< ୧ ତେସଲନିକିୟ 5 >
1 ୧ ଏ ବାଇମନ୍, ମାପ୍ରୁ ଜିସୁର୍ ଦିନ୍ କେବେ ଆରି କେଡେବେଲେ ଗଟ୍ସି, ସେ ବିସଇ ତମ୍କେ ଆରି ଅଦିକ୍ ଲେକ୍ବାକେ ଲଡା ନାଇ,
Περὶ δὲ τῶν χρόνων καὶ τῶν καιρῶν, ἀδελφοί, οὐ χρείαν ἔχετε ὑμῖν γράφεσθαι·
2 ୨ କାଇକେବଇଲେ ମାପ୍ରୁର୍ ଦିନ୍ ଗଟେକ୍ ଚର୍ ରାତିଆ ଗରେ ଆସି ପୁର୍ଲାପାରା କେଟ୍ସି ।
αὐτοὶ γὰρ ἀκριβῶς οἴδατε ὅτι ἡμέρα Κυρίου ὡς κλέπτης ἐν νυκτὶ οὕτως ἔρχεται.
3 ୩ ଜେଡେବେଲେ ଲକ୍ମନ୍ ସାନ୍ତିସଙ୍ଗ୍ ରଇକରି ଆମ୍କେ ଆରି କାଇ ବିପଦ୍ ନ ଆସେ ବଲି ବାବ୍ତେରଇବାଇ, ସେଡ୍କିବେଲେ ଅଟାତ୍ ଗାଗ୍ଡେଅଇ ରଇଲା ମାଇଜିକେ ପିଲା ଜନମ୍ ଅଇବାବେଲର୍ ଦୁକାସୁକାପାରା ବିନାସର୍ ବେଲା ଆସି କେଟ୍ସି । ଆରି ସେମନ୍ କାଇଟା କଲେମିସା ତେଇଅନି ବଁଚି ନାପାରତ୍ ।
ὅταν λέγωσιν Εἰρήνη καὶ ἀσφάλεια, τότε αἰφνίδιος αὐτοῖς ἐπίσταται ὄλεθρος ὥσπερ ἡ ὠδὶν τῇ ἐν γαστρὶ ἐχούσῃ, καὶ οὐ μὴ ἐκφύγωσιν.
4 ୪ ମାତର୍ ଏ ବାଇବଇନିମନ୍, ଏବେ ତମେ ଆନ୍ଦାରେ ବାସାଅଇ ରୁଆସ୍ ନାଇ । ତେବେ ସେ ଦିନ୍ ତମର୍ ନାଜାନ୍ତେ ଆରି ଜାଗ୍ରତ୍ ନ ରଇଲା ବେଲାଇ ଚର୍ପାରା ଅଇ ନ ଆସେ ।
ὑμεῖς δέ, ἀδελφοί, οὐκ ἐστὲ ἐν σκότει, ἵνα ἡ ἡμέρα ὑμᾶς ὡς κλέπτης καταλάβῃ·
5 ୫ ତମେ ସବୁଲକ୍ ଉଜଲ୍ ଆରି ଦିନ୍ ବେଲର୍ ପିଲାମନ୍ । ଆମେ ରାତିଆଇ କି ଆନ୍ଦାରେ ରଉନାଇ ।
πάντες γὰρ ὑμεῖς υἱοὶ φωτός ἐστε καὶ υἱοὶ ἡμέρας. Οὐκ ἐσμὲν νυκτὸς οὐδὲ σκότους·
6 ୬ ତେବେ ଆସା, ଆମେ ବିନ୍ ଲକ୍ମନର୍ ପାରା ଗୁନି ଗୁନି କରି ନ ରଉଁ । ଚେତା ଅଇକରି ଜାଗ୍ରତ୍ସଙ୍ଗ୍ ରଉଁ ।
ἄρα οὖν μὴ καθεύδωμεν ὡς οἱ λοιποί, ἀλλὰ γρηγορῶμεν καὶ νήφωμεν.
