< ୧ମ ତିମତି 3 >
1 ୧ ଏ କାତା ସତ୍ ଜେ, କେ ଜଦି ମଣ୍ଡଲିଟାନେ ମୁକିଅ ପଦ୍ ପାଇବାକେ ମନ୍ କଲାନି, ତେବେ ସେ ନିମାନ୍ କାମ୍ କର୍ବାକେ ମନ୍ କଲାନି ।
İşte güvenilir söz: Bir kimse gözetmen olmayı gönülden istiyorsa, iyi bir görev arzu etmiş olur.
2 ୨ ତେବର୍ପାଇ ଜେନ୍ତିକି ତାର୍ ଜିବନେ ବିନ୍ ଲକ୍ମନର୍ କାଇ ନିନ୍ଦା ନ ରଇବାର୍ । ସେ ଗଟେକ୍ ମାଇଜି ସଙ୍ଗଇରଇବାର୍ ଆଚେ । ନିଜେ ଜାଗ୍ରତ୍ ରଇକରି, ନିଜର୍ ଜିବନେ ସୁସ୍ତା ରଇକରି, ସବୁଲକର୍ ସନ୍ମାନ୍ ପାଇକରି, ଆଇଲା ଲକ୍ମନ୍କେ ଡାକିନେବା ପାରା ଲକ୍ ଅଇକରି, ଲକ୍ମନ୍କେ ବୁଦିର୍ କାତା ସିକାଇବା ଲକ୍ ଅଇ,
Ancak gözetmen ayıplanacak bir yanı olmayan, tek karılı, ölçülü, sağduyulu, saygın, konuksever, öğretmeye yetenekli biri olmalı.
3 ୩ ନ ମାତି କରି, କିରମାର୍ ନ ଅଇକରି ସାନ୍ତିସଙ୍ଗ୍ ରଇ, ଦଦାପେଲା ନ ଅଇକରି, ଦନ୍ ମିଲାଇବାକେ ଆସା ନ ଅଇକରି ରଇବାର୍ ଆଚେ ।
Şarap düşkünü, zorba olmamalı; uysal, kavgadan ve para sevgisinden uzak olmalı.
4 ୪ ନିଜର୍ କୁଟୁମ୍କେ ନିକକରି ଚାଲାଇତେରଇବାର୍ ଆଚେ । ଆରି ତାର୍ ପିଲାଟକିମନ୍କେ ସେ ତିଆର୍ଲାଟା ମାନ୍ବାକେ ବାଦିଅ କରାଇବା ସିକିଆ ଦେଇରଇବାର୍ ଆଚେ ।
Evini iyi yönetmeli, çocuklarına söz dinletmeli, her yönden saygılı olmalarını sağlamalı.
5 ୫ ଜଦି କେ ମିସା ନିଜର୍ କୁଟୁମ୍କେ ଚାଲାଇବାର୍ ନାଜାନେ, ସେ କେନ୍ତି ପର୍ମେସରର୍ ମଣ୍ଡଲିର୍ ଦାଇତ୍ ନେଇପାର୍ସି?
Kendi evini yönetmesini bilmeyen, Tanrı'nın topluluğunu nasıl kayırabilir?
6 ୬ ସେ ନୁଆ ନୁଆ ବିସ୍ବାସ୍ କର୍ବା ଲକ୍ ନ ରଇବାର୍ ଆଚେ । ନଇଲେ ସେ ବଡ୍ପନିଆ ଅଇକରି ସଇତାନ୍ ଜେନ୍ତାରି ଡଣ୍ଡ୍ ପାଇଲା, ସେ ମିସା ସେନ୍ତାର୍ ଡଣ୍ଡ୍ ପାଇସି ।
Gözetmen yeni iman etmiş biri olmamalı. Yoksa gurura kapılıp İblis'in uğradığı yargıya uğrayabilir.
7 ୭ ତାର୍ ଚଲାଚଲ୍ତି ଦେକି ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତାକେ ଗଟେକ୍ ସନ୍ମାନର୍ ଲକ୍ ପାରା ନାମ୍ବାର୍ ଆଚେ । ଜେନ୍ତିକି ଲକ୍ମନ୍ ତାକେ ନିନ୍ଦା ନ କରି ସଇତାନର୍ ପାନ୍ଦେ ନ ଲାଗେ ।
Topluluğun dışındakiler tarafından da iyi bir insan olarak tanınmalıdır. Öyle ki, ayıplanacak duruma ve İblis'in tuzağına düşmesin.
8 ୮ ସେନ୍ତାରିସେ ମଣ୍ଡଲିର୍ ସେବା କରୁମନ୍ ମୁକିଅର୍ ପାରା ସବୁ ଲକର୍ଟାନେଅନି ସନ୍ମାନ୍ ପାଇବା ଲକ୍ ରଇବାର୍ ଆଚେ । ସେମନ୍ ସତ୍ ବାବେ ଚଲାଚଲ୍ତି କର୍ବାର୍ ଆଚେ । ମଦୁଆ ଲକ୍ ଅଇ ରଇବାର୍ ନାଇ । ଡାବୁକାସୁର୍ ପାଇ ଆସା ନ ରଇବାର୍ ଆଚେ ।
Aynı şekilde kilise görevlileri, özü sözü ayrı, şarap tutkunu, haksız kazanç peşinde koşan kişiler değil, ağırbaşlı kişiler olmalı.
