< ୨ୟ କରନ୍ତିୟ 1 >

1 ମୁଇ ପାଉଲ୍‌, ପର୍‌ମେସରର୍‌ ମନ୍‍ କଲା ଇସାବେ କିରିସ୍‌ଟ ଜିସୁର୍‌ ଗଟେକ୍‌ ପେରିତ୍‌ ସିସ୍‌ ବାଚାଇଅଇଲିଆଚି । ମୁଇ ଆରି ଆମର୍‌ ବାଇ ତିମତି ଆରି କରନ୍ତିୟଟାନେ ରଇବା ପର୍‌ମେସରର୍‌ ଗୁଲାଇ ମଣ୍ଡଲିମନ୍‌କେ ଆରି ଆକାଇଆଟାନେ ରଇବା ସବୁ ପର୍‌ମେସରର୍‌ ଲକ୍‌ମନ୍‌କେ, ଏ ଚିଟି ଲେକ୍‌ଲୁନି ।
Paulus, ved Guds vilje Kristi Jesu apostel, og broderen Timoteus - til den Guds menighet som er i Korint, tillikemed alle de hellige som er i hele Akaia:
2 ଆମର୍‌ ବାବା ପର୍‌ମେସର୍‌ ଆରି ମାପ୍‌ରୁ ଜିସୁର୍‌ ଟାନେଅନି ଜିବନ୍‌ ଦୁକାଇଲାଟା ଆରି ସାନ୍ତି ତମ୍‌କେ ଅ ।
Nåde være med eder og fred fra Gud vår Fader og den Herre Jesus Kristus!
3 ଆମର୍‌ ମାପ୍‌ରୁ ଜିସୁ କିରିସ୍‌ଟର୍‌ ବାବା ପର୍‌ମେସର୍‌କେ ଦନିଅବାଦ୍‌ ଦେଉଁ । ସେ ଆମର୍‌ ଦୟାକାରିଆ ବାବା ଆରି ଜାର୍‌ ଟାନେଅନି କି ଆମ୍‌କେ ସବୁ ବିସଇର୍‌ ସାଇଜ ଆଇସି ।
Lovet være Gud og vår Herre Jesu Kristi Fader, miskunns Fader og all trøsts Gud,
4 ସେ ଆମ୍‌କେ ସବୁ ଦୁକ୍‌ କସ୍‌ଟ ଆଇଲେ ସାଇଜ କର୍‌ସି । ସେନ୍ତାରିସେ ବିନ୍‌ ବିନ୍‌ ରକାମର୍‌ କସ୍‌ଟ ପାଇତେରଇବା ଲକ୍‌ମନ୍‌କେ ଆମେ ଜେନ୍ତି ଦୁକ୍‌ ସାରାଇବୁ । ପର୍‌ମେସର୍‌ ଟାନେଅନି ଜନ୍‌ ସାଇଜ ଆମେ ପାଇଲୁଆଚୁ, ସେ ସାଇଜର୍‌ ଲାଗି, ଆମେ ମିସା ବିନ୍‌ ଲକ୍‌କେ ସାଇଜ କର୍‌ବୁ ।
han som trøster oss i all vår trengsel, forat vi skal kunne trøste dem som er i all slags trengsel, med den trøst hvormed vi selv blir trøstet av Gud!
5 କାଇକେବଇଲେ ଜେନ୍ତିକି କିରିସ୍‌ଟର୍‌ତେଇ ମିସ୍‌ଲାର୍‌ପାଇ ଆମର୍‌ ଦୁକ୍‌, କସ୍‌ଟ ଅଦିକ୍‌ ଅଦିକ୍‌ ଅଇଆଚେ, ସେନ୍ତାରିସେ କିରିସ୍‌ଟର୍‌ ଲାଗି ଆମର୍‌ ଦୁକ୍‌ ସାରାଇବାଟା ମିସା ଅଦିକ୍‌ ଅଦିକ୍‌ ଅଇଲାନି ।
For likesom Kristi lidelser kommer rikelig over oss, så er og vår trøst rikelig ved Kristus.
