< ୨ୟ କରନ୍ତିୟ 13 >
1 ୧ ଏଟାସଙ୍ଗ୍ ତିନ୍ତର୍ ଅଇଲାବେ ତମର୍ ଲଗେ ମୁଇ ଆଇଲିନି । ସାସ୍ତର୍ କଇଲାପାରା "ମଣ୍ଡଲିର୍ ବାଇମନର୍ ବିରୁଦେ ନିନ୍ଦା କାତା ଉଟ୍ଲେ, ସେଟା ତିନ୍ ଲକ୍ ନଇଲେ ଦୁଇଲକର୍ ସାକିର୍ ମୁଆଟେ ସବୁଜାକ ରାଜିନାମା କରାଇବାର୍ ଆଚେ ।
This is the third time I am coming to you. “At the mouth of two or three witnesses shall every word be established.”
2 ୨ ଆଗେ ପାପ୍କରି ରଇବା ଲକ୍ମନ୍କେ, ଆରି ଏବେ ପାପ୍ କଲା ଲକ୍ମନ୍କେ ମୁଇ ତମର୍ ଲଗେ ଦୁଇପାଲି ଆଇଲା ବେଲେ କଇରଇଲି । ମୁଇ ତେଇ ନ ଆଇବା ଆଗ୍ତୁ କଇଲିନି, ମୁଇ ଆରିତରେକ୍ ଆଇଲାବେଲେ କେ ଜଦି ତାକର୍ ପାପେ ଅନି ନ ବାଉଡତ୍, । ସେମନ୍କେ ଦୟା ନ ଦେକାଇ ।
I have warned previously, and I warn again, as when I was present the second time, so now, being absent, I write to those who have sinned before now and to all the rest that if I come again, I will not spare,
3 ୩ ମୁଇ କଇବାଟା ଏ ସବୁ କିରିସ୍ଟର୍ ଆଦେସେ ଅନି ଆଚେବଲି ଜାନ୍ବାକେ ଚିନ୍ ମାଙ୍ଗ୍ଲାସ୍ନି । ମୁଇ ତମ୍କେ ଡଣ୍ଡ୍ ଦେଲାବେଲେ ସେ ଚିନ୍ ବିସଇ ଜାନ୍ସା । କିରିସ୍ଟ ତମର୍ ବିତ୍ରେ କାଇ କାମ୍ କଲେ ମିସା ବପୁର୍ ସଙ୍ଗ୍ କର୍ସି, ଦୁର୍ବଲ୍ ଅଇକରି ନାଇ ।
seeing that you seek a proof of Christ who speaks in me who is not weak, but is powerful in you.
4 ୪ କାଇକେବଇଲେ କୁର୍ସେ ଚଗାଇଲାବେଲେ ସେ ଦୁର୍ବଲ୍ ପାରା ଡିସ୍ଲେ ମିସା ପର୍ମେସରର୍ ବପୁସଙ୍ଗ୍ ସେ ବଁଚିଆଚେ । ସେନ୍ତାରିସେ କିରିସ୍ଟର୍ତେଇ ମିସି ରଇଲାର୍ପାଇ ଆମେ ମିସା ଦୁର୍ବଲ୍ ପାରା ଡିସ୍ଲୁନି । ମାତର୍ ପର୍ମେସରର୍ ବପୁ ସଙ୍ଗ୍ ଜିଇ ରଇବୁ ଆରି ତମର୍ ବିତ୍ରେ କର୍ବା ଜନ୍ କାମେ ମିସା ତାର୍ ବପୁ ରଇସି ।
For he was crucified through weakness, yet he lives through the power of God. For we also are weak in him, but we will live with him through the power of God toward you.
5 ୫ ତମେ ନିଜେ ନିଜେ ବିସ୍ବାସେ ଆଚାସ୍ କି ନାଇ, ବିଚାର୍ କରି ଦେକା । ଜିସୁକିରିସ୍ଟ ତମର୍ ବିତ୍ରେ ବାସା ଅଇଆଚେ ବଲି ନାଜାନାସ୍ କି? ତମେ ବିସ୍ବାସ୍ କରାସ୍ ନାଇକେ, କିରିସ୍ଟ ତମର୍ଟାନେ ବାସା ଅଏନାଇ ।
Examine your own selves, whether you are in the faith. Test your own selves. Or don’t you know about your own selves, that Jesus Christ is in you?—unless indeed you are disqualified.
