< ୧ ମ ପିତର୍ 1 >
1 ୧ ମୁଇ ପିତର୍, ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ସିସ୍ । ପନ୍ତ୍, ଗାଲାତିଅ, କାପାଦକିଆ, ଆସିଆ ଆରି ବିତୁନିଆ ରାଇଜ୍ମନ୍କେ, ବିନ୍ଦେସର୍ ଲକ୍ମନର୍ପାରା ଚିନ୍ବିନ୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ମୁଇ ଏ ଚିଟି ଲେକ୍ଲିନି ।
Peter, an apostle of Jesus Christ, to the chosen sojourners of the dispersion of Pontus, Galatia, Cappadocia, Asia, and Bithynia,
2 ୨ ତାର୍ ଜଜ୍ନା ଇସାବେ ବାବା ପର୍ମେସର୍ ତମ୍କେ ଡାକ୍ଲା ଆଚେ । ତାର୍ ସୁକଲ୍ ଆତ୍ମାଇ ସେ ତମ୍କେ ତାର୍ ସୁକଲ୍ ଲକ୍ କରାଇସି । ତମେ ଜିସୁ କିରିସ୍ଟକେ ମାନିକରି, ତାର୍ ବନିତେଇ ଦଇଅଇକରି ରଇବାକେ ସେ ଏନ୍ତାରି ଜଜ୍ନା କଲା । ତାର୍ ଜିବନ୍ଦୁକାଇଲାଟା ଆରି ସାନ୍ତି ପୁରାପୁରୁନ୍ ତମ୍କେ ମିଲ ।
according to [the] foreknowledge of God the Father, by [the] sanctification of the Spirit, to [the] obedience and sprinkling of the blood of Jesus Christ: Grace and peace be multiplied to you!
3 ୩ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବାବା ପର୍ମେସର୍କେ ଦନିଅବାଦ୍ ଦେଉଁ । କାଇକେବଇଲେ ସେ ଜବର୍ ଅଇତେ ଦୟା କଲାର୍ପାଇ ଆମ୍କେ ନୁଆ ଜିବନ୍ ଦେଲା ଆଚେ । ଜିସୁକିରିସ୍ଟକେ ମଲାଟାନେଅନି ଉଟାଇକରି ଏନ୍ତାରି କରିଆଚେ । ଆମେ ମଲେ ମିସା ଆମ୍କେ ଉଟାଇସି ବଲିକରି ପୁରାପୁରୁନ୍ ଆସାଆଚେ ।
Blessed [is] the God and Father of our Lord Jesus Christ, who, according to the abundance of His kindness begot us again to a living hope, through the resurrection of Jesus Christ out of the dead,
4 ୪ ସେଟାର୍ପାଇ ପର୍ମେସର୍ ତାର୍ ଲକ୍ମନର୍ପାଇ ଜେତ୍କି ସବୁ ଆସିର୍ବାଦ୍ ସର୍ଗେ ଜତନ୍ କରି ସଙ୍ଗଇଆଚେ, ସେଟା ସବୁ ଆମର୍ ଅଇସି ବଲି ଆସାକଲୁନି । ତେଇ ସେଟା ନ ନସେ କି ଚିଲମ୍ ନ ଦାରେ କି ଉନା ମିସା ନ ଅଏ ।
to an incorruptible inheritance, and undefiled, and unfading, reserved for you in the heavens,
5 ୫ ଏ ସବୁ ଆସିର୍ବାଦ୍ ଆମର୍ପାଇ । ତମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ, ତାର୍ ବପୁ ତମ୍କେ କାଇଟା ନ ଅଇତେ ସଙ୍ଗଇଲା ଆଚେ । ସାରାସାରିଦିନେ ତାର୍ ମୁକ୍ତି ସବୁଲକ୍ ଜାନ୍ବା ଜାକ, ତମର୍ ଉପ୍ରେ ଜାଗ୍ତେରଇସି ।
who, in the power of God are being guarded, through faith, to salvation, ready to be revealed in the last time,
6 ୬ ଚନେକର୍ପାଇ ତମର୍ ଜିବନେ ବିନ୍ ବିନ୍ ଦୁକ୍କସ୍ଟ ଆଇଲାକେ ମୁର୍ଚିକରି ରଇବାକେ ପଡ୍ଲେ ମିସା, ସେଟାର୍ପାଇ ତମେ ସାର୍ଦା ଅଇକରି ରୁଆ ।
in which you are glad, a little now, if it be necessary, being made to sorrow in various trials,
