< ୧ ମ ପିତର୍ 3 >
1 ୧ ସେନ୍ତାରିସେ ତମେ ବିବାଅଇ ରଇବା ଏ ମାଇଜିମନ୍, ନିଜର୍ ନିଜର୍ ମୁନୁସ୍ମନର୍ କାତାମାନିକରି ରୁଆ । କାଇକେବଇଲେ ତାକର୍ ବିତ୍ରେ କେ ଜଦି ପର୍ମେସରର୍ ବାକିଅ ବିସ୍ବାସ୍ ନ କରିରଅତ୍, ତମର୍ ନିକ ଚଲାଚଲ୍ତି ଦେକିକରି ସେମନ୍ ମିସା ମନ୍ ବାଦ୍ଲାଇବାଇ । ତମ୍କେ ପଦେକ୍ କଇବାକେ ନ ପଡେ ।
हे योषितः, यूयमपि निजस्वामिनां वश्या भवत तथा सति यदि केचिद् वाक्ये विश्वासिनो न सन्ति तर्हि
2 ୨ କାଇକେବଇଲେ ତମର୍ ସୁଆଲ୍ ଚଲାଚଲ୍ତି ଆରି ପର୍ମେସର୍କେ ମାନିକରି ରଇବାଟା ସେମନ୍ ଦେକ୍ବାଇ ।
ते विनावाक्यं योषिताम् आचारेणार्थतस्तेषां प्रत्यक्षेण युष्माकं सभयसतीत्वाचारेणाक्रष्टुं शक्ष्यन्ते।
3 ୩ ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ ।
अपरं केशरचनया स्वर्णालङ्कारधारणोन परिच्छदपरिधानेन वा युष्माकं वाह्यभूषा न भवतु,
4 ୪ ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
किन्त्वीश्वरस्य साक्षाद् बहुमूल्यक्षमाशान्तिभावाक्षयरत्नेन युक्तो गुप्त आन्तरिकमानव एव।
5 ୫ ପୁର୍ବେ ରଇବା ସୁକଲ୍ ମାଇଜିମନ୍ ଏନ୍ତାରିସେ ସେମନ୍ ଆସା କର୍ବାଟା ପର୍ମେସର୍କେ ସର୍ପିଦେଇ ନିଜର୍ ମୁନୁସ୍ମନର୍ କାତା ମାନିକରି ସୁନ୍ଦର୍ ଅଇତେରଇଲାଇ ।
यतः पूर्व्वकाले याः पवित्रस्त्रिय ईश्वरे प्रत्याशामकुर्व्वन् ता अपि तादृशीमेव भूषां धारयन्त्यो निजस्वामिनां वश्या अभवन्।
6 ୬ ପୁର୍ବେ ସାରା ସେନ୍ତାରି କର୍ତେରଇଲା । ସେ ତାର୍ ମନସ୍ ଅବ୍ରାଆମ୍କେ ନିଜର୍ ସାଉକାର୍ ଇସାବେ କାତା ମାନିକରି ରଇଲା । ତମେ ଜଦି ସତ୍କାମ୍ କରି କାଇଟାର୍ ପାଇ ଡରି ନ ରଇଲେ, ତମ୍କେ ମିସା ତାର୍ ଟକିମନ୍ ଇସାବେ ଲେକା କର୍ସି ।
तथैव सारा इब्राहीमो वश्या सती तं पतिमाख्यातवती यूयञ्च यदि सदाचारिण्यो भवथ व्याकुलतया च भीता न भवथ तर्हि तस्याः कन्या आध्वे।
7 ୭ ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।
हे पुरुषाः, यूयं ज्ञानतो दुर्ब्बलतरभाजनैरिव योषिद्भिः सहवासं कुरुत, एकस्य जीवनवरस्य सहभागिनीभ्यताभ्यः समादरं वितरत च न चेद् युष्माकं प्रार्थनानां बाधा जनिष्यते।
8 ୮ ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।
विशेषतो यूयं सर्व्व एकमनसः परदुःखै र्दुःखिता भ्रातृप्रमिणः कृपावन्तः प्रीतिभावाश्च भवत।
