< ୧ ମ ପିତର୍ 3 >
1 ୧ ସେନ୍ତାରିସେ ତମେ ବିବାଅଇ ରଇବା ଏ ମାଇଜିମନ୍, ନିଜର୍ ନିଜର୍ ମୁନୁସ୍ମନର୍ କାତାମାନିକରି ରୁଆ । କାଇକେବଇଲେ ତାକର୍ ବିତ୍ରେ କେ ଜଦି ପର୍ମେସରର୍ ବାକିଅ ବିସ୍ବାସ୍ ନ କରିରଅତ୍, ତମର୍ ନିକ ଚଲାଚଲ୍ତି ଦେକିକରି ସେମନ୍ ମିସା ମନ୍ ବାଦ୍ଲାଇବାଇ । ତମ୍କେ ପଦେକ୍ କଇବାକେ ନ ପଡେ ।
Також і жінки, корітесь своїм чоловікам, щоб і ті, що не корять ся слову, життєм жінок без слова була з'єднані,
2 ୨ କାଇକେବଇଲେ ତମର୍ ସୁଆଲ୍ ଚଲାଚଲ୍ତି ଆରି ପର୍ମେସର୍କେ ମାନିକରି ରଇବାଟା ସେମନ୍ ଦେକ୍ବାଇ ।
дивлячись на чисте життє ваше у страху (Божому).
3 ୩ ବିନ୍ ମାଇଜିମନ୍ ଜେନ୍ତାରିକି, ପିନ୍ଦାଅଡା ଅଇକରି, ସୁନାବାନା ପିନ୍ଦିକରି, ଚେଣ୍ଡି ସାଜାଡିକରି, ନିଜେ ସୁନ୍ଦର୍ ଅଇବାଇ, ତମେ ସେନ୍ତାରି ଉଆନାଇ ।
Ваша окраса нехай не буде зовнїшне заплїтаннє волосся і убираннє в золото, або з'одяганнє в одежу;
4 ୪ ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
а потайний серця чоловік, у нетлїнню лагідного й тихого духа, що перед Богом многоцїннє.
5 ୫ ପୁର୍ବେ ରଇବା ସୁକଲ୍ ମାଇଜିମନ୍ ଏନ୍ତାରିସେ ସେମନ୍ ଆସା କର୍ବାଟା ପର୍ମେସର୍କେ ସର୍ପିଦେଇ ନିଜର୍ ମୁନୁସ୍ମନର୍ କାତା ମାନିକରି ସୁନ୍ଦର୍ ଅଇତେରଇଲାଇ ।
Так бо колись і сьвяті жінки, що вповали на Бога, украшали себе, корячись своїм чоловікам;
6 ୬ ପୁର୍ବେ ସାରା ସେନ୍ତାରି କର୍ତେରଇଲା । ସେ ତାର୍ ମନସ୍ ଅବ୍ରାଆମ୍କେ ନିଜର୍ ସାଉକାର୍ ଇସାବେ କାତା ମାନିକରି ରଇଲା । ତମେ ଜଦି ସତ୍କାମ୍ କରି କାଇଟାର୍ ପାଇ ଡରି ନ ରଇଲେ, ତମ୍କେ ମିସା ତାର୍ ଟକିମନ୍ ଇସାବେ ଲେକା କର୍ସି ।
як Сарра слухала Авраама, паном його зовучи, котрої ви стали дїтьми, добре роблячи і не лякаючи ся нїякого страху.
7 ୭ ସେନ୍ତାରିସେ ତମେ ବିବାଅଇରଇବା ଏ ମୁନୁସ୍ମନ୍, ନିଜର୍ ମାଇଜିମନର୍ ସଙ୍ଗ୍ ବୁଜାମାନା ଅଇରୁଆ । କାଇକେବଇଲେ ସେମନ୍କେ ତମର୍ଟାନେଅନି ଉନା ବପୁଆଚେ । ସେମନ୍କେ ସନ୍ମାନ୍ ଦିଆସ୍, କାଇକେବଇଲେ ପର୍ମେସର୍ ଦେବା ନ ସାର୍ବା ଜିବନ୍ ତମର୍ ସଙ୍ଗ୍ ସେମନ୍କେ ମିସା ମିଲ୍ସି । ତମର୍ ପାର୍ତନା କର୍ବାଟା ବାଦା ନ ଆଇବାକେ ଏ ସବୁ ଆଦେସ୍ ମାନିକରି ରୁଆ ।
Чоловіки також, домуйте разом з ними по розумі, яко більше слабосильній посудинї жіночій віддаючи честь, яко і спільні наслїдники благодати життя, щоб не з'уіпинялись молитви ваші.