7 ୭ ତମର୍ ଜିବନେ ଆଇଲା ଦୁକ୍କସ୍ଟ ସବୁ ତମର୍ ବିସ୍ବାସ୍ ସତ୍ଆଚେ କି ନାଇ ବଲି ପରିକା କର୍ବାକେସେ । ସୁନାର୍ ବିସଇ ବାବିଦେକା, ଏ ଜଗତର୍ ସବୁ ବିସଇର୍ପାରା ସୁନା ମିସା ନସିଜାଇସି । ସୁନା ନିକଟା କି କାରାପ୍ଟା ବଲି ଜାନ୍ବାକେ ଜଇଟାନେ ସିଲାଇବାଇ । ତମର୍ ବିସ୍ବାସ୍ ସୁନାଟାନେଅନି ଅଦିକ୍ ମୁଲିଅ । ସେନ୍ତାର୍ଆଲେ ତମର୍ ବିସ୍ବାସ୍ ନିକଟା କି ନାଇ ବଲି ପରିକା କର୍ବାର୍ ଆଚେ । ତମର୍ ବିସ୍ବାସ୍ ଜଦି ନିକଟା, ଜିସୁ କିର୍ସଟ୍ ଦେକା ଅଇବା ସେ ଦିନେ ତମେ ଡାକ୍ପୁଟା ଆରି ମଇମା ପାଇସା ।
so that the proof of your faith—much more precious than gold that is perishing, and being approved through fire—may be found to [result in] praise, and honor, and glory, at the revelation of Jesus Christ,
8 ୮ ଏବେ ତମେ ତାକେ ନ ଦେକିରଇଲେ ମିସା ଆଲାଦ୍ କଲାସ୍ନି ଆରି ବିସ୍ବାସ୍ କଲାସ୍ନି । ସେଟାର୍ପାଇ ତମର୍ ସାର୍ଦା ବେସି ବଡ୍ ।
whom, having not seen, you love, in whom, now believing [although] not seeing, you are glad with unspeakable joy and have been filled with glory,
9 ୯ ତମେ ବିସ୍ବାସ୍ କଲାର୍ପାଇ ତମ୍କେ ସର୍ଗେ ନ ସାର୍ବା ଜିବନ୍ ଆଚେ ।
receiving the outcome of the faith—salvation of your souls;
10 ୧୦ ପର୍ମେସର୍ ମୁନୁସ୍ମନ୍କେ ତାକର୍ ପାପେଅନି କେନ୍ତି ମୁକ୍ଲାଇସି ବଲି ପୁର୍ବର୍ ବବିସତ୍ବକ୍ତାମନ୍ ମନ୍ଦିଆନ୍ କରି ପଡ୍ଲାଇ । ପର୍ମେସର୍ ତମ୍କେ ଦେବା ଏ ଦାନ୍ ବିସଇ, ସେମନ୍ ଆଗ୍କେ ଗଟ୍ବା କାତା କଇଲାଇ ।
concerning which salvation [the] prophets sought out and searched out, who prophesied concerning the grace toward you,
11 ୧୧ କିରିସ୍ଟ କେନ୍ତି ଦୁକ୍କସ୍ଟ ମୁରଚ୍ଲା, ଆରି ସବୁ ନିନ୍ଦା ସାର୍ଲା ପଚେ ସେ କେନ୍ତି ଡାକ୍ପୁଟା ପାଇଲା, ସେ ବିସଇ ପର୍ମେସରର୍ ଆତ୍ମା ସେମନ୍କେ ଜାନାଇଲା । ଏଟା ସବୁ କେବେ ଅଇସି ଆରି କେନ୍ତାରି ଅଇସି, ସେଟା ଜାନ୍ବାକେ ସେମନ୍ ବେସି ମନ୍ କଲାଇ । ସେଟାର୍ପାଇ ସେମନ୍ ସେ ବିସଇ ମନ୍ଦିଆନ୍ କରି ପଡ୍ଲାଇ ।
searching in regard to what or what manner of time the Spirit of Christ that was in them was signifying, testifying beforehand of the sufferings of Christ and the glory after these,
12 ୧୨ ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
to whom it was revealed, that not to themselves, but to us they were ministering these, which now were told to you (through those who proclaimed good news to you), by the Holy Spirit sent from Heaven, to which things messengers desire to look into intently.
