< ୧ ମ ପିତର୍ 5 >
1 ୧ ତମର୍ ମଣ୍ଡଲିର୍ ପାର୍ଚିନ୍ମନ୍କେ ଗଟେକ୍ ବିସଇ କଇବାକେ ମୁଇ ମନ୍ କଲିନି । କାଇକେବଇଲେ ମୁଇ ମିସା ଗଟେକ୍ ପାର୍ଚିନ୍ । କିରିସ୍ଟ ଦୁକ୍କସ୍ଟ ମୁରଚ୍ଲାଟା ମୁଇ ଦେକିଆଚି । ଆରି ତାର୍ ଡାକ୍ପୁଟା ଜାନାଇବା ଦିନେ ମୁଇ ମିସା ତେଇ ମିସ୍ବି । ମୁଇ ତମ୍କେ ବାବୁଜିଆ କଲିନି,
The elders therefore among you I exhort, who am a fellow-elder, and a witness of the sufferings of Christ, who am also a partaker of the glory that shall be revealed:
2 ୨ ତମେ ଦେକାରକା କର୍ବା ବିସ୍ବାସିମନ୍କେ ଜତନ୍ କରା । କାଇକେବଇଲେ ସେମନ୍ ପର୍ମେସରର୍ ମେଣ୍ଡାରାସି ପାରା । ପର୍ମେସର୍ ସେ ଲକ୍ମନ୍କେ ତମ୍କେ ସର୍ପିଦେଇଆଚେ । ତମେ ସାର୍ଦାସଙ୍ଗ୍ ତାକର୍ ଜତନ୍ ନେବାର୍ଆଚେ । କାଇକେବଇଲେ ସେଟା ସେ ମନ୍ କଲାନି । ଡାବୁ ଆସା ଅଇକରି ଏ କାମ୍ କର୍ବାର୍ ନାଇ । ତାର୍ବାଦୁଲେ, ପର୍ମେସର୍କେ ଆରି ତାର୍ ଲକ୍ମନ୍କେ ସେବାକର୍ବାକେ ମନ୍ କରି ସେଟା କରା ।
Tend the flock of God which is among you, exercising the oversight, not of constraint, but willingly, according unto God; nor yet for filthy lucre, but of a ready mind;
3 ୩ ତମେ ଦେକାରକା କର୍ବା ଲକ୍ମନ୍କେ ବାଦିଅ କରାନାଇ । ତାର୍ ବାଦୁଲେ ତମର୍ ନିକ ଚଲାଚଲ୍ତି ଦେକି ସେମନ୍ ସିକତ୍ ।
neither as lording it over the charge allotted to you, but making yourselves ensamples to the flock.
4 ୪ ଆରି ଜେଡେବେଲେ ଜିସୁକିରିସ୍ଟ ଜେ କି ସବୁ ବିସ୍ବାସିମନର୍ ବଡ୍ ନେତା ଦେକାଇ ଅଇସି, ଉଜଲ୍ ଉନା ନ ଅଇବା ଡାକ୍ପୁଟାର୍ ପୁରୁସ୍କାର୍ ତମ୍କେ ଦେଇସି ।
And when the chief Shepherd shall be manifested, ye shall receive the crown of glory that fadeth not away.
5 ୫ ସେନ୍ତାରିସେ ଏ ଦାଙ୍ଗ୍ଡାମନ୍, ତମେ ବଡ୍ଲକ୍ମନର୍ କାତା ମାନିକରିରୁଆ । ମନ୍ ବିତ୍ରେ ସୁଆଲ୍ ରଇ ଗଟେଲକ୍ ଆରି ଗଟେଲକ୍କେ ସେବା କରାକରି ଅଇରୁଆ । କାଇକେବଇଲେ ସାସ୍ତରେ ଲେକା ଅଇଲାଆଚେ ବଡ୍ପନ୍ ଅଇବା ଲକ୍ମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ମନେ ମନେ ସୁଆଲ୍ ରଇବା ଲକ୍ମନ୍କେ ଦୟା ଦେକାଇସି ।
Likewise, ye younger, be subject unto the elder. Yea, all of you gird yourselves with humility, to serve one another: for God resisteth the proud, but giveth grace to the humble.
