< ୨ୟ କରନ୍ତିୟ 11 >
1 ୧ ଜଦି ମୁଇ ବକୁଆ ଲକର୍ପାରା କାତା କଇଲେ ମିସା ତମେ ସେଟା ସୁନି ଚିମ୍ରା ଅଇରୁଆ ।
If only you would bear with me for a bit in my foolishness! Yes, do bear with me!
2 ୨ ମାପ୍ରୁ ତମର୍ ବିସଇନେଇ ମର୍ ଲକ୍ମନ୍ ମକେସେ ନାମିକରି ରଅତ୍ ବଲି ଦାରିଆଚେ । ସେନ୍ତିସେ ମୁଇ ମିସା ତମ୍କେ ପର୍ମେସର୍କେସେ ମନ୍ କରା ବଲି ଆସା କଲିନି । ସୁକଲ୍ ଅଇରଇବା ଗଟେକ୍ ଦାଙ୍ଗ୍ଡିପାରା ମୁଇ ତମ୍କେ ଗଟେକ୍ ଦାଙ୍ଗ୍ଡାର୍ ପାଇ ମାଙ୍ଗ୍ନି କଲିଆଚି । ସେ ଅଇଲାନି ନିଜେ କିରିସ୍ଟ ।
I am jealous for you with a godly jealousy, because I promised you in marriage to one husband, to present you as a pure virgin to Christ.
3 ୩ ମୁଇ ତମର୍ ବିସଇନେଇ ବାବି ବାବି ଆଚି । କେଡେବେଲେ ତମର୍ ମନର୍ ଚିନ୍ତା କିରିସ୍ଟତେଇ ଅନି ବିନ୍ ବାଟେ ଜାଇସି ଆରି ତାର୍ପାଇ ରଇବା ତମର୍ ଆଲାଦ୍ ପୁରାପୁରୁନ୍ ମନ୍ ସଙ୍ଗ୍ ନ ରଏ । ଅବା ପାରା ତମେ ନାଡାଇଅଇସା ମିସା । ଜେନ୍ତିକି ସେ ଗଟେକ୍ ଚତୁର୍ ସାଁପର୍ କାତା ଦାରି ନାଡାଇଅଇଲା ।
But I am afraid that just as the serpent deceived Eve by his craftiness, so your minds will be led astray from simple devotion to Christ.
4 ୪ କାଇକେବଇଲେ, ଜଦି କେ ମିସା ତମର୍ ଲଗେ ଆସି କରି ଆମେ ତମ୍କେ ଜାନାଇରଇବା ଜିସୁର୍ ବିସଇକେ ଚାଡି, ବିନ୍ ସିକିଆ ଦେଲେ ତମେ ସାର୍ଦା ଅଇସା । ସୁକଲ୍ ଆତ୍ମାକେ ନ ପାଇକରି ବିନ୍ ଆତ୍ମାକେ ପାଇଲାସ୍ନି । ଆରି ସେମନ୍ ଜନ୍ ସୁବ୍କବର୍ ଜାନାଇଲାଇନି, ସେଟା ଆମେ ଜାନାଇବା ସୁବ୍କବର୍ ନଏଁ ।
For if someone comes to you and preaches a different message about Jesus than the one we preached, or if you receive a different spirit than the one you received, or a different gospel than the one you accepted, you bear with it well enough.
5 ୫ ତମର୍ ଟାନେ ଜେତ୍କି ସିକାଉମନ୍ ଆଚତ୍ । ଜଦି ସେମନ୍ ଆମେ ସବୁର୍ଟାନେଅନି ମୁକିଅ ପେରିତ୍ମନ୍ ବଲି ନିଜେ କଇଅଇଲେ ମିସା, ସେମନ୍ ମର୍ଟାନେଅନି ବଡ୍ ବଲି ମୁଇ ବାବି ନାଇ ।
For I consider myself to be in no way inferior to these “super-apostles.”
6 ୬ ମୁଇ ଅଦିକ୍ କାତା କଇ ନାପାର୍ଲେ ମିସା, ସତ୍ ସିକିଆ ଜାନିଆଚି । ଆରି ମୁଇ ତମ୍କେ ଜେଡେବେଲେ ଜାକ ଏ ସିକିଆ ଦେଇତେରଇଲି, ଏଟା ତମ୍କେ ଜାନାଇଆଚି ।
I may be untrained in speech, but I do not lack knowledge; indeed, in every way we have been made known to you in everything.