13 ୧୩ ସେଟାର୍ପାଇ ତମେ ନିଜର୍ ନିଜର୍ ମନେ ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ଜାଗିରୁଆ । ଆରି ଜିସୁ କିରିସ୍ଟ ବାଉଡି ଆଇବା ବେଲାଇ ସେ ଜନ୍ ଆସିର୍ବାଦ୍ ତମ୍କେ ଦେଇସି, ସେଟା ମିଲ୍ସି ବଲି ପୁରାପୁରୁନ୍ ଆସା ଉଆ ।
For this reason, having girded up the loins of your mind, being sober, hope perfectly on the grace that is being brought to you in the revelation of Jesus Christ,
14 ୧୪ ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।
as obedient children, not fashioning yourselves to the former desires in your ignorance,
15 ୧୫ ମାତର୍ ତମ୍କେ ଡାକ୍ଲା ମାପ୍ରୁ ଜେନ୍ତାର୍ ସୁକଲ୍ ଆଚେ, ସେନ୍ତାରିସେ ତମେମନ୍ ମିସା ତମର୍ ସବୁ ବିସଇଟାନେ ସୁକଲ୍ ଉଆ ।
but according as He who called you [is] holy, you also, become holy in all behavior,
16 ୧୬ ତେବେ ସାସ୍ତରେ ଲେକା ଆଚେ, ପର୍ମେସର୍ କଇଲାଆଚେ, ମୁଇ ଜେନ୍ତାରି ସୁକଲ୍, ତମେ ମିସା ସେନ୍ତାରି ସୁକଲ୍ ଉଆ ।
because it has been written: “Become holy, because I am holy”;
17 ୧୭ ପର୍ମେସର୍ ଜେଡେବେଲେ ମୁନୁସ୍ମନ୍କେ ବିଚାର୍ କର୍ସି, ସେ କାର୍ବିତ୍ରେ ସାନ୍ ବଡ୍ ନ ଦେକେ । ଗଟେକ୍ ଗଟେକ୍ ଲକ୍କେ ତାକର୍ କଲା କାମ୍ ଇସାବେ ସେ ବିଚାର୍ କର୍ସି । ତେବେ ତମେ ପାର୍ତନା କର୍ବାବେଲେ ପର୍ମେସର୍କେ ବାବା ବଲି ଡାକ୍ଲାସ୍ନି । ତମେ ଜେତ୍କି ଦିନ୍ ଏ ଜଗତେ ବଁଚିଆଚାସ୍, ତାକେ ମାନିକରି ରଇବାର୍ଆଚେ ।
and if you call on the Father, who is judging without favoritism according to the work of each, pass the time of your sojourn in fear,
18 ୧୮ ତମର୍ ଆନିଦାଦିମନର୍ ଟାନେଅନି ଲଡାକେ ନ ଆଇବା ରିତିନିତିଅନି ସେ କାଇ ମୁଲିଅ ଦେଇକରି ତମ୍କେ ମୁକ୍ଲାଇଆଚେ, ସେଟା ତମେ ଜାନିଆଚାସ୍ । ତମ୍କେ ମୁକ୍ଲାଇବାକେ ସେ ନସି ଜିବା ସୁନା କି ରୁପାର୍ ମୁଲିଅ ଦେଏ ନାଇ ।
having known that, not with corruptible things—silver or gold—were you redeemed from your foolish behavior inherited from our forefathers,
19 ୧୯ ମାତର୍ ବେସି ମୁଲିଅ ରଇବା ଜିସୁକିରିସ୍ଟର୍ ବନି, ଜନ୍ଟା ସେ ତାର୍ ମରନେ ରକଇଦେଲା । କାଇ ଦସ୍ କି କାଇ ଅବାବ୍ ନ ରଇବା ମେଣ୍ଡାପିଲା ପାରା ବଲିଅଇଲା ।
