< ୧ ମ ଜଅନ୍ 1 >
1 ୧ ଜାକେ ଜିବନର୍ ବାକିଅ ବଲି କଇଲାଇନି, ତାର୍ ବିସଇ ତମ୍କେ ଲେକ୍ଲୁନି । କାଇଟା ତିଆର୍ ନ ଅଇତେ ପୁର୍ବେଅନି ସେ ରଇଲା । ତାର୍ ବାକିଅ ଆମେ ସୁନିଆଚୁ । ସେ କରିରଇବା କାମ୍ମନ୍ ଆମେ ଆଁକି ସଙ୍ଗ୍ ନିକ ଦେକି ଆଚୁ । ଆରି ଆମେ ତାକେ ଆତ୍ ସଙ୍ଗ୍ ଚିଇଲୁ ଆଚୁ ।
आदितो य आसीद् यस्य वाग् अस्माभिरश्रावि यञ्च वयं स्वनेत्रै र्दृष्टवन्तो यञ्च वीक्षितवन्तः स्वकरैः स्पृष्टवन्तश्च तं जीवनवादं वयं ज्ञापयामः।
2 ୨ ଏ ଲକ୍ ସତ୍ ଜିବନ୍ ଦେଇସି । ପର୍ମେସର୍ ଏ ଲକ୍କେ ସବୁକେ ଦେକାଇଲା । ଆରି ଆମେ ଦେକ୍ଲୁ ଆରି ତାର୍ ସତ୍ ବିସଇ ତମ୍କେ କଇଲୁନି । ସେ ଦେଇରଇବା ନ ସାର୍ବା ଜିବନର୍ ବିସଇ ତମ୍କେ ଜାନାଇଲୁନି । ପୁର୍ବେଅନି ସେ ଆମର୍ ବାବା ପର୍ମେସରର୍ ସଙ୍ଗ୍ ରଇଲା । ମାତର୍ ପର୍ମେସର୍ ତାର୍ ବିସଇ ଆମ୍କେ ଜାନାଇଲାଆଚେ । (aiōnios )
स जीवनस्वरूपः प्रकाशत वयञ्च तं दृष्टवन्तस्तमधि साक्ष्यं दद्मश्च, यश्च पितुः सन्निधाववर्त्ततास्माकं समीपे प्रकाशत च तम् अनन्तजीवनस्वरूपं वयं युष्मान् ज्ञापयामः। (aiōnios )
3 ୩ ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ ।
अस्माभि र्यद् दृष्टं श्रुतञ्च तदेव युष्मान् ज्ञाप्यते तेनास्माभिः सहांशित्वं युष्माकं भविष्यति। अस्माकञ्च सहांशित्वं पित्रा तत्पुत्रेण यीशुख्रीष्टेन च सार्द्धं भवति।
4 ୪ ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
अपरञ्च युष्माकम् आनन्दो यत् सम्पूर्णो भवेद् तदर्थं वयम् एतानि लिखामः।
5 ୫ ମାତର୍ ଜନ୍ ବିସଇ ଜିସୁକିରିସ୍ଟ ଆମ୍କେ କଇଲା, ଆରି ଜାଇଟା ତମ୍କେ ଆମେ ଜାନାଇ ଆଚୁ, ସେଟା ଅଇଲାନି ପର୍ମେସରର୍ ଉଜଲ୍ । ଆରି ତାର୍ଟାନେ ମୁଲ୍କେ ଆନ୍ଦାର୍ ନାଇ ।
वयं यां वार्त्तां तस्मात् श्रुत्वा युष्मान् ज्ञापयामः सेयम्। ईश्वरो ज्योतिस्तस्मिन् अन्धकारस्य लेशोऽपि नास्ति।
6 ୬ ତେବର୍ପାଇ ଆମେ ପର୍ମେସରର୍ ସଙ୍ଗ୍ ମିସିବିଡି ଆଚୁ ବଲି କଇକରି କାରାପ୍ କାମ୍ କରି ଆନ୍ଦାରେସେ ରଇବୁ ବଇଲେ, ଆମେ କଇବାଟା ମିଚ୍ । ଆରି ସତ୍ ବିସଇ ଆମେ ଚାଡିଦେଇଆଚୁ ବଲି ଆମର୍ ଚଲାଚଲ୍ତିଟାନେ ଜାନାପଡ୍ଲାନି ।
वयं तेन सहांशिन इति गदित्वा यद्यन्धाकारे चरामस्तर्हि सत्याचारिणो न सन्तो ऽनृतवादिनो भवामः।
7 ୭ ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
किन्तु स यथा ज्योतिषि वर्त्तते तथा वयमपि यदि ज्योतिषि चरामस्तर्हि परस्परं सहभागिनो भवामस्तस्य पुत्रस्य यीशुख्रीष्टस्य रुधिरञ्चास्मान् सर्व्वस्मात् पापात् शुद्धयति।
8 ୮ ଆମେ କେବେମିସା ପାପ୍ କରୁନାଇ ବଲି କଇଲେ, ଆମେ ନିଜେସେ ନାଡାଇଅଇଲୁନି । ଆରି ସତ୍ ବିସଇ ଆମେ ନାଜାନ୍ଲୁନି ।
वयं निष्पापा इति यदि वदामस्तर्हि स्वयमेव स्वान् वञ्चयामः सत्यमतञ्चास्माकम् अन्तरे न विद्यते।
9 ୯ ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
यदि स्वपापानि स्वीकुर्म्महे तर्हि स विश्वास्यो याथार्थिकश्चास्ति तस्माद् अस्माकं पापानि क्षमिष्यते सर्व्वस्माद् अधर्म्माच्चास्मान् शुद्धयिष्यति।
10 ୧୦ ଜଦି ଆମେ କେବେ ମିସା ପାପ୍ କରୁନାଇ ବଲି କଇଲେ, ପର୍ମେସର୍ ସତ୍ଟା ନଏଁ ବଲି କଇଲୁନି । ଆରି ତାର୍ ବାକିଅ ମାନିକରି ରଉନାଇ ।
वयम् अकृतपापा इति यदि वदामस्तर्हि तम् अनृतवादिनं कुर्म्मस्तस्य वाक्यञ्चास्माकम् अन्तरे न विद्यते।