7 ୭ ତମ୍କେ ମୁଇ ଜେଡେବେଲେ ସୁବ୍କବର୍ ଜାନାଇରଇଲି, କେବେ ମିସା ମର୍ ବୁତି ମାଙ୍ଗି ନାଇ । ତମ୍କେ ମୁକିଅ ଲକ୍ କରାଇବାକେ ମୁଇ ନିଜେ ତଲ୍କେ ଅଇଲି । ମୁଇ କରିରଇଲାଟା ବୁଲ୍ ରଇଲା କି?
Did I commit a sin by humbling myself so that you might be exalted, because I preached the gospel of God to you free of charge?
8 ୮ ମୁଇ ତମର୍ ବିତ୍ରେ ସେବା କାମ୍ କଲାବେଲେ, ବିନ୍ ମଣ୍ଡଲିର୍ ଲକ୍ମନ୍ ମର୍ପାଇ କର୍ଚ ଅଇଲାଟା ଦେଲାଇ । ତମ୍କେ ସାଇଜ କର୍ବାକେ ତାର୍ଟାନେଅନି ମୁଇ ଚରାଇକରି କଲାପାରା ଅଇଲା ।
I “robbed” other churches by receiving support from them in order to serve you!
9 ୯ ମୁଇ ତମର୍ଟାନେ ରଇଲାବେଲେ ମକେ ଲଡା ରଇଲାବେଲେ, ତମର୍ଟାନେଅନି ମାଙ୍ଗିନାଇ । କାଇକେବଇଲେ ମାକିଦନିଆର୍ ବାଇବଇନିମନ୍ ମକେ ଜାଇଟା ଲଡା ରଇଲା, ସେଟା ସବୁ ଆନିଦେଲାଇ । ପୁର୍ବେ ଜେନ୍ତି ରଇଲା, ପଚ୍କେ ମିସା ମୁଇ ତମର୍ଟାନେଅନି କାଇଟା ନ ମାଙ୍ଗି ।
When I was with you and in need, I did not burden anyone, for the brothers who came from Macedonia supplied what I needed. I kept myself from being a burden to you in any way, and I will continue to do so.
10 ୧୦ ମୁଇ ବଡ୍ପନ୍ ଅଇକରି ଏନ୍ତାରି କଇବାଟା ଆକାୟାର୍ କେ ମିସା ମର୍ ବିରୁଦେ କଇନାପାରତ୍ । ମୁଇ କଇବାଟା ସତ୍ । କାଇକେବଇଲେ କିରିସ୍ଟ ମର୍ସଙ୍ଗ୍ ଆଚେ ।
As surely as the truth of Christ is in me, this boasting of mine will not be silenced in the regions of Achaia.
11 ୧୧ ମକେ ଆଲାଦ୍ ନାଇକେ ମାଙ୍ଗେ ନାଇ ବଲି ବାବ୍ଲାସ୍ନି କି? ମାତର୍ ମୁଇ ତମ୍କେ ସତଇସେ ଆଲାଦ୍ କର୍ବାଟା ପର୍ମେସର୍ ଜାନେ ।
Why? Because I do not love you? God knows I do!
12 ୧୨ ମୁଇ ତମର୍ଟାନେ ଅନି କାଇକେ ବୁତି ନେଇନାଇ ବଇଲେ, ଜେନ୍ତାରିକି ତମର୍ ଟାନେ ରଇବା ବିନ୍ ପେରିତ୍ମନ୍ ବଡ୍ପନ୍ ଅଇକରି, ଆମେ ପର୍ମେସର୍ ପାଇ କର୍ବା କାମ୍ ସମାନ୍ ଆଚେ ବଲି କଇନାପାରତ୍ ।
But what I am doing I will continue to do, so that I may deny any opportunity to those who want to be regarded as our equals in what they boast about.
13 ୧୩ ସେମନ୍ ସତ୍ ପେରିତ୍ମନ୍ ନଅତ୍ । ସେମନ୍ ମିଚୁଆଟାମନ୍ । ଜେ କି ନିଜର୍ ନିଜର୍ କାମ୍ ବିସଇନେଇ ମିଚ୍ କଇବାଇ । ଆରି ସେମନ୍ ମିଚ୍ ବେସ୍ ଦାରିକରି ଆମେ ସତ୍ ପେରିତ୍ ବଲି ଦେକାଇଅଇବାଇ ।
For such men are false apostles and deceitful workers, disguising themselves as apostles of Christ.