9 ୯ ପର୍ମେସର୍ ଜନ୍ ସତ୍ କବର୍ ସେମନ୍କେ ଜାନାଇଆଚେ, ସେଟା ସେମନ୍ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାର୍ ଆଚେ । ଆରି ସେମନ୍ ପାପେ ରଉନାଇ ବଲି ତାକର୍ ବିବେକ୍ ସାକିଦେବାର୍ ଆଚେ ।
Temiz vicdanla imanın sırrına sarılmalıdırlar.
10 ୧୦ ମଣ୍ଡଲିର୍ ସେବାକରୁ ଅଇବା ଆଗ୍ତୁ ବିନ୍ ଲକ୍ମନ୍ ସେମନ୍କେ ପରିକା କରି ଦେକତ୍ । କାଇ ଦସ୍ ନ ରଇଲେ ସେମନ୍ ସେବା କର୍ବାକେ ଦାଇତ୍ ନେଅତ୍ ।
Bunlar da önce denensin; eleştirilecek bir yönleri yoksa görev alsınlar.
11 ୧୧ ସେନ୍ତାରିସେ ତାକର୍ ମାଇଜିମନ୍ ମିସା ବିନ୍ଲକର୍ ସନ୍ମାନ୍ ପାଇଲା ପାରା ଚଲାଚଲ୍ତି କରତ୍ । ସେମନ୍ ତିପୁଲ୍ କାତା କଇବାର୍ ନାଇ । ତାର୍ ବାଦୁଲେ ନିଜେ ଜାଗ୍ରତ୍ ରଇବାର୍ ଆଚେ । ସେମନ୍ ସତ୍ ଲକ୍ ବଲି ବିନ୍ ଲକ୍ ଆସା କର୍ବାର୍ ଆଚେ ।
Aynı şekilde kadınlar ağırbaşlı olmalı; iftiracı değil, ama ölçülü ve her bakımdan güvenilir olmalı.
12 ୧୨ ସେବାକରୁ ଗଟେକ୍ ମାଇଜି ସଙ୍ଗଇ, ତାର୍ ପିଲାଟକିମନ୍କେ, ତାର୍ କୁଟୁମର୍ ବିନ୍ ଲକ୍ମନ୍କେ, ଆରି ଗତିଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଜତନ୍ କର୍ବାର୍ ଆଚେ ।
Görevliler tek karılı, çocuklarını ve evlerini iyi yöneten kişiler olsun.
13 ୧୩ ସେବାକାରିଆମନ୍ ଆବଡ୍ ଅଇ ନିକ କାମ୍ କଲେ, ଲକ୍ମନର୍ ଟାନେଅନି ଅଦିକ୍ ସନ୍ମାନ୍ ମିଲ୍ସି । ସେନ୍ତାରି ଲକ୍ କିରିସ୍ଟ ଜିସୁର୍ ବିସଇ ବିନ୍ ଲକ୍ମନ୍କେ ଡାଟ୍ ସଙ୍ଗ୍ କଇପାର୍ବାଇ ।
Görevlerini iyi yapanlar, kendileri için iyi bir yer edinir, Mesih İsa'ya imanda büyük cesaret kazanırlar.
14 ୧୪ ମୁଇ ଏପିସେ ଆସି ଦାପ୍ରେ ତମ୍କେ ଦେକ୍ବି ବଲି ମନ୍ କଲିନି । ଅଇଲେ ମିସା ଏ ଚିଟିଟାନେ ତମ୍କେ ମୁଇ ତିଆର୍ଲିନି ।
Yakında yanına gelmeyi umuyorum. Ama gecikirsem, gerçeğin direği ve dayanağı olan Tanrı'nın ev halkı arasında, yani yaşayan Tanrı'nın topluluğunda nasıl davranmak gerektiğini bilesin diye sana bunları yazıyorum.
15 ୧୫ କାଇକେବଇଲେ ଜଦି ମର୍ ଆଇବାଟା ଅଲ୍ସମ୍ ଅଇଲେ ମିସା, ପର୍ମେସରର୍ କୁଟୁମ୍ ଇସାବେ ମଣ୍ଡଲିଟାନେ ତମେ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ କେନ୍ତାରି ମିସିକରି ରଇବାର୍ଆଚେ, ସେ ବିସଇ ତମେ ଜାନ୍ସା । ଏ ମଣ୍ଡଲି ପର୍ମେସରର୍, ଜେକି ସତଇସେ ବଁଚିଆଚେ । ସେ କୁନାଦି ଆରି ମୁଲ୍ ଡେଲି ପାରା ଅଇ ସତ୍ ବିସଇକେ ଡାଟ୍ କରାଇଲାନି ।
16 ୧୬ ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
Kuşkusuz Tanrı yolunun sırrı büyüktür. O, bedende göründü, Ruh'ça doğrulandı, Meleklerce görüldü, Uluslara tanıtıldı, Dünyada O'na iman edildi, Yücelik içinde yukarı alındı.