6 ମାତର୍‌ ଆମ୍‌କେ ଦୁକ୍‌ କସ୍‌ଟ ଅଇଲେ, ସେଟା ତମର୍‌ ଦୁକ୍‌ ସାରାଇବାକେ ଆରି ନ ସାର୍‌ବା ଜିବନ୍‌ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍‌ମେସରର୍‌ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍‌ପାଇ ମିସା ସାଇଜ ମିଲ୍‌ଲା ପାରା । ଏନ୍ତାରି ସେ ତମର୍‌ ବିସ୍‌ବାସ୍‌ କର୍‌ବାଟା ଡାଟ୍‌ କରାଇସି, ଜେନ୍ତିକି ଆମେ ଦୁକ୍‌କସ୍‌ଟ ଆଇଲେ ମିସା ମୁର୍‌ଚି କରି ଆଚୁ, ସେନ୍ତାରି ଦୁକ୍‌ କସ୍‌ଟ ଆଇଲେ ତମେ ମିସା ମୁର୍‌ଚି କରି ରଇପାରାସ୍‌ ।
Men lider vi trengsel, da er det eder til trøst og frelse; trøstes vi, da er det eder til en trøst som viser sig kraftig i tålmod under de samme lidelser som vi lider;
7 ଏଟାର୍‌ଲାଗି ତମର୍‌ଟାନେ ଆସା କର୍‌ବାଟା ଡାଁଟ୍‌ ଅଇଲାଆଚେ । କାଇକେବଇଲେ, ଆମେ ଜାନିଆଚୁ, ଆମ୍‌କେ ଦୁକ୍‌ କସ୍‌ଟ ଆଇଲେ ମିସା ମୁର୍‌ଚିକରି ଆଚୁ, ତମେ ମିସା ସେନ୍ତାରି ମୁର୍‌ଚିକରି ଆଚାସ୍‌ । ଜେନ୍ତାରି କି ପର୍‌ମେସର୍‌ ଟାନେଅନି ଆମେ ସାଇଜ ମିଲାଇଆଚୁ । ସେନ୍ତାରିସେ ତମେ ମିସା ସାଇଜ ମିଲାଇଆଚାସ୍‌ ।
og vårt håp om eder er fast, da vi vet at likesom I har del i lidelsene, så skal I og ha del i trøsten.
8 କାଇକେ ବଇଲେ, ଏ ବାଇବଇନିମନ୍‌, ଆସିଆ ରାଇଜେ ଆମ୍‌କେ ଅଇରଇବା ବଡ୍‌ ଦୁକ୍‌ କସ୍‌ଟ ବିସଇ ତମେ ଜାନିରୁଆ ବଲି ଆମେ ମନ୍‍ କଲୁନି । ମୁର୍‌ଚି ନାପାର୍‌ଲା ବଡ୍‌ ପରିକା ଆଇଲା । ଏନ୍ତାରି କି ଆମେ ଆରି ନ ରଇକରି ମରିଜିବାର୍‌ ଅଇସିବେ ବଲି ବାବ୍‌ତେରଇଲୁ ।
For vi vil ikke, brødre, at I skal være uvitende om at den trengsel som kom over oss i Asia, var overmåte tung, mere enn vi kunde bære, så vi endog mistvilte om livet;
9 ଉଁ, ଆମ୍‍କେ ମରନ୍‌ ଆସି ଡାବିଅଇରଇଲା । ମାତର୍‌ ନିଜର୍‌ ନିଜର୍‌ ଉପ୍‌ରେ ଆସା ନ କରି, ଜନ୍‌ ପର୍‌ମେସର୍‌ ମଲା ଲକ୍‌ମନ୍‌କେ ଉଟାଇସି, ତାର୍‌ ଉପ୍‌ରେ ଆସା କର୍‌ବାକେ ଏ ସବୁ ଅଇଲା ।
ja, vi hadde opgjort med oss selv at vi måtte dø, forat vi ikke skulde sette vår lit til oss selv, men til Gud, som opvekker de døde,