6 ୬ ମାତର୍ ମୁଇ ଆସା କଲିନିଜେ, ଆମେ ସବୁଲକ୍ କିରିସ୍ଟର୍ ପେରିତ୍ ଅଇଆଚୁ ।
But I hope that you will know that we aren’t disqualified.
7 ୭ ତମେ କାଇ କରାପ୍ କାମ୍ ନ କରା ବଲି, ଆମେ ପର୍ମେସର୍କେ ଗୁଆରି କଲୁନି । ଇତି ପୁରାପୁରୁନ୍ ଟିକ୍ କରିଆଚୁ ବଲି ଆମେ ଦେକାଇବାକେ ଜାଉନାଇ, ମାତର୍ ସେଟା ନାପାରି ରଇଲେ ମିସା, ତମେ ଜେନ୍ତିକି ସତ୍କାମ୍ କର୍ସା, ଏଟାର୍ପାଇ ଆମେ ପାର୍ତନା କଲୁନି ।
Now I pray to God that you do no evil; not that we may appear approved, but that you may do that which is honorable, though we may seem to have failed.
8 ୮ ସତ୍ ବିସଇର୍ ବିରୁଦେ ଆମେ କାଇଟା ନ କରୁ, ମାତର୍ ତାର୍ ପାଇ ଟିଆ ଅଇବୁ ।
For we can do nothing against the truth, but for the truth.
9 ୯ ଜଦି ଲକ୍ମନ୍ ଆମ୍କେ ଦୁର୍ବଲ୍ ଆଚତ୍ ବଲି କଇଲେ ମିସା, ଆମେ ସାର୍ଦାସଙ୍ଗ୍ ଆଚୁ । ତମେ ଆକା ବିସ୍ବାସେ ଡାଁଟ୍ ରଇବାର୍ଆଚେ । ଆରି ତମର୍ ଚଲାଚଲ୍ତି ସିଦ୍ ଅଇଜାଅ ବଲି ଆମେ ଗୁଆରି କଲୁନି ।
For we rejoice when we are weak and you are strong. We also pray for this: your becoming perfect.
10 ୧୦ ମୁଇ ନ ଆଇତେ ଏ ସବୁଜାକ ତମ୍କେ କାଇକେ ଲେକ୍ଲିନି ବଇଲେ, ଜେନ୍ତିକି ମୁଇ ଆଇଲାବେଲେ ମାପ୍ରୁ ମକେ ଦେଇରଇବା ଅଦିକାର୍ ସଙ୍ଗ୍ ତମ୍କେ ଡଣ୍ଡ୍ ଦେବାକେ ନ ପଡେ । ଜନ୍ ଅଦିକାର୍ ତମର୍ ବିସ୍ବାସ୍ ବଡାଇବାକେ ଦେଲାଆଚେ, ମାତର୍ ସେଟା ଉନା କର୍ବାକେ ନାଇ ।
For this cause I write these things while absent, that I may not deal sharply when present, according to the authority which the Lord gave me for building up and not for tearing down.
11 ୧୧ ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
Finally, brothers, rejoice! Be perfected. Be comforted. Be of the same mind. Live in peace, and the God of love and peace will be with you.
12 ୧୨ ତମେ ରୁଣ୍ଡ୍ଲା ବେଲେ ନିଜର୍ ନିଜର୍ ବିତ୍ରେ କିରିସ୍ଟର୍ ଆଲାଦେ ଜୁଆର୍ବେଟ୍ ଉଆ ।
Greet one another with a holy kiss.
13 ୧୩ ଇତି ରଇବା ପର୍ମେସରର୍ ଲକ୍ମନ୍ ତମ୍କେ ଜୁଆର୍ ଜାନାଇଲାଇନି ।
All the saints greet you.
14 ୧୪ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା, ପର୍ମେସରର୍ ଆଲାଦ୍ ଆରି ସୁକଲ୍ ଆତ୍ମାର୍ ମିସିକରି ରଇବାଟା, ତମର୍ ସବୁ ଲକର୍ ସଙ୍ଗ୍ ରଅ । ଜୁଆର୍ ।
The grace of the Lord Jesus Christ, God’s love, and the fellowship of the Holy Spirit be with you all. Amen.