6 ୬ ସବୁର୍ଟାନେ ଅନି ବପୁ ରଇବା ପର୍ମେସର୍କେ ନିଜେ ସର୍ପିଉଆ । ତାର୍ ସମାନ୍ ବେଲାଇ ସେ ତମ୍କେ ଉଟାଇସି ।
Humble yourselves therefore under the mighty hand of God, that he may exalt you in due time;
7 ୭ ତମର୍ ସବୁଜାକ ଚିନ୍ତା କର୍ବାଟା ପର୍ମେସର୍କେ ସର୍ପି ଦିଆସ୍, କାଇକେବଇଲେ, ସେ ତମ୍କେ ଜତନ୍ କଲାନି ।
casting all your anxiety upon him, because he careth for you.
8 ୮ ଜାଗର୍ତା ଅଇକରି ଜାଗିରୁଆ, କାଇକେବଇଲେ ଆମର୍ ସତ୍ରୁ ସଇତାନ୍ କାକେ ମିସା ଗିଲ୍ବି ବଲି ଅଡ୍ରି ବୁଲ୍ଲାନି ।
Be sober, be watchful: your adversary the devil, as a roaring lion, walketh about, seeking whom he may devour:
9 ୯ ବିସ୍ବାସେ ଡାଟ୍ ରଇକରି ତାକେ ବିରଦ୍ କରା । ଗୁଲାଇ ଦୁନିଆଇ ରଇବା ତମର୍ ବିସ୍ବାସି ବାଇବଇନିମନ୍, ଏନ୍ତାରି ଦୁକ୍ କସ୍ଟ ପାଇ ମୁରଚ୍ଲାଇନି ବଲି ତମେ ଜାନିଆଚାସ୍ ।
whom withstand stedfast in your faith, knowing that the same sufferings are accomplished in your brethren who are in the world.
10 ୧୦ ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ । (aiōnios )
And the God of all grace, who called you unto his eternal glory in Christ, after that ye have suffered a little while, shall himself perfect, stablish, strengthen you. (aiōnios )
11 ୧୧ ତାକେ ସବୁର୍ଟାନେଅନି ବପୁଆଚେ, ସେ ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି । ଆମେନ୍ । (aiōn )
To him [be] the dominion for ever and ever. Amen. (aiōn )
12 ୧୨ ଏ ଅଲପ୍ ବିସଇର୍ ଚିଟି ଲେକ୍ବାକେ ସିଲା ମକେ ସାଇଜ କରିରଇଲା । ସେ ଗଟେକ୍ ଆମର୍ ବିସ୍ବାସି ବାଇ । ତମର୍ ବିସ୍ବାସ୍ ଡାଟ୍ କରାଇବାକେ ଆରି ପର୍ମେସର୍ ତାର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତମେ ସତଇସେ ଜାନ୍ଲାସ୍ନି ବଲି ଟିକ୍ କର୍ବାକେ ମୁଇ ଏ ଚିଟି ଲେକ୍ଲିନି । ତାର୍ ଜିବନ୍ ଦୁକାଇଲାଟାନେ ତମେ ଡାଟ୍ ସଙ୍ଗ୍ ରୁଆ ।
By Silvanus, our faithful brother, as I account [him], I have written unto you briefly, exhorting, and testifying that this is the true grace of God: stand ye fast therein.
13 ୧୩ ବାବିଲନେ ରଇବା ତମର୍ ବିସ୍ବାସି ବାଇବଇନିମନ୍ ତାକର୍ ଜୁଆର୍ ଜାନାଇଲାଇନି । ପର୍ମେସର୍ ସେମନ୍କେ ବାଚ୍ଲାଆଚେ । ମାର୍କ ଜାକେ କି ମର୍ ପଅ ଇସାବେ ଦେକ୍ଲିନି, ସେମିସା ତାର୍ ଜୁଆର୍ ଜାନାଇଲାନି ।
She that is in Babylon, elect together with [you], saluteth you; and [so doth] Mark my son.
14 ୧୪ ତମର୍ ବିତ୍ରେ ଆଲାଦ୍ ଆଚେ ବଲି ଦେକାଇବାକେ ଆତେ ଦାରି ଜୁଆର୍ କରାକରିଉଆ । କିରିସ୍ଟର୍ତେଇ ଜେତ୍କି ଲକ୍ ମିସ୍ଲାଇଆଚତ୍ ସେମନ୍ ସବୁ ଲକ୍କେ ସାନ୍ତି ମିଲ ।
Salute one another with a kiss of love. Peace be unto you all that are in Christ.