7 ୭ ତେବେ ଜନ୍ ଲକ୍ମନ୍ ସଇବାଇ, ସେମନ୍ ରାତିବେଲେ ସଇବାଇ । ଆରି ଜନ୍ ଲକ୍ମନ୍ ମାତ୍ବାଇ, ସେମନ୍ ରାତିଆ ମାତ୍ବାଇ ।
οἱ γὰρ καθεύδοντες νυκτὸς καθεύδουσιν, καὶ οἱ μεθυσκόμενοι νυκτὸς μεθύουσιν·
8 ୮ ଆମର୍ ବିସ୍ବାସ୍ ଆରି ଆମର୍ ଆଲାଦ୍ ଗଟେକ୍ ରକିଆ ପାଇବା ଲୁଆର୍ ବସ୍ତର୍ ପାରା ରକିଆ କର୍ସି । ଆମର୍ ଆସା ଗଟେକ୍ ଲୁଆର୍ ଟପି ପାରା ଆମ୍କେ ରକିଆ କର୍ସି ।
ἡμεῖς δὲ ἡμέρας ὄντες νήφωμεν, ἐνδυσάμενοι θώρακα πίστεως καὶ ἀγάπης καὶ περικεφαλαίαν ἐλπίδα σωτηρίας·
9 ୯ କାଇକେବଇଲେ ପର୍ମେସର୍ ଆମ୍କେ ରିସାର୍ ମୁତାର୍ ଡଣ୍ଡ୍ ପାଇବାକେ ନ ବାଚିକରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଲାଗି, ମୁକ୍ତି ପାଇବାକେ ତିଆର୍ କଲାଆଚେ ।
ὅτι οὐκ ἔθετο ἡμᾶς ὁ Θεὸς εἰς ὀργὴν ἀλλὰ εἰς περιποίησιν σωτηρίας διὰ τοῦ Κυρίου ἡμῶν Ἰησοῦ Χριστοῦ,
10 ୧୦ ସେ ଆମର୍ ଲାଗି ତାର୍ ଜିବନ୍ ଦେଲା । ଜେନ୍ତିକି ଆମେ ଜାଗ୍ରତ୍ ଅଇକରି ରଇଲେ କି ସଇକରି ରଇଲେ ମିସା ତାର୍ ସଙ୍ଗ୍ ଜିଇକରି ରଇବାର୍ ଅଇସି ।
τοῦ ἀποθανόντος περὶ ἡμῶν, ἵνα εἴτε γρηγορῶμεν εἴτε καθεύδωμεν ἅμα σὺν αὐτῷ ζήσωμεν.
11 ୧୧ ତେବେ ତମେ ଜେନ୍ତାରି କଲାସ୍ନି, ସେନ୍ତାରି ନିଜର୍ ଲକ୍ମନ୍କେ ଦୁକ୍ ସାରାଆ । ଆରି ସାଇଜ କର୍ତେରୁଆ ।
Διὸ παρακαλεῖτε ἀλλήλους καὶ οἰκοδομεῖτε εἷς τὸν ἕνα, καθὼς καὶ ποιεῖτε.
12 ୧୨ ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ତମର୍ ବିତ୍ରେ ଜନ୍ ଲକ୍ମନ୍ କସ୍ଟ କର୍ବାଇ, ଆରି ମାପ୍ରୁର୍ ସେବା କାମେ ମିସିକରି, ନେତା ପାରା ରଇକରି ତମ୍କେ ସିକାଇବାଇ, ସେମନ୍କେ ମାନିଅ କରା ।
Ἐρωτῶμεν δὲ ὑμᾶς, ἀδελφοί, εἰδέναι τοὺς κοπιῶντας ἐν ὑμῖν καὶ προϊσταμένους ὑμῶν ἐν Κυρίῳ καὶ νουθετοῦντας ὑμᾶς,
13 ୧୩ ତାକର୍ କାମର୍ ଲାଗି ସେମନ୍କେ ଜିବନ୍ ପରାନ୍ ଦେଇକରି ଆଲାଦ୍ କରା । ନିଜର୍ ନିଜର୍ ଲକ୍ମନର୍ ସଙ୍ଗ୍ ସାନ୍ତିସଙ୍ଗ୍ ରୁଆ ।
καὶ ἡγεῖσθαι αὐτοὺς ὑπερεκπερισσῶς ἐν ἀγάπῃ διὰ τὸ ἔργον αὐτῶν. εἰρηνεύετε ἐν ἑαυτοῖς.
14 ୧୪ ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ପାଇଟି କାବାଡ୍ ନ କରି ବାଡୁ ଅଇ ରଇବା ଲକ୍ମନ୍କେ ଜାଗ୍ରତ୍ କରା । ତାକ୍ଲା ପୁଣ୍ଡ୍ଲା ଲକ୍ମନ୍କେ ଜତନ୍ କରା । ଡର୍ବା ଲକ୍ମନ୍କେ ସାଆସ୍ ଦିଆସ୍ । ଲକ୍ମନର୍ କୁଆ କାତା ମୁର୍ଚି କରି ରୁଆ ।
Παρακαλοῦμεν δὲ ὑμᾶς, ἀδελφοί, νουθετεῖτε τοὺς ἀτάκτους, παραμυθεῖσθε τοὺς ὀλιγοψύχους, ἀντέχεσθε τῶν ἀσθενῶν, μακροθυμεῖτε πρὸς πάντας.
15 ୧୫ ଜାଗର୍ତା, କେ ମିସା କାର୍ଆଲେ ଅନିଆଇର୍ ବାଦୁଲେ ଅନିଆଇ ନ କରା । ତାର୍ ବାଦୁଲେ ନିଜର୍ ନିଜର୍ ବିତ୍ରେ ଆରି ସବୁଲକର୍ ପାଇ ସବୁବେଲେ ମଙ୍ଗଲ୍ କର୍ବାକେ ଚେସ୍ଟା କରା ।
ὁρᾶτε μή τις κακὸν ἀντὶ κακοῦ τινι ἀποδῷ, ἀλλὰ πάντοτε τὸ ἀγαθὸν διώκετε εἰς ἀλλήλους καὶ εἰς πάντας.
