< ୧ମ ତିମତି 6 >
1 ୧ ଜନ୍ ବିସ୍ବାସିମନ୍ ଗତିଦାଙ୍ଗ୍ଡା ଇସାବେ ଗଟେକ୍ ସାଉକାର୍ ତଲେ କାମ୍ କଲାଇନି, ସେମନ୍ ତାକର୍ ସାଉକାର୍ମନ୍କେ ଅଦିକ୍ ସନ୍ମାନ୍ ଦେବାର୍ ଆଚେ । ଜେନ୍ତାରି କି, ପର୍ମେସରର୍ ନାଉଁ ଆରି ଆମେ ସିକାଇବାଟା କେ ନିନ୍ଦା ନ କରତ୍ ।
Que tous ceux qui sont sous le joug de la servitude regardent leurs maîtres comme dignes de tout honneur, afin que le nom de Dieu et la doctrine ne soient pas blasphémés.
2 ୨ ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।
Et que ceux qui ont des fidèles pour maîtres ne les méprisent pas, sous prétexte qu’ils sont frères; mais qu’ils les servent d’autant mieux que ce sont des fidèles et des bien-aimés qui s’attachent à leur faire du bien. Enseigne ces choses et recommande-les.
3 ୩ ଜଦି କେ ବୁଲ୍ ବିସଇ ସିକାଇଲାଇନି, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ସତ୍ ସିକିଆଟାନେ ରାଜି ନ ଅଅତ୍,
Si quelqu’un enseigne de fausses doctrines, et ne s’attache pas aux saines paroles de notre Seigneur Jésus-Christ et à la doctrine qui est selon la piété,
4 ୪ ସେନ୍ତାରି ଲକ୍ ବେସି ବଡ୍ପନିଆ ଆରି ସେ କାଇଟା ନାଜାନେ । ସେ ସବୁବେଲେ ଦଦାପେଲା କରି କାଇ ମୁଲିଅ ନ ରଇବା ବିସଇନେଇ ଜଗ୍ଡାଜାଟି କର୍ତେରଇବାକେ ମନ୍ କର୍ସି । ଏନ୍ତାରି କରି କରି ଲକ୍କେ ଇଁସା କର୍ବାଟା, କିରଜାଟି କର୍ବାଟା, ନିନ୍ଦା କର୍ବାଟା ଆରି କାରାପ୍ ଚିନ୍ତା,
il est enflé d’orgueil, il ne sait rien, et il a la maladie des questions oiseuses et des disputes de mots, d’où naissent l’envie, les querelles, les calomnies, les mauvais soupçons,
5 ୫ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ କିରଜାଟି ଅଇ ଲାଗି ରଇସି । ସେନ୍ତାରି ଲକର୍ ମନ୍ କାରାପ୍ ଅଇଲା ଆଚେ ଆରି ସତ୍ ବିସଇ ତାକର୍ ମନ୍କେ ନ ଜାଏ । ସେମନ୍ ପର୍ମେସରର୍ ବିସଇ ସିକାଇତେରଇଲେ ଡାବୁ ମିଲ୍ତେରଇସି ବଲି ବାବ୍ଲାଇନି ।
les vaines discussions d’hommes corrompus d’entendement, privés de la vérité, et croyant que la piété est une source de gain.
6 ୬ ତାର୍ ବାଦୁଲେ ଆମେ ଜେଡେବେଲେ ପର୍ମେସର୍କେ ସାର୍ଦା କରାଉଁ, ଆରି ଆମ୍କେ ଜେତ୍କି ଆଚେ ସେତ୍କି ସଙ୍ଗ୍ ସୁସ୍ତା ସଙ୍ଗ୍ ରଉଁ, ତେବେ ଆମେ ଜବର୍ ଅଇତେ ମିଲାଇଆଚୁ ।
C’est, en effet, une grande source de gain que la piété avec le contentement;
7 ୭ କାଇକେବଇଲେ ଆମେ ଜନମ୍ ଅଇଲାବେଲେ ଚୁଚାଆତେ ଆଇଲୁ, ଆରି ଜେଡେବେଲେ ମର୍ବୁ, ଚୁଚା ଆତେସେ ଉଟିଜିବୁ ।
car nous n’avons rien apporté dans le monde, et il est évident que nous n’en pouvons rien emporter;
8 ୮ ତେବେ ଆମ୍କେ ଲଡାକେ ଆଇବା କାଦି ଆରି ପିନ୍ଦ୍ବାକେ ବସ୍ତର୍ ରଇଲେ ସେତ୍କିସଙ୍ଗ୍ ସୁସାରେ ରଇବାର୍ ଅଇସି ।
si donc nous avons la nourriture et le vêtement, cela nous suffira.