9 ୯ ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା ।
अनिष्टस्य परिशोधेनानिष्टं निन्दाया वा परिशोधेन निन्दां न कुर्व्वन्त आशिषं दत्त यतो यूयम् आशिरधिकारिणो भवितुमाहूता इति जानीथ।
10 ୧୦ ସାସ୍ତରେ ଲେକା ଅଇଲାପାରା, “ଗଟେକ୍ ଲକ୍ ଜଦି ତାର୍ ଜିବନେ ସାର୍ଦାର୍ ଦିନ୍ ଆରି ମଙ୍ଗଲର୍ ଦିନ୍ ଦେକ୍ବିବଲି ମନ୍କଲେ, ସେ କାରାପ୍ କାତା ନ କଅ ଆରି ମିଚ୍ କାତା ନ କଅ।
अपरञ्च, जीवने प्रीयमाणो यः सुदिनानि दिदृक्षते। पापात् जिह्वां मृषावाक्यात् स्वाधरौ स निवर्त्तयेत्।
11 ୧୧ “ସେ କରାପ୍ କାମ୍ ଚାଡିକରି, ନିକ ବିସଇ କର୍ବାର୍ ଆଚେ । ତାର୍ ସଙ୍ଗର୍ ଲକର୍ ସଙ୍ଗ୍ ସୁସାରେ ରଇବାର୍ଆଚେ ।”
स त्यजेद् दुष्टतामार्गं सत्क्रियाञ्च समाचरेत्। मृगयाणश्च शान्तिं स नित्यमेवानुधावतु।
12 ୧୨ କାଇକେବଇଲେ ଦରମ୍ଲକ୍କେ ମାପ୍ରୁ ଜାଗିଲାଗିରଇସି । ସେମନ୍ ପାର୍ତନା କଲାଟା ସୁନ୍ସି ଜେତ୍କି ଲକ୍ କାରାପ୍ ବିସଇ କର୍ବାଇ ସେମନ୍କେ ବିରଦ୍ କର୍ସି ।
लोचने परमेशस्योन्मीलिते धार्म्मिकान् प्रति। प्रार्थनायाः कृते तेषाः तच्छ्रोत्रे सुगमे सदा। क्रोधास्यञ्च परेशस्य कदाचारिषु वर्त्तते।
13 ୧୩ ତମେ ଜଦି ନିକ କାମ୍ କର୍ବାକେ ମନ୍ କଲେ, ତମର୍ ବିରଦେ କେ ମିସା କାରାପ୍ କାମ୍ ନ କରତ୍ ।
अपरं यदि यूयम् उत्तमस्यानुगामिनो भवथ तर्हि को युष्मान् हिंसिष्यते?
14 ୧୪ ସତ୍ କାମ୍ କରି ମୁର୍ଚି ରଇଲେ ତମେ କେଡେକ୍ କରମର୍ ଲକ୍ । ଜନ୍ ଲକ୍ମନ୍ ତମ୍କେ କସ୍ଟ ଦେଲାଇନି, ସେମନ୍କେ ଡରିକରି ଚିନ୍ତା କରାନାଇ ।
यदि च धर्म्मार्थं क्लिश्यध्वं तर्हि धन्या भविष्यथ। तेषाम् आशङ्कया यूयं न बिभीत न विङ्क्त वा।
15 ୧୫ ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
मनोभिः किन्तु मन्यध्वं पवित्रं प्रभुमीश्वरं। अपरञ्च युष्माकम् आन्तरिकप्रत्याशायास्तत्त्वं यः कश्चित् पृच्छति तस्मै शान्तिभीतिभ्याम् उत्तरं दातुं सदा सुसज्जा भवत।
16 ୧୬ ମାତର୍ ମନ୍ବିତ୍ରେ ସୁଆଲ୍ ରଇକରି, ସନ୍ମାନ୍ ଦେଇକରି କାତାଉଆ । ତମର୍ ବିବେକ୍ ତମ୍କେ ଦସି ନ କର । ଜେନ୍ତାରିକି ତମର୍ ନିକ ଚଲାଚଲ୍ତି ବିରୁଦେ ଜେତ୍କି ଲକ୍ ନିନ୍ଦା କର୍ବାଇ, ତାକର୍ କାତାଇସେ ସେମନ୍ ଲାଜ୍ ଅଇବାଇ ।