14 ୧୪ ଏଟା ଦେକି କାବାଅଇ ଜାଆ ନାଇ । କାଇକେବଇଲେ, ସଇତାନ୍ ମିସା ନିଜେ ବାଦ୍ଲାଇଅଇ ଉଜଲର୍ ଦୁତ୍ ପାରା ଦେକାଇ ଅଇସି ।
And no wonder, for even Satan disguises himself as an angel of light.
15 ୧୫ ସେନ୍ତାର୍ ଆଲେ ତାର୍ ସେବାକାମ୍ କରୁମନ୍ ମିସା ବାଦ୍ଲାଇଅଇ ଦରମ୍ କାମ୍କରୁମନର୍ ପାରା ଦେକାଇଅଇଲେ, ସେଟା କାବା ଅଇଜିବା ବିସଇ ନଏଁ । ସାରାସାରି ସେମନ୍କେ ତାକର୍ କରିରଇବା କାରାପ୍ କାମ୍ ଇସାବେ ଡଣ୍ଡ୍ ମିଲ୍ସି ।
Therefore it is no great surprise if his servants also disguise themselves as servants of righteousness. Their end will be according to their works.
16 ୧୬ ମୁଇ ଏ କାତା ଆରିତରେକ୍ କଇଲିନି ଜେ, ଏଟା ଗଟେକ୍ ବକୁଆଟା, ବଲି ବାବାନାଇ । ଜଦି ତମେ ମକେ ବକୁଆ ବଲି ମାନ୍ଲାସ୍ନି, ମୁଇ କଇବା ଏ ବଡ୍ପନର୍ କାତା ଆରି ଅଲପ୍ ସୁନାତା । ସେନ୍ତାର୍ କଲେ ମୁଇ ବଡ୍ପନ୍ ଅଇ କାତା ଅଇବି ।
I repeat: Let no one consider me to be a fool. But if you do, receive me just as you would a fool, so that I too may boast a little.
17 ୧୭ ମୁଇ ଏ କଇବା କାତାମନ୍ ମାପ୍ରୁ ମକେ କଅ ବଲି ମନ୍ କରେନାଇ । ମାତର୍ ଏ କାତା ଗଟେକ୍ ବକୁଆ ଲକର୍ପାରା ବଡ୍ପନ୍ ଅଇକରି କଇଲିନି ।
What I say in this confidence of boasting, I am not saying in accordance with the Lord, but as a fool.
18 ୧୮ କାଇକେବଇଲେ, ଏ ଜଗତେ ତାକର୍ ନିଜର୍ କାମ୍ ବିସଇନେଇ ବଡ୍ପନ୍ ଅଇ କଇବାଲକ୍ ବେସି ଆଚତ୍ । ମୁଇ ମିସା ମର୍ ବିସଇନେଇ ବଡ୍ପନ୍ ଅଇକରି କଇବି ।
Since many boast according to the flesh, I too will boast.
19 ୧୯ ତମେ ସବୁ ବୁଦି ରଇବା ଲକ୍ ବଲି ବଲାଇ ଅଇଲାସ୍ନି । ମାତର୍ ବକୁଆ ମନର୍ କାମ୍ ଦେକ୍ଲେ ଚୁପ୍ ଅଇଆଚାସ୍ ।
For you gladly bear with fools since you are so wise!
20 ୨୦ ତେବର୍ପାଇ ସେମନ୍ ଜଦି ତମ୍କେ ଗତିଦାଙ୍ଗ୍ଡା କରି ସଙ୍ଗଇଲେ, କି ତମର୍ ଦନ୍ ସଁପତି ନେଲେ, କି ତମ୍କେ କାଇଆଲେ ପାନ୍ଦେ ପାକାଇଲେ, କି ଆମର୍ ତଲେ ରୁଆ ବଲି କରି କଇଲେ କି ଏନ୍ତାରି କି କେ ତମର୍ ଗାଲେ ଚାପଡ୍ ମାର୍ଲେ ମିସା ତମେ ମୁର୍ଚି କରି ରଇସା ।
You bear with it if anyone enslaves you, devours you, takes advantage of you, exalts himself, or hits you in the face.