but with precious blood, as of a lamb unblemished and unspotted—Christ’s—
20 ୨୦ ଏ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ପର୍ମେସର୍ କିରିସ୍ଟକେ ବାଚିରଇଲା । ମାତର୍ ଏବେ ଏ ସାରାସାରି ଦିନେ ସେ ତାକେ ଦେକାଇଲା ଆଚେ । ଜେନ୍ତାରି କି ସେ ଆମ୍କେ ସାଇଜକରିପାର୍ସି ।
foreknown, indeed, before the foundation of the world, and revealed in the last times because of you,
21 ୨୧ ଜିସୁକିରିସ୍ଟର୍ ଲାଗି ତମେ ଏବେ ପର୍ମେସର୍କେ ବିସ୍ବାସ୍ କଲାସ୍ନି । ସେ ଆକା କିରିସ୍ଟକେ ମରନେଅନି ଉଟାଇକରି ଡାକ୍ପୁଟା କଲା ଆଚେ । ତେବର୍ପାଇ ତମର୍ ବିସ୍ବାସ୍ ଆରି ଆସା ଏବେ ପର୍ମେସର୍ଟାନେ ଆଚେ ।
who through Him believe in God who raised [Him] out of the dead, and gave glory to Him, so that your faith and hope may be in God.
22 ୨୨ ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
Having purified your souls in the obedience of the truth through the Spirit to unhypocritical brotherly love, love one another earnestly out of a pure heart,
23 ୨୩ ତମେ ଆରିତରେକ୍ ଜନମ୍ ଅଇଲାସ୍କେ ଏନ୍ତାରି କଲାସ୍ନି । କେବେ ନ ମର୍ବା ବାବାମାଆର୍ ପିଲାମନର୍ ଇସାବେ । ତାର୍ ବାକିଅ ତମ୍କେ ନୁଆ ଜିବନ୍ ଦେଲାଆଚେ । ତାର୍ ବାକିଅ ସବୁଦିନର୍ପାଇ ରଇସି । (aiōn )
being begotten again, not out of corruptible seed, but incorruptible, through a word of God—living and remaining—throughout the age; (aiōn )
24 ୨୪ ସାସ୍ତରେ ଲେକାଅଇଲାପାରା, ଗୁଲାଇ ମୁନୁସ୍ ଜାତି ଗାଁସ୍ ପାରା । ତାକର୍ ବାନିମୁର୍ତି ଗାଁସର୍ ପୁଲ୍ପାରା । ଗାଁସ୍ ସୁକିଜାଇସି ଆରି ପୁଲ୍ ଜଡିଜାଇସି ।
because all flesh [is] as grass, and all glory of man as flower of grass; the grass withered, and the flower of it fell away,
25 ୨୫ ମାତର୍ ପର୍ମେସରର୍ ବାକିଅ ସବୁଦିନ୍ ପାଇ ରଇସି । ଏ ବାକିଅ ଅଇଲାନି ତମ୍କେ ଜାନାଇରଇବା ସୁବ୍କବର୍ । (aiōn )
but the saying of the LORD remains—throughout the age; and this is the saying of good news that was proclaimed to you. (aiōn )