9 ୯ କେତେ କେତେ ଲକ୍ ସାଉକାର୍ ଅଇବାକେ ଏନ୍ତି ମନ୍ କର୍ବାଇଜେ, ସେମନର୍ ଜିବନେ କାଇ ପରିକା ଆଇଲେ ମିସା ତେଇ ଅଦର୍ବାଇ । ଗଟେକ୍ ପସୁ ପାରା ପାନ୍ଦେ ଲାଗ୍ବାଇ । ଜେତ୍କି ବିସଇ ତାକର୍ପାଇ ଆରି ବିନ୍ ଲକର୍ ପାଇ କାରାପ୍ ଆରି ବିପଦ୍ ଆନ୍ସି, ସେ ସବୁ ବିସଇ କର୍ବାକେ ମନ୍ କର୍ବାଇ । ଏନ୍ତାରି ମନ୍ କର୍ବାଟା ଅଦିକ୍ ଅଦିକ୍ ବାବି, ସେମନ୍ କୁରୁପ୍ନାସ୍ ଅଇଜିବାଇ ।
Mais ceux qui veulent s’enrichir tombent dans la tentation, dans le piège, et dans beaucoup de désirs insensés et pernicieux qui plongent les hommes dans la ruine et la perdition.
10 ୧୦ କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।
Car l’amour de l’argent est une racine de tous les maux; et quelques-uns, en étant possédés, se sont égarés loin de la foi, et se sont jetés eux-mêmes dans bien des tourments.
11 ୧୧ ମାତର୍ ଏ ତିମତି, ତୁଇ ଗଟେକ୍ ପର୍ମେସରର୍ ଲକ୍ । ତୁଇ ଏଟାମନ୍ ଚାଡିଦେସ୍ । ସତ୍ ବିସଇଆକା କର୍ବାକେ ବେସି ଆବଡ୍ ଅ । ପର୍ମେସର୍ ଜେନ୍ତି ମନ୍ କଲାନି, ସେନ୍ତାରି ଚଲାଚଲ୍ତି କର୍ । କିରିସ୍ଟକେ ବିସ୍ବାସ୍ କର୍ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ପର୍ମେସର୍ ତିଆର୍ଲାଟା ମାନ୍ବାକେ କେ ଚାଡ୍ନାଇ । ଲକ୍ମନର୍ ସଙ୍ଗ୍ ରିସା ଅ ନାଇ ।
Pour toi, homme de Dieu, fuis ces choses, et recherche la justice, la piété, la foi, la charité, la patience, la douceur.
12 ୧୨ ଗଟେକ୍ ନିକ ସଇନ ଜେନ୍ତାରି ଜୁଇଦେ ଜୁଜ୍ବାକେ କେବେ ନ ଚାଡେ, ସେନ୍ତାରିସେ ତୁଇ ମିସା ପର୍ମେସର୍କେ ବିସ୍ବାସ୍ କରି ତାର୍ ତିଆର୍ଲାଟା ମାନ୍ବାକେ ଚାଡ୍ନାଇ । ଜନ୍ ନ ସାର୍ବା ଜିବନ୍ ପର୍ମେସରର୍ଟାନେ ଆଚେ, ସେଟା ତୁଇ ନିଜର୍ପାଇ ଆନ୍ । ସେ ବିସଇ ମିଲାଇବାକେ ବେସି ଲକର୍ ମୁଆଟେ କାତା ଦେଇରଇଲୁସ୍ । (aiōnios )
Combats le bon combat de la foi, saisis la vie éternelle, à laquelle tu as été appelé, et pour laquelle tu as fait une belle confession en présence d’un grand nombre de témoins. (aiōnios )
13 ୧୩ ପର୍ମେସର୍ ମର୍ ସାକି, ଜେ କି ସବୁକେ ବଁଚ୍ବାକେ ଦେଇସି । ଆରି ଜିସୁକିରିସ୍ଟ ଜେ କି, ପନ୍ତିଅ ପିଲାତ୍ ପାଚାର୍ଲା ବେଲେ ସତ୍ କଇଲା, ଏ ଦୁଇ ଲକର୍ ସାକି ନେଇକରି ମୁଇ ତକେ ତିଆର୍ଲିନି,
Je te recommande, devant Dieu qui donne la vie à toutes choses, et devant Jésus-Christ, qui fit une belle confession devant Ponce Pilate, de garder le commandement,
14 ୧୪ ଆମର୍ ମାପ୍ରୁ ଜିସୁକିରିସ୍ଟ ବାଉଡି ଆଇବା ଜାକ ମୁଇ ତକେ ତିଆରିରଇବା ଜେତ୍କି ସବୁ ବିସଇ ମାନିକରି, କାଇ ନିନ୍ଦା ନ ଅଇତେ ର ।
et de vivre sans tache, sans reproche, jusqu’à l’apparition de notre Seigneur Jésus-Christ,