8 ୮ ସାରାସାରି ତମର୍ ସବୁଲକର୍ ମନ୍ ଗଟେକ୍ ଅ । ଦୁକ୍ସୁକ୍ ବେଲେ ତମର୍ ତମର୍ ବିତ୍ରେ ମିସିବିଡି ରୁଆ । ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ସୁଆଲେ ରୁଆ ।
Наконець же, будьте усї одної думки, милосердуючі, братолюбні, сердечні, привітливі;
9 ୯ ତମର୍ ବିରୁଦେ କେ କାରାପ୍ କାମ୍ କଲେ ତାକେ ବେର୍ଦାରି ରୁଆନାଇ । ନିନ୍ଦାକାତା କଇଲେ ଟଣ୍ଡ୍ ଲାଗାଆ ନାଇ । ତାର୍ ବାଦୁଲେ ପର୍ମେସର୍ ସେମନ୍କେ ଦୟା ଦେକାଇବାକେ ପାର୍ତନା କରା । କାଇକେବଇଲେ ସେ ତମ୍କେ ଡାକ୍ଲାବେଲେ ମୁଇ ତମ୍କେ ଆସିର୍ବାଦ୍ କର୍ବି । ବଲି କାତା ଦେଇରଇଲା ।
не віддаючи зло за зло, або докір за докір; а насупроти благословляйте, знаючи, що на те ви покликані, щоб благословеннє наслїдили.
10 ୧୦ ସାସ୍ତରେ ଲେକା ଅଇଲାପାରା, “ଗଟେକ୍ ଲକ୍ ଜଦି ତାର୍ ଜିବନେ ସାର୍ଦାର୍ ଦିନ୍ ଆରି ମଙ୍ଗଲର୍ ଦିନ୍ ଦେକ୍ବିବଲି ମନ୍କଲେ, ସେ କାରାପ୍ କାତା ନ କଅ ଆରି ମିଚ୍ କାତା ନ କଅ।
"Хто-бо хоче життє любити, і видїти днї добрі, нехай вдержить язик свій від злого, й уста свої, щоб не говорити зради;
11 ୧୧ “ସେ କରାପ୍ କାମ୍ ଚାଡିକରି, ନିକ ବିସଇ କର୍ବାର୍ ଆଚେ । ତାର୍ ସଙ୍ଗର୍ ଲକର୍ ସଙ୍ଗ୍ ସୁସାରେ ରଇବାର୍ଆଚେ ।”
нехай ухиляеть ся від злого, гробить добре; нехай шукає впокою, і побяваєть ся за ним.
12 ୧୨ କାଇକେବଇଲେ ଦରମ୍ଲକ୍କେ ମାପ୍ରୁ ଜାଗିଲାଗିରଇସି । ସେମନ୍ ପାର୍ତନା କଲାଟା ସୁନ୍ସି ଜେତ୍କି ଲକ୍ କାରାପ୍ ବିସଇ କର୍ବାଇ ସେମନ୍କେ ବିରଦ୍ କର୍ସି ।
Бо очі Господнї на праведних, і уші Його на молення їх; лице ж Господнє проти тих, що зле роблять."
13 ୧୩ ତମେ ଜଦି ନିକ କାମ୍ କର୍ବାକେ ମନ୍ କଲେ, ତମର୍ ବିରଦେ କେ ମିସା କାରାପ୍ କାମ୍ ନ କରତ୍ ।
І хто ж такий, що заподіяв би вам лихо, коли будете наслїдниками доброго?
14 ୧୪ ସତ୍ କାମ୍ କରି ମୁର୍ଚି ରଇଲେ ତମେ କେଡେକ୍ କରମର୍ ଲକ୍ । ଜନ୍ ଲକ୍ମନ୍ ତମ୍କେ କସ୍ଟ ଦେଲାଇନି, ସେମନ୍କେ ଡରିକରି ଚିନ୍ତା କରାନାଇ ।
Тільки ж, коли б і страждали задля правди, блаженні ви; страху яс їх не бійтесь, анї трівожтесь;
15 ୧୫ ମାତର୍ କିରିସ୍ଟକେ ମାପ୍ରୁବଲି ଡାକ୍ପୁଟା କରା ଆରି ସନ୍ମାନ୍ ଦିଆସ୍ । ବିସ୍ବାସି ଇସାବେ, ତମେ ଆସା କର୍ବା ବିସଇ କେ ମିସା ପାଚାର୍ଲେ, ସେମନ୍କେ ବାତାଇବାକେ ଜାଗ୍ରତ୍ ଅଇରୁଆ ।
а Господа Бога сьвятїть у серцях ваших. Бувайте завсїди готові дати одвіт всякому, що домагаєть ся від вас слова про вашу надїю, з лагідностю і страхом;
16 ୧୬ ମାତର୍ ମନ୍ବିତ୍ରେ ସୁଆଲ୍ ରଇକରି, ସନ୍ମାନ୍ ଦେଇକରି କାତାଉଆ । ତମର୍ ବିବେକ୍ ତମ୍କେ ଦସି ନ କର । ଜେନ୍ତାରିକି ତମର୍ ନିକ ଚଲାଚଲ୍ତି ବିରୁଦେ ଜେତ୍କି ଲକ୍ ନିନ୍ଦା କର୍ବାଇ, ତାକର୍ କାତାଇସେ ସେମନ୍ ଲାଜ୍ ଅଇବାଇ ।
маючи совість добру, щоб, у чому судять вас, яко лиходїїв, осоромились ті, що докоряють добре життє ваше в Христї.