10 ୧୦ ସେ ଆମ୍‌କେ ମରନ୍‌ଟାନେ ଅନି ବଁଚାଇଲା । ସେଟାର୍‌ପାଇ ଆମେ ରକିଆ ପାଇଲୁ । ମରନ୍‌ ରଇଲା ଆକା, ମାତର୍‌ ମରୁନାଇ । ଆରି ସେ ଆମ୍‌କେ ସାଇଜ କର୍‌ତେରଇସି ଆକା ବଲି ଜାନିଆଚୁ । ଆମ୍‌କେ ବଡ୍‌ ଆସା ଆଚେ ଜେ, ସେ ଆମ୍‌କେ ସାଇଜ କର୍‌ବାଟା କେବେ ନ ତେବାଏ ।
han som fridde oss og frir oss fra slik en død, han som vi har det håp til at han og herefter vil fri oss derfra,
11 ୧୧ ତମେ ଆମର୍‌ ପାଇ ପାର୍‌ତନା କରି ଆମ୍‌କେ ସାଇଜ କର୍‌ବାର୍‌ ଆଚେ । ସେନ୍ତାର୍‌ କଲେ ପର୍‌ମେସର୍‌ ସବୁ ପାର୍‌ତନାଇ ମାଙ୍ଗ୍‌ଲାଟା ପାଟାଇସି । ଆରି ବେସି ଲକ୍‌ ପର୍‌ମେସର୍‌କେ ଦନିଅବାଦ୍‌ ଦେବାଇ । କାଇକେବଇଲେ ସେ ଆମ୍‌କେ ଆସିର୍‌ବାଦ୍‌ କଲାଆଚେ ।
idet også I kommer oss til hjelp med bønn, forat det fra manges munn må lyde rikelig takksigelse for oss, for den nåde som er oss gitt.
12 ୧୨ ବାଇମନ୍‌ ଆମେ ବଡ୍‌ପନ୍‌ ଅଇକରି କଇବା ଗଟେକ୍‌ କାତା ଆଚେ । ସେଟା ଆମେ ସତ୍‌ ବଲି ଜାନ୍‌ଲୁନି ଆରି ସେଟା ଅଇଲାନି, । ସବୁଲକର୍‍ଟାନେ ଆରି, ତମର୍‌ଟାନେ ମିସା ଆମର୍‌ ଚଲାଚଲ୍‌ତି ସୁକଲ୍‌ ଆରି ଦରମ୍‌ ଆଚେ । ଏଟା ଆମର୍‌ ବିବେକ୍‌ ସାକି ଦେଲାନି । ଲକ୍‌ମନର୍‌ ଗିଆନ୍‌ ଇସାବେ ଆମେ କରୁନାଇ, ମାତର୍‌ ପର୍‌ମେସରର୍‌ ଜିବନ୍‌ ଦୁକାଇଲା ବପୁର୍‌ ସଙ୍ଗ୍‌ ଏ ସବୁଜାକ କଲୁନି ।
For dette er vår ros: vår samvittighets vidnesbyrd om at vi har vandret i verden, og særlig hos eder, i Guds hellighet og renhet, ikke i kjødelig visdom, men i Guds nåde.
13 ୧୩ କାଇକେ ବଇଲେ, ଆମେ ଚିଟି ପାଟାଇଲା ବେଲେ ତମେ ଜାଇଜାଇଟା ପଡିକରି ବୁଜିପାରାସ୍‌, ସେଟାସେ ଲେକି ପାଟାଇଲୁନି ।
For vi skriver ikke annet til eder enn det I leser eller skjønner, og jeg håper at I og skal skjønne det inntil enden
14 ୧୪ ଏବେ ଆମେ ଜାଇଟା କଲୁନି, ସେ ବିସଇ ତମେ ଅଲପ୍‌ ଅଲପ୍‌ ବୁଜ୍‌ଲାସ୍‌ନି । ମାତର୍‌ ମୁଇ ଆସା କଲିନି, ସେଟା ତମେ ପୁରାପୁରୁନ୍‌ ବୁଜି ପାର୍‌ସା । ଜେନ୍ତାରି କି, ଆମର୍‌ ମାପ୍‌ରୁ ଜିସୁ ବାଉଡ୍‌ଲା ଦିନେ, ତମେ ଆମର୍‌ ଲାଗି ସାର୍‌ଦା କର୍‌ସା, ସେନ୍ତାରିସେ ଆମେ ମିସା ତମର୍‌ଲାଗି ସାର୍‌ଦା କର୍‌ବୁ ।
- likesom I jo for en del har skjønt oss - at vi er eders ros, likesom og I er vår på den Herre Jesu dag.