15 ୧୫ ସେ ବାଉଡି ଆଇବାଟା ପର୍ମେସର୍ ଟିକ୍ କଲା ବେଲାଇ ଗଟ୍ସି, ସେ ଗଟେକ୍ ଲକ୍ସେ ସାସନ୍କାରିଆ । ସେ ସେ ରାଜାମନର୍ ଉପ୍ରେ ରଇବା ରାଜା ଆରି ମାପ୍ରୁମନର୍ ଉପ୍ରେ ରଇବା ମାପ୍ରୁ ।
que manifestera en son temps le bienheureux et seul souverain, le roi des rois, et le Seigneur des seigneurs,
16 ୧୬ ସେ କାଲ୍ କାଲ୍ ଜୁଗ୍ ଜୁଗ୍ ବଁଚ୍ସି ଆରି ତାର୍ ଚାରିବେଟ୍ତି ରଇବା ଉଜ୍ଲେ କେ ଆସିନାପାରତ୍ । ବଁଚି ରଇବା କେ ମିସା ତାକେ ଦେକତ୍ ନାଇ ଆରି କେବେ ମିସା ଦେକିନାପାରତ୍ । ଲକ୍ମନ୍ ତାକେ ଡାକ୍ପୁଟା କର୍ବାଇ ଆରି ତାର୍ଟାନେ ସବୁବେଲେ ବେସି ବପୁ ରଇସି । ଆମେନ୍ । (aiōnios )
qui seul possède l’immortalité, qui habite une lumière inaccessible, que nul homme n’a vu ni ne peut voir, à qui appartiennent l’honneur et la puissance éternelle. Amen! (aiōnios )
17 ୧୭ ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି । (aiōn )
Recommande aux riches du présent siècle de ne pas être orgueilleux, et de ne pas mettre leur espérance dans des richesses incertaines, mais de la mettre en Dieu, qui nous donne avec abondance toutes choses pour que nous en jouissions. (aiōn )
18 ୧୮ ଦରମ୍ ମନେ ଲକ୍ମନ୍କେ ସାଇଜ କର୍ବାକେ ସେମନ୍କେ କଇଦେସ୍ । ଅର୍କିତ୍ ଲକ୍ମନ୍କେ କାଇଟା ନ ବାବି ଦେବାକେ, ତାକର୍ ଟାନେ ରଇଲାଟା ସାର୍ଦା ସଙ୍ଗ୍ ବାଟାକର୍ବାକେ କଇଦେସ୍ ।
Recommande-leur de faire du bien, d’être riches en bonnes œuvres, d’avoir de la libéralité, de la générosité,
19 ୧୯ ଏନ୍ତାରି ତାକର୍ ନିକ କାମ୍ସବୁ ଗଟେକ୍ ବଡ୍ ଦନ୍ ଇସାବେ ସେମନ୍ ସର୍ଗେ ସଙ୍ଗଇଆଚତ୍ । ସେନ୍ତାର୍ ଆଲେ ସେମନ୍ ତାକର୍ ନିଜର୍ପାଇ ଜିବନ୍ ମିଲାଇବାଇ ।
et de s’amasser ainsi pour l’avenir un trésor placé sur un fondement solide, afin de saisir la vie véritable.
20 ୨୦ ଏ ତିମତି, ପର୍ମେସର୍ ତକେ ଜନ୍ଟା କର୍ବାକେ ଦାଇତ୍ ଦେଲାଆଚେ, ସେ ଦାଇତ୍ ନିକ ସଙ୍ଗ୍ କର୍ । ଆସା ନ ରଇବା ଚୁଚା କାତା, କାଇ ଲଡାକେ ନ ଆଇବା କାତାବାର୍ତା ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ଜନ୍ ଲକ୍ ବିରଦ୍ କଲାଇନି, ସେମନର୍ ଟାନେଅନି ଦୁରିକେ ର । ସେଟା ସେମନ୍ ସିକ୍ବା ଗିଆନ୍ ବଲି ବୁଲ୍ ବୁଜ୍ଲାଇନି ।
O Timothée, garde le dépôt, en évitant les discours vains et profanes,
21 ୨୧ ଏ ବୁଲ୍ ସିକିଆ କେତେଲକ୍ ମାନିକରି କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଇଆଚତ୍ । ପର୍ମେସର୍ ଜିବନ୍ ଦୁକାଇ ଦୟା ଦେକାଇଲାଟା ତର୍ ସଙ୍ଗ୍ ସବୁବେଲେ ରଅ । ଆମେନ୍!
et les disputes de la fausse science dont font profession quelques-uns, qui se sont ainsi détournés de la foi. Que la grâce soit avec vous!