21 ୨୧ ସେ ସବୁ କାରାପ୍ ବିସଇ କର୍ବାକେ ଆମ୍କେ ସାଆସ୍ ନ ରଇଲା । ଏଟା ସତ୍ ବଲି କଇବାକେ ମୁଇ ଲାଜ୍ ଅଇନାଇ । ମାତର୍ ସେମନ୍ କାଇ ବିସଇନେଇ ବଡ୍ପନ୍ ଅଇ କାତା ଅଇବାକେ ସାଆସ୍ କର୍ବାଇ, ସେନ୍ତି ମୁଇ ମିସା ସାଆସ୍ କର୍ବି । ଦେକା! ମୁଇ ଏଟା ଗଟେକ୍ ବକୁଆ ଲକର୍ପାରା କାତା ଅଇଲିନି ।
To my shame I admit that we were too weak for that! But whatever anyone else dares to boast about—I am speaking like a fool—I also dare to boast about.
22 ୨୨ ସେମନ୍ ଜଦି ଆମେ ଏବ୍ରି ବଁସର୍ ଲକ୍ ବଇଲେ, ମୁଇ ମିସା ତେଇର୍ଟାସେ, ଜଦି ଆମେ ଇସ୍ରାଏଲର୍ ନାତିତିତି ବଇଲେ, ମୁଇ ମିସା ତେଇର୍ ଗଟେକ୍ । ଅବ୍ରାଆମ୍ ଆମର୍ ଆନିଦାଦି ବଇଲେ, ସେ ମର୍ ମିସା ଆନିଦାଦି ।
Are they Hebrews? So am I. Are they Israelites? So am I. Are they the offspring of Abraham? So am I.
23 ୨୩ ସେମନ୍ ଜଦି ଆମେ କିରିସ୍ଟର୍ ଦାଙ୍ଗ୍ଡା ବଇଲେ, ମୁଇ ମିସା ଗଟେକ୍ ଦାଙ୍ଗ୍ଡା । ମାତର୍ ସେମନର୍ ଟାନେ ଅନି ମୁଇ ଅଦିକ୍ ନିକ ଦାଙ୍ଗ୍ଡା । ନିଜ୍କେ ବଡ୍ କରାଇ ମୁଇ ଗଟେକ୍ ବାୟାଲକର୍ ପାରା କାତା ଅଇଲିନି ବଲି ଜାନିଆଚି । ମୁଇ ତାକର୍ଟାନେ ଅନି ଅଦିକ୍ ଆବଡ୍ କାମ୍ କରିଆଚି, ଅଦିକ୍ ତର୍ ବନ୍ଦିଗରେ ରଇଆଚି, ଅଦିକ୍ ତର୍ ମାଡ୍ କାଇଆଚି, ଅଦିକ୍ ତର୍ ମଲାସମାନ୍ ଅଇଜାଇରଇଲି ।
Are they servants of Christ? (I am speaking like I am out of my mind!) I am even more so, with far more labors, with beatings beyond measure, with far more imprisonments, and often facing death.
24 ୨୪ ମୁଇ ଜିଉଦି ଲକ୍ମନର୍ଟାନେଅନି ପାଁଚ୍ପାଲି ତିରିସ୍ ନ ଡାଙ୍ଗ୍ ମାଡ୍କାଇ ଆଚି ।
Five times I received from the Jews the forty lashes minus one.
25 ୨୫ ରମିଅମନର୍ଟାନେ ତିନ୍ତର୍ କର୍ଡା ସଙ୍ଗ୍ ମାଡ୍କାଇ ଆଚି । ଗଟେକ୍ତର୍ ସେମନ୍ ମକେ ପାକ୍ନା ମାର୍ଲାଇ । ମୁଇ ଜନ୍ ଜାଜେ ଜାଇତେରଇଲି, ସେ ଜାଜ୍ ତିନ୍ତର୍ ବୁଡି ଜାଇରଇଲା । ତରେକ୍ ମର୍ ଜାଜ୍ ନସିଗାଲାକେ ମୁଇ ଗଟେକ୍ ଦିନ୍ ଆରି ଗଟେକ୍ ରାତି, ସମ୍ଦୁରେ ଉପ୍କି ଅଇ ରଇଲି ।
Three times I was beaten with rods. Once I was stoned. Three times I was shipwrecked; a night and a day I spent in the open sea.
26 ୨୬ ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।
I have often been on journeys, exposed to dangers from rivers, dangers from robbers, dangers from my own people, dangers from the Gentiles, dangers in the city, dangers in the wilderness, dangers at sea, and dangers among false brothers.