17 ୧୭ କାଇକେବଇଲେ ତମେ ନିକ କାମ୍ କଲାର୍ ଲାଗି ଦୁକ୍ କସ୍ଟ ମୁରଚ୍ବାକେ ପର୍ମେସର୍ ଜଦି ମନ୍ କଲେ, ସେନ୍ତାରି ଅଇବାଟା ନିକ । କାରାପ୍ କରି ଦୁକ୍ କସ୍ଟ ମୁରଚ୍ବା ବାଦୁଲେ, ସେଟା ନିକ ।
Лучче бо, коли воля Божа, пострадати за добрі дїла, анїж за дїла лихі;
18 ୧୮ କିରିସ୍ଟ ମିସା ଆମର୍ ପାପର୍ଲାଗି ଏକାତରେକ୍ ସବୁଲକର୍ପାଇ ଦୁକ୍କସ୍ଟ ଅଇ ମୁର୍ଚିକରି ମଲା । ସେ ଦରମ୍ ରଇ ପାପ୍କରିରଇବା ଲକ୍ମନ୍କେ ପର୍ମେସରର୍ ଲଗେ ଆନ୍ବାକେ ମରିଜାଇରଇଲା । ଲକ୍ମନ୍ ତାର୍ ଗାଗଡ୍ ମରାଇଲାଇ, ମାତର୍ ତାର୍ ଆତ୍ମା ଜିବନ୍ ଅଇଆଚେ ।
тому що й Христос, щоби привести нас до Бога, один раз пострадав за гріхи наші. Праведник за неправедних, що був умертвений по тїлу, но ожив духом,
19 ୧୯ ମଲା ଲକ୍ମନର୍ ଆତ୍ମା ବନ୍ଦିଅଇରଇବା ଜାଗାଇ, ଆତ୍ମାର୍ ଇସାବେ ସେ ସୁବ୍ କବର୍ ଜାନାଇଲା ।
в котрому і тим духам, що в темниці, прийшовши, проповідував,
20 ୨୦ ଏ ବନ୍ଦି ଆତ୍ମାମନ୍ ପୁର୍ବେ ନଅର୍ ବେଲେ ପର୍ମେସରର୍ କାତା ନ ମାନ୍ଲାଟାମନ୍ । ସେଡ୍କିବେଲେ ନଅ ବଡ୍ ଡଙ୍ଗା ତିଆର୍ କର୍ତେରଇଲା । ତାର୍ କାତା ଲକ୍ମନ୍ ବିସ୍ବାସ୍ କର୍ବାଇ ବଲି ପର୍ମେସର୍ ମୁର୍ଚିକରି ରଇଲା । କାଇକେବଇଲେ, ଏକାଇ ଆଟ୍ ଲକ୍ସେ ସେ ପାନିତେଇ ବୁଡତ୍ନାଇ । ସେମନ୍ ଡଙ୍ଗାଇ ଚଗିରଇଲାଇ ଆରି ରକିଆ ପାଇଲାଇ ।
колисьто неслухняним, як того часу дожидало (їх) довготерпіннє Боже, за днїв Ноя, як строїв ся ковчег, в котрий мало, то єсть, вісім душ, спасло ся од води;
21 ୨୧ ସେ ପାନି ଆମର୍ ଡୁବନ୍ ବିସଇ ଜାନାଇଲାନି । ତମେ ଡୁବନ୍ ନେଲାକେ ତମର୍ ଗାଗଡର୍ ମୁର୍କି ଦଇଅଇଲାର୍ ପାଇ ନଏଁ, ମାତର୍ ଗଟେକ୍ ନିକ ବିବେକ୍ ସଙ୍ଗ୍ ପର୍ମେସର୍କେ ଦେଇରଇଲା କାତାର୍ ଲାଗି ତମ୍କେ ମୁକ୍ତି କର୍ସି । ଜିସୁ କିରିସ୍ଟ ମଲାତେଇଅନି ଜିବନ୍ ଅଇକରି ଉଟ୍ଲାକେ ଏଟା ଅଇସି ।
чого образ хрещеннє (не відложеннє тілесної нечистоти, а совісти доброї обітниця перед Богом), що і нас тепер спасає через воскресеннє Ісуса Христа,
22 ୨୨ ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।
котрий єсть по правицї в Бога, зійшовши на небо, котрому покорились ангели і власті і сили.