< ୧ ତେସଲନିକିୟ 1 >
1 ୧ ମୁଇ ପାଉଲ ଆରି ମର୍ ବାଇମନ୍ ସିଲାନ୍, ଆରି ତିମତି ତେସଲନିକିୟ ମଣ୍ଡଲିତେଇ ରଇବା ଲକ୍ମନ୍କେ ଏ ଚିଟି ଲେକ୍ଲୁନି । ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇଲା ସାନ୍ତି ତମ୍କେ ମିଲ ।
Paul and Silvanus and Timothy, to the church of the Thessalonians in God the Father and the Lord Jesus Christ: Grace to you and peace.
2 ୨ ଆମେ ସବୁବେଲେ ତମର୍ ସବୁ ଲକର୍ପାଇ ପର୍ମେସର୍କେ ଦନିଅବାଦ୍ ଦେଇତେରଇବୁ ଆରି ପାର୍ତନା କଲାବେଲେ ତମର୍ ବିସଇ ସବୁବେଲେ ଜାନାଇତେରଇବୁ ।
We give praise to God at all times for you, keeping you in memory in our prayers;
3 ୩ ତମେ ବିସ୍ବାସ୍ କରି କେନ୍ତି ଚଲାଚଲ୍ତି କଲାସ୍ନି ଆରି ତମର୍ ତମର୍ ବିତ୍ରେ ରଇବା ଆଲାଦର୍ ଲାଗି, ମିସିବିଡି କେନ୍ତି ସାଇଜ କରାକରି ଅଇଲାସ୍ନି ଆରି ମାପ୍ରୁ ଜିସୁ କିରିସ୍ଟ ଟାନେ ତମର୍ ବିସ୍ବାସ୍ କେନ୍ତି ଡାଟ୍ ଅଇଆଚାସ୍ ।
Having ever in mind your work of faith and acts of love and the strength of your hope in our Lord Jesus Christ, before our God and Father;
4 ୪ ବାଇବଇନିମନ୍! ଆମେ ଜାନିଆଚୁ ଜେ, ପର୍ମେସର୍ ତମ୍କେ ଆଲାଦ୍ କଲାନି । ଆରି ସେ ତମ୍କେ ନିଜର୍ ଲକ୍ କର୍ବି ବଲି ବାଚ୍ଲାଆଚେ ।
Being conscious, my brothers, dear to God, that you have been marked out by God's purpose;
5 ୫ ଜେଡେବେଲେ ଆମେ ତମ୍କେ ଏ ସୁବ୍ କବର୍ ଜାନାଇରଇଲୁ, ସେଟା ଅବ୍କା କାତାଇ ନ ରଇଲା, ମାତର୍ ସୁକଲ୍ଆତ୍ମାର୍ ବପୁ ସଙ୍ଗ୍ ଆରି ସେଟା ସତ୍ ବଲି ପୁରାପୁରୁନ୍ ବିସ୍ବାସର୍ ସଙ୍ଗ୍ ରଇଲା । ତମେ ଜାନାସ୍, ତମର୍ ସଙ୍ଗ୍ ରଇଲାବେଲେ ଆମେ କେନ୍ତି ରକାମେ ଜିଉନାକାଉନା କର୍ତେରଇଲୁ, ଜେନ୍ତିକି ତମର୍ ମଙ୍ଗଲ୍ ଅ ବଲି ଆମର୍ ବାବ୍ନା ରଇଲା ।
Because our good news came to you, not in word only, but in power, and in the Holy Spirit, so that you were completely certain of it; even as you saw what our behaviour to you was like from our love to you.
6 ୬ ତମେ ଚଲାଚଲ୍ତିତେଇ ଆମର୍ ପାରା ଆରି ମାପ୍ରୁର୍ ପାରା ରଇଲାସ୍ । ତମ୍କେ ଦୁକ୍କସ୍ଟ ଅଦିକ୍ ରଇଲେ ମିସା ସୁକଲ୍ ଆତ୍ମାର୍ ଟାନେଅନି ମିଲାଇରଇବା ସାର୍ଦା ସଙ୍ଗ୍ ସୁବ୍ କବର୍ ମାନ୍ଲାସ୍ ।
And you took us and the Lord as your example, after the word had come to you in much trouble, with joy in the Holy Spirit;
7 ୭ ତେବେ ତମେ ମାକିଦନିଆ ଆରି ଆକାୟାତେଇ ରଇବା ସବୁ ବିସ୍ବାସିମନ୍କେ ଗଟେକ୍ ବାଟ୍ଦେକାଉ ପାରା ରଇଲାସ୍ ।
So that you became an example to all those who have faith in Christ in Macedonia and Achaia.
8 ୮ ତମର୍ଲଗେଅନି ମାସିଦନିଆ ଆରି ଆକାୟାର୍ ଜାଗାମନ୍କେ ଅବ୍କା ମାପ୍ରୁର୍ ସୁବ୍କବର୍ସେ ବିଚି ନ ଅଇରଇଲା । ମାତର୍ ତମେ ମାପ୍ରୁକେ ବିସ୍ବାସ୍ କରିରଇବା କାତା ସବୁ ବାଟେ ଜାନାପଡ୍ଲା ଆଚେ । ଏ ବିସଇ ଆରି ଆମେ ଅଦିକ୍ କଇବା ଦର୍କାର୍ ନାଇ ।
For not only was the word of the Lord sounding out from you in Macedonia and Achaia, but in every place your faith in God is made clear; so that we have no need to say anything.
9 ୯ ଆମେ ତମର୍ଲଗେ ଆଇଲାବେଲେ ତମେ ଜେନ୍ତି ଆଲାଦର୍ସଙ୍ଗ୍ ଡାକିରଇଲାସ୍ ଆରି ଚୁଚା ପାକ୍ନାମନ୍ ପୁଜା କର୍ବାଟା ଚାଡିକରି ଜିବନ୍ ରଇବା ପର୍ମେସର୍କେ ଉପାସନା କର୍ବାକେ ଆଗ୍ତୁ ଆସିରଇଲାସ୍ । ଏ ସବୁ ବିସଇ ତେଇର୍ ଲକ୍ମନ୍ କାତା ଅଇଲାଇନି ।
For they themselves give the news of how we came among you; and how you were turned from images to God, to the worship of a true and living God,
10 ୧୦ ଆରି ପର୍ମେସର୍ ତାର୍ ନିଜର୍ ଜନ୍ ପଅକେ, ମଲା ଲକ୍ମନର୍ ବିତ୍ରେ ଅନି ଉଟାଇଲା । ଆରି ଜେ କି ଆଇତେରଇବା ପର୍ମେସରର୍ ବଡ୍ ଡଣ୍ଡ୍ତେଇଅନି ଆମ୍କେ ରକିଆ କର୍ସି । ତାର୍ପିଲା ଜିସୁ ସର୍ଗେଅନି ଆରିତରେକ୍ ଆଇବାଟାକେ ଆମେ ଜାଗିକରି ରଉଁ । ଏ ସବୁ ବିସଇ ମିସା ତେଇର୍ ଲକ୍ମନ୍ କାତାବାର୍ତା ଅଇଲାଇନି ।
Waiting for his Son from heaven, who came back from the dead, even Jesus, our Saviour from the wrath to come.