27 ୨୭ ମର୍ କାମ୍ ଆବଡ୍ କାମ୍ ଆରି ମୁଇ ସବୁବେଲେ ଆବଡ୍ କାମ୍ କଲିଆଚି । ବେସି ତର୍ ରାତିଆ ସଇ ନାପାର୍ଲି, ବୁକେ ସସେ ରଇଆଚି, ବେସି ତର୍ ମକେ କାଦି କେଟେ ନାଇ, ପିନ୍ଦ୍ବାକେ ବସ୍ତର୍ ନାଇ, କି ରଇବାକେ ଗର୍ ନ ରଇଲା ।
I have endured labor and hardship, many sleepless nights, and hunger and thirst. I have often gone without food and have been cold due to a lack of sufficient clothing.
28 ୨୮ ସେ ସବୁ ବିସଇ ମର୍ପାଇ ଅଇରଇଲା । ମାତର୍ ଆରି ମର୍ ବିନ୍ ବିନ୍ ଦୁକ୍ କସ୍ଟ ଆଚେ । ସବୁ ମଣ୍ଡଲିର୍ ପାଇ ଚିନ୍ତା କରି ମୁଇ ଦୁକ୍ କସ୍ଟ ପାଇଲିନି ।
Apart from these external things, there is my daily burden: my concern for all the churches.
29 ୨୯ ଜଦି କିରିସ୍ଟର୍ ଲଗେ ରଇବା କାର୍ ବିସ୍ବାସ୍ ଉନା ଅଇସି ବଇଲେ ମକେ ମିସା ଦୁର୍ବଲ୍ ଲାଗ୍ସି । କେ ଜଦି ପାପ୍ କଲେ, ତାର୍ ଲାଗି ମୁଇ ବେସି ଦୁକ୍ କସ୍ଟ ପାଇଲିନି ।
Who is weak, and I am not weak? Who is made to stumble, and I do not burn with indignation?
30 ୩୦ ମୁଇ ବଡ୍ପନ୍ ଅଇ କାତା ଅଇବାକେ ମନ୍ କରିନାଇ । ଜଦି ସେନ୍ତି କର୍ବାର୍ ଆଲେ, ମକେ ଗଟିରଇବା, ଦୁକ୍ କସ୍ଟ ବିସଇନେଇ ମୁଇ ବଡ୍ପନ୍ ଅଇବି । ସେନ୍ତାର୍ଆଲେ ମୁଇ କେତେ ଦୁର୍ବଲ୍ ଆଚି ବଲି ତମେ ଜାନ୍ସା ।
If I must boast, I will boast about the things that show my weakness.
31 ୩୧ ମୁଇ ତମ୍କେ ଜେତ୍କି ବିସଇ କଇଲି, ସେଟା ସବୁ ସତ୍ । ଗଟେକ୍ ମିସା ମିଚ୍ ନଏଁ । ଆମର୍ ମାପ୍ରୁ ଜିସୁର୍ ବାବା ପର୍ମେସର୍ ଏଟା ଜାନେ । ସେ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ । (aiōn )
The God and Father of the Lord Jesus Christ, who is blessed forever, knows that I am not lying. (aiōn )
32 ୩୨ ପୁର୍ବେ ମୁଇ ଦାମାସ୍କାସେ ରଇଲା ବେଲେ ରାଜା ଆରେତାସରର୍ ତଲେ ଗଟେକ୍ ସାସନ୍ କାରିଆ ରଇଲା । ସେ ସଅର୍ ସନ୍ଦି ଜାଗ୍ବାକେ ତାର୍ ସନିଅମନ୍କେ କଇଲା । ଜେନ୍ତାରି କି ଜେଡେବେଲେ ମୁଇ ସେ ସଅରେ ବାରଇତି, ସେମନ୍ ମକେ ଦାର୍ତାଇ ।
In Damascus the governor under King Aretas was guarding the city of the Damascenes, wanting to arrest me,
33 ୩୩ କେନ୍ତି ବଇଲେ ତେଇର୍ ପାକ୍ନା ପାଚୁରିର୍ କାଣାବାଟେ ମକେ ଚାଟ୍ନାଇ ପୁରାଇ ଉତ୍ରାଇ ଦେଲାଇ । ଆରି ତାର୍ ଟାନେ ଅନି ବଁଚିଗାଲି ।
but I was let down in a basket through a window in the city wall and escaped from his hands.