16 ୧୬ ସବୁବେଲେ ସାର୍ଦାଅଇ ରୁଆ ।
Πάντοτε χαίρετε,
17 ୧୭ ସବୁବେଲେ ପାର୍ତନା କରା ।
ἀδιαλείπτως προσεύχεσθε,
18 ୧୮ ସବୁ ସୁକ୍ ଦୁକ୍ ବେଲେ ମାପ୍ରୁକେ ଦନିଅବାଦ୍ ଦିଆସ୍ । କାଇକେବଇଲେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି ଜିଉନା କାଉନା କଲାସ୍ନି ବଲି ପର୍ମେସର୍ ତମର୍ଟାନେ ଅନି ମାଙ୍ଗ୍ଲାନି ।
ἐν παντὶ εὐχαριστεῖτε· τοῦτο γὰρ θέλημα Θεοῦ ἐν Χριστῷ Ἰησοῦ εἰς ὑμᾶς.
19 ୧୯ ସୁକଲ୍ଆତ୍ମାକେ ଏଲା କରାନାଇ ।
τὸ Πνεῦμα μὴ σβέννυτε,
20 ୨୦ ସୁକଲ୍ଆତ୍ମା କଇଲା କାତା ଏଲା କରାନାଇ ।
προφητείας μὴ ἐξουθενεῖτε·
21 ୨୧ ସବୁ ବିସଇ ପରିକା କରି ଦେକା, ଜନ୍ଟା ସତ୍, ସେଟା ଚାଡାନାଇ ।
πάντα δὲ δοκιμάζετε, τὸ καλὸν κατέχετε·
22 ୨୨ ସବୁ ରକାମର୍ କାରାପ୍ କାମେଅନି ଦୁରିକେ ରୁଆ ।
ἀπὸ παντὸς εἴδους πονηροῦ ἀπέχεσθε.
23 ୨୩ ନିଜେ ସାନ୍ତି ଦେବା ପର୍ମେସର୍ ତମ୍କେ ପୁରାପୁରୁନ୍ କରି ସୁକଲ୍ କର । ଆରି ଆମର୍ ମାପ୍ରୁ ଜିସୁ ଆରିତରେକ୍ ଆଇବା ବେଲେ, ତମର୍ ଆତ୍ମା, ଜିବନ୍, ଗାଗଡ୍ କାଇ ଦସ୍ ପାପ୍ ନ ଅଇକରି ସଙ୍ଗଇ ରଅ ।
Αὐτὸς δὲ ὁ Θεὸς τῆς εἰρήνης ἁγιάσαι ὑμᾶς ὁλοτελεῖς, καὶ ὁλόκληρον ὑμῶν τὸ πνεῦμα καὶ ἡ ψυχὴ καὶ τὸ σῶμα ἀμέμπτως ἐν τῇ παρουσίᾳ τοῦ Κυρίου ἡμῶν Ἰησοῦ Χριστοῦ τηρηθείη.
24 ୨୪ ଜେ ତମ୍କେ ବାଚ୍ଲା ଆଚେ, ସେ ସେଟା କର୍ସି । କାଇକେବଇଲେ ସେ ବିସ୍ବାସ୍ ରକ୍ବା ଲକ୍ ।
πιστὸς ὁ καλῶν ὑμᾶς, ὃς καὶ ποιήσει.
25 ୨୫ ଏ ବାଇବଇନିମନ୍, ଆମର୍ପାଇ ମିସା ପାର୍ତନା କରା ।
Ἀδελφοί, προσεύχεσθε περὶ ἡμῶν.
26 ୨୬ ସବୁ ବାଇମନ୍କେ ସୁକଲ୍ ରଇ, ଆତେ ଦାରି ଜୁଆର୍ କରା ।
Ἀσπάσασθε τοὺς ἀδελφοὺς πάντας ἐν φιλήματι ἁγίῳ.
27 ୨୭ ସବୁ ବାଇବଇନିମନର୍ ଲଗେ ଏ ଚିଟି ପଡାଆ ବଲି ମୁଇ ମାପ୍ରୁର୍ ନାଉଁ ଦାରି ତମ୍କେ ମୁଇ ତିଆର୍ଲିନି।
Ἐνορκίζω ὑμᾶς τὸν Κύριον ἀναγνωσθῆναι τὴν ἐπιστολὴν πᾶσιν τοῖς ἀδελφοῖς.
28 ୨୮ ମାପ୍ରୁ ଜିସୁ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ର ।
Ἡ χάρις τοῦ Κυρίου ἡμῶν Ἰησοῦ Χριστοῦ μεθ’ ὑμῶν.