15 ୧୫ ଏଟା ସବୁ ତମେ ବୁଜି ପାର୍‌ସା, ସେଟା ଜାନିକରି ମୁଇ ତମର୍‌ଟାନେ ବୁଲିଆଇବି ବଲି ମନ୍‌କଲି । ଜେନ୍ତାରି କି ମୁଇ ତମ୍‌କେ ଦୁଇତର୍‌ ସାଇଜ କରିପାର୍‌ବି ।
Og i tillit til dette vilde jeg komme til eder først, forat I skulde få ennu en nåde,
16 ୧୬ କାଇକେବଇଲେ ମୁଇ ମାକିଦନିଆଇ ଜିବାବାଟେ ତମର୍‌ଟାନେ ଆସି ରଇବି ବଲି ମନ୍‌କଲି । ଆରି ମୁଇ ଗରେ ବାଅଡ୍‌ବାବେଲେ ଆରିତରେକ୍‌ ତମର୍‌ଟାନେ ତେବ୍‌ବି ବଲି ମନ୍‌ କଲି । କାଇକେବଇଲେ ମୁଇ ଜେବେ ଜିଉଦା ଦେସେ ଜିବାକେ ବାରଇବି, ସେ ବେଲେ ତମେ ମକେ ସାଇଜ କରି ପାରାସ୍‌ ।
og fra eder dra til Makedonia, og så fra Makedonia igjen komme til eder og få følge av eder til Judea.
17 ୧୭ ତେବେ ମୁଇ ଏନ୍ତାରି ମନ୍‍ କଲାକେ ମକେ ତମେ ଦୁଇ ମନିଆ ଲକ୍‌ ବଲି ବାବ୍‌ଲାସ୍‌ନି କାଇକି । ନିଜର୍‌ ମନ୍‍ କଲା ଇସାବେ ଚିନ୍ତା କର୍‌ବା ଗଟେକ୍‌ ଲକର୍‌ପାରା ତମେ ମକେ ବାବ୍‌ଲାସ୍‌ କାଇକି । ମୁଇ ଆଇବି ବଲି କଇଲେ ମିସା ତମର୍‌ ମନେ ସେ ନ ଆସେ, ବଲି ବାବ୍‌ଲାସ୍‌ କାଇକି ।
Da jeg nu altså vilde dette, gikk jeg da kan hende lettsindig frem? eller hvad jeg foresetter mig, foresetter jeg mig det på kjødelig vis, så at der hos mig skulde være både ja, ja og nei, nei?
18 ୧୮ ଜଦି ପର୍‌ମେସର୍‌ କଇବାଟା ସତ୍‌, ସେନ୍ତାର୍‌ ଆଲେ ମୁଇ କଇବାଟା ମିସା ସତ୍‌ ସେ । ଏକାବେଲେ ଉଁ ଆରି ନାଇ ବଲି, ନ କଇ ।
Så sant Gud er trofast: mitt ord til eder er ikke ja og nei!