ये च ख्रीष्टधर्म्मे युष्माकं सदाचारं दूषयन्ति ते दुष्कर्म्मकारिणामिव युष्माकम् अपवादेन यत् लज्जिता भवेयुस्तदर्थं युष्माकम् उत्तमः संवेदो भवतु।
17 ୧୭ କାଇକେବଇଲେ ତମେ ନିକ କାମ୍ କଲାର୍ ଲାଗି ଦୁକ୍ କସ୍ଟ ମୁରଚ୍ବାକେ ପର୍ମେସର୍ ଜଦି ମନ୍ କଲେ, ସେନ୍ତାରି ଅଇବାଟା ନିକ । କାରାପ୍ କରି ଦୁକ୍ କସ୍ଟ ମୁରଚ୍ବା ବାଦୁଲେ, ସେଟା ନିକ ।
ईश्वरस्याभिमताद् यदि युष्माभिः क्लेशः सोढव्यस्तर्हि सदाचारिभिः क्लेशसहनं वरं न च कदाचारिभिः।
18 ୧୮ କିରିସ୍ଟ ମିସା ଆମର୍ ପାପର୍ଲାଗି ଏକାତରେକ୍ ସବୁଲକର୍ପାଇ ଦୁକ୍କସ୍ଟ ଅଇ ମୁର୍ଚିକରି ମଲା । ସେ ଦରମ୍ ରଇ ପାପ୍କରିରଇବା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ମରିଜାଇରଇଲା । ଲକ୍ମନ୍ ତାର୍ ଗାଗଡ୍ ମରାଇଲାଇ, ମାତର୍ ତାର୍ ଆତ୍ମା ଜିବନ୍ ଅଇଆଚେ ।
यस्माद् ईश्वरस्य सन्निधिम् अस्मान् आनेतुम् अधार्म्मिकाणां विनिमयेन धार्म्मिकः ख्रीष्टो ऽप्येककृत्वः पापानां दण्डं भुक्तवान्, स च शरीरसम्बन्धे मारितः किन्त्वात्मनः सम्बन्धे पुन र्जीवितो ऽभवत्।
19 ୧୯ ମଲା ଲକ୍ମନର୍ ଆତ୍ମା ବନ୍ଦିଅଇରଇବା ଜାଗାଇ, ଆତ୍ମାର୍ ଇସାବେ ସେ ସୁବ୍ କବର୍ ଜାନାଇଲା ।
तत्सम्बन्धे च स यात्रां विधाय काराबद्धानाम् आत्मनां समीपे वाक्यं घोषितवान्।
20 ୨୦ ଏ ବନ୍ଦି ଆତ୍ମାମନ୍ ପୁର୍ବେ ନଅର୍ ବେଲେ ପର୍ମେସରର୍ କାତା ନ ମାନ୍ଲାଟାମନ୍ । ସେଡ୍କିବେଲେ ନଅ ବଡ୍ ଡଙ୍ଗା ତିଆର୍ କର୍ତେରଇଲା । ତାର୍ କାତା ଲକ୍ମନ୍ ବିସ୍ବାସ୍ କର୍ବାଇ ବଲି ପର୍ମେସର୍ ମୁର୍ଚିକରି ରଇଲା । କାଇକେବଇଲେ, ଏକାଇ ଆଟ୍ ଲକ୍ସେ ସେ ପାନିତେଇ ବୁଡତ୍ନାଇ । ସେମନ୍ ଡଙ୍ଗାଇ ଚଗିରଇଲାଇ ଆରି ରକିଆ ପାଇଲାଇ ।
पुरा नोहस्य समये यावत् पोतो निरमीयत तावद् ईश्वरस्य दीर्घसहिष्णुता यदा व्यलम्बत तदा तेऽनाज्ञाग्राहिणोऽभवन्। तेन पोतोनाल्पेऽर्थाद् अष्टावेव प्राणिनस्तोयम् उत्तीर्णाः।
21 ୨୧ ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
तन्निदर्शनञ्चावगाहनं (अर्थतः शारीरिकमलिनताया यस्त्यागः स नहि किन्त्वीश्वरायोत्तमसंवेदस्य या प्रतज्ञा सैव) यीशुख्रीष्टस्य पुनरुत्थानेनेदानीम् अस्मान् उत्तारयति,
22 ୨୨ ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।
यतः स स्वर्गं गत्वेश्वरस्य दक्षिणे विद्यते स्वर्गीयदूताः शासका बलानि च तस्य वशीभूता अभवन्।