ ଏ ଜଗତେ ଆଇଲା ଆରି ଆମ୍କେ ସତ୍ ପର୍ମେସର୍କେ ଜାନାଇଲା । ଏ ସତ୍ ପର୍ମେସରର୍ ସଙ୍ଗ୍ ଆମେ ମିସିକରିଆଚୁ । କାଇକେବଇଲେ ତାର୍ ପଅ ଜିସୁକିରିସ୍ଟର୍ ସଙ୍ଗ୍ ଆମେ ମିସିଆଚୁ । ସେ ସେ ସତ୍ ପର୍ମେସର୍ ଆରି ସେ ସେ ଲକ୍ମନ୍କେ ନ ସାର୍ବା ଜିବନ୍ ଦେଇସି । (aiōnios )
aparam Ishvarasya putra AgatavAn vaya ncha yayA tasya satyamayasya j nAnaM prApnuyAmastAdR^ishIM dhiyam asmabhyaM dattavAn iti jAnImastasmin satyamaye. arthatastasya putre yIshukhrIShTe tiShThAmashcha; sa eva satyamaya Ishvaro. anantajIvanasvarUpashchAsti| (aiōnios )
21 ୨୧ ଏ ମର୍ ଆଲାଦର୍ ପିଲାଟକିମନ୍, ମିଚ୍ ପୁତ୍ଲାମନର୍ ଟାନେଅନି ଦୁରିକେ ରୁଆ ।
he priyabAlakAH, yUyaM devamUrttibhyaH svAn rakShata| Amen|