19 ୧୯ ମୁଇ, ସିଲାନ୍‌ ଆରି ତିମତି, ପର୍‌ମେସରର୍‌ ପଅ ଜେ କି କିରିସ୍‌ଟ ଜିସୁ, ତାର୍‌ ବିସଇନେଇ ତମ୍‌କେ ଜାନାଇରଇଲୁ । ସେ ଉଁ ଆରି ନାଇ, ବଲି କଇବା ଦୁଇ ମନିଆ ଲକ୍‌ ନଏଁ ।
For Guds Sønn, Kristus Jesus, han som blev forkynt iblandt eder ved oss, ved mig og Silvanus og Timoteus, han var ikke ja og nei, men ja er der blitt i ham;
20 ୨୦ ତାର୍‌ଲାଗି ପର୍‌ମେସର୍‌ ଉଁ ବଲି, କଇରଇବାଟା, ସବୁଜାକ ପୁରାପୁରୁନ୍‌ କର୍‌ସି । ସେଟାର୍‌ପାଇ ଜିସୁକିରିସ୍‌ଟକେ ଆମେ ଆମେନ୍‍ ବଲି, କଇବାଟା ପର୍‌ମେସରର୍‌ ମଇମା ପାଇ ଅଇସି ।
for så mange som Guds løfter er, i ham har de sitt ja, derfor får de og ved ham sitt amen, Gud til ære ved oss.
21 ୨୧ ତମ୍‌କେ ଆରି ଆମ୍‌କେ ଜିସୁକିରିସ୍‌ଟତେଇ ମିସିରଇବାକେ ଆଇବା ଡାଟ୍‌ ବିସ୍‌ବାସ୍‌ ଆନ୍‌ବାଟା, ପର୍‌ମେସର୍‌ ସେ । ଆରି ସେ ଆମ୍‌କେ ବାଚ୍‌ଲା ଆଚେ ।
Men den som binder oss tillikemed eder fast til Kristus, og som salvet oss, det er Gud,
22 ୨୨ ଆମେ ତାର୍‌ଟା ବଲି ଜାନ୍‌ବାକେ ସେ ଆମ୍‌କେ ତାର୍‌ ଚିନ୍‌ ମାର୍‌ଲା ଆଚେ ଆରି ସୁକଲ୍‌ଆତ୍‌ମା ଆମର୍‌ ବିତ୍‌ରେ ଦାନ୍‌ କଲା ଆଚେ । ପର୍‌ମେସର୍‌ ଆମର୍‌ପାଇ ଜେତ୍‌କି ବିସଇ ସଙ୍ଗଇଆଚେ, ସେ ଆତ୍‌ମାର୍‌ ଲାଗି ଆମେ ସେଟା ସବୁ ପାଇବୁ ବଲି ଜାନ୍‌ଲୁନି ।
han som og satte sitt innsegl på oss og gav Ånden til pant i våre hjerter.
23 ୨୩ ଜଦି ମୁଇ କଇବାଟା ସତ୍‌ ନାଇ, ସେନ୍ତାର୍‌ଆଲେ ପର୍‌ମେସର୍‌ ମକେ ଡଣ୍ଡ୍‌ ଦେଅ । ମୁଇ କରନ୍ତିଅତେଇ ବୁଲି ଆଇବାକେ କାଇକେ ଅଏ ନାଇ ବଲି ସେ ଜାନେ । ମୁଇ ତେଇ ଆଇଲେ, ତମର୍‌ ଚଲାଚଲ୍‌ତିର୍‌ ବୁଲ୍‌ଟିକ୍‌ ଦେକ୍‌ଲେ, ତମେ ଦୁକ୍‌ କର୍‌ତାସ୍‌ ।
Men jeg kaller Gud til vidne for min sjel at det var for å skåne eder jeg ennu ikke er kommet til Korint;
24 ୨୪ ତମେ କନ୍‌ଟା ମାନ୍‌ବାର୍‌ ଆଚେ, କନ୍‌ଟା ନାଇ, ସେଟା ଆଦେସ୍‌ ଦେବାକେ ଆମେ ମନ୍‍ କରୁନାଇ । କାଇକେବଇଲେ, ତମର୍‌ ବିସ୍‌ବାସ୍‌ ଡାଟ୍‌ ଅଇଗାଲା ଆଚେ । ତମର୍‌ ସଙ୍ଗ୍‌ ମିସିକରି କାମ୍‌ କର୍‌ବାକେ ଆମେ ମନ୍‍ କଲୁନି । ଜେନ୍ତାରିକି ତମେ ସାର୍‌ଦା ଅଇସା ।
ikke at vi er herrer over eders tro, men vi arbeider med på eders glede; for I står i troen.

< ୨ୟ କରନ୍